ବାଣିଜ୍ୟ

‘ପ୍ରଦର୍ଶନ ହେବ ଉତ୍ପାଦନର ଜଟିଳ ପ୍ରକ୍ରିୟା’

ଭୁବନେଶ୍ୱର,୨୯।୧୧:ବେଦାନ୍ତ ଆଲୁମିନିୟମ ଚଳିତ ବର୍ଷ ମେକ ଇନ ଓଡିଶା କନକ୍ଲେଭରେ ସାମିଲ ହେଉଛି। ଏପରିକି ୩୦ ନଭେମ୍ବରରୁ ଭୁବନେଶ୍ୱରର ଜନତା ମଇଦାନ ଠାରେ ଆୟୋଜିତ ହେବାକୁ ଥିବା ପୁଞ୍ଜି ସମାବେଶରେ ଓଡ଼ିଶାବାସୀଙ୍କୁ କମ୍ପାନୀ ତା’ର ମେକ ଇନ ଓଡ଼ିଶା ଷ୍ଟଲ ପରିଦର୍ଶନ…

ଆଇଓବି ସ୍ଥାନାନ୍ତରିତ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୯।୧୧:ଇଣ୍ଡିଆନ୍‌ ଓଭରସିଜ୍‌ ବ୍ୟାଙ୍କ (ଆଇଓବି) ର ସ୍ଥାନାନ୍ତରିତ ଶାଖା ନିକଟରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ବରିଷ୍ଠ କ୍ଷେତ୍ରୀୟ ପ୍ରବନ୍ଧକ…

ବିଏମ୍‌ସିରେ ଅନ୍‌କୋସର୍ଜ-୨୨ ଲାଇଭ୍‌ କର୍ମଶାଳା

ଭୁବନେଶ୍ୱର,୨୯।୧୧: ଦେଶର ପ୍ରମୁଖ ଘରୋଇ ଚିକିତ୍ସାଳୟ ବାଲ୍‌କୋ ମେଡିକାଲ ସେଣ୍ଟର (ବିଏମ୍‌ସି) ଭାରତର ଏକ ଉନ୍ନତ କର୍କଟ ଚିକିତ୍ସାଳୟ ଭାବେ ସୁନାମ ଅର୍ଜନ କରିଛି। ଏପରିକି ମୁମ୍ବାଇର ଟାଟା ମେମୋରିଆଲ ହସ୍ପିଟାଲ ଦ୍ୱାରା ବିଏମ୍‌ସିରେ ଆୟୋଜିତ ୧୮ତମ ବାର୍ଷିକ ଲାଇଭ୍‌ ସର୍ଜିକାଲ୍‌…

‘ନୂଆ ଯୋଜନା ସାଙ୍ଗକୁ ଅଭିବୃଦ୍ଧିକୁ ଗୁରୁତ୍ୱ’

ନୂଆଦିଲ୍ଲୀ,୨୯।୧୧:ଚଳିତ ବର୍ଷ ନଭେମ୍ବର ୨୧ରୁ ୨୮ ପର୍ଯ୍ୟନ୍ତ କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଆସନ୍ତା ବର୍ଷର ବଜେଟ ପୂର୍ବରୁ ଏକ ପ୍ରାକ ବଜେଟ ପ୍ରସ୍ତୁତି ବୈଠକର ଆୟୋଜନ କରାଯାଇଥିଲା। ଏପରିକି ସପ୍ତାହବ୍ୟାପୀ ଉକ୍ତ ବୈଠକରେ ଗ୍ରାମାଞ୍ଚଳର ବିକାଶ ଠାରୁ ଆରମ୍ଭ…

୨୦୨୩ ଶେଷ ସୁଦ୍ଧା ୮୦,୦୦୦ଅଙ୍କ ଛୁଇଁବ ସେନ୍‌ସେକ୍ସ

ନୂଆଦିଲ୍ଲୀ,୨୯।୧୧:ଭାରତୀୟ ଶେୟାର ବଜାରର କାରବାର ଓ ନିବେଶ ଆସନ୍ତା ବର୍ଷ ପ୍ରାୟ ୩୦% ବୃଦ୍ଧି ଘଟିବ ବୋଲି ଆକଳନ କରାଯାଇଛି। ଏପରିକି ଚଳିତ ବର୍ଷ ଠାରୁ ଆସନ୍ତା ବର୍ଷର ନିବେଶ ମଧ୍ୟ ବୃଦ୍ଧି ଘଟିବ ବୋଲି ବ୍ରୋକରେଜ ହାଉସ ମୋର୍ଗନ ଷ୍ଟେନଲୀ…

‘ମେଳା ଜରିଆରେ କର୍ମଯୋଗାଣକୁ ଗୁରୁତ୍ୱ’

ଭୁବନେଶ୍ୱର,୨୮।୧୧: ରାଜ୍ୟ ପ୍ରମୁଖ ହସ୍ତତନ୍ତ ସଂସ୍ଥା ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଏକ ସ୍ବତନ୍ତ୍ର ହସ୍ତତନ୍ତ ମେଳାର ଆୟୋଜନ କରାଯାଇଛି। ବିଶେଷକରି ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଓ ସମ୍ବଲପୁରୀ ବସ୍ତ୍ରାଳୟ ହ୍ୟାଣ୍ଡଲୁମ୍‌ କୋ-ଅପରେଟିଭ ସୋସାଇଟି ଲିମିଟେଡ୍‌ର ମିଳିତ…

ବୃଦ୍ଧି ପାଉଛି ଭାରତୀୟ ଫାର୍ମା ରପ୍ତାନି

ନୂଆଦିଲ୍ଲୀ,୨୮।୧୧: ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ଅକ୍ଟୋବର ମଧ୍ୟରେ ଭାରତୀୟ ଫାର୍ମାର ରପ୍ତାନି ୪.୨୨% ବୃଦ୍ଧି ପାଇ ୧୪.୫୭ ବିଲିୟନ ଡଲାରରେ ପହଞ୍ଚତ୍ଛି। ଏପରିକି ଗତ ମାସରେ ଏକ ନକାରାତ୍ମକ ଧାରା ସତ୍ତ୍ୱେ ୨୦୨୨-୨୩ର ପ୍ରଥମ ୭ମାସ କ୍ରମାଗତଭାବେ ଭାରତରୁ ଔଷଧ…

ବିକ୍ରିହେବ ୩ ସରକାରୀ ଉଦ୍ୟୋଗ

ନୂଆଦିଲ୍ଲୀ,୨୭।୧୧: ଦେଶର ଜଣାଶୁଣା ସରକାରୀ ଉଦ୍ୟୋଗ କୋଲ୍‌ ଇଣ୍ଡିଆ, ହିନ୍ଦୁସ୍ଥାନ ଜିଙ୍କ୍‌ ଓ ରାଷ୍ଟ୍ରୀୟ କେମିକାଲ୍ସରେ ସରକାରୀ ଅଂଶଧନ ବିକ୍ରି ନେଇ କେନ୍ଦ୍ର ଯୋଜନା କରୁଥିବା ଜଣାପଡ଼ିଛି। ଏପରିକି ଉପରୋକ୍ତ ୩ କମ୍ପାନୀର ୫ରୁ ୧୦% ପର୍ଯ୍ୟନ୍ତ ଅଂଶଧନ ବିକ୍ରି କରିବା…

୨୯ରେ ବିଜିୟୁର ୫ମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୨୭।୧୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ)ର ୫ମ ବାର୍ଷିକ ଉତ୍ସବ ପାଳନ ହେବାକୁ ଯାଉଛି। ଏପରିକି ନଭେମ୍ବର ୨୯ରେ ବିଜିୟୁର ୫ମ ସମାବର୍ତ୍ତନ ଉତ୍ସବର ମଧ୍ୟ ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବିଜିୟୁର ବିଭିନ୍ନ ବିଭାଗର…

‘ଭାଷା ବ୍ୟବହାରରେ ଲିପିର ଆବଶ୍ୟକତା ନ ଥାଏ’

ଭୁବନେଶ୍ୱର,୨୭।୧୧: ସେଞ୍ଚୁରିଆନ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ୍‌) ବା ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟ ଓଡ଼ିଶା ଓ ଲିଙ୍ଗୁଇଷ୍ଟିକ୍‌ ସୋସାଇଟି ଅଫ୍‌ ଇଣ୍ଡିଆର ମିଳିତ ସହଯୋଗରେ ୪୪ତମ ଅନ୍ତର୍ଜାତୀୟ ଲିଙ୍ଗୁଇଷ୍ଟିକ ସୋସାଇଟି ଅଫ୍‌ ଇଣ୍ଡିଆ (ଆଇସିଓଏଲ୍‌ଏସ୍‌ଆଇ-୪୪) ସମ୍ମିଳନୀ ନିକଟରେ ଉଦ୍‌ଘାଟିତ ହୋଇଯାଇଛି।…

ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନ ଦିବସ

ଭୁବନେଶ୍ୱର,୨୭।୧୧: ପୂର୍ବତଟ ରେଳପଥ ପକ୍ଷରୁ ଶନିବାର ସ୍ଥାନୀୟ ରେଳସଦନଠାରେ ସମ୍ବିଧାନ ଦିବସ ପାଳନ କରାଯାଇଥିଲା। ଏହି ଅବସରରେ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀ,ବରିଷ୍ଠ ଅଧିକାରୀ, ରେଳ କର୍ମଚାରୀମାନେ ଭାରତୀୟ ସମ୍ବିଧାନର ପ୍ରାକ୍‌…

୧୭ରେ ଜିଏସ୍‌ଟି କାଉନସିଲ ବୈଠକ

ନୂଆଦିଲ୍ଲୀ,୨୭।୧୧: ଚଳିତ ବର୍ଷ ଡିସେମ୍ବର ୧୭ରେ ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) କାଉନସିଲର ୪୮ତମ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ଏପରିକି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ଭିଡିଓ କନ୍‌ଫରେନ୍ସରେ ହେବ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri