ବାଣିଜ୍ୟ

ବଜେଟ ପରେ ଶେୟାର ବଜାରରେ ଉତ୍ସାହ…

ନୂଆଦିଲ୍ଲୀ,୧।୨ : ବଜେଟ ପରେ ଶେୟାର ବଜାରରେ ଉତ୍ସାହ ଦେଖାଦେଇଛି। ସେନ୍ସେକ୍ସ ଏବଂ ନିଫ୍ଟି ଉଭୟ ଲାଭ ସହିତ ଖୋଲିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ ଭାଷଣ ସମୟରେ ଷ୍ଟକ ମାର୍କେଟରେ ବୃଦ୍ଧି ଦେଖିବାକୁ ମିଳିଥିଲା। ପ୍ରାୟ ୧୧୦୦ ପଏଣ୍ଟ ହାସଲ…

ନୁଭୋକୋ ପକ୍ଷରୁ ଟେକ୍‌ ଏକ୍ସପ୍ରେସ୍‌ ଉଦ୍‌ଘାଟିତ

ନୂଆଦିଲ୍ଲୀ,୧।୨: ଦେଶର ପ୍ରମୁଖ ସିମେଣ୍ଟ କମ୍ପାନୀ ନୁଭୋକୋ ଭିସ୍ତାସ୍‌ କର୍ପୋରେଶନ ଲିଃ ପକ୍ଷରୁ ନିକଟରେ ୫୦ଟି ଟେକ୍‌ ଏକ୍ସପ୍ରେସ୍‌ ଯାନ (ଟେକ୍ନିକାଲ ମୋବାଇଲ ଭ୍ୟାନ୍‌) ର ଶୁଭାରମ୍ଭ କରାଯାଇଛି। ଏପରିକି ଟେକ୍‌ ଏକ୍ସପ୍ରେସ ହେଉଛି ଏକ ମାଗଣା ମୂଲ୍ୟ-ଯୋଗକାରୀ ସେବା, ଯାହାକୁ…

ଏସ୍‌ଏଲ୍‌ଏଲ୍‌ ମାଧ୍ୟମରେ ୨୫୦ ମିଲିୟନ ଡଲାର ସଂଗ୍ରହ

ନୂଆଦିଲ୍ଲୀ,୧।୨: ଦେଶର ସର୍ବବୃହତ୍‌ ଆଲୁମିନିୟମ ଉତ୍ପାଦନକାରୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ନିକଟରେ ଇଣ୍ଟରନ୍ୟାଶନାଲ ବ୍ୟାଙ୍କରୁ ସଷ୍ଟେନେବିଲିଟି ଲିଙ୍କ୍‌ଡ ଲୋନ୍‌ (ଏସ୍‌ଏଲ୍‌ଏଲ୍‌) ମାଧ୍ୟମରେ ୨୫୦ମିଲିୟନ ଡଲାର ସଂଗ୍ରହ କରିଛି। ବିଶେଷକରି କମ୍ପାନୀ ତା’ର କ୍ୟାପେକ୍ସ ପଦକ୍ଷେପକୁ ଆର୍ଥତ୍କ ସହାୟତା ଦେବା ତଥା କାର୍ବନ…

ଇଭି ଗ୍ରାହକଙ୍କୁ ମିଳିପାରେ ବଡ଼ ଫାଇଦା

ନୂଆଦିଲ୍ଲୀ,୧।୨: ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବୁଧବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଉପସ୍ଥାପନ କରିବେ। ଏହି ପରିପ୍ରେକ୍ଷୀରେ ଅଟୋମୋବାଇଲ କ୍ଷେତ୍ର ଉପରେ ବିଶେଷ ନଜର ଦିଆଯାଉଛି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ବିଶେଷକରି ଇଲେକ୍ଟ୍ରିକ୍‌ ଯାନ (ଇଭି)କୁ ନେଇ ବଜେଟରେ…

ଆଜି ସାମ୍‌ସଙ୍ଗ୍‌ ଏସ୍‌ ସିରିଜର ଶୁଭାରମ୍ଭ

ନୂଆଦିଲ୍ଲୀ,୧।୨: ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ୍‌ ସାମ୍‌ସଙ୍ଗ୍‌ ତା’ର ନୂଆ ଏସ୍‌ ସିରିଜର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରିବ ବୋଲି ସୂଚନା ମିଳିଛି। ଏପରିକି ଚଳିତ ବର୍ଷ ଫେବୃୟାରୀ ୧ରେ ସାମ୍‌ସଙ୍ଗ୍‌ ତା’ର ନୂଆ ଗ୍ୟାଲାକ୍ସି ଏସ୍‌ ସିରିଜର ଶୁଭାରମ୍ଭ କରିବ…

ନିବେଶକଙ୍କ ସ୍ବାର୍ଥକୁ ଏଲ୍‌ଆଇସିର ଗୁରୁତ୍ୱ

ନୂଆଦିଲ୍ଲୀ,୧।୨: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ଲକ୍ଷାଧିକ ଟଙ୍କା ଆଦାନୀ ଗ୍ରୁପ୍‌ରେ ଲାଗିଥିବା(ନିବେଶ ହୋଇଥିବା)କୁ ନେଇ ବିଭିନ୍ନ ଗଣମାଧ୍ୟମରେ ଭିନ୍ନ ଭିନ୍ନ ରିପୋର୍ଟ ପ୍ରକାଶ ପାଉଛି। ଏହି ପରିପ୍ରେକ୍ଷୀରେ ଏଲ୍‌ଆଇସି ପକ୍ଷରୁ ନିକଟରେ ଏକ ପ୍ରେସ୍‌ ବିବୃତି ଜାରି କରାଯାଇ…

ସୋନିର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୧।୨: ଦେଶର ପ୍ରମୁଖ ତଥା ପ୍ରିମିୟର କ୍ୟାମେରା ବ୍ରାଣ୍ଡ୍‌ ସୋନିର ନୂତନ ଉତ୍ପାଦ ‘ଏଫ୍‌ଆର୍‌-୭’ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ସିନେମା ଲାଇନରେ ସଦ୍ୟତମ ସଂଯୋଜନା ସହ ଏକ ବହୁମୁଖୀ ରିମୋଟ୍‌ କଣ୍ଟ୍ରୋଲ ଏବଂ ସିନେମାଟିକ୍‌ ଷ୍ଟୁଡିଓ, ଲାଇଭ୍‌ ପ୍ରଡକ୍ସନ…

ଜିଓ ଟ୍ରୁ-୫ଜି ବଲାଙ୍ଗୀର, ନାଲ୍‌କୋରେ ଶୁଭାରମ୍ଭ

ଭୁବନେଶ୍ୱର,୧।୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମଙ୍ଗଳବାର ଓଡ଼ିଶାର ବଲାଙ୍ଗୀର (ବଲାଙ୍ଗୀର ଟାଉନ) ଓ ଅନୁଗୋଳ (ନାଲ୍‌କୋ ଟାଉନ) ଜିଲାରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସାରା ଦେଶରେ ମଧ୍ୟ ଆଉ ୩୪ଟି…

ଡାଟା ଶକ୍ତିର ବ୍ୟବହାରକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧।୨: ଆମାଜନ୍‌ ୱେବ୍‌ ସର୍ଭିସେସ୍‌ (ଏଡବ୍ଲ୍ୟୁଏସ୍‌)ର ଆଉ ଏକ ନୂତନ ରିସର୍ଚ୍ଚ ରିପୋର୍ଟର ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତରେ ଡାଟା ଶକ୍ତିର ବ୍ୟବହାର କରୁଥିବା ସଂସ୍ଥାଗୁଡ଼ିକ ନିଜର ବାର୍ଷିକ ବ୍ୟବସାୟ ରାଜସ୍ବକୁ ୧୩.୬% ଯାଏଁ ବୃଦ୍ଧିକରି ପାରିବେ ବୋଲି…

ଜାନୁୟାରୀରେ ୧.୫୬ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୧।୨: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି। ଏହାର ପ୍ରତିଫଳନ ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ପରିଲକ୍ଷିତ ହେଉଛି। ଏପରିକି ୨୦୨୩ ଜାନୁୟାରୀର ଜିଏସ୍‌ଟି ସଂଗ୍ରହ ସମ୍ପର୍କରେ ମଙ୍ଗଳବାର ଅର୍ଥ…

ଭାରତର ମୁଦ୍ରାସ୍ଫୀତି ୫%କୁ ଖସିବ: ଆଇଏମ୍‌ଏଫ୍‌

ନୂଆଦିଲ୍ଲୀ, ୧।୨: ଭାରତର ମୁଦ୍ରାସ୍ଫୀତି ୨୦୨୩ରେ ୫% ଏବଂ ୨୦୨୪ରେ ୪%କୁ ଖସିବ ବୋଲି ମଙ୍ଗଳବାର ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) କହିଛି। ଆଇଏମ୍‌ଏଫ୍‌ ପକ୍ଷରୁ ଜାରି ଓ୍ବାଲର୍‌ଡ ଇକୋନୋମିକ୍‌ ଆଉଟ୍‌ଲୁକ୍‌ରେ ଦର୍ଶାଯାଇଛି ଯେ, ପ୍ରାୟ ୮୪% ଦେଶରେ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ…

ଇକୋନୋମିକ୍‌ ସର୍ଭେରେ ଅଭିବୃଦ୍ଧି ଆଶା

ନୂଆଦିଲ୍ଲୀ, ୧।୨: କୋଭିଡ୍‌-୧୯ ମହାମାରୀର କଷାଘାତରୁ ବୈଶ୍ୱିକ ଅର୍ଥନୀତି ଏଯାଏଁ ମୁକୁଳିପାରି ନ ଥିବାବେଳେ ଭୂ-ରାଜନୈତିକ ସଂଘର୍ଷ ସ୍ଥିତିକୁ ଆହୁରି ସଙ୍ଗିନ କରିଛି। ଏଭଳି ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଭାରତୀୟ ଅର୍ଥନୀତି ନଇଁ ପଡ଼ିନାହିଁ। ଦେଶର ମଜଭୁତ ଆର୍ଥିକ ଭିତ୍ତିଭୂମି ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?