ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ
ନୂଆଦିଲ୍ଲୀ,୧୬।୯: ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀ ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ ରିଅଲ ଟାଇମ ବିଲିୟନେୟାର ଇଣ୍ଡେକ୍ସରେ ଆଦାନୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ଅତିକ୍ରମ କରି ଏହି ପଦବୀ ହାସଲ କରିଛନ୍ତି। ତେବେ ସେ ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସରେ...
ମୁମ୍ବାଇ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ୟାଳୟର ବେଲ୍ ବଜାଇଲେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୧୫ା୯: ମୁମ୍ବାଇସ୍ଥିତ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସ୍ଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ଗୁରୁବାର ସାକ୍ଷାତ କରିବା ସହ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଛନ୍ତି ନବୀନ। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ...
ନେକ୍ସସ୍ ଏସ୍ପ୍ଲାନେଡ୍ ମଲ୍ରେ ମ୍ୟାରିନ ମ୍ୟାଜିକ ଶୋ
ଭୁବନେଶ୍ୱର,୧୫।୯: ସ୍ମାର୍ଟ ସିଟି ଭୁବନେଶ୍ୱରର ପ୍ରମୁଖ ବାଣିଜି୍ୟକସ୍ଥଳ ନେକ୍ସସ୍ ଏସ୍ପ୍ଲାନେଡ୍ ମଲ୍ରେ ଏକ ଅଭିନବ ପ୍ରୟାସ ‘ମ୍ୟାରିନ ମ୍ୟାଜିକ ଶୋ’ ର ଶୁଭାରମ୍ଭ କରାଯାଇଛି। ବିଶେଷକରି ମଲ୍ ପରିସରକୁ ଆସୁଥିବା ଗ୍ରାହକଙ୍କ ପିଲାମାନଙ୍କ ପାଇଁ ଏହି ଶୋ’ର ବ୍ୟବସ୍ଥା କରାଯାଇଛି।...
ପରିବହନର ପ୍ରମୁଖ ପଥ ପାଲଟିଛି କେଡିଏସ୍
ଭୁବନେଶ୍ୱର,୧୫।୯: ଦେଶର ସର୍ବପୁରାତନ ତଥା ପ୍ରମୁଖ ବନ୍ଦର ଶ୍ୟାମାପ୍ରସାଦ ମୁଖାର୍ଜୀ ବନ୍ଦର କୋଲକାତା (ଏସ୍ଏମ୍ପିକେ) ପକ୍ଷରୁ ବ୍ୟବସାୟିକ ବୃଦ୍ଧି ଓ ମିଳିତ କାରବାର ଉଦ୍ଦେଶ୍ୟରେ ବୁଧବାର ସ୍ଥାନୀୟ ଏକ ହୋଟେଲରେ ‘ମିଟ୍ ଓଡ଼ିଶା’ ନାମରେ ଏକ ବ୍ୟବସାୟିକ କାର୍ଯ୍ୟକ୍ରମର ଆୟୋଜନ...
ଖସିଲା ପାଇକାରୀ ମୁଦ୍ରାସ୍ଫୀତି
ନୂଆଦିଲ୍ଲୀ,୧୫।୯: ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଅସ୍ଥିରତା ସାଙ୍ଗକୁ ଭାରତରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ଜାରି ରହିଛି। ଏପରି କି ୨୦୨୨ ଅଗଷ୍ଟରେ ପାଇକାରୀ ମୁଦ୍ରାସ୍ଫୀତି ବା ହୋଲ୍ସେଲ୍ ମୂଲ୍ୟ ସୂଚକାଙ୍କ (ଡବ୍ଲ୍ୟୁପିଆଇ) ଆଧାରିତ ମୁଦ୍ରାସ୍ଫୀତି କ୍ରମାଗତ ୩ୟ ମାସ ପାଇଁ...
ପୂର୍ବତଟ ରେଳପଥ ପକ୍ଷରୁ ରାଜଭାଷା ପକ୍ଷ ଉଦ୍ଘାଟିତ
ଭୁବନେଶ୍ୱର,୧୫।୯: ପୂର୍ବତଟ ରେଳପଥର ମୁଖ୍ୟାଳୟ ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ରେଳସଦନଠାରେ ବୁଧବାର ହିନ୍ଦୀ ଦିବସ ସହ ରାଜଭାଷା ପକ୍ଷ ମଧ୍ୟ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ ମୁଖ୍ୟ ଅତିଥି ଭାବେ ଯୋଗଦେଇ...
ଗୁଜରାଟରେ ୧.୫୪ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ
ନୂଆଦିଲ୍ଲୀ,୧୫।୯: ସେମିକଣ୍ଡକ୍ଟର ଓ ଡିସ୍ପ୍ଲେ କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭର କରାଇବା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତ ଆହ୍ବାନ ଅନୁସାରେ ଗୁଜରାଟର ଅହମଦାବାଦ ଜିଲାରେ ଏକ ସେମିକଣ୍ଡକ୍ଟର ଫ୍ୟାବ୍ ୟୁନିଟ୍ ସହ ଏକ ଡିସ୍ପ୍ଲେ ଫ୍ୟାବ୍ ୟୁନିଟ୍, ସେମିକଣ୍ଡକ୍ଟର...
ଅଗଷ୍ଟରେ ବୃଦ୍ଧି ପାଇଛି ରପ୍ତାନି
ନୂଆଦିଲ୍ଲୀ,୧୫।୯: ଗତ କିଛି ମାସ ହେବ ଭାରତରେ ଉଭୟ ଆମଦାନୀ ଓ ରପ୍ତାନିରେ ସୁଧାର ପରିଲକ୍ଷିତ ହୋଇଛି। ଏପରିକି ଗତ ମାସ ଭଳି ଚଳିତ ମାସରେ ମଧ୍ୟ ଆମଦାନୀରେ ବୃଦ୍ଧି ପରିଲକ୍ଷିତ ହୋଇଥିବାବେଳେ ରପ୍ତାନିରେ ସୁଧାର ସାଙ୍ଗକୁ ସାମାନ୍ୟ ବୃଦ୍ଧି...
ଏସ୍ବିଆଇ ମଧ୍ୟ ହେଲା ୫ ଲକ୍ଷ କୋଟିର ବ୍ୟାଙ୍କ
ନୂଆଦିଲ୍ଲୀ,୧୪।୯: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍ବିଆଇ ଷ୍ଟକ୍ ମାର୍କେଟ୍ରେ ଭଲ ପ୍ରଦର୍ଶନ କରିଛି। ବୁଧବାର କାରବାରରେ ଏସ୍ବିଆଇ ଶେୟାରର ମୂଲ୍ୟ ପ୍ରାୟ ୨.୫୦% ବୃଦ୍ଧି ପାଇ ୫୭୫ ଟଙ୍କାରେ ପହଞ୍ଚିଛି। ଏଥିସହ ବ୍ୟାଙ୍କର ମାର୍କେଟ କ୍ୟାପ୍ ୫ ଲକ୍ଷ କୋଟି...
ସେପ୍ଟେମ୍ବର ୨୩ରୁ ଆମାଜନ୍ ସେଲ୍; ଲଞ୍ଚ ହେବ ୨୦୦୦ରୁ ଅଧିକ ଉତ୍ପାଦ
ନୂଆଦିଲ୍ଲୀ,୧୪।୯: ସେପ୍ଟେମ୍ବର ୨୩ରୁ ଆରମ୍ଭ ହେବ ଆମାଜନ ଗ୍ରେଟ୍ ଇଣ୍ଡିଆନ୍ ଫେଷ୍ଟିଭାଲ ୨୦୨୨ ସେଲ୍। ଏହି ସମୟରେ ବିଭିନ୍ନ ବର୍ଗରେ ୨୦୦୦ରୁ ଅଧିକ ଉତ୍ପାଦ ଲଞ୍ଚ ହେବ ବୋଲି ଇ-କମର୍ସ ପ୍ଲାଟଫର୍ମ ସୂଚନା ଦେଇଛି। ଏହି ବର୍ଗଗୁଡ଼ିକ ମଧ୍ୟରେ ସାମସଙ୍ଗ,...
ମଦ୍ୟପାନ କରି ବିମାନରେ ଯାଇ ପାରିବେନି ପାଇଲଟ କେବିନ୍ କ୍ରୁ, ଡିଜିସିଏ ନିର୍ଦ୍ଦେଶ…
ନୂଆଦିଲ୍ଲୀ, ୧୪।୯ : ମଦ୍ୟପାନ କରି ବିମାନ ଉଡ଼ାଣ ରୋକିକା ଲାଗି ପୁଣି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ପାଇଲଟ ଏବଂ କ୍ରୁ ସଦସ୍ୟଙ୍କ ନିଶ୍ୱାସ ବିଶ୍ଳେଷଣକାରୀ ପରୀକ୍ଷା ପାଇଁ ନୂତନ ନିର୍ଦ୍ଦେଶାବଳୀ...
ଭିଏସ୍ବି ପକ୍ଷରୁ ୫ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ
ନୂଆଦିଲ୍ଲୀ, ୧୪ା୯: ଭେଲୋର ଇନ୍ଷ୍ଟିଚ୍ୟୁଟ ଅଫ୍ ଟେକ୍ନେଲୋଜି- ଆନ୍ଧ୍ର ପ୍ରଦେଶ ବା ଭିଆଇଟି-ଏପିର ଏକାଡେମିକ୍ ରିସର୍ଚ୍ଚ ଅଫିସ୍ ସହ ମିଳିତ ଭାବେ ଭିଆଇଟି-ଏପି ସ୍କୁଲ ଅଫ୍ ବିଜ୍ନେସ୍ (ଭିଏସ୍ବି) ପକ୍ଷରୁ ଉଚ୍ଚ ପ୍ରଭାବଶାଳୀ ପତ୍ରିକାରେ ଗବେଷଣାତ୍ମକ ଲେଖା ଓ ପ୍ରକାଶନ...
Archives


