ବାଣିଜ୍ୟ

ବ୍ରହ୍ମପୁର ବଡ଼ବଜାରରେ ‘ଟ୍ରେଣ୍ଡସ୍‌’ର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୧୨।୧: ରିଲାଏନ୍ସ ରିଟେଲର ପୋଷାକ ଏବଂ ଆସେସୋରିଜ୍‌ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡସ’ର ଆଉ ଏକ ଏକ୍ସକ୍ଳୁସିଭ ଷ୍ଟୋର ନିକଟରେ ବ୍ରହ୍ମପୁର ବଡ଼ବଜାରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୭୮୦୦ବର୍ଗ ଫୁଟ୍‌ ପରିମିତ ସ୍ଥାନରେ ଗଢ଼ି ଉଠିଥିବା ଏହି ଅତ୍ୟାଧୁନିକ ଷ୍ଟୋରରେ ଗ୍ରାହକଙ୍କ ପାଇଁ…

କେଏଫ୍‌ସିର କ୍ରଞ୍ଚତ୍ଏଷ୍ଟ ବ୍ଲକ୍‌ବଷ୍ଟର ‘ଚିଜା’

ନୂଆଦିଲ୍ଲୀ,୧୨।୧: ଅନ୍ତଃରାଷ୍ଟ୍ରୀୟ ଫୁଡ୍‌ ବ୍ରାଣ୍ଡ୍‌ କେଏଫ୍‌ସିର ଲୋକପ୍ରିୟ ଖାଦ୍ୟ ‘ଚିଜା’ର ପ୍ରତ୍ୟାବର୍ତ୍ତନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହି କଲ୍ଟ ଫାଭ୍‌ କେଏଫ୍‌ସି ଚିଜା ଚଳିତ ବର୍ଷକୁ ଆହୁରି ଖୁସିମୟ କରିବ। ଏପରିକି ଏହା ଏକ ବ୍ୟାଙ୍ଗ୍‌ ସହ ଫେରିଛି, ଯାହା…

୨୫% ବୃଦ୍ଧି ପାଇଛି ପ୍ରତ୍ୟକ୍ଷ ଟିକସ ସଂଗ୍ରହ

ନୂଆଦିଲ୍ଲୀ,୧୨।୧: ଗତ ମାସ ଭଳି ଚଳିତ ମାସରେ ମଧ୍ୟ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ବୃଦ୍ଧି ପାଇଛି। ଏପରିକି ଚଳିତ ବର୍ଷ ଜାନୁୟାରୀ ୧୦ ତାରିଖ ମଧ୍ୟରେ ପ୍ରାୟ ୧୫ ଲକ୍ଷ କୋଟି ଟଙ୍କା ଟିକସ ଆକାରରେ ଆଦାୟ କରାଯାଇଛି। ବିଶେଷ କରି…

କର୍ମଚାରୀଙ୍କୁ ଅଶନୀରଙ୍କ ଅଫର: ‘ଥାର୍ଡ ୟୁନିକର୍ନ’ରେ ୫ ବର୍ଷ ପୂରଣ କଲେ ମିଳିବ ମର୍ସଡିଜ୍‌ କାର!

ନୂଆଦିଲ୍ଲୀ, ୧୧।୧: ପୁଣି ଚର୍ଚ୍ଚାରେ ଭାରତ ପେ’ର ସହ-ପ୍ରତିଷ୍ଠାତା ଅଶନୀର ଗ୍ରୋଭର। ମଙ୍ଗଳବାର ତାଙ୍କର ନୂଆ ଷ୍ଟାର୍ଟଅପ୍‌ ‘ଥାର୍ଡ ୟୁନିକର୍ନ’ର ଟିଜର ରିଲିଜ ହୋଇଛି। ସେ ଲିଙ୍କଡିନ୍‌ ପୋଷ୍ଟ ମାଧ୍ୟମରେ ଏନେଇ ସୂଚନା ଦେବା ସହ ଏକ ଚମତ୍କାର ଅଫର ଦେଇଛନ୍ତି।…

ଭିମ ୟୁପିଆଇ-ରୁପେ କାର୍ଡ ବ୍ୟବହାର କଲେ ମିଳିବ ପ୍ରୋତ୍ସାହନ : କ୍ୟାବିନେଟ ନିଷ୍ପତ୍ତି…

ନୂଆଦିଲ୍ଲୀ,୧୧।୧ : କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଭିମ ୟୁପିଆଇ ଏବଂ ରୁପେ କାର୍ଡର ବ୍ୟବହାର ଉପରେ ପ୍ରୋତ୍ସାହନ ଦିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟର ବୈଠକରେ ଆର୍ଥିକ ପ୍ରସଙ୍ଗ ସହ ଜଡିତ କିଛି…

୧୪.୫୫ ମିଲିୟନ ଟନ୍‌ କୋଇଲା ଉତ୍ପାଦନ

ନୂଆଦିଲ୍ଲୀ,୧୧ା୧: ଗତବର୍ଷ ଏପ୍ରିଲରୁ ଡିସେମ୍ବର ମଧ୍ୟରେ ବନ୍ଦ ହୋଇପଡ଼ିଥିବା କୋଇଲା ଖଣିରୁ ୧୪.୫୫ ମିଲିୟନ ଟନ୍‌ କୋଇଲା ଉତ୍ପାଦିତ ହୋଇଛି ବୋଲି ମଙ୍ଗଳବାର ଏନ୍‌ଟିପିସି ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ବନ୍ଦ ରହିଥିବା କୋଇଲା ଖଣିଗୁଡ଼ିକରୁ ୨୦୨୨ ଏପ୍ରିଲରୁ ଡିସେମ୍ବର ମଧ୍ୟରେ…

ସୁଲଭ ମୂଲ୍ୟରେ ଗୁଣାତ୍ମକ ଚିକିତ୍ସା ଦେବ ୟୁବିଇଏୟୁ

ଭୁବନେଶ୍ୱର,୧୧ା୧: ପ୍ରିମିୟମ ଆଷ୍ଟେଟିକ୍‌ କ୍ଲିନିକ୍‌ ୟୁବିଇଏୟୁର ଅଲଥେରାପି ଏବଂ ବାଲାନ୍ସ ପ୍ରୋ କୁ ଫାଶନ୍‌ ଓ ଲାଇଫ୍‌ ଷ୍ଟାଇଲ୍‌ ମେଳା ପରିସରରେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ ଓ ଅଭିନେତ୍ରୀ ପ୍ରକୃତି ମିଶ୍ର…

‘ଶିଳ୍ପ ପ୍ରତିଷ୍ଠା ପାଇଁ ଅଧିକାରୀଙ୍କ ସକାରାତ୍ମକ ମନୋଭାବ ଜରୁରୀ’

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ଚଳିତ ବର୍ଷ ବାଣିଜ୍ୟ ମେଳା ହେବ ନାହିଁ। ମାତ୍ର ଆସନ୍ତା ମାର୍ଚ୍ଚ ୫ରୁ ୯ ତାରିଖ ମଧ୍ୟରେ ପ୍ରତି ଜିଲା ସ୍ତରରେ ଉଦ୍ୟୋଗ ସପ୍ତାହ ପାଳନ କରାଯିବ। ଏହି ଉପଲକ୍ଷେ ଜିଲା ସ୍ତରରେ ପ୍ରଦର୍ଶନୀ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମରେ…

ଯାତ୍ରୀ ସୁବିଧା, ଆଧୁନିକୀକରଣକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୧୧ା୧: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପନାରାୟଣ ସୁନକର ମଙ୍ଗଳବାର ରେଳପଥର ବରିଷ୍ଠ ଅଧିକାରୀମାନଙ୍କ ସହ ସ୍ଥାନୀୟ ମଞ୍ଚେଶ୍ୱର ସ୍ଥିତ ରେଳଡବା ମରାମତି କାରଖାନା ନିରୀକ୍ଷଣ କରିଛନ୍ତି। ଏହି ସମୟରେ ମହାପ୍ରବନ୍ଧକ କୋଚ୍‌ଗୁଡ଼ିକର ମରାମତି କାର୍ଯ୍ୟର ସମୀକ୍ଷା କରିଥିଲେ। ଏପରିକି ଯାତ୍ରୀମାନଙ୍କ ସୁବିଧାଗୁଡ଼ିକର…

ଆସନ୍ତା ବର୍ଷ ୧.୫୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବ ଟିସିଏସ୍‌

ନୂଆଦିଲ୍ଲୀ,୧୦।୧: ଚଳିତ ଆର୍ଥିକ ବର୍ଷର ଅକ୍ଟୋବର-ଡିସେମ୍ବର ତ୍ରେମାସିକରେ ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରମୁଖ ଟାଟା କନ୍‌ସଲଟାନ୍ସି ସର୍ଭିସେସ୍‌(ଟିସିଏସ୍‌)ର ନିଟ୍‌ ଲାଭ ୧୧% ବୃଦ୍ଧି ପାଇ ୧୦,୮୪୬ କୋଟିରେ ପହଞ୍ଚିଛି। ଏଥିଲାଗି କମ୍ପାନୀ ଭବିଷ୍ୟତର କାରବାରକୁ ନେଇ ଆଶାବାଦୀ ହୋଇଛି। ତେବେ ବୈଦେଶିକ ମୁଦ୍ରାରୁ…

୧୮୦ ବିଲିୟନ ଡଲାର ହରାଇ ରେକର୍ଡ କଲେ ଏଲନ ମସ୍କ…

ଓ୍ବାଶିଂଟନ,୧୦।୧ : ଟେସଲାର ଶେୟାରରେ ଏକ ବଡ଼ ଧରଣର ହ୍ରାସ ପରେ ଏହାର ମୁଖ୍ୟ ଏଲନ ମସ୍କଙ୍କ ସମ୍ପତ୍ତି କମିବାରେ ଲାଗିଛି। ଟେସଲାର ଷ୍ଟକରେ ଏହି ପତନ ପରେ ଏଲନ ମସ୍କ ବ୍ୟକ୍ତିଗତ ସମ୍ପତ୍ତି ହରାଇବା ଦୃଷ୍ଟିରୁ ଏକ ବିଶ୍ୱ ରେକର୍ଡ…

ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୧୦।୧: ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ରିଅଲ୍‌ମିର ନୂତନ ଉତ୍ପାଦ ନିକଟରେ ଉନ୍ମୋଚନ କରାଯାଇଛି। ଏପରିକି ଏହାର ୧୦ସିରିଜ୍‌ରେ ନୂଆ ସ୍ମାର୍ଟଫୋନ୍‌ ରିଅଲ୍‌ମି ୧୦ର ମଧ୍ୟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ରିଅଲ୍‌ମି ଇଣ୍ଡିଆର ସିଇଓ ମାଧବ ସେଠ୍‌ କହିଛନ୍ତି, ସୁଲଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?