ମଦ୍ୟପାନ କରି ବିମାନରେ ଯାଇ ପାରିବେନି ପାଇଲଟ କେବିନ୍ କ୍ରୁ, ଡିଜିସିଏ ନିର୍ଦ୍ଦେଶ…
ନୂଆଦିଲ୍ଲୀ, ୧୪।୯ : ମଦ୍ୟପାନ କରି ବିମାନ ଉଡ଼ାଣ ରୋକିକା ଲାଗି ପୁଣି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ପାଇଲଟ ଏବଂ କ୍ରୁ ସଦସ୍ୟଙ୍କ ନିଶ୍ୱାସ ବିଶ୍ଳେଷଣକାରୀ ପରୀକ୍ଷା ପାଇଁ ନୂତନ ନିର୍ଦ୍ଦେଶାବଳୀ...
ଭିଏସ୍ବି ପକ୍ଷରୁ ୫ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ
ନୂଆଦିଲ୍ଲୀ, ୧୪ା୯: ଭେଲୋର ଇନ୍ଷ୍ଟିଚ୍ୟୁଟ ଅଫ୍ ଟେକ୍ନେଲୋଜି- ଆନ୍ଧ୍ର ପ୍ରଦେଶ ବା ଭିଆଇଟି-ଏପିର ଏକାଡେମିକ୍ ରିସର୍ଚ୍ଚ ଅଫିସ୍ ସହ ମିଳିତ ଭାବେ ଭିଆଇଟି-ଏପି ସ୍କୁଲ ଅଫ୍ ବିଜ୍ନେସ୍ (ଭିଏସ୍ବି) ପକ୍ଷରୁ ଉଚ୍ଚ ପ୍ରଭାବଶାଳୀ ପତ୍ରିକାରେ ଗବେଷଣାତ୍ମକ ଲେଖା ଓ ପ୍ରକାଶନ...
କମ୍ପାନୀ ପ୍ରତିନିଧିଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା
ଭୁବନେଶ୍ୱର,୧୪ା୯: ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ବରଠାରେ ଆୟୋଜନ ହେବାକୁ ଥିବା ମେକ୍ ଇନ୍ ଇଣ୍ଡିଆ କନ୍କ୍ଲେଭ୍ ପାଇଁ ବୃହତ୍ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ଆକର୍ଷିତ କରିବା ଉଦ୍ଦେଶ୍ୟରେ ମୁମ୍ବାଇଠାରେ ଏକ ଓଡ଼ିଶା ଇନ୍ଭେଷ୍ଟର୍ସ...
ସ୍କୋଡା ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ
ନୂଆଦିଲ୍ଲୀ,୧୪ା୯: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ବା ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ ନାମରେ ଏକ ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ବିଶେଷକରି ଅହମ୍ମଦାବାଦ, ବେଙ୍ଗାଲୁରୁ ଏବଂ କୋଲକାତାରେ ଉକ୍ତ କାର୍ଯ୍ୟକ୍ରମର...
ଟିକେଏମ୍ର ମୂଲ୍ୟ ଘୋଷଣା
ନୂଆଦିଲ୍ଲୀ,୧୪ା୯: ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍) ପକ୍ଷରୁ ନ୍ୟୁ ଟୟୋଟା ଅର୍ବାନ କ୍ରୁଜର ହାଇରାଇଡରର ମୂଲ୍ୟ ଘୋଷଣା କରାଯାଇଛି। ଏପରିକି ପର୍ଯ୍ୟାୟକ୍ରମେ ଘୋଷିତ ହେବାକୁ ଥିବା ଟୟୋଟାର ଅତ୍ୟାଧୁନିକ ଅଫରର ଶ୍ରେଷ୍ଠ ୪ଟି ଗ୍ରେଡର ପ୍ରତିଯୋଗିତାମୂଳକ ମୂଲ୍ୟ ୧୫,୧୧,୦୦୦ରୁ ୧୮,୯୯,୦୦୦ଟଙ୍କା...
ସ୍କୋୟାର ୟାର୍ଡସ୍ ସହ ଆକ୍ସିସ୍ ବ୍ୟାଙ୍କର ରାଜିନାମା
ନୂଆଦିଲ୍ଲୀ,୧୪ା୯: ରିଅଲ ଇଷ୍ଟେଟ୍ ପ୍ଲାଟ୍ଫର୍ମ ସ୍କୋୟାର ୟାର୍ଡସ୍ ସହ ଆକ୍ସିସ୍ ବ୍ୟାଙ୍କର ରାଜିନାମା ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଗ୍ରାହକ ନିଜର ସ୍ବପ୍ନର ଘର ଅନୁସନ୍ଧାନ କରିବା ପ୍ରକ୍ରିୟାକୁ ଚିନ୍ତାମୁକ୍ତ, ପ୍ରଭାବଶାଳୀ ଓ ଉଲ୍ଲାସପୂର୍ଣ୍ଣ ଅନୁଭୂତିରେ ପରିଣତ କରିବାକୁ ଏହି ସ୍ବତନ୍ତ୍ର...
ଜେକେ ଟାୟାରର ନୂତନ ଉତ୍ପାଦ ଉନ୍ମୋଚିତ
ଭୁବନେଶ୍ୱର,୧୪ା୯: ଦେଶର ପ୍ରମୁଖ ଟାୟାର କମ୍ପାନୀ ଜେକେ ଟାୟାର ଆଣ୍ଡ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କମ୍ପାନୀର ୨ଟି ନୂତନ ଉତ୍ପାଦର ଉନ୍ମୋଚନ କରାଯାଇଛି। ବିଶେଷକରି ଓଡ଼ିଶା ବଜାରରେ ଉକ୍ତ...
‘ଅସହାୟ କର୍କଟରୋଗୀଙ୍କ ଯନ୍ତ୍ରଣା ଦୂରକରିବ ବାଲ୍କୋ’
ରାୟପୁର,୧୪ା୯: ସାରା ଦେଶରେ ଦିନକୁ ଦିନ କର୍କଟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ରୋଗଠାରୁ ରୋଗୀର ମାନସିକ ଯନ୍ତ୍ରଣା ବର୍ତ୍ତମାନ ସମୟରେ ସବୁଠାରୁ ବଡ଼ ଚିନ୍ତାର କାରଣ ବୋଲି କୁହାଯାଉଛି। ଏଭଳି ମାନସିକ ଚିନ୍ତାରେ ପଡ଼ିଥିବା ବିଭିନ୍ନ...
ବନ୍ଦେ ଭାରତ ଟ୍ରେନ୍ରେ କରୋନାରୁ ଯାତ୍ରୀଙ୍କୁ ରଖାଯିବ ସୁରକ୍ଷିତ, ରହିଛି ଏସବୁ ବ୍ୟବସ୍ଥା…
ନୂଆଦିଲ୍ଲୀ, ୧୩।୯ : ଖୁବ ଶୀଘ୍ର ଟ୍ରାକରେ ଚାଲିବାକୁ ଯାଉଥିବା ବନ୍ଦେ ଭାରତ ଟ୍ରେନରେ କେତେକ ପରିବର୍ତ୍ତନ କରାଯାଇଛି। ଏହି ନୂତନ ବନ୍ଦେ ଭାରତ-୨ ଟ୍ରେନରେ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣ ନହେବା ପାଇଁ ବିଶେଷ ବ୍ୟବସ୍ଥା...
ମୁନ୍ଦ୍ରା-ପାନିପତ ପାଇପ୍ ଲାଇନ୍ ପାଇଁ ଜମି ଅଧିଗ୍ରହଣ ଆରମ୍ଭ…
ନୂଆଦିଲ୍ଲୀ, ୧୩।୯ : ଅଶୋଧିତ ତୈଳ ପାଇପଲାଇନ ପାଇଁ କେନ୍ଦ୍ର ସରକାର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଗୁଜରାଟର କଚ୍ଛ ଜିଲାର ଚୁଡୱା ଠାରୁ ଅଶୋଧିତ ତୈଳ ପାଇପଲାଇନ ବିଛାଇବା ଲାଗି ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ କାର୍ଯ୍ୟ...
ଜେଇଇ ଆଡ୍ଭାନ୍ସଡରେ ଆଲେନ୍ର ବାଜିମାତ୍
ଭୁବନେଶ୍ୱର,୧୩।୯:ଆଇଆଇଟି ମୁମ୍ବାଇ ଦ୍ୱାରା ପରିଚାଳିତ ଜେଇଇ ଆଡଭାନ୍ସଡ-୨୦୨୨ର ଫଳାଫଳ ନିକଟରେ ପ୍ରକାଶ ପାଇସାରିଛି। ଉକ୍ତ ଫଳାଫଳ ଅନୁଯାୟୀ ଆଲେନ୍ ଭୁବନେଶ୍ୱରର ଛାତ୍ରୀଛାତ୍ରୀମାନେ ପୁଣିଥରେ ବାଜିମାତ ସହ ପରୀକ୍ଷାରେ ନିଜର ଉତ୍କର୍ଷତା ପ୍ରମାଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ନିକଟରେ ଆଲେନ୍ ଭୁବନେଶ୍ୱର...
ଆଇପିଓ ଆଣିବ ପତଞ୍ଜଳି ବ୍ରାଣ୍ଡ୍ର ଆଉ ୪ କମ୍ପାନୀ
ନୂଆଦିଲ୍ଲୀ,୧୩।୯:ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଯୋଗଗୁରୁ ରାମଦେବଙ୍କ ପତଞ୍ଜଳି ବ୍ରାଣ୍ଡ୍ର ଆଉ ୪ଟି କମ୍ପାନୀ ଖୁବଶୀଘ୍ର ଷ୍ଟକ୍ ବଜାରରେ ପଞ୍ଜୀକୃତ ହେବାକୁ ଯାଉଛନ୍ତି। ଏପରିକି କମ୍ପାନୀ ତା’ର ପ୍ରାରମ୍ଭିକ ସର୍ବସାଧାରଣ ଅଫର (ଆଇପିଓ)ର ଶୁଭାରମ୍ଭ କରିବାର ଯୋଜନା ରହିଛି...
Archives


