ଭୋଲ୍ଟାସର ଏକ୍ସକ୍ଲୁସିଭ ବ୍ରାଣ୍ଡ୍ ଶପ୍ ଉଦ୍ଘାଟିତ
ଭୁବନେଶ୍ୱର,୧୫।୧୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ଟାଟା ଗ୍ରୁପ୍ର ଅନ୍ୟତମ ସଂସ୍ଥା ଭୋଲ୍ଟାସର ଆଉ ଏକ ବ୍ରାଣ୍ଡ୍ ଶପ୍ର ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ‘କ୍ୱାଲିଟି ଷ୍ଟୋର’ ଆନୁକୂଲ୍ୟରେ କମ୍ପାନୀର ଏକ୍ସକ୍ଲୁସିଭ ବ୍ରାଣ୍ଡ୍ ଶପ୍ ମାଲକାନଗିରି ଜିଲା…
ଶ୍ୟାମ୍ ଷ୍ଟିଲ୍ ପ୍ରଚଳନ କରୁଛି ଜି ହଜୁର
ଭୁବନେଶ୍ୱର,୧୫।୧୨: ପ୍ରାଇମେରି ଟିଏମ୍ଟି ବାର୍ର ଅଗ୍ରଣୀ ଉପତ୍ାଦନକାରୀ ତଥା ବିନିର୍ମାଣକାରୀ ଶ୍ୟାମ୍ ଷ୍ଟିଲ୍ ସମସ୍ତ ନିର୍ମାଣ ସାମଗ୍ରୀ ନିମନ୍ତେ ଏକ ନୂଆ ଯୁଗର ବି୨ବି ବଜାରସ୍ଥଳ ଜି ହଜୁରର ପ୍ରଚଳନ ସମ୍ପର୍କରେ ଘୋଷଣା କରିଛି। ଏ ସମ୍ପର୍କରେ ଶ୍ୟାମ୍ ଷ୍ଟିଲ୍ ଇଣ୍ଡଷ୍ଟ୍ରିଜ…
ପ୍ରାଥମିକ କ୍ଷେତ୍ରରେ ୧୯% ବୃଦ୍ଧି ପାଇଛି ଋଣ ଆକଳନ
ଭୁବନେଶ୍ୱର,୧୫।୧୨: ନାବାର୍ଡ ପକ୍ଷରୁ ଆୟୋଜିତ ଷ୍ଟେଟ୍ କ୍ରେଡିଟ୍ ସେମିନାର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସେମିନାରରେ ନାବାର୍ଡ ଦ୍ୱାରା ପ୍ରସ୍ତୁତ ‘ଷ୍ଟେଟ ଫୋକସ୍ ପେପର୍ ୨୦୨୩-୨୪’ ପୁସ୍ତିକାର ଉନ୍ମୋଚନ କରାଯିବା ସହ ଓଡ଼ିଶାର ପ୍ରାଥମିକ କ୍ଷେତ୍ରରେ ୨୦୨୩-୨୪ ବର୍ଷ ପାଇଁ ସର୍ବମୋଟ…
ଆଶ୍ୱାସନା ଦେଲେ ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ମୁଦ୍ରାସ୍ଫୀତିକୁ ନେଇ ଲୋକ ସଭାରେ ଆଶ୍ୱାସନା ଦେଇଛନ୍ତି। ମୁଦ୍ରାସ୍ଫୀତି ଆହୁରି ହ୍ରାସ କରିବାକୁ ସରକାର ପଦକ୍ଷେପ ନେବେ ବୋଲି ସେ କହିଛନ୍ତି। ଲୋକ ସଭାରେ ମୁଦ୍ରାସ୍ଫୀତିକୁ ନେଇ ଆଲୋଚନା ବେଳେ ସୀତାରମଣ କହିଛନ୍ତି,…
୯୫ ପ୍ରତିଶତ ଭାରତୀୟ ଶ୍ରମିକଙ୍କର ନାହିଁ ଡିଜିଟାଲ ଦକ୍ଷତା…
ନୂଆଦିଲ୍ଲୀ,୧୪।୧୨ : ଏକ ସର୍ଭେ ଅନୁଯାୟୀ, ଦେଶରେ କରୋନା ମହାମାରୀ ପରେ ଚାକିରିରେ ପରିବର୍ତ୍ତନ ଯୋଗୁ ୯୫ ପ୍ରତିଶତ ଭାରତୀୟ ଶ୍ରମିକଙ୍କର ଡିଜିଟାଲ ଦକ୍ଷତା ଶିଖିବାର ଆବଶ୍ୟକତା ରହିଛି। କନସଲ୍ଟିଂ ଫାର୍ମ ଆଲଫାବେଟାର ଏକ ସର୍ଭେରେ ଏହା ଜଣାପଡିଛି ଯେ ୨୦୨୩…
ପାଇକାରୀ ମୁଦ୍ରାସ୍ଫୀତି ୨୧ ମାସର ସର୍ବନିମ୍ନ ସ୍ତରରେ…
ନୂଆଦିଲ୍ଲୀ,୧୪।୧୨ : ଡିସେମ୍ବର ୧୪ ରେ ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଭାରତର ପାଇକାରୀ ମୁଦ୍ରାସ୍ଫୀତି ନଭେମ୍ବରରେ ୨୧ ମାସର ସର୍ବନିମ୍ନ ସ୍ତରରେ ପହଞ୍ଚିଛି। ଏହା ୫.୮୫ ପ୍ରତିଶତକୁ ହ୍ରାସ ପାଇଛି। ସର୍ବଶେଷ ହୋଲସେଲ ମୂଲ୍ୟ ସୂଚକାଙ୍କ (ଡବ୍ଲୁପିଆଇ)…
କିଣା ୨୫ ବିକା ୧୦୦ରୁ ଅଧିକ…
ନୂଆଦିଲ୍ଲୀ,୧୪।୧୨ : ଭାରତରେ ବଢ଼ିଥିବା ପେଟ୍ରୋଲ ଡିଜେଲ ଦାମ କମିବାର ନା ଧରୁନି। ସରକାର ରୁଷିଆଠାରୁ ବ୍ୟାରେଲ ପିଛା ୪୯ ଡଲାରରେ ଅଶୋଧିତ ତୈଳ କିଣୁଛନ୍ତି। ଏକ ବ୍ୟାରେଲରେ ୧୫୯ ଲିଟର ଅଶୋଧିତ ତୈଳ ରହିଥାଏ। ଏକ ହିସାବ ଅନୁସାରେ ଭାରତ…
ବ୍ୟାରେଲ ପିଛା ୪୯ ଡଲାରରେ ଭାରତକୁ ତୈଳ ଯୋଗାଣ ଜାରି ରଖିବ ରୁଷିଆ…
ନୂଆଦିଲ୍ଲୀ,୧୪।୧୨ : ପାଶ୍ଚାତ୍ୟ ଦେଶଗୁଡିକ ରୁଷିଆର ଅଶୋଧିତ ତୈଳ ଉପରେ ବ୍ୟାରେଲ ପିଛା ଅତି କମରେ ୬୦ଡଲାରର ପ୍ରାଇସ୍ କ୍ୟାପ୍ ଲଗାଇଛନ୍ତି। ଏହା ପରେ ମଧ୍ୟ ଭାରତ ବହୁତ କମ୍ରେ ତୈଳ ପାଇବା ଜାରି ରଖିବ। ଏହି ପ୍ରତିବନ୍ଧକ ପରେ ମଧ୍ୟ…
ଅରୁନ୍ଧତୀ ଜୁଏଲର୍ସର ‘ଡାଇମଣ୍ଡ ମହୋତ୍ସବ’
ଭୁବନେଶ୍ୱର,୧୪।୧୨: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ହୀରା ଗହଣାର ସ୍ବତନ୍ତ୍ର କଲେକ୍ସନ ଜିଭା ସହ ‘ଡାଇମଣ୍ଡ ମହୋତ୍ସବ’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପ୍ରତିଷ୍ଠାନର ସମସ୍ତ ଶାଖାରେ ଏହି ମହୋତ୍ସବ ଆରମ୍ଭ ହୋଇଯାଇଥିବା ଜଣାପଡ଼ିଛି। ବିଶେଷକରି ଚଳିତ…
ସେନ୍କୋ ପକ୍ଷରୁ ବିବାହ ଅଭିଯାନ
ନୂଆଦିଲ୍ଲୀ,୧୪।୧୨: ସେନ୍କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସ ପକ୍ଷରୁ ବଲିଉଡ୍ ଅଭିନେତ୍ରୀ କିଆରା ଆଡ୍ଭାନିଙ୍କୁ ନେଇ ଭାରତୀୟ ବିବାହ ଉପରେ ପର୍ଯ୍ୟବସିତ ଏକ ନୂତନ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏପରିକି ଭାରତୀୟ ବିବାହର ଭବ୍ୟ ଆୟୋଜନକୁ ଉକ୍ତ ଅଭିଯାନ ଜରିଆରେ ପାଳନ କରାଯାଉଛି।…
୮ମାସରେ ସୋନାଲିକାର ୧ଲକ୍ଷ ଟ୍ରାକ୍ଟର ବିକ୍ରି
ନୂଆଦିଲ୍ଲୀ,୧୪।୧୨: ଦେଶର ପ୍ରମୁଖ ଟ୍ରାକ୍ଟର କମ୍ପାନୀ ତଥା ସର୍ବବୃହତ୍ ଟ୍ରାକ୍ଟର ରପ୍ତାନି ବ୍ରାଣ୍ଡ୍ ସୋନାଲିକା ଆଉ ଏକ ସଫଳତା ସହ ଲକ୍ଷ୍ୟ ପୂରଣ କରିଛି। ଏପରିକି ଚଳିତ ଆର୍ଥିକ ବର୍ଷର ୮ ମାସ ( ୨୦୨୨ ଏପ୍ରଲରୁ ନଭେମ୍ବର)ରେ ୧ ଲକ୍ଷରୁ…
ଶେୟାର ବଜାରରେ ଉତ୍ସାହ
ନୂଆଦିଲ୍ଲୀ,୧୪।୧୨: ଦିନକର ମାନ୍ଦାବସ୍ଥା ପରେ ମଙ୍ଗଳବାର ଷ୍ଟକ୍ ବଜାରର ଫଳାଫଳ ଆଶା ଓ ଆଶଙ୍କା ମଧ୍ୟରେ ଶେଷ ହୋଇଛି। ଏପରିକି କେନ୍ଦ୍ରୀୟ ବ୍ୟାଙ୍କର ନିଷ୍ପତ୍ତି ସାଙ୍ଗକୁ ଖୁଚୁରା ମୁଦ୍ରାସ୍ଫୀତିର ଫଳାଫଳ ଓ ଶେୟାର ବଜାରର କାରବାର ଦଲାଲ ଷ୍ଟ୍ରିଟ୍ର ନିବେଶକଙ୍କ ମନରେ…
Archives


