Jio ୟୁଜର୍ସଙ୍କ ପାଇଁ ଖୁସି ଖବର: ବର୍ଷେଯାଏ ମାଗଣାରେ ମିଳିବ 5G ଡାଟା
ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଜିଓର ଶସ୍ତା ଠାରୁ ମହଙ୍ଗା ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷେତ୍ରରେ ପ୍ରିପେଡ ଏବଂ ପୋଷ୍ଟପେଡ ପ୍ଲାନ ରହିଛି। କିନ୍ତୁ ଆଜି ଆମେ ଆପଣଙ୍କ ପାଇଁ ଏକ ଶସ୍ତା ରିଚାର୍ଜ ପ୍ଲାନ ପାଇଛୁ ଯାହା କମ ମୂଲ୍ୟରେ...
Gold Price: ଲକ୍ଷେ ନା ୫୫ହଜାର, ଏବର୍ଷ ଏତିକି ରହିବ ସୁନାଦର, ଏକ୍ସପର୍ଟ ଦେଲେ ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧୨।୪: ସୁନାର ମୂଲ୍ୟ କେବଳ ଭାରତ ନୁହେଁ ବିଶ୍ୱବ୍ୟାପୀ ରେକର୍ଡ କରିଛି। ଏନେଇ ବିଶେଷଜ୍ଞମାନେ ବଡ଼ ଆକଳନ କରିଛନ୍ତି ଯେ ସୁନାର ମୂଲ୍ୟ ଚଳିତ ବର୍ଷ ୧ ଲକ୍ଷ ଟଙ୍କା ଛୁଇଁବ ନା ୫୫ହଜାର ଖସିବ। ଚଳିତ ବର୍ଷ ୨୪କ୍ୟାରେଟ...
ପୁଣି UPI ଡାଉନ୍, ଥରେ ପେମେଣ୍ଟ କଲେ ଦୁଇଥର କଟିଯାଉଛି ଟଙ୍କା!
ନୂଆଦିଲ୍ଲୀ,୧୨।୪: ପୁଣି ୟୁପିଆଇ ଡାଉନ୍। ଶନିବାର ସାରା ଦେଶରେ ବ୍ୟବହାରକାରୀ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର କରିବା ସମୟରେ ହଜାର ହଜାର ଲୋକଙ୍କ ଟଙ୍କା ଫସି ରହୁଛି। ଡାଉନଡିଟେକ୍ଟର ଅନୁଯାୟୀ,...
Atal Pension Yojana: ପ୍ରତି ମାସରେ ଆକାଉଣ୍ଟକୁ ଆସିବ ୫ହଜାର ଟଙ୍କା, ୧୮ବର୍ଷ ବୟସରେ ବି କରିପାରିବେ ଆବେଦନ
ନୂଆଦିଲ୍ଲୀ,୧୧।୪: କେନ୍ଦ୍ର ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବ୍ୟକ୍ତିଙ୍କ ଭବିଷ୍ୟତକୁ ସୁନିଶ୍ଚିତ କରିବା ପାଇଁ ଅଟଳ ପେନସନ ଯୋଜନା (APY) କରିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ଯୋଜନାରେ ୧.୨୨ କୋଟି ନୂଆ ଆକାଉଣ୍ଟ ଖୋଲାଯାଇଛି। ଅଟଳ ପେନସନ ଯୋଜନାର...
ଦିନକରେ ଦର ଆକାଶଛୁଆଁ, ପ୍ରାୟ ୧ ଲକ୍ଷରେ ପହଞ୍ଚିଲା ସୁନା!
ନୂଆଦିଲ୍ଲୀ,୧୧।୪: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ମୂଲ୍ୟ ଆକାଶଛୁଆଁ ହୋଇଛି। ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜ୍ୟ ଯୁଦ୍ଧ ଯୋଗୁ ସୁନା ମୂଲ୍ୟ ବୃଦ୍ଧି ପାଉଛି। ବିଶେଷଜ୍ଞଙ୍କ ମତରେ, ଆଗାମୀ ଦିନରେ ସୁନାର ମୂଲ୍ୟ ଆହୁରି ବୃଦ୍ଧି ପାଇପାରେ।...
ସରକାର ବଦଳାଇଲେ ନିୟମ, ଆଉ ହେବନି UPI ଟ୍ରାଞ୍ଜାକ୍ସନ!
ନୂଆଦିଲ୍ଲୀ,୧୧।୪: ଯଦି ଆପଣ UPI ମାଧ୍ୟମରେ ପେମେଣ୍ଟ କିମ୍ବା କାରବାର କରୁଛନ୍ତି କିମ୍ବା ବିଦେଶ ଭ୍ରମଣ କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଉପଯୋଗୀ ହୋଇପାରେ। କାରଣ ନ୍ୟାସନାଲ ପେମେଣ୍ଟ କର୍ପୋରେସନ ଅଫ ଇଣ୍ଡିଆ (NPCI) ଏପ୍ରିଲ ୮ରେ...
ଏହିଦିନ ଳାଗୁ ହେବ ୮ମ ବେତନ କମିଶନ! ଏହି କର୍ମଚାରୀଙ୍କ ୩ଗୁଣା ବଢିବ ଦରମା
ନୂଆଦିଲ୍ଲୀ,୧୧।୪:ଅଷ୍ଟମ ବେତନ ଆୟୋଗ ଲାଗୁ ହେବା ପରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା କେତେ ବୃଦ୍ଧି ପାଇବ ସେ ନେଇ ଅନେକ ଆଲୋଚନା ହେଉଛି। ଅନେକ ଭାବୁଛନ୍ତି କର୍ମଚାରୀଙ୍କ ଦରମାରେ ୧୮୬% ବୃଦ୍ଧି ପାଇବ । ୧୮୬% ଅର୍ଥ ହେଉଛି...
Discount On Electricity Bill: ଲକ୍ଷେ ଟଙ୍କା ବିଜୁଳି ବିଲ୍ ହେଲେ ବି ମିଳିବ ରିହାତି, ଜାଣନ୍ତୁ କେଉଁମାନଙ୍କୁ ମିଳେ ଏହି ଲାଭ
ନୂଆଦିଲ୍ଲୀ,୧୧।୪: ନିକଟରେ, ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ, କଙ୍ଗନା ରଣାୱତ କହିଥିଲେ ଯେ ମନାଲିରେ ତାଙ୍କ ଘରର ବିଦ୍ୟୁତ ବିଲ ୧ ଲକ୍ଷ ଟଙ୍କା ହୋଇଛି, ଯଦିଓ ସେ ସେଠାରେ ରହୁନାହାଁନ୍ତି। ଏହି ସମୟ ମଧ୍ୟରେ ସେ...
କ’ଣ ଏହି ବ୍ୟାଙ୍କରେ ଅଛି ଆପଣଙ୍କର ଆକାଉଣ୍ଟ,କାମ କରିବନି UPI ପେମେଣ୍ଟ
ନୂଆଦିଲ୍ଲୀ,୧୧।୪: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ HDFC ଏହାର UPI ସେବା ସମ୍ପର୍କରେ ଏକ ବଡ଼ ଅପଡେଟ ଦେଇଛି। ଏନେଇ ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଉପଭୋକ୍ତାମାନେ ଆସନ୍ତାକାଲି ଅର୍ଥାତ ୧୨ ଏପ୍ରିଲ ୨୦୨୫ ଦିନ ରାତି ୨:୩୦ ରୁ...
୩ ଦିନରେ ମହଙ୍ଗା ହେଲାଣି ସୁନା: ଆଜି ଭାଙ୍ଗିଲା ରେକର୍ଡ, ଦାମ୍ ରହିଛି…
ନୂଆଦିଲ୍ଲୀ,୧୧ା୪: ପୁଣି ଚିନ୍ତା ବଢ଼ାଇଛି ସୁନା ଦର। କିଛିଦିନ ଧରି ସୁନାରୁପା ଦର ହୁହୁ ହୋଇ ବଢୁଛି। ଫଳରେ ଚିନ୍ତାରେ ପଡ଼ିଛନ୍ତି ଲୋକେ। ସୁନା ଦର ହ୍ରାସ ପାଇବ ବୋଲି ଖବର ପ୍ରକାଶ ପାଉଥିଲେ ହେଁ ଏହି ଦର ବଢ଼ିବଢ଼ି...
ସନସ୍ୟୁର ଏନର୍ଜି ସହ ଜେଏସ୍ଏଲ୍ ସୁପର ଷ୍ଟିଲ୍ର ବୁଝାମଣା
ଭୁବନେଶ୍ୱର,୧୧।୪ (ଅଭୟ ଦାଶ): ଭାରତର ସର୍ବବୃହତ୍ ଷ୍ଟେନ୍ଲେସ୍ ଷ୍ଟିଲ୍ ଉତ୍ପାଦନକାରୀ ଜିନ୍ଦଲ ଷ୍ଟେନ୍ଲେସର ଗାଜିଆବାଦସ୍ଥିତ ସହାୟକ କମ୍ପାନୀ ଜେଏସ୍ଏଲ୍ ସୁପର ଷ୍ଟିଲ୍ ଏବଂ ଶକ୍ତି ଉତ୍ପାଦନକାରୀ କମ୍ପାନୀ ସନସ୍ୟୁର ଏନର୍ଜି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି...
୪୨,୦୦୦ ନବାଗତଙ୍କୁ ନିଯୁକ୍ତି ଦେବ TCS, ଟ୍ରମ୍ପଙ୍କ ଟାରିଫ୍ ଭୟରେ ଅଟକିଲା ବେତନ ବୃଦ୍ଧି
ନୂଆଦିଲ୍ଲୀ,୧୧।୪: ପ୍ରମୁଖ ଆଇଟି କମ୍ପାନୀ ଟାଟା କନସଲଟାନ୍ସି ସର୍ଭିସେସ୍ (TCS) ଆର୍ଥିକ ବର୍ଷ ୨୦୨୬ରେ ୪୨,୦୦୦ ଫ୍ରେଶର୍(ନବାଗତ) ନିଯୁକ୍ତ କରିବ। ଅନ୍ୟପଟେ ବିଶ୍ୱ ବଜାରରେ ଅନିଶ୍ଚିତତା ମଧ୍ୟରେ କର୍ମଚାରୀଙ୍କ ବେତନ ବୃଦ୍ଧି ବିଷୟରେ କୌଣସି ନିଷ୍ପତ୍ତି ସ୍ଥିର ହୋଇନାହିଁ। ଚତୁର୍ଥ...
Archives


