ବାଣିଜ୍ୟ

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୨୩।୧୨:କ୍ରମାଗତ ୩ୟ ଦିନ ଲାଗି ଷ୍ଟକ୍‌ ବଜାର କାରବାର ହ୍ରାସ ପାଇଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟଦିବସ (ଷ୍ଟକ୍‌ ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଗୁରୁବାର ଶେୟାର ବଜାର କାରବାର…

ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ‘ସ୍ପ୍ଲାସ୍‌’ର ଶୁଭାରମ୍ଭ

ନୂଆଦିଲ୍ଲୀ,୨୩।୧୨:ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ୭ରୁ ୧୪ ବର୍ଷ ବୟସର ପିଲାଙ୍କ ପାଇଁ ଏକ ସର୍ବଭାରତୀୟ କଳା, ହସ୍ତକଳା ଓ ସାହିତ୍ୟ ପ୍ରତିଯୋଗିତା ‘ସ୍ପ୍ଲାସ୍‌’ ର ଶୁଭାରମ୍ଭ କରାଯାଇଛି। ବିଶେଷକରି ପରିବେଶ ସଂରକ୍ଷଣ ଉପରେ ପିଲାମାନଙ୍କୁ ସଚେତନ କରାଇବା ଲାଗି ଚଳିତ ବର୍ଷ…

ଡ.ସୁଭାଷ ଚନ୍ଦ୍ର ନାୟକଙ୍କୁ ‘ଶିକ୍ଷାବିକାଶ ସମ୍ମାନ’

ଭୁବନେଶ୍ୱର,୨୩।୧୨:ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ନିସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ପ୍ରତିଷ୍ଠାତା ଡ.ସୁଭାଷ ଚନ୍ଦ୍ର ନାୟକଙ୍କୁ ନିକଟରେ ‘ଶିକ୍ଷାବିକାଶ ସମ୍ମାନ’ ସମ୍ମାନିତ କରାଯାଇଛି। ଖୋର୍ଦ୍ଧା ଜିଲା ମହୋସତ୍ବ-୨୦୨୨ ପରିପ୍ରେକ୍ଷୀରେ ଆୟୋଜିତ ସମ୍ମାନ ଉତ୍ସବରେ ଡ. ନାୟକଙ୍କୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ…

‘ଶକ୍ତି ସଂରକ୍ଷଣକୁ ଗୁରୁତ୍ୱାରୋପ’

କଟକ,୨୩।୧୨:ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ‘ଶକ୍ତି ସଂରକ୍ଷଣ’ ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏପରିକି ଟିପିସିଓଡିଏଲ୍‌ର କର୍ମଚାରୀ, ଭେଣ୍ଡର ଏବଂ ଗ୍ରାହକମାନଙ୍କ ମଧ୍ୟରେ ବିଶ୍ୱତାପନ, ଜଳବାୟୁ ପରିବର୍ତ୍ତନକୁ ନେଇ ସଚେତନତା ବୃଦ୍ଧି କରାଇବା ସହ ଶକ୍ତି ଉତ୍ସକୁ…

ସିବିଓଆଇର ୧୧୨ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୩।୧୨:ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଓଆଇ) ର କ୍ଷେତ୍ରୀୟ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ବ୍ୟାଙ୍କର ୧୧୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ଅନାଦି ବିଶ୍ୱାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବ୍ୟାଙ୍କର…

ଜଗନ୍ନାଥ ଅଟୋ ପକ୍ଷରୁ ୫୦ ଅଟୋ ଡେଲିଭେରି

ଭୁବନେଶ୍ୱର,୨୩।୧୨:ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ବଜାଜ ଅଟୋ ଲିମିଟେଡ୍‌ର ସ୍ବୀକୃତିପ୍ରାପ୍ତ ଡିଲର ଜଗନ୍ନାଥ ଅଟୋ ଜରିଆରେ କମ୍ପାନୀ ୫୦ ଅଟୋ ଗ୍ରାହକଙ୍କୁ ହସ୍ତାନ୍ତରଣ କରାଯାଇଛି। ଏପରିକି ନୟାପଲ୍ଲୀସ୍ଥିତ ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଆଞ୍ଚଳିକ ଶାଖା କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ…

ଜୀ-ସାର୍ଥକର ‘ନୂଆବର୍ଷ ଭେଟି’

ଭୁବନେଶ୍ୱର,୨୩।୧୨:ରାଜ୍ୟର ପ୍ରମୁଖ ଘରୋଇ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକ ପକ୍ଷରୁ ନୂଆବର୍ଷ ଅବସରରେ ୨୪ଘଣ୍ଟିଆ ନନ୍‌ଷ୍ଟପ୍‌ ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରସାରଣ କରାଯିବ। ଏପରିକି ଦର୍ଶକଙ୍କ ପାଇଁ ନୂଆ ବର୍ଷରେ ଭିନ୍ନ ଧରଣର ମନୋରଞ୍ଜନ ଭେଟି ଦିଆଯିବ ବୋଲି ଜଣାପଡ଼ିଛି। ବିଶେଷକରି ୨୦୨୩ର ପ୍ରଥମ…

ମେଟ୍ରୋ ଏଜିର ଇଣ୍ଡିଆ ବ୍ୟବସାୟକୁ ଅଧିଗ୍ରହଣ କରିବ ଆର୍‌ଆର୍‌ଏଲ୍‌

ନୂଆଦିଲ୍ଲୀ,୨୩।୧୨:ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ (ଆର୍‌ଆଇଏଲ୍‌) ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ରିଲାଏନ୍ସ ରିଟେଲ ଲିମିଟେଡ୍‌ (ଆର୍‌ଆର୍‌ଏଲ୍‌) ଆଉ ଏକ ଜାତୀୟସ୍ତରର ବ୍ରାଣ୍ଡ୍‌କୁ ଅଧିଗ୍ରହଣ କରିବାକୁ ଯାଉଛି। ବିଶେଷକରି ଅନ୍ତଃରାଷ୍ଟ୍ରୀୟ ବାଣିଜି୍ୟକ ସଂସ୍ଥା ତଥା ମେଟ୍ରୋ ଏଜି ଗ୍ରୁପ୍‌ର…

ଭାରତ ଗୌରବ ଟ୍ରେନ୍‌ ମାଧ୍ୟମରେ ରେଳ ଟୁର୍‌

ନୂଆଦିଲ୍ଲୀ,୨୨।୧୨: ଭାରତୀୟ ରେଳପଥ କ୍ୟାଟରିଂ ଆଣ୍ଡ ଟୁରିଜମ୍‌ କର୍ପୋରେଶନ (ଆଇଆର୍‌ସିଟିସି) ଲିମିଟେଡ୍‌ ପକ୍ଷରୁ ଏକ ୮ ଦିନିଆ ରେଳ ଟୁର୍‌ ଓ ଅନ୍ୟାନ୍ୟ ସେବା ଓ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ରେଳ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା ଆଇଆର୍‌ସିଟିସି…

ଆଥର୍‌ ଏନର୍ଜିର ୨ନୂଆ ରିଟେଲ ଆଉଟ୍‌ଲେଟ୍‌

ନୂଆଦିଲ୍ଲୀ,୨୨।୧୨: ଦେଶର ପ୍ରମୁଖ ତଥା ପ୍ରଥମ ଇଣ୍ଟେଲିଜେଣ୍ଟ ଇଲେକ୍‌ଟ୍ରିକ୍‌ ସ୍କୁଟର ମାନୁଫ୍ୟାକ୍ଚରର ଆଥର୍‌ ଏନର୍ଜି ପକ୍ଷରୁ ୨ନୂଆ ରିଟେଲ ଆଉଟ୍‌ଲେଟ୍‌ର ଶୁଭାରମ୍ଭ କରାଯାଇଛି। ଏପରିକି ବୁଧବାର ଭୁବନେଶ୍ୱରର ପଟିଆସ୍ଥିତ ମାଗ୍ନେଟିକ୍‌ ସ୍କୋୟାର୍‌ ଏବଂ କଟକରେ ଏହାର ପ୍ରଥମ ଏକ୍ସପେରିଏନ୍ସ ସେଣ୍ଟରର ଉଦ୍‌ଘାଟନ…

ଏଆଇପିଏନ୍‌ବିଓଏ ପକ୍ଷରୁ ମିଳିତ ତ୍ରୈବାର୍ଷିକ ସମ୍ମିଳନୀ

ଭୁବନେଶ୍ୱର,୨୨।୧୨: ଅଲ ଇଣ୍ଡିଆ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଅଫିସର୍ସ ଆସୋସିଏଶନ (ଏଆଇପିଏନ୍‌ବିଓଏ)ର ଓଡ଼ିଶା ଶାଖା ପକ୍ଷରୁ ଆୟୋଜିତ ତ୍ରୈବାର୍ଷିକ ସମ୍ମିଳନୀ ନିକଟରେ ଶେଷ ହୋଇଯାଇଛି। ବିଶେଷକରି ଭୁବନେଶ୍ୱର ଓ ବ୍ରହ୍ମପୁର ଶାଖାର ମିଳିତ ତ୍ରୈବାର୍ଷିକ ସମ୍ମିଳନୀ ବ୍ରହ୍ମପୁରର ସର୍କଲ ସଭାପତି ଆର୍‌.…

ଡିପ୍ଲୋମା ଛାତ୍ର ଅଧ୍ୟାୟର ଉଦ୍‌ଘାଟନ

ଭୁବନେଶ୍ୱର,୨୨।୧୨: ଚଳିତ ଶିକ୍ଷାବର୍ଷ ପାଇଁ ସ୍ପିଣ୍ଟ୍ରୋନିକ ଟେକ୍ନୋଲୋଜି ଆଣ୍ଡ ଆଡଭାନ୍ସ ରିସର୍ଚ୍ଚ (ଡିପ୍ଲୋମା) ଛାତ୍ର ଅଧ୍ୟାୟର ଉଦ୍‌ଘାଟନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୬୫ଜଣ ଛାତ୍ରୀଛାତ୍ର ଭାରତୀୟ ସମାଜ ଏବଂ ବୈଷୟିକ ଶିକ୍ଷାର ସଦସ୍ୟ ଭାବେ ପଞ୍ଜିକୃତ ହୋଇଛନ୍ତି।ଅଧ୍ୟକ୍ଷ ଡ଼. ପୁରୋଜିତ ମିଶ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?