ବାଣିଜ୍ୟ

ରୋଜଗାର ମେଳାରେ ୩୮୪ଙ୍କୁ ନିଯୁକ୍ତିପତ୍ର

ଭୁବନେଶ୍ୱର,୨୩।୧୧: ଗତ କିଛିଦିନ ହେଲା ଦେଶର ଯୁବପିଢ଼ିମାନଙ୍କୁ ରୋଜଗାର ମେଳା ମାଧ୍ୟମରେ କେନ୍ଦ୍ର ସରକାର ନିଯୁକ୍ତିପତ୍ର ବଣ୍ଟନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ଥାନୀୟ ରେଳ ଅଡିଟୋରିୟମଠାରେ ରୋଜଗାର ମେଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଆକ୍ସିସ ବ୍ୟାଙ୍କ-ଫ୍ଲିପ୍‌କାର୍ଟର ସହଯୋଗିତା

ନୂଆଦିଲ୍ଲୀ,୨୩।୧୧: ଆକ୍ସିସ ବ୍ୟାଙ୍କ ଓ ଫ୍ଲିପ୍‌କାର୍ଟ ମଧ୍ୟରେ ଏକ ଦ୍ୱିପାକ୍ଷିକ ବ୍ୟବସାୟିକ ସହଯୋଗିତା ସ୍ଥାପନ କରାଯାଇଛି। ସୁପର ଇଲାଇଟ୍‌ କ୍ରେଡିଟ୍‌ କାର୍ଡର ଶୁଭାରମ୍ଭ ଲାଗି ଏହି ସହଯୋଗିତା ସ୍ଥାପନ କରାଯାଇଥିବା ଜଣାପଡ଼ିଛି। ଏପରିକି ଫ୍ଲିପ୍‌କାର୍ଟ ସୁପର କଏନ୍‌ସ ରିୱାର୍ଡ ପ୍ରୋଗ୍ରାମକୁ ବ୍ୟାପକ…

ବଜାଜ୍‌ ଅଲ୍‌ ନ୍ୟୁ ପଲ୍‌ସର ପି ୧୫୦ର ଶୁଭାରମ୍ଭ

ଭୁବନେଶ୍ୱର,୨୩।୧୧: ଦେଶର ପ୍ରମୁଖ ୨ ଚକିଆ ଯାନ ନିର୍ମାତା ‘ବଜାଜ୍‌ ଅଟୋ’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପଲ୍‌ସର ସିରିଜ୍‌ର ନୂଆ ବାଇକ୍‌ ବଜାଜ୍‌ ଅଲ୍‌ ନ୍ୟୁ ପଲ୍‌ସର ପି୧୫୦ର ଶୁଭାରମ୍ଭ (ବଜାର ପ୍ରବେଶ) ସମ୍ପର୍କରେ ଘୋଷଣା କରାଯାଇଛି।…

ଟାଟା ହିଟାଚି ପକ୍ଷରୁ ମାଇନିଂ ମେଶିନ ପ୍ରଦର୍ଶିତ

ନୂଆଦିଲ୍ଲୀ,୨୩।୧୧: ଦେଶର ପ୍ରମୁଖ ମେଶିନାରି ଉତ୍ପାଦକ କମ୍ପାନୀ ‘ଟାଟା ହିଟାଜି’ ନିକଟରେ ଆଇଏମ୍‌ଏମ୍‌ଇ-୨୦୨୨ ରେ ଅଂଶଗ୍ରହଣ କରି ତା’ର ଶକ୍ତିଶାଳୀ ମାଇନିଂ ମେଶିନଗୁଡ଼ିକୁ ପ୍ରଦର୍ଶିତ କରିଥିଲା। ଏପରିକି ହିଟାଚିର ଶକ୍ତିଶାଳୀ ମାଇନିଂ ଏକ୍ସାଭେଟର ମଡେଲ ଜେଡ୍‌ଏକ୍ସ ୮୭୦ଏଚ୍‌-୫ଜି ଓ ନୂଆକରି ଶୁଭାରମ୍ଭ…

ରାଜସୁନାଖଳାରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୩।୧୧: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଷ୍ଟୋର ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ନିକଟରେ ନୟାଗଡ଼ ଜିଲା ରାଜସୁନାଖଳାଠାରେ ‘ଟ୍ରେଣ୍ଡ୍‌ସ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ (ଷ୍ଟୋର) ର ଶୁଭାରମ୍ଭ କରାଯାଇଛି। ୬୪୦୦ ବର୍ଗଫୁଟ…

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୨୩।୧୧: ଭାରତୀୟ ଶେୟାର ବଜାରର ଫଳାଫଳ କ୍ରମାଗତ ଭାବେ ଉପର ତଳ ହେଉଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ନିବେଶକଙ୍କ ମନରେ ଉତ୍ସାହ ଭରିଦେଇଛି। କାରଣ ବିଗତ ୩ଟି କାର୍ଯ୍ୟଦିବସ କାରବାର ଫଳାଫଳ ଆଶା ଓ ଆଶଙ୍କା…

ଖସୁଛି ପେଟିଏମ୍‌ର ଶେୟାର ମୂଲ୍ୟ

ନୂଆଦିଲ୍ଲୀ,୨୩।୧୧: ଦେଶର ପ୍ରମୁଖ ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ପ୍ଲାଟ୍‌ଫର୍ମ ‘ପେଟିଏମ୍‌’ର ଶେୟାର କ୍ରମାଗତ ଭାବେ ହ୍ରାସ ପାଇ ଚାଲିଛି। ଫଳରେ ଗତ କିଛି ଦିନ ମଧ୍ୟରେ ପେଟିଏମ୍‌ର ପ୍ୟାରେଣ୍ଟ କମ୍ପାନୀ ୱାନ୍‌୯୭ କମ୍ୟୁନିକେଶନର ଶେୟାର ପ୍ରାୟ ସର୍ବନିମ୍ନସ୍ତରରେ ପହଞ୍ଚତ୍ଛି। ଏପରିକି ମଙ୍ଗଳବାର ଭାରତୀୟ…

ଭାରତ-ୟୁଏଇ ବାଣିଜ୍ୟ ୮୮ ବିଲିୟନ ଡଲାର ଟପିବ…

ନୂଆଦିଲ୍ଲୀ,୨୨।୧୧ : ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ର ବୈଦେଶିକ ବ୍ୟାପାର ଏବଂ ଅନ୍ତର୍ଜାତୀୟ ସହଯୋଗ ମନ୍ତ୍ରୀ ଶେଖ ଅବଦୁଲ୍ଲା ବିନ ଜାଏଦ ଅଲ ନାହାନ ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କ ସହ ଏକ ଉଚ୍ଚ ସ୍ତରୀୟ ପ୍ରତିନିଧୀ…

ଗୁଗଲର ପ୍ୟାରେଣ୍ଟ କମ୍ପାନୀ ଆଲ୍ଫାବେଟ ୧୦ ହଜାର କର୍ମଚାରୀଙ୍କୁ ଛଟେଇ କରିବା ଆଶଙ୍କା…

ଓ୍ବାଶିଂଟନ,୨୨।୧୧ : ଗୁଗୁଲର ପ୍ୟାରେଣ୍ଟ କମ୍ପାନୀ ଆଲ୍ଫାବେଟ ଏହାର ୧୦ ହଜାର କର୍ମଚାରୀଙ୍କୁ ଛଟେଇ କରିବାକୁ ଯାଉଛି। ମେଟା, ଆମାଜନ, ଟୁଇଟର ଏବଂ ସେଲ୍ସଫୋର୍ସ ପରେ, ଆଲ୍ଫାବେଟ ଏବେ ଏଭଳି କରିବାକୁ ଯୋଜନା କରିଛି। କମ୍ପାନୀ ଏହାର ମୋଟ କର୍ମଚାରୀ ସଂଖ୍ୟାର…

‘୧୨୫ କୋଟିର ଋଣ ମଞ୍ଜୁରୀ ପତ୍ର ବଣ୍ଟନ’

ଭୁବନେଶ୍ୱର,୨୧।୧୧: ସେଣ୍ଟ୍ରାଲ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ (ସିବିଓଆଇ) ପକ୍ଷରୁ ନିକଟରେ ଏକ ଗ୍ରାହକ ସମ୍ମିଳନୀ ତଥା ମେଗା ଋଣ ଶିବିରର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ଅନ୍ତର୍ଗତ ବିଭିନ୍ନ ବର୍ଗର ହିତାଧିକାରୀଙ୍କୁ ୧୨୫ କୋଟି ଟଙ୍କାର ଋଣ…

ଏସ୍‌ଭିଜିଓଆଇର ସ୍ବାଗତ ସମାରୋହ ଉତ୍ସବ

ଭୁବନେଶ୍ୱର,୨୨।୧୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ସ୍ବାମୀ ବିବେକାନନ୍ଦ ଗ୍ରୁପ ଅଫ୍‌ ଇନ୍‌ଷ୍ଟିଚ୍ୟୁଟ (ଏସ୍‌ଭିଜିଓଆଇ)ର ଏମବିଏ, ବିବିଏ, ବିସିଏ ଓ ପିଏମଆଇଆର ବିଭାଗର ବାର୍ଷିକ ସ୍ବାଗତ ସମାରୋହ ଉତ୍ସବ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠ ଶିକ୍ଷାବିତ ତଥା ଉତ୍କଳ…

ଗୋଦରେଜ୍‌ ଲକ୍ସର ‘ହର୍‌ ଘର୍‌ ସୁରକ୍ଷିତ’

ନୂଆଦିଲ୍ଲୀ,୨୨।୧୧: ଗୋଦରେଜ୍‌ ଲକ୍ସ ପକ୍ଷରୁ ନିକଟରେ ଗୃହ ସୁରକ୍ଷା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ନୂଆ କାର୍ଯ୍ୟକ୍ରମ ‘ଲାଇଭ୍‌ ସେଫ୍‌ ଓ ଲାଇଫ ଫ୍ରି’ର ଶୁଭାରମ୍ଭ ମଧ୍ୟ କରାଯାଇଛି। ଏପରିକି ଗାଦରେଜ୍‌ ଲକ୍ସର ଜାତୀୟସ୍ତରର ଜନ ସଚେତନତା ଅଭିଯାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri