୨୯ରେ ବିଜିୟୁର ୫ମ ସମାବର୍ତ୍ତନ ଉତ୍ସବ
ଭୁବନେଶ୍ୱର,୨୭।୧୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ)ର ୫ମ ବାର୍ଷିକ ଉତ୍ସବ ପାଳନ ହେବାକୁ ଯାଉଛି। ଏପରିକି ନଭେମ୍ବର ୨୯ରେ ବିଜିୟୁର ୫ମ ସମାବର୍ତ୍ତନ ଉତ୍ସବର ମଧ୍ୟ ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବିଜିୟୁର ବିଭିନ୍ନ ବିଭାଗର…
‘ଭାଷା ବ୍ୟବହାରରେ ଲିପିର ଆବଶ୍ୟକତା ନ ଥାଏ’
ଭୁବନେଶ୍ୱର,୨୭।୧୧: ସେଞ୍ଚୁରିଆନ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ୍) ବା ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ଓଡ଼ିଶା ଓ ଲିଙ୍ଗୁଇଷ୍ଟିକ୍ ସୋସାଇଟି ଅଫ୍ ଇଣ୍ଡିଆର ମିଳିତ ସହଯୋଗରେ ୪୪ତମ ଅନ୍ତର୍ଜାତୀୟ ଲିଙ୍ଗୁଇଷ୍ଟିକ ସୋସାଇଟି ଅଫ୍ ଇଣ୍ଡିଆ (ଆଇସିଓଏଲ୍ଏସ୍ଆଇ-୪୪) ସମ୍ମିଳନୀ ନିକଟରେ ଉଦ୍ଘାଟିତ ହୋଇଯାଇଛି।…
ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନ ଦିବସ
ଭୁବନେଶ୍ୱର,୨୭।୧୧: ପୂର୍ବତଟ ରେଳପଥ ପକ୍ଷରୁ ଶନିବାର ସ୍ଥାନୀୟ ରେଳସଦନଠାରେ ସମ୍ବିଧାନ ଦିବସ ପାଳନ କରାଯାଇଥିଲା। ଏହି ଅବସରରେ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀ,ବରିଷ୍ଠ ଅଧିକାରୀ, ରେଳ କର୍ମଚାରୀମାନେ ଭାରତୀୟ ସମ୍ବିଧାନର ପ୍ରାକ୍…
୧୭ରେ ଜିଏସ୍ଟି କାଉନସିଲ ବୈଠକ
ନୂଆଦିଲ୍ଲୀ,୨୭।୧୧: ଚଳିତ ବର୍ଷ ଡିସେମ୍ବର ୧୭ରେ ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍ଟି) କାଉନସିଲର ୪୮ତମ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ଏପରିକି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ଭିଡିଓ କନ୍ଫରେନ୍ସରେ ହେବ ବୋଲି…
‘ଘର ମଣିଷର ସର୍ବନିମ୍ନ ଆବଶ୍ୟକତା’
ଭୁବନେଶ୍ୱର,୨୭।୧୧: ଭାରତୀୟ କମ୍ପାନୀ ସଚିବ ସଂସ୍ଥାନ (ଆଇସିଏସ୍ଆଇ)ର ଭୁବନେଶ୍ୱର ଚାପ୍ଟର ଏବଂ ଓଡ଼ିଶା ସ୍ଥାବର ସମ୍ପତ୍ତି ନିୟାମକ ପ୍ରାଧିକରଣ (ଓରେରା) ଆନୁକୂଲ୍ୟରେ ଶନିବାର ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ଉକ୍ତ କର୍ମଶାଳା ‘ରିୟଲ ଇଷ୍ଟେଟ କ୍ଷେତ୍ରରେ ସମସ୍ୟା ଓ…
ଆଜି କର୍କଟ ରୋଗୀଙ୍କ ପାଇଁ ‘ଫଣ୍ଡରେଜିଂ ଇଭେଣ୍ଟ’
ଭୁବନେଶ୍ୱର,୨୬।୧୧: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ସଦ୍ଗୁରୁ ହସ୍ପିଟାଲ କଟକ ଏବଂ ଭୁବନେଶ୍ୱର ଭିଭାନ୍ତା ହୋଟେଲର ମିଳିତ ସହଯୋଗରେ କର୍କଟ ରୋଗୀଙ୍କ ଲାଗି ଆଜି ଏକ ‘ଫଣ୍ଡରେଜିଂ ଇଭେଣ୍ଟ’ର ଆୟୋଜନ କରାଯାଇଛି। ଏପରିକି ଭୁବନେଶ୍ୱରର ପାତ୍ରପଡ଼ା ନିକଟସ୍ଥ ଭିଭାନ୍ତା ହୋଟେଲ ପରିସରରେ…
‘ନେଟ୍ ଜିରୋ କାର୍ବନ ଅପରେଶନକୁ ଗୁରୁତ୍ୱ’
ନୂଆଦିଲ୍ଲୀ,୨୬।୧୧: ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ଜଳବାୟୁ ଚାର୍ଟର ଆକ୍ସନ ପାଇଁ ବେଦାନ୍ତ ଆଲୁମିନିୟମ ନିକଟରେ ସହମତି ପ୍ରଦାନ କରିଛି। ଏପରିକି ନେଟ୍ ଜିରୋ କାର୍ବନ ଅପରେଶନକୁ ଗୁରୁତ୍ୱ ଦେବା ସହ ଏହାର ମୂଲ୍ୟ ଶୃଙ୍ଖଳ ମଧ୍ୟରେ କମ୍ପାନୀ କାର୍ଯ୍ୟ କରିବ…
ଆଇଡିବିଆଇ ସହ ହୋଣ୍ଡାର ରାଜିନାମା
ନୂଆଦିଲ୍ଲୀ,୨୬।୧୧: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ୍ (ଏଚ୍ସିଆଇଏଲ୍) ଓ ଆଇଡିବିଆଇ ବ୍ୟାଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ରାଜିନାମା ସ୍ବାକ୍ଷର ହୋଇଯାଇଛି। ବିଶେଷକରି ଏଚ୍ସିଆଇଏଲ୍ ଗ୍ରାହକଙ୍କୁ ବିବିଧ ଆର୍ଥିକ ଯୋଜନା ପ୍ରଦାନ କରିବାକୁ ଆଇଡିବିଆଇ…
ସୋଆର ଷ୍ଟାନ୍ଫୋର୍ଡ ୨% ଶ୍ରେଷ୍ଠ ବୈଜ୍ଞାନିକଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର,୨୬।୧୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ୧୬ ଜଣ ଗବେଷକ ପୃଥିବୀର ୨% ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ବିଶେଷକରି ୟୁଏସ୍ର ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ୨୦୨୨ ମସିହା ପାଇଁ ପୃଥିବୀର…
ଆପୋଲୋ ଭୁବନେଶ୍ୱର ଶ୍ରେଷ୍ଠ ଘରୋଇ ହସ୍ପିଟାଲ
ଭୁବନେଶ୍ୱର,୨୬।୧୧: ଦି ୱିକ୍ ମାଗାଜିନ୍ ପକ୍ଷରୁ ହୋଇଥିବା ସର୍ବେକ୍ଷଣରେ ଆପୋଲୋ ହସ୍ପିଟାଲ ଭୁବନେଶ୍ୱରକୁ ‘ବେଷ୍ଟ ମଲ୍ଟି ସ୍ପେଶାଲିଟି ପ୍ରାଇଭେଟ୍ ହସ୍ପିଟାଲ ୨୦୨୨’ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ଦି ୱିକ୍ ପକ୍ଷରୁ ନିୟୋଜିତ ଏକ ସ୍ବାଧୀନ ସଂସ୍ଥା ଦ୍ୱାରା ବିଗତ ୨ମାସ ଧରି…
ଏଫ୍ପିଓ ଜରିଆରେ ୨୦,୦୦୦ କୋଟି ସଂଗ୍ରହ କରିବ ଆଦାନୀ ଗ୍ରୁପ୍
ନୂଆଦିଲ୍ଲୀ,୨୬।୧୧: ଆଦାନୀ ଗ୍ରୁପ୍ର ସହଯୋଗୀ ସଂସ୍ଥା ଆଦାନୀ ଏଣ୍ଟରପ୍ରାଇଜେସ୍ ଲିମିଟେଡ୍ ଫଲୋ-ଅନ୍ ପବ୍ଲିକ ଅଫର (ଏଫ୍ପିଓ) ଜରିଆରେ ୨୦,୦୦୦ କୋଟି ଟଙ୍କା ସଂଗ୍ରହ କରିବାକୁ ଲକ୍ଷ୍ୟ ରଖିଛି। ଏପରିକି ଏଫ୍ପିଓରୁ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ୍କୁ ବ୍ୟାପକ ସହାୟତା ମିଳିବ ବୋଲି କୁହାଯାଉଛି।…
ଓଡ଼ିଶାକୁ ମିଳିଲା ୫୨୪ କୋଟିର ଜିଏସ୍ଟି କ୍ଷତିପୂରଣ
ନୂଆଦିଲ୍ଲୀ,୨୬।୧୧: ଚଳିତ ଆର୍ଥିକ ବର୍ଷର ପ୍ରଥମ ୩ ମାସ (ଏପ୍ରିଲରୁ ଜୁନ୍)ର ଅବଧି ପାଇଁ କେନ୍ଦ୍ର ସରକାର ବଳକା ଜିଏସ୍ଟି କ୍ଷତିପୂରଣ ଆକାରରେ ଓଡ଼ିଶାକୁ ୫୨୪ କୋଟି ଟଙ୍କା ନିକଟରେ ପ୍ରଦାନ କରିଛନ୍ତି। ଏପରିକି କେନ୍ଦ୍ର ସରକାର ମଧ୍ୟ ବଳକା ଜିଏସ୍ଟି…

