ବାଣିଜ୍ୟ

ମାର୍ଚ୍ଚ ପହିଲାରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିପାରେ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୨: ଆଉ ଦୁଇ ଦିନ ପରେ ଆରମ୍ଭ ହେବ ମାର୍ଚ୍ଚ ମାସ। ପ୍ରତି ମାସରେ ଟଙ୍କା ସହ ଜଡ଼ିତ ନିୟମ ପରିବର୍ତ୍ତନ ହୋଇଥାଏ। ଏଥର ମଧ୍ୟ ଅନେକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି, ଯାହାକି ଆପଣଙ୍କ ପକେଟ ଉପରେ ପ୍ରଭାବ ପକାଇପାରେ।…

ପୁଣି କର୍ମଚାରୀଙ୍କୁ ଛଟେଇ କଲା ଟୁଇଟର

ନୂଆଦିଲ୍ଲୀ,୨୬।୨: ଲୋକପ୍ରିୟ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଟୁଇଟର ପୁଣି ଥରେ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ଏହି ଅଷ୍ଟମ ରାଉଣ୍ଡ ଛଟେଇର ପ୍ରଭାବ ଅନେକ ଇଞ୍ଜିନିୟରିଂ ଟିମ୍‌ ଉପରେ ପଡ଼ିଛି। ଏଥିରେ ବିଜ୍ଞାପନ ପ୍ରଯୁକ୍ତିବିଦ୍ୟା, ଟୁଇଟର ଆପ୍‌, ଟୁଇଟର ସିଷ୍ଟମ ଆଦି…

ମେଳା ମିଳନର ମହାପର୍ବ

ଭୁବନେଶ୍ୱର,୨୬।୨: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ଥାନୀୟ ଜନତା ମଇଦାନଠାରେ କ୍ରେଡାଇ ଭୁବନେଶ୍ୱର ପକ୍ଷରୁ ୧୮ ତମ ହୋମ୍‌ ଆଣ୍ଡ ଡେକୋର-୨୦୨୩ ରିୟଲ ଇଷ୍ଟେଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ସେହିଭଳି ବେଙ୍ଗଲ ଚ୍ୟାମ୍ବର ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି ସହ ଜିଏସ୍‌…

ପିଏନ୍‌ବି ଗୃହଋଣ ଷ୍ଟଲ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୨୬।୨: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଏକ ସ୍ବତନ୍ତ୍ର ଋଣମେଳା ଷ୍ଟଲ୍‌ର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ମେଗା ହୋମ୍‌ ଆଣ୍ଡ୍‌ ଡେକୋର ମେଳାରେ ପିଏନ୍‌ବି ଗୃହଋଣ ଷ୍ଟଲ୍‌ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ…

ଆଜି ଜୀ ସାର୍ଥକର ଦମ୍‌ଦାର ରବିବାର

ଭୁବନେଶ୍ୱର,୨୬।୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭତ୍ତିକ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକରେ ରବିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଦମ୍‌ଦାର ରବିବାର’ ଶୀର୍ଷକ ବିଶେଷ ଏପିସୋଡ୍‌ ପ୍ରସାରିତ ହେବ। ବିଶେଷକରି କେତେକ ଅନାବଶ୍ୟକ ପରିସ୍ଥିତି ଯୋଗୁ ଚଳିତ ସପ୍ତାହରେ ଦର୍ଶକଙ୍କ ସହ ସମ୍ପୂର୍ଣ୍ଣ…

ମାଲକାନଗିରିରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୬।୨: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଆଉ ଏକ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀ ଓଡ଼ିଶା ବଜାରର ମାଲକାନଗିରି ସହରଠାରେ ଉକ୍ତ ଆଉଟ୍‌ଲେଟ୍‌ର ଶୁଭାରମ୍ଭ କରାଯାଇଛି। ବିଶେଷକରି ୧୩,୦୦୦ ବର୍ଗଫୁଟ ଅଞ୍ଚଳରେ…

ଜୀବନଚର୍ଯ୍ୟାରେ ଘଣ୍ଟା ଅପରିହାର୍ଯ୍ୟ

ବର୍ତ୍ତମାନ ସମୟରେ ସମୟ ବହୁତ ମୂଲ୍ୟବାନ୍‌ ହୋଇପଡ଼ିଛି। ଏପରିକି ବ୍ୟସ୍ତବହୁଳ ଜୀବନରେ ସମୟକୁ ସଦୁପଯୋଗ କରିବା ସବୁସ୍ତରର ବ୍ୟକ୍ତିମାନଙ୍କ ପାଇଁ ଉଦ୍ଦିଷ୍ଟ ଥାଏ। ବିଶେଷକରି ସମୟ ପ୍ରତି ସଜାଗ ରହି କାମ କରିବା ପାଇଁ ଘଣ୍ଟା ଏକ ପରିମାପକ ଭାବେ ପରିଗଣିତ…

ଧନ କୁବେର ତାଲିକାରେ ୩୩ ତମ ସ୍ଥାନରେ ପହଞ୍ଚିଲେ ଆଦାନୀ…

ଓ୍ବାଶିଂଟନ,୨୫।୨ : ଆମେରିକାର ଅନୁସନ୍ଧାନକାରୀ ସଂସ୍ଥା ହିଣ୍ଡନବର୍ଗ ଆଦାନୀ ଗୋଷ୍ଠୀ ଉପରେ ଏପରି ବିପଦ ସୃଷ୍ଟି କରିଥିଲା ଯେ ତାହା ଦ୍ୱାରା ଧନ କୁବେର ତାଲିକାରେ ବହୁ ଅଦଳବଦଳ ହେବାରେ ଲାଗିଛି। ଏହା ପରେ ଭାରତୀୟ ବିଲିୟନେୟାର ଗୌତମ ଆଦାନୀ ଗୋଟିଏ…

ୟୁନେସ୍କୋ, କିସ୍‌, ଓଡ଼ିଶା ସରକାର ତ୍ରିପାକ୍ଷିକ ବୁଝାମଣା

ଭୁବନେଶ୍ୱର, ୨୫ା୨(କ୍ରୀଡ଼ା ପ୍ରତିନିଧି): ୟୁନେସ୍କୋର ‘ଫିଟ୍‌ ଫର୍‌ ଲାଇଫ୍‌’ କାର୍ଯ୍ୟକ୍ରମ ନିମନ୍ତେ ୟୁନେସ୍କୋ, କିସ୍‌ ଓ ରାଜ୍ୟ କ୍ରୀଡ଼ା ବିଭାଗ ମଧ୍ୟରେ ତ୍ରିପାକ୍ଷିକ ବୁଝାମଣାପତ୍ର ଗୁରୁବାର ସ୍ବାକ୍ଷରିତ ହୋଇଛି। ଏହି ବୁଝାମଣାପତ୍ରରେ ଓଡ଼ିଶା ସରକାରଙ୍କ ପକ୍ଷରୁ କ୍ରୀଡ଼ା ଓ ଯୁବସେବା ବିଭାଗ…

ଏଚ୍‌ପିର ଓମେନ୍‌ ପ୍ଲେ ଗ୍ରାଉଣ୍ଡ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର,୨୫ା୨: ଦେଶର ପ୍ରମୁଖ ଆଇଟି ବ୍ରାଣ୍ଡ୍‌ ଏଚ୍‌ପିର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ଡିଜାଇନ ହୋଇଥିବା ‘ଓମେନ୍‌ ପ୍ଲେ ଗ୍ରାଉଣ୍ଡ ଷ୍ଟୋର’ ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ଶୁଭାରମ୍ଭ କରାଯାଇଛି। ଏପରିକି ଇ ମାର୍ଟ ଫର୍‌ ୟୁ ପ୍ରାଇଭେଟ୍‌ ଲିମିଟେଡ୍‌…

ଯନ୍ତ୍ରଣାରୁ ମୁକ୍ତିଦେବ କୁଇକ୍‌

ଭୁବନେଶ୍ୱର,୨୫ା୨: ଦେଶର ସର୍ବପୁରାତନ ଆୟୁର୍ବେଦ କମ୍ପାନୀ ଓଜୋନ୍‌ ଫାର୍ମାସ୍ୟୁଟିକାଲର ପ୍ରମୁଖ ବ୍ରାଣ୍ଡ୍‌ କୁଇକ୍‌ର ନୂତନ ଉତ୍ପାଦର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କମ୍ପାନୀ ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ…

କାନାରା ବ୍ୟାଙ୍କର ମେଗା ରିଟେଲ ଲୋନ୍‌ ଏକ୍ସପୋ

ଭୁବନେଶ୍ୱର,୨୫ା୨: କାନାରା ବ୍ୟାଙ୍କର ୨ ଦିନିଆ ମେଗା ରିଟେଲ ଲୋନ୍‌ ଏକ୍ସପୋ ଶୁକାବାରଠାରୁ ଆରମ୍ଭ ହୋଇଯାଇଛି। ଏହା ଜେନେରାଲ ମ୍ୟାନେଜର ବି.ଏଲ୍‌.ମୀନାଙ୍କ ନେତୃତ୍ୱରେ ବ୍ୟାଙ୍କର ସର୍କଲ ଅଫିସ୍‌ ପରିସରରେ ଆରମ୍ଭ ହୋଇଛି। ଏଥିରେ ରାଜ୍ୟର ପ୍ରତିଷ୍ଠିତ ବିଲ୍ଡର ଏବଂ ନାମୀଦାମୀ ଗାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?