ବାଣିଜ୍ୟ

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୯।୧୨:କେନ୍ଦ୍ରୀୟ ବ୍ୟାଙ୍କର ମୁଦ୍ରାନୀତି ବୈଠକ ଯୋଗୁ ଷ୍ଟକ୍‌ ବଜାରର ଫଳାଫଳ ଆଶା ଓ ଆଶଙ୍କା ମଧ୍ୟରେ ଶେଷ ହେଉଥିଲା। ଏପରିକି କେନ୍ଦ୍ରୀୟ ବ୍ୟାଙ୍କର ନିଷ୍ପତ୍ତି ସାଙ୍ଗକୁ ନିର୍ବାଚନୀ ଫଳାଫଳ ଓ ଶେୟାର ବଜାରର କାରବାର ଦଲାଲ ଷ୍ଟ୍ରିଟ୍‌ର ନିବେଶକଙ୍କ ମନରେ ଉତ୍ସାହ…

କର୍ନିଙ୍ଗ୍‌ର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୯।୧୨:କର୍ନିଙ୍ଗ୍‌ ଇନ୍‌କର୍ପୋରେଟେଡ୍‌ ପକ୍ଷରୁ ନିକଟରେ ନୂତନ ଉତ୍ପାଦର ଉନ୍ମୋଚନ କରାଯାଇଛି। ବିଶେଷକରି ଏହାର ନୂତନ କାଚ ଉଦ୍ଭାବନ, କର୍ନିଙ୍ଗ୍‌ ଗରିଲା ଗ୍ଲାସ୍‌ ଭିକ୍ଟସ-୨ର ବଜାର ପ୍ରବେଶ ହୋଇଯାଇଛି। ଏପରିକି ଏହାର କର୍ନିଙ୍ଗ୍‌ ଗରିଲା ଗ୍ଲାସ୍‌ ପୋର୍ଟଫୋଲିଓକୁ ବିସ୍ତାର କରି ସୀମାକୁ ଆଗକୁ…

ରିଅଲମି ସହ ଜିଓର ସହଭାଗିତା

ନୂଆଦିଲ୍ଲୀ,୯।୧୨:ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଏବଂ ସ୍ମାର୍ଟଫୋନ ବ୍ରାଣ୍ଡ୍‌ ରିଅଲମି ମଧ୍ୟରେ ଏକ ବ୍ୟବସାୟିକ ସହଭାଗିତା ସ୍ଥାପନ କରାଯାଇଥିବା ଉଭୟ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଜିଓ ପ୍ଲାଟ୍‌ଫର୍ମସ୍‌ ଲିମିଟେଡ୍‌ର ସିଇଓ କିରଣ ଥୋମାସ୍‌ କହିଛନ୍ତି,…

ଡିସେମ୍ବର ୧୧ରେ ‘ପୋଲିସ ବାବୁ’

ଭୁବନେଶ୍ୱର,୯।୧୨:ଜୀ-ସାର୍ଥକ ଫିଲ୍ମସର ନୂଆ ଚଳଚ୍ଚିତ୍ର ‘ପୋଲିସ ବାବୁ’ ଆସନ୍ତା ରବିବାର (ଡିସେମ୍ବର ୧୧) ଓ୍ବାର୍ଲଡ ଟେଲିଭିଜନ ପ୍ରିମିୟର ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ସ୍ଥାନୀୟ ୟୁନିଟ୍‌-୮ର ଏକ ହୋଟେଲ ପରିସରରେ ଏହାର ଅଡିଓ ରିଲିଜ୍‌ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଚଳଚ୍ଚିତ୍ରରେ…

‘ନଭେମ୍ବରରେ ୩,୭୩,୨୨୧ଗାଡ଼ି ବିକ୍ରି’

ନୂଆଦିଲ୍ଲୀ,୯।୧୨:ଦେଶର ପ୍ରମୁଖ ୨ଚିକିଆ ଯାନ ନିର୍ମାତା ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ ଲିମିଟେଡ୍‌(ଏଚ୍‌ଏମ୍‌ଏସ୍‌ଆଇଏଲ୍‌) ପକ୍ଷରୁ ଚଳିତ ବର୍ଷ ନଭେମ୍ବର ମାସର ଗାଡ଼ି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଚଳିତ ନଭେମ୍ବରରେ ୩,୭୩,୨୨୧ ଗାଡ଼ି ବିକ୍ରି କରିଥିବା ବେଳେ ଗତବର୍ଷ…

ବଢୁଛି ୟୁପିଆଇ କାରବାର

ନୂଆଦିଲ୍ଲୀ,୯।୧୨:ଗତ କିଛି ବର୍ଷ ମଧ୍ୟରେ ୟୁନିଫାଏଡ୍‌ ପେମେଣ୍ଟସ ଇଣ୍ଟରଫେସ୍‌ (ୟୁପିଆଇ)ର ଚାହିଦା ଆଶାତୀତ ଭାବେ ବୃଦ୍ଧି ପାଇଛି। ବିଶେଷ କରି ସହରାଞ୍ଚଳରୁ ଆରମ୍ଭକରି ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ସବୁ ସ୍ତର ଓ ବର୍ଗର ଲୋକେ ୟୁପିଆଇ ଦ୍ୱାରା କାରବାର କରିବାକୁ ପସନ୍ଦ କରୁଛନ୍ତି।…

୨୦ ହଜାର କର୍ମଚାରୀଙ୍କୁ ଛଟେଇ କରିବ ଆମାଜନ…

ନୂଆଦିଲ୍ଲୀ,୮।୧୨ : ଟୁଇଟର, ଗୁଗଲ, ଫେସବୁକ, ପେପସିକୋ ପରେ ବର୍ତ୍ତମାନ ଆମାଜନ ମଧ୍ୟ ବହୁ ପରିମାଣରେ କର୍ମଚାରୀଙ୍କୁ ଛଟେଇ କରିବାକୁ ଯାଉଛି। କମ୍ପ୍ୟୁଟର ୱାଲର୍‌ଡର ଏକ ରିପୋର୍ଟ ଅନୁଯାୟୀ, ଆମାଜନ ଆସନ୍ତା ମାସରେ ପ୍ରାୟ ୨୦,୦୦୦କର୍ମଚାରୀଙ୍କୁ ଛଟେଇ କରିବାକୁ ଯୋଜନା କରୁଛି।…

‘ସବୁ ବର୍ଗଙ୍କୁ ଗୁଣାତ୍ମକ ଶିକ୍ଷା ଦେବ ଏସ୍‌ବିଏଲ୍‌ସି’

ଭୁବନେଶ୍ୱର,୮।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ସେଞ୍ଚୁରିଅନ୍‌ ୟୁନିର୍ଭସିଟି (ସିୟୁ) ଏବଂ ସିନ୍ଧୁ ବ୍ରାଉନ୍ସ ଲର୍ନିଂ ସେଣ୍ଟର (ଏସ୍‌ବିଏଲ୍‌ସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ ହୋଇଥିବା ଉଭୟ ଅନୁଷ୍ଠାନ ପକ୍ଷରୁ କୁହାଯାଇଛି। ସବୁ ବର୍ଗର ଲୋକଙ୍କୁ ଗୁଣାତ୍ମକ ମାନର ଇଂରାଜୀ…

‘ଉତ୍ପାଦନ,ବଜାର ଉପଯୋଗିତାକୁ ଗୁରୁତ୍ୱ’

ଭୁବନେଶ୍ୱର,୮।୧୨: ବର୍ତ୍ତମାନ ସମୟରେ ଗୋପାଳନ ସଂଖ୍ୟା ହ୍ରାସ ପାଉଥିବାରୁ ଅନେକ ପ୍ରକାର ସମସ୍ୟା ଦେଖାଦେଉଛି। ବିଶେଷ କରି ଗୋସମ୍ପଦ ଓ ଉତ୍ପାଦର ପରିମାଣର ହ୍ରାସ ପାଇବାରେ ଲାଗିଛି। ଏପରିକି ଗୋପାଳନ ସହ ଦୁଗ୍ଧ ଉତ୍ପାଦନ ଓ ବଜାର ଉପଯୋଗିତାକୁ ଗୁରୁତ୍ୱ ଦେବାକୁ…

‘ନୂଆ ପ୍ଲାଟ୍‌ଫର୍ମ ସହ ଦର୍ଶକଙ୍କ ଆଦୃତି ପାଇଛି’

ଭୁବନେଶ୍ୱର ,୮।୧୨: ଚଳିତ ବର୍ଷ ଦୀପାବଳି ଅବସରରେ ‘ଜୀ-ସାର୍ଥକ’ ପକ୍ଷରୁ ଆୟୋଜିତ ‘ଦୀପାବଳିରେ ସୁନାର ବର୍ଷା’ ପ୍ରତିଯୋଗିତାର ବିଜେତାମାନଙ୍କୁ ନିକଟରେ ପୁରସ୍କୃତ କରାଯାଇଛି। ଏପରିକି ସ୍ଥାନୀୟ ପାହାଳଠାରେ ଜୀ-ସାର୍ଥକର କର୍ପୋରେଟ ଅଫିସ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଭାଗ୍ୟଶାଳୀ…

‘ଆଇଏଲ୍‌ବିଏସ୍‌ ସହ ଜିଓ ଟ୍ରୁ-୫ଜିର ସହଯୋଗିତା’

ମୁମ୍ବାଇ,୮।୧୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଜିଓ ଟ୍ରୁ-୫ଜି ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ ବିଲିଆରି ସାଇନ୍‌ସେସ୍‌ (ଆଇବିଏଲ୍‌ଏସ୍‌) ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ସହଯୋଗିତା ସ୍ଥାପନ ହୋଇଯାଇଛି। ବିଶେଷକରି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ ସାଙ୍ଗକୁ ଟେକ୍ନୋଲୋଜି ଜରିଆରେ…

‘ଆଇଫୋନ୍‌ ନିର୍ମାଣର ହବ୍‌ ହେବ ଭାରତ’

ନୂଆଦିଲ୍ଲୀ,୮।୧୨: ବିଶ୍ୱର ପ୍ରମୁଖ ତଥା ପ୍ରିମିୟମ ବର୍ଗର ସ୍ମାର୍ଟଫୋନ୍‌ ନିର୍ମାତା ‘ଆଇଫୋନ୍‌’ ଖୁବ୍‌ଶୀଘ୍ର ତା’ର ରଣନୀତି ପରିବର୍ତ୍ତନକରି ଭାରତକୁ ଅଗ୍ରାଧିକାର ଦେବ ବୋଲି ଜଣାପଡ଼ିଛି। କାରଣ ବିଗତ ୨ ବର୍ଷ ହେବ କୋଭିଡ୍‌ କଟକଣା ଓ ଅନ୍ୟନ୍ୟା ସମସ୍ୟା ଯୋଗୁ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?