ବାଣିଜ୍ୟ

ଟାଟା ମୋଟର୍ସର ଆର୍‌ଭିଏସ୍‌ଏଫ୍‌ ଶୁଭାରମ୍ଭ

ନୂଆଦିଲ୍ଲୀ,୨।୩: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ସ୍ବତନ୍ତ୍ର ଅଭିଯାନ ରିସାଇକେଲ ଓ୍ବିଥ୍‌ ରେସ୍ପେକ୍ଟ (ଆର୍‌ଇ.ଡବ୍ଲ୍ୟୁଆଇ.ଆର୍‌ଇ) ବା ସମ୍ମାନର ସହ ପୁନଃଚକ୍ରଣର ଶୁଭାରମ୍ଭ ହୋଇଯାଇଛି। ଏପରିକି ଟାଟା ମୋଟର୍ସର ସ୍ବୀକୃତି ପ୍ରାପ୍ତ ଡିଲର ରାଜସ୍ଥାନର ଜୟପୁର ଗଙ୍ଗାନଗରର ‘ବାହାନ ଉଦ୍ୟୋଗ…

ଏଚ୍‌ଡିଏଫ୍‌ସି ଲାଇଫ୍‌ର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୨।୩: ଦେଶର ପ୍ରମୁଖ ଜୀବନ ବୀମା କମ୍ପାନୀ ଏଚ୍‌ଡିଏଫ୍‌ସି ଲାଇଫ୍‌ର ନୂତନ ଉତ୍ପାଦ ‘ଗ୍ୟାରେଣ୍ଟେଡ୍‌ ଇନ୍‌କମ୍‌ ବୀମା ଯୋଜନା’ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଉକ୍ତ ଯୋଜନା ଗ୍ୟାରେଣ୍ଟି, ନିୟମିତ ଟିକସମୁକ୍ତ ସୁବିଧା ଏବଂ ସୁନିଶ୍ଚିତ ମୃତ୍ୟୁକାଳୀନ ସୁବିଧା ପ୍ରଦାନ କରୁଛି।…

ସିଆଇଆଇ ସହ ଜେଏସ୍‌ଏଲ୍‌ର ବୁଝାମଣାପତ୍ର ସ୍ବାକ୍ଷର

ନୂଆଦିଲ୍ଲୀ,୨।୩: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ଏବଂ କନଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି କ୍ରମକ୍ଷୟକୁ ଦୂରକରିବା ଏବଂ କ୍ଷୟକ୍ଷତିର ପ୍ରଭାବ ବିଷୟରେ ସଚେତନତା ସୃଷ୍ଟି କରିବା…

ଏସ୍‌ବିଆଇ ପକ୍ଷରୁ ୧ବିଲିୟନ୍‌ ଋଣ ପ୍ରଦାନ

ନୂଆଦିଲ୍ଲୀ,୨।୩: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ନିକଟରେ ୧ବିଲିୟନ୍‌ ଡଲାରର ସିଣ୍ଡିକେଟ୍‌ ଋଣ ପ୍ରଦାନ କରାଯାଇଛି। ଏସ୍‌ବିଆଇ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ କାରବାର ବୋଲି କୁହାଯାଉଛି। କାରଣ ଏହା ହେଉଛି ଏସୀୟ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ସର୍ବବୃହତ୍‌ ଇଏସ୍‌ଜି…

ଫେବୃୟାରୀରେ ୧.୪୯ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୩: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି, ଯାହାର ପ୍ରତିଫଳ ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ପ୍ରତିଫଳିତ ହେଉଛି। ଏପରିକି ୨୦୨୩ ଫେବୃୟାରୀର ଜିଏସ୍‌ଟି ସଂଗ୍ରହ ସମ୍ପର୍କରେ ବୁଧବାର ଅର୍ଥ…

୨୯ ଲକ୍ଷରୁ ଊର୍ଦ୍ଧ୍ୱ ଭାରତୀୟ ଆକାଉଣ୍ଟ ବନ୍ଦ କଲା ହ୍ବାଟ୍‌ସଆପ୍‌

ନୂଆଦିଲ୍ଲୀ,୧।୩: ସୁରକ୍ଷା ଦୃଷ୍ଟିରୁ ହ୍ବାଟ୍‌ସଆପ୍‌ ପ୍ରାୟ ୨୯ ଲକ୍ଷ ୧୮ ହଜାର ଭାରତୀୟ ଆକାଉଣ୍ଟ ବନ୍ଦ କରିଦେଇଛି। ଭାରତ ସରକାର ଏବଂ ହ୍ବାଟସଆପ୍‌ର ନୀତି ଉଲ୍ଲଂଘନ ପାଇଁ କମ୍ପାନୀ ଏହି ନିଷ୍ପତି ନେଇଛି। ସାରା ବିଶ୍ୱରେ ୨ ବିଲିୟନରୁ ଅଧିକ ଲୋକ…

ମାର୍ଚ୍ଚରେ ୧୨ ଦିନ ବ୍ୟାଙ୍କ ବନ୍ଦ ! ଦେଖନ୍ତୁ ପୁରା ତାଲିକା…

ନୂଆଦିଲ୍ଲୀ,୧।୩: ଆଜିଠାରୁ ଆରମ୍ଭ ହୋଇଛି ମାର୍ଚ୍ଚ ମାସ। ଏହି ମାସରେ ହୋଲି ସମେତ ଅନେକ ଉତ୍ସବ ପଡ଼ୁଥିବାରୁ ବ୍ୟାଙ୍କ ମଧ୍ୟ ଛୁଟି ରହିବ। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଜାରି କରାଯାଇଥିବା ତାଲିକାରେ ମୋଟ ୧୨ ଦିନ ଛୁଟି ଥିବା ଦେଖାଯାଇଛି।…

ଫେବୃଆରୀରେ ଜିଏସ୍‌ଟି ସଂଗ୍ରହ ବଢିଛି ୧୨ ପ୍ରତିଶତ

ନୂଆଦିଲ୍ଲୀ,୧।୩: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ବୁଧବାର ଫେବୃଆରୀ ପାଇଁ ଜିଏସ୍‌ଟି ତଥ୍ୟ ପ୍ରକାଶ କରିଛି। ଫେବୃଆରୀରେ ଜିଏସ୍‌ଟି ସଂଗ୍ରହ ୧,୪୯,୫୭୭ କୋଟିରେ ପହଞ୍ଚିଛି, ଯାହାକି ୧୨ ପ୍ରତିଶତ ବୃଦ୍ଧି ହୋଇଛି। ଅର୍ଥ ମନ୍ତ୍ରଣାଳୟ ବିବୃତ୍ତିରେ କହିଛି, ଏହା ୧୨ ମାସ ମଧ୍ୟରେ…

କର୍ତ୍ତବ୍ୟରୁ ଓହରିପାରିବେନି ସାମ୍ବିଧାନିକ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ,୧।୩: ପଞ୍ଜାବର ଆମ୍‌ ଆଦ୍‌ମୀ ପାର୍ଟି ସରକାର ଏବଂ ରାଜ୍ୟପାଳ ବନଓ୍ବାରିଲାଲ୍‌ ପୁରୋହିତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହା ଉପରେ ଗଭୀର ସାମ୍ବିଧାନିକ ଆଲୋଚନା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଫଳରେ ଉଭୟ ପକ୍ଷଙ୍କୁ କଡ଼ା ବାର୍ତ୍ତା ଯାଇଛି।…

ପାଓ୍ବାର ଗ୍ରୀଡ୍‌ ପକ୍ଷରୁ ସଚେତନତା ଅଭିଯାନ

ନୂଆଦିଲ୍ଲୀ,୧।୩: ଦେଶର ପ୍ରମୁଖ ସିପିଏସ୍‌ଇ ‘ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌’(ପିଜିସିଆଇଏଲ୍‌) ପକ୍ଷରୁ ଏକ ୩ ଦିନିଆ ସଚେତନତା କାର୍ଯ୍ୟକ୍ରମ ବୁଧବାରଠାରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହେଉଛି। ଏପରିକି କେନ୍ଦ୍ର ସରକାରଙ୍କ ଶକ୍ତି ମନ୍ତ୍ରଣାଳୟ ଅଧୀନରେ ଥିବା ମହାରତ୍ନା ସିପିଏସ୍‌ଇ…

ଅନୁଗୋଳରେ ଟିପିସିଓଡିଏଲ୍‌ର ନୂଆ ଏସ୍‌ଡିସି

ଭୁବନେଶ୍ୱର,୧।୩: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଆଉ ଏକ ‘ଦକ୍ଷତା ବିକାଶ କେନ୍ଦ୍ର’(ଏସ୍‌ଡିସି)ର ଶୁଭାରମ୍ଭ କରାଯାଇଛି। ଏପରିକି ଅନୁଗୋଳଠାରେ ଟିପିସିଓଡିଏଲ୍‌ର ନୂଆ ଏସ୍‌ଡିସି ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ତଥା ଅନୁଗୋଳର…

ଜୀବନ ଜିଇଁବାର ଦିଗ ବଦଳାଇଦେବ ୫ଜି

ନୂଆଦିଲ୍ଲୀ,୧।୩: ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ବଜେଟ ପରବର୍ତ୍ତୀ ଏକ ୱେବିନାର୍‌ର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ରିଲାଏନ୍ସ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?