ବାଣିଜ୍ୟ

ଟ୍ରିଲିୟନ ଡଲାର ଅର୍ଥନୀତି ଛୁଇଁବ ଓଡ଼ିଶା

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ନିକଟ ଭବିଷ୍ୟତରେ ଓଡ଼ିଶା ଟ୍ରିଲିୟନ(୧ ଲକ୍ଷ କୋଟି) ଡଲାର ଅର୍ଥନୀତିକୁ ଛୁଇଁବ। ଆମେ ହିଁ ହେବୁ ଦକ୍ଷିଣ ପୂର୍ବ ଏସିଆ ଓ ପୂର୍ବ ଭାରତ ବିକାଶର ମୁଖଶାଳା। ଆପଣମାନେ ଆସନ୍ତୁ, ନୂଆ ଓଡ଼ିଶା ଗଢ଼ିବାକୁ ରାଜ୍ୟରେ ଅଧିକରୁ ଅଧିକ ପୁଞ୍ଜି…

ଡିଜିଟାଲ ଟଙ୍କାର ରିଟେଲ ଟ୍ରାଏଲ : ପ୍ରଥମେ ମୁମ୍ବାଇ-ନୂଆଦିଲ୍ଲୀ-ବେଙ୍ଗାଲୁରୁ-ଭୁବନେଶ୍ୱରରେ…

ନୂଆଦିଲ୍ଲୀ,୧।୧୨ : ଖୁଚୁରା ଡିଜିଟାଲ ଟଙ୍କାର ପାଇଲଟ ପ୍ରକଳ୍ପ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା ପୂର୍ବରୁ ୧ ନଭେମ୍ବର ୨୦୨୨ ରେ ହୋଲସେଲ କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ ମୁଦ୍ରା (ସିବିଡିସି) ର ଏକ ଟ୍ରାଏଲ ରନ ଆରମ୍ଭ କରାଯାଇଥିଲା। ଭାରତୀୟ ରିଜର୍ଭ…

ପୁଞ୍ଜିନିବେଶକାରୀଙ୍କ ପାଇଁ ୮ ନୂଆ ନୀତି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ବୁଧବାରଠାରୁ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଆରମ୍ଭ ହୋଇଛି। ଏହାର ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାର ପୁଞ୍ଜିପତିମାନଙ୍କୁ ଆକୃଷ୍ଟ କରିବାକୁ ୮ଟି ନୂଆ ନୀତି(ପଲିସି) ଆଣିଛନ୍ତି। କ୍ୟାବିନେଟରେ ଉକ୍ତ ପଲିସିଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହାଛଡ଼ା ଅନେକ ନୀତିଗତ ନିଷ୍ପତ୍ତି…

‘ଆଲୁମିନିୟମ ୱାର୍ଲଡ’ ଉଦ୍‌ଘାଟିତ

ଭୁବନେଶ୍ୱର,୧।୧୨: ମେକ୍‌ ଇନ୍‌ ଓଡ଼ିଶା (ଏମ୍‌ଆଇଓ) କନ୍‌କ୍ଲେଭ-୨୨ ବୁଧବାର ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଉକ୍ତ କନ୍‌କ୍ଲେଭରେ ବେଦାନ୍ତ ଆଲୁମିନିୟମ ମଧ୍ୟ ଅଂଶଗ୍ରହଣ କରିଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର ଏକ ସର୍ବବୃହତ୍‌ ଷ୍ଟଲ୍‌ର…

ପ୍ରଶାନ୍ତ କୁମାର ଏଏଏଆଇର ସଭାପତି ନିର୍ବାଚିତ

ନୂଆଦିଲ୍ଲୀ,୧।୧୨: ସାଉଥ ଏସିଆ ଅଫ୍‌ ଗ୍ରୁପ୍‌-ଏମ୍‌ ମିଡିଆ (ଇଣ୍ଡିଆ) ପ୍ରାଇଭେଟ୍‌ ଲିମିଟେଡ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପ୍ରଶାନ୍ତ କୁମାର ବିଜ୍ଞାପନ ଶିଳ୍ପର ଜଣାଶୁଣା ସଂଘ ଆଡଭର୍ଟାଇଜିଂ ଏଜେନ୍ସି ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏଏଏଆଇ)ର ନୂତନ ସଭାପତି ଭାବେ ବୁଧବାର ନିର୍ବାଚିତ…

ନରଓ୍ବେ ରାଷ୍ଟ୍ରଦୂତଙ୍କ ସହ ଖଣି ଓ ଇସ୍ପାତ ମନ୍ତ୍ରୀଙ୍କ ସାକ୍ଷାତ

ଭୁବନେଶ୍ୱର,୧।୧୨: ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ର ୩ୟ ସଂସ୍କରଣର ଶୁଭାରମ୍ଭ ବୁଧବାର ହୋଇଯାଇଛି। ଉକ୍ତ କନ୍‌କ୍ଲେଭରେ ଯୋଗଦେବାକୁ ଆସିଥିବା ନରଓ୍ବେର ରାଷ୍ଟ୍ରଦୂତଙ୍କ ସହ ଓଡ଼ିଶାର ଖଣି ଓ ଇସ୍ପାତ ଏବଂ ପୂର୍ତ୍ତି…

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧।୧୨: ଭାରତୀୟ ଷ୍ଟକ୍‌ ବଜାରର ଫଳାଫଳ କ୍ରମାଗତ ଭାବେ ଭଲ ରହିବା ସାଙ୍ଗକୁ ନିବେଶ ମଧ୍ୟ ବୃଦ୍ଧି ପାଉଛି। ଏପରିକି ଶେୟାର ବଜାରରେ ନିବେଶ କରୁଥିବା ନିବେଶକମାନେ ବେଶ୍‌ ଉତ୍ସାହିତ ରହିଛନ୍ତି। ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସର କାରବାର ଫଳାଫଳ…

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମେକ୍‌-ଇନ୍‌-ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ଜନତା ମଇଦାନରେ ଅନୁଷ୍ଠିତ ହେଉଥିବା ଏହି କନ୍‌କ୍ଲେଭକୁ ଏକ ସ୍ବତନ୍ତ୍ର ଗାଡ଼ିରେ ମୁଖ୍ୟମନ୍ତ୍ରୀ ବୁଲି ଦେଖୁଛନ୍ତି। ଏହି ୫ ଦିନିଆ ମେଗା ବିଜ୍‌ନେସ ସମିଟ୍‌ରେ ମେଟାଲ,…

ସିଓରବାଏର ପ୍ରିମିୟମ ମୋବାଇଲ ଷ୍ଟୋର

ଭୁବନେଶ୍ୱର,୩୦।୧୧: ବର୍ତ୍ତମାନ ସମୟରେ ସ୍ମାର୍ଟଫୋନ୍‌ ସବୁ ବର୍ଗର ଲୋକଙ୍କ ପାଇଁ ଏକ ଅତ୍ୟାବଶ୍ୟକ ସାମଗ୍ରୀରେ ପରିଣତ ହୋଇଯାଇଛି। ଏଭଳି କିଛି ଅଭାବ ଓ ଆବଶ୍ୟକତାକୁ ନଜରରେ ରଖି ସ୍ଥାନୀୟ ବାପୁଜୀନଗରଠାରେ ସିଓରବାଏର ପ୍ରିମିୟମ ମୋବାଇଲ ଷ୍ଟୋର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି…

ଡିସିବିଏଲ୍‌-ଏଲ୍‌ଭିପିଇଆଇର ରାଜିନାମା

ଭୁବନେଶ୍ୱର,୩୦।୧୧: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌) ଓ ଏଲ୍‌. ଭି. ପ୍ରସାଦ ଆଇ ଇନ୍‌ଷ୍ଟିଚ୍ୟୁଟ୍‌ ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି କମ୍ପାନୀର କାର୍ଯ୍ୟ ପରିସର ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କ ଜୀବନରେ ଉନ୍ନତି ଆଣିବା…

ମାରୁତି ସୁଜୁକିର ନୂଆ ‘ଇକୋ’ର ବଜାର ପ୍ରବେଶ

ନୂଆଦିଲ୍ଲୀ,୩୦।୧୧: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ନୂଆ ଇକୋର ଶୁଭାରମ୍ଭ ସହ ବଜାର ପ୍ରବେଶ କରାଯାଇଛି। ଏହା ନୂତନ ଓ ଶକ୍ତିଶାଳୀ ଇଞ୍ଜିନ ସହିତ ଉନ୍ନତ ଇନ୍ଧନ ଦକ୍ଷତା ପ୍ରଦାନ କରୁଛି। ଦେଶରେ ସର୍ବାଧିକ ବିକ୍ରି ହେଉଥିବା ଭ୍ୟାନ ମାରୁତି…

ମାର୍ଚ୍ଚ ୨୦୨୪ ସୁଦ୍ଧା ଏୟାର ଇଣ୍ଡିଆ-ଭିସ୍ତାରାର ବିଲୟ, ଟାଟା ସନ୍ସ୍‌-ସିଙ୍ଗାପୁର ଏୟାର ଲାଇନ୍ସର ନିଷ୍ପତ୍ତି…

ନୂଆଦିଲ୍ଲୀ,୨୯।୧୧ : ଟାଟା ସନ୍ସ୍‌ ଏବଂ ସିଙ୍ଗାପୁର ଏୟାର ଲାଇନ୍ସ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ନିଷ୍ପତ୍ତି ଅନୁସାରେ ମାର୍ଚ୍ଚ ୨୦୨୪ ସୁଦ୍ଧା ଏୟାର ଇଣ୍ଡିଆ ଏବଂ ଭିସ୍ତାରାର ବିଲୟ କରାଯିବ। ଏଥିରେ ଟାଟା ଗ୍ରୁପର ୫୧ ପ୍ରତିଶତ ଅଂଶଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?