ଅଧ୍ୟବସାୟରୁ ବ୍ୟବସାୟିକ ସଫଳତା
ବାଣିଜ୍ୟ ଛାତ୍ର ହୋଇଥିବାରୁ ବ୍ୟବସାୟ ପ୍ରତି ମନ ବଳାଇଥିଲେ। ଉଚ୍ଚଶିକ୍ଷା ପରେ ଦେଶର କିଛି ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନରେ ଯୋଗଦେବା ସହ ସେ ୧୯୯୧-୯୨ରେ ସୁପ୍ରିମ୍ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ସହ ଯୋଡ଼ିହୋଇଥିଲେ। ଦୀର୍ଘ ବର୍ଷର ଅଭିଜ୍ଞତା ଥିବାରୁ କମ୍ପାନୀ ତାଙ୍କୁ...
୨ଥର ବଢ଼ିପାରେ ରେପୋ ରେଟ୍
ନୂଆଦିଲ୍ଲୀ,୫।୬: ଆସନ୍ତା ସପ୍ତାହରେ ହେବାକୁ ଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ୍ (ଆର୍ବିଆଇ)ର ମୁଦ୍ରାନୀତି (ଏମ୍ପିସି) ବୈଠକରେ ରେପୋ ରେଟ୍ରେ ୦.୪୦% ବୃଦ୍ଧି ଘଟିବା ନେଇ ଏକ ବିଦେଶୀ ବ୍ରୋକ୍ରେଜ୍ କମ୍ପାନୀ ବୋଫା ସିକ୍ୟୁରିଟିଜ୍ ପକ୍ଷରୁ ଶନିବାର ଆକଳନଭିତ୍ତିକ ତଥ୍ୟ ଦିଆଯାଇଛି।...
ଆମାଜନ୍ର ଉପଭୋକ୍ତା ବ୍ୟବସାୟ ସିଇଓଙ୍କ ଇସ୍ତଫା
ନୂଆଦିଲ୍ଲୀ, ୫।୬: ସାରା ବିଶ୍ୱ ପାଇଁ ଆମାଜନ୍ର ଉପଭୋକ୍ତା ବ୍ୟବସାୟ କ୍ଷେତ୍ରର ମୁଖ୍ୟ ପରିଚାଳନା ଅଧିକାରୀ (ସିଓଓ) ଡେଭିଡ୍ କ୍ଲାର୍କ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଦୀର୍ଘ ୨୩ ବର୍ଷ ଧରି କମ୍ପାନୀରେ କାର୍ଯ୍ୟ କରୁଥିବା କ୍ଲାର୍କଙ୍କ ଇସ୍ତଫା ସମ୍ପର୍କରେ...
ଟୁଇଟରର ସର୍ଚ୍ଚ ସବସ୍କ୍ରାଇବ୍ ଫିଚର ଟେଷ୍ଟିଂ, ସର୍ଚ୍ଚ ଟର୍ମ ପାଇଁ ଆସିବ ନୋଟିଫିକେଶନ…
ନୂଆଦିଲ୍ଲୀ, ୪।୬ : ଟୁଇଟର ଏହାର ଉପଭୋକ୍ତାମାନଙ୍କ ପାଇଁ ସର୍ଚ୍ଚ ସବସ୍କ୍ରାଇବ ନାମକ ଏକ ନୂତନ ଫିଚର ଉପରେ କାମ କରୁଛି । ଏହି ବୈଶିଷ୍ଟ୍ୟ ଏକ ନିର୍ଦ୍ଦିଷ୍ଟ ସନ୍ଧାନ ଶବ୍ଦ ସହିତ ମେଳ ଖାଉଥିବା ନୂତନ ଟୁଇଟ ପାଇଁ...
ଗହମ ପରେ ଭାରତ ଚା’ କୁ ଫେରାଇଲେ ବହୁ ଦେଶ, କୀଟନାଶକ ଥିବା ଅଭିଯୋଗ…
ନୂଆଦିଲ୍ଲୀ, ୪।୬ : ଭାରତୀୟ ଚା’ ରପ୍ତାନିକାରୀ ସଂଘ (ଆଇଟିଈଏ) ର ସଭାପତି ଅଶୂଂମାନ କାନୋରିଆ କହିଛନ୍ତି ଯେ କୀଟନାଶକ ଏବଂ ରାସାୟନିକ ପଦାର୍ଥର ଧାର୍ଯ୍ୟ ସୀମାଠାରୁ ଅଧିକ ଥିବାରୁ ଅନ୍ତର୍ଜାତୀୟ ତଥା ଘରୋଇ କ୍ରେତାମାନେ ଭାରତର ଚା’କୁ ଫେରସ୍ତ...
ପିଏଫ୍ ସୁଧ ହାର ଘୋଷଣା କଲା ଇପିଏଫ୍ଓ
ନୂଆଦିଲ୍ଲୀ, ୩ା୬: କର୍ମଚାରୀଙ୍କ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍ଓ) ୨୦୨୧-୨୨ ବର୍ଷ ପାଇଁ ଆଧିକାରିକ ଭାବେ ସୁଧ ହାର ଘୋଷଣା କରିଛି। ୨୦୨୧-୨୨ ବର୍ଷ ପାଇଁ ଏବେ ୮.୧% ସୁଧ ମିଳିବ। ଗତବର୍ଷ ଏହା ୮.୫% ଥିଲା। ଏହାଦ୍ୱାରା କୋଟି କୋଟି...
ପେଟ୍ରୋଲ-ଡିଜେଲ ବିକ୍ରି ପରିମାଣ ବୃଦ୍ଧି
ନୂଆଦିଲ୍ଲୀ,୨।୬ : ଭାରତ ବଜାରରେ ପେଟ୍ରୋଲ ଓ ଡିଜେଲର ବିକ୍ରି ଚଳିତ ବର୍ଷ ମେ ମାସରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି। ବିଶେଷକରି ଗ୍ରୀଷ୍ମର ପ୍ରକୋପ ସାଙ୍ଗକୁ ସ୍କୁଲ, କଲେଜ ଛୁଟି ଯୋଗୁ ଲୋକେ ଅନ୍ୟ ସହର ବୁଲିଯିବା ଯୋଗୁ ଏଭଳି...
ଟ୍ରାକ୍କୁ ଫେରୁଛି ଅଟୋମୋବାଇଲ ବଜାର
ନୂଆଦିଲ୍ଲୀ,୨।୬: ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ସାଙ୍ଗକୁ ଧୀରେ ଧୀରେ ଟ୍ରାକ୍କୁ ଫେରୁଛି ଅଟୋମୋବାଇଲ ବଜାରର କାରବାର। ଗତ ଦୁଇବର୍ଷ ଧରି କୋଭିଡ୍ କଟକଣା ଓ ଅନ୍ୟାନ୍ୟ ସମସ୍ୟା ଯୋଗୁ ଗାଡ଼ି ବିକ୍ରି ମାନ୍ଦା ରହିଥିଲା।...
କମିଲା ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୬: ମାସିକ ଆଧାରରେ ଦ୍ରବ୍ୟ ଏବଂ ସେବା କର (ଜିଏସ୍ଟି) ସଂଗ୍ରହରେ ଚଳିତ ବର୍ଷ ମେ’ ମାସରେ ୧୬% ହ୍ରାସ ଘଟି ୧.୪୧ ଲକ୍ଷ କୋଟିରେ ରହିଯାଇଛି। ପୂର୍ବ ମାସ ଅର୍ଥାତ୍ ଏପ୍ରିଲରେ ଜିଏସ୍ଟି ସଂଗ୍ରହ ୧.୬୮ ଲକ୍ଷ କୋଟି ଟଙ୍କା...
ଗ୍ରୀନ୍ ଏନର୍ଜି କମାଉଛି କୋଇଲା ସଙ୍କଟ
ନୂଆଦିଲ୍ଲୀ,୨।୬: ମେ’ ମାସରେ ବିଦ୍ୟୁତ୍ ଚାହିଦା ୨୩.୫% ବୃଦ୍ଧି ସତ୍ତ୍ୱେ ଦେଶର ଗ୍ରୀନ୍ ଏନର୍ଜି ଉତ୍ପାଦନ କ୍ଷମତା ଭାରତର କୋଇଲା ଉପରେ ନିର୍ଭରତାକୁ କମ୍ କରିଛି। ଏ ସମ୍ପର୍କରେ ରଏଟର୍ସ ତଥ୍ୟରୁ ଜଣାଯାଇଛି। ଚାହିଦାର ଅଧିକ ମାତ୍ରାରେ ବୃଦ୍ଧି ସତ୍ତ୍ୱେ ନବୀକରଣଯୋଗ୍ୟ...
ଟଙ୍କା ମୂଲ୍ୟରେ ଆଖିଦୃଶିଆ ବୃଦ୍ଧି
ନୂଆଦିଲ୍ଲୀ: ବୁଧବାର କାରବାର ଦିବସରେ ଟଙ୍କା ମୂଲ୍ୟରେ ଆଖିଦୃଶିଆ ବୃଦ୍ଧି ଦେଖିବାକୁ ମିଳିଛି। ଦିନରେ ଡଲାର ତୁଳନାରେ ଟଙ୍କାରେ ୨୦ ପଇସା ବୃଦ୍ଧି ସହିତ ୭୭.୫୧ ସ୍ତରରେ ବନ୍ଦ ହୋଇଛି। ଡଲାର ତୁଳନାରେ ଭାରତୀୟ ମୁଦ୍ରା ୭୭.୫୮ ସ୍ତରରେ ଖୋଲିଥିଲା।...
ଫେସବୁକ୍ ସିଓଓ ପଦରୁ ସାଣ୍ଡବର୍ଗଙ୍କ ଇସ୍ତଫା…
ଓ୍ବାଶିଂଟନ, ୨।୬ : ଫେସବୁକ ଏବଂ ଏହାର ପ୍ୟାରେଣ୍ଟ କମ୍ପାନୀ ମେଟାର ଚିଫ୍ ଅପରେଟିଂ ଅଫିସର (ସିଓଓ) ଶେରିଲ ସାଣ୍ଡବର୍ଗ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କମ୍ପାନୀ ବୁଧବାର ମଧ୍ୟ ନିଶ୍ଚିତ କରିଛି। ତେବେ ଶେରିଲଙ୍କ କମ୍ପାନୀ ଛାଡିବାର କାରଣ...
Archives


