ବାଣିଜ୍ୟ

‘ମାଇଁ ହୋମ୍‌’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୮: ଦେଶର ପ୍ରମୁଖ ବାସୋପଯୋଗୀ ସାମାଧନଭିତ୍ତିକ ଘରୋଇ ସଂସ୍ଥା ସେଣ୍ଟ-ଗୋବାଇନ ପକ୍ଷରୁ ଭୁବନେଶ୍ୱରରେ ତା’ର ପ୍ରଥମ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ର ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ଗୋଟିଏ ଛାତ ତଳେ ସହରବାସୀଙ୍କୁ ଏକ ସୁଲଭ ଓ ଗୁଣାତ୍ମକ ସେବା ଯୋଗାଇବା ଲକ୍ଷ୍ୟରେ ସୋମବାର...

ସାଇ ସବୁରୀ ଶିକ୍ଷାର୍ଥୀଙ୍କ ‘କୁପୋଷଣ ହଟାଅ ଅଭିଯାନ’

ଭୁବନେଶ୍ୱର,୨୩।୮: କୁପୋଷଣ ଓ ଅପପୁଷ୍ଟି ଦ୍ୱାରା ଅନେକ ଭୟଙ୍କର ସ୍ବାସ୍ଥ୍ୟାବସ୍ଥା ସୃଷ୍ଟି ହୋଇଥାଏ। ବିଶେଷକରି ବନ୍ୟା ବିପନ୍ନଙ୍କ କ୍ଷେତ୍ରରେ ଏହା ଆହୁରି ସାଂଘାତିକ ରୂପ ନେଇଥାଏ। ତେଣୁ ବନ୍ୟା ପୀଡ଼ିତଙ୍କ ନିକଟରେ ପୁଷ୍ଟିକର ଓ ସନ୍ତୁଳିତ ଖାଦ୍ୟ ପହଞ୍ଚାଇବା ପାଇଁ...

ଏସ୍‌ବିଆଇ ସିଜିଏମ୍‌ଙ୍କ ଡ୍ରିମ୍‌ସ ପରିଦର୍ଶନ

ଭୁବନେଶ୍ୱର,୨୩।୮: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ମୁଖ୍ୟ ମହାପ୍ରବନ୍ଧକ (ସିଜିଏମ୍‌) ଚନ୍ଦ୍ରଶେଖର ଶର୍ମା ନିକଟରେ ଟାଙ୍ଗୀସ୍ଥିତ ଡ୍ରିମ୍‌ସ ଶିକ୍ଷାନୁଷ୍ଠାନ ସମୂହକୁ ସୌଜନ୍ୟମୂଳକ ପରିଦର୍ଶନରେ ଆସିଥିଲେ। ସେ ଶିକ୍ଷାନୁଷ୍ଠାନର ବିଭିନ୍ନ ବିଭାଗ ବିଶେଷ କରି ଇଂଜିନିୟରିଂ, ମ୍ୟାନେଜମେଣ୍ଟ ଉଇଙ୍ଗ, କେନ୍ଦ୍ରୀୟ ପାଠାଗାର,...

ଭି-ମାର୍ଟର ଗଣେଶ ଚତୁର୍ଥୀ ଆକର୍ଷଣୀୟ ଅଫର

ଭୁବନେଶ୍ୱର,୨୩।୮: ଦେଶର ପ୍ରମୁଖ ଫ୍ୟାସନ ଓମିନି ରିଟେଲ କମ୍ପାନୀ ଭି-ମାର୍ଟ ପକ୍ଷରୁ ଚଳିତ ବର୍ଷର ଶ୍ରୀଗଣେଶ ଚତୁର୍ଥୀ ଉପଲକ୍ଷେ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ‘ଲଭ ଫର ଫ୍ୟାସନ ଏଭ୍ରି ଅକେଜନ’ ନାମରେ...

ଠକାମି ଏସ୍‌ଏମ୍‌ଏସ୍‌ ପ୍ରତି ସାବଧାନ

ଭୁବନେଶ୍ୱର,୨୩।୮ବିଦ୍ୟୁତ୍‌ ଗ୍ରାହକଙ୍କ ବିରୋଧରେ ଘଟୁଥିବା ସାଇବର ଠକାମିର ବର୍ଦ୍ଧିତ ସଂଖ୍ୟାକୁ ବିଚାରକୁ ନେଇ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏଭଳି ଅସାଧୁ ତତ୍ତ୍ୱଙ୍କ ବିରୋଧରେ ପୁଣି ଥରେ ପରାମର୍ଶବଳୀ ଜାରି କରାଯାଇଛି। ଏହି ଅସାଧୁ ତତ୍ତ୍ୱମାନେ...

ଜେସିବି ଇଣ୍ଡିଆ ସହ ୟୁବିଆଇର ଚୁକ୍ତିପତ୍ର ସ୍ବାକ୍ଷର

ଭୁବନେଶ୍ୱର,୨୩।୮: ଜେସିବି ଗ୍ରାହକମାନଙ୍କୁ ଇକ୍ୟୁପ୍‌ମେଣ୍ଟ ଫାଇନାନ୍ସ ପ୍ରଦାନ କରିବା ପାଇଁ ଜେସିବି ଇଣ୍ଡିଆ ଲିଃ (ଜେସିବି) ସହ ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ) ଏକ ଚୁକ୍ତିପତ୍ର ସ୍ବାକ୍ଷର କରିଛି। ଏହି ଅଂଶୀଦାରି ଅଧୀନରେ ୟୁବିଆଇ ଏବଂ ଜେସିବି ଉଭୟ...

ଜେଏସ୍‌ପିକୁ ୨ଟି ବର୍ଗରେ ଜାତୀୟ ସିଏସ୍‌ଆର୍‌ ପୁରସ୍କାର

ଭୁବନେଶ୍ୱର,୨୩।୮: କର୍ପୋରେଟ୍‌ ସାମାଜିକ ଦାୟିତ୍ୱ (ସିଏସ୍‌ଆର୍‌) କାର୍ଯ୍ୟ ନିମନ୍ତେ ଭାରତ ସରକାରଙ୍କ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ପ୍ରଦାନ କରାଯାଉଥିବା ସମ୍ମାନଜନକ ଜାତୀୟ ସିଏସ୍‌ଆର୍‌ ପୁରସ୍କାର-୨୦୨୦ ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର(ଜେଏସ୍‌ପି)କୁ ଦୁଇଟି ବର୍ଗରେ ବିଜେତା ଘୋଷଣା କରାଯାଇଛି।...

ପିଏନ୍‌ବି ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ଭୁବନେଶ୍ୱର,୨୩।୮: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଅଞ୍ଚଳ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ବନ୍ୟା ପ୍ରଭାବିତ ନିମାପଡା ଏବଂ ଗୋପ ଅଞ୍ଚଳର ଲୋକମାନଙ୍କୁ ୧୦୦୦ ପ୍ୟାକେଟ୍‌ର ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବ୍ୟାଙ୍କର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ...

୪.୨ ଟ୍ରିଲିୟନ ଟଙ୍କା କାରବାର କରିଛି ଅଟୋ କମ୍ପୋନେଣ୍ଟ ସେକ୍ଟର

ନୂଆଦିଲ୍ଲୀ,୨୩।୮: ଭାରତୀୟ ଅଟୋ କମ୍ପୋନେଣ୍ଟ ଇଣ୍ଡଷ୍ଟ୍ରି ୨୦୨୧-୨୨ ରେ ସର୍ବାଧିକ ୪.୨ ଟ୍ରିଲିୟନ ଟଙ୍କା କାରବାର କରିଛି। ଏପରି କି ଗତ ଆର୍ଥିକ ବର୍ଷରେ ରପ୍ତାନି ଏବଂ ପରବର୍ତ୍ତୀ ମାର୍କେଟରେ ଦୃଢ଼ ପ୍ରଦର୍ଶନ ଯୋଗୁ ୨୩% ଅaଭିବୃଦ୍ଧି ପଞ୍ଜୀକରଣ କରିଛି...

ଜୁନରେ ୧୮.୩୬ ଲକ୍ଷ ନୂଆ ସଦସ୍ୟ

ନୂଆଦିଲ୍ଲୀ,୨୨।୮: କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ)ର ସଦସ୍ୟ ସଂଖ୍ୟା ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଉଛି। କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ସୂଚନା ଅନୁସାରେ, ଚଳିତବର୍ଷ ଜୁନରେ ଇପିଏଫ୍‌ଓରେ ୧୮.୩୬ ଲକ୍ଷ ନୂଆ ସଦସ୍ୟ ଯୋଡ଼ି ହୋଇଛନ୍ତି। ଏପରିକି ଗତବର୍ଷ ଜୁନ ତୁଳନାରେ...

ନାଲ୍‌କୋ ପକ୍ଷରୁ ୨୯ଶ୍ରେଷ୍ଠ ମାଟ୍ରିକ୍ୟୁଲେଟ୍‌ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୨୨।୮: ଚଳିତ ବର୍ଷର ଦଶମ ବୋର୍ଡ ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ପିଲାମାନଙ୍କୁ ନାଲ୍‌କୋ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ପ୍ରତି ବର୍ଷ ପରି ଚଳିତବର୍ଷ ମଧ୍ୟ କମ୍ପାନୀର ଉତ୍ପାଦନ ୟୁନିଟ୍‌ ଅନୁଗୁଳ ଏବଂ ଦାମନଯୋଡ଼ିର ପାରିପାର୍ଶ୍ୱିକ ବିଦ୍ୟାଳୟଗୁଡ଼ିକର ମେଧାବୀ...

ଆଜି ସରୁଛି କଟନ୍‌ ଫାବ୍‌ ମେଳା

ଭୁବନେଶ୍ୱର,୨୨।୮: ଚଳିତବର୍ଷ ଜୁଲାଇ ୨ରୁ ଆରମ୍ଭ ହୋଇଥିବା ୧୩ତମ କଟନ୍‌ ଫାବ୍‌ ମେଳା ସୋମବାର ଶେଷ ହେଉଥିବା ଆୟୋଜକ କମିଟି ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷ କରି ସ୍ଥାନୀୟ ପ୍ରଦର୍ଶନୀ ପଡିଆରେ ଜାରି ରହିଥିବା ଉକ୍ତ ମେଳାରେ ସାରା ଦେଶରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri