ବାଣିଜ୍ୟ

କାନନର ଫଟୋକପି ମଡେଲ ପ୍ରଦର୍ଶିତ

କଟକ,୨୫।୧୧:କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ ଲିମିଟେଡ୍‌ର ମିଳିତ ଉଦ୍ୟମରେ ସ୍ଥାନୀୟ ବାଦାମବାଡ଼ି ନିକଟସ୍ଥ ଏକ ହୋଟେଲ ପରିସରରେ କାନନ ଫଟୋ କପି ମଡେଲର ପ୍ରଦର୍ଶନୀ କରାଯାଇଥିଲା। ଏଥିରେ କାନନର ଅତ୍ୟାଧୁନିକ ଫଟୋକପି ମଡେଲ ଆଇଆର୍‌ସି ୩୨୨୬ ସାଙ୍ଗକୁ ଆଇଆର୍‌ସି…

ପୁଣେରେ ଜିଓ ଟ୍ରୁ -୫ଜି ସେବା ଉପଲବ୍ଧ

ମୁମ୍ବାଇ,୨୫।୧୧:ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଜିଓର ଜିଓ ଟ୍ରୁ-୫ଜି ସେବା ବର୍ତ୍ତମାନ ମହାରାଷ୍ଟ୍ରର ପୁଣେ ସହରରେ ଉପଲବ୍ଧ ହେଉଛି ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଫଳରେ ପୁଣେବାସୀ ଜିଓର ୧ଜିବିପିଏସ୍‌ରୁ ଅଧିକ ପର୍ଯ୍ୟନ୍ତର ସ୍ପିଡ୍‌ ସହ ଅସୀମିତ ୫ଜି ଡାଟା…

‘ଟେଲିକମ୍‌ କ୍ଷେତ୍ରରେ ଇଏସ୍‌ଜି ପ୍ରଦର୍ଶନ’

ମୁମ୍ବାଇ,୨୫।୧୧: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓକୁ ନିକଟରେ ଆଉ ଏକ ସମ୍ମାନଜନକ ‘ଟେଲିକମ୍‌ କ୍ଷେତ୍ରରେ ଇଏସ୍‌ଜି ପ୍ରଦର୍ଶନ’ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ମୁମ୍ବାଇଠାରେ ଟ୍ରାନ୍ସଫରମାନ୍ସ ଫୋରମ୍‌ସ ପକ୍ଷରୁ ଆୟୋଜିତ ୨ୟ ଇଏସ୍‌ଜି ସମିଟ୍‌ ଆଣ୍ଡ୍‌ ଆୱାର୍ଡସ୍‌ କାର୍ଯ୍ୟକ୍ରମରେ…

ବିସ୍‌ଲେରିକୁ କିଣିପାରେ ଟାଟା

ନୂଆଦିଲ୍ଲୀ,୨୫।୧୧:ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ଟାଟା ଗ୍ରୁପ୍‌ ପ୍ରାୟ ୭୦୦୦ କୋଟି ଟଙ୍କାରେ ପ୍ୟାକେଜିଂ ଓ୍ବାଟର କମ୍ପାନୀ ବିସ୍‌ଲେରିକୁ କିଣିପାରେ ବୋଲି ଚର୍ଚ୍ଚା ହେଉଛି। ଏପରିକି ଟାଟା କଞ୍ଜୁମର ପ୍ରଡକ୍ଟସ ଲିମିଟେଡ୍‌ (ଟିସିପିଏଲ୍‌) ପ୍ରାୟ ୬୦୦୦ରୁ ୭୦୦୦ କୋଟି ଟଙ୍କାରେ ଉକ୍ତ…

ସର୍ବୋଚ୍ଚ ସ୍ତରରେ ସେନ୍‌ସେକ୍ସ

ନୂଆଦିଲ୍ଲୀ,୨୫।୧୧:ଭାରତୀୟ ଶେୟାର ବଜାରର କାରବାର ପୁଣି ଥରେ ଶିଖରରେ ପହଞ୍ଚତ୍ଛି। ଏପରିକି ଚଳିତ ସପ୍ତାହର ୪ର୍ଥ ଦିବସର କାରବାର ଅର୍ଥାତ୍‌ ଗୁରୁବାର ସେନ୍‌ସେକ୍ସ ୭୬୨.୧୦ ପଏଣ୍ଟ ବଢ଼ି ୬୨,୨୭୨.୬୮ ଅଙ୍କ ସହ ସର୍ବକାଳୀନ ଉଚ୍ଚ ସ୍ତରରେ ବନ୍ଦ ହୋଇଛି। ହେଲେ କାରବାର…

ରାଜସ୍ବ ବୃଦ୍ଧି ଯୋଜନା : ନୂଆ ସମ୍ପତ୍ତିର ଚିହ୍ନଟ ପାଇଁ ସମସ୍ତ ମନ୍ତ୍ରଣାଳୟକୁ କେନ୍ଦ୍ରର ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୪।୧୧ : କେନ୍ଦ୍ର ସରକାର ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ନୂତନ ସମ୍ପତ୍ତି ଚିହ୍ନଟ କରିବାକୁ କହିଛନ୍ତି ଯାହା ଦ୍ୱାରା ସେସବୁର ଶୀଘ୍ର ମୁଦ୍ରୀକରଣ ହୋଇପାରିବେ। ଯାହାଦ୍ୱାରା ମୁଦ୍ରୀକରଣ ପ୍ରକ୍ରିୟାକୁ ପୁନର୍ବାର ଟ୍ରାକରେ ରଖାଯାଇପାରିବ। ଏହି ଆର୍ଥିକ ବର୍ଷ ପାଇଁ ବଜେଟ…

ଆକ୍ସିସ ବ୍ୟାଙ୍କ-ଫ୍ଲିପ୍‌କାର୍ଟର ସହଯୋଗିତା

ନୂଆଦିଲ୍ଲୀ,୨୪।୧୧: ଆକ୍ସିସ ବ୍ୟାଙ୍କ ଓ ଫ୍ଲିପ୍‌କାର୍ଟ ମଧ୍ୟରେ ଏକ ଦ୍ୱିପାକ୍ଷିକ ବ୍ୟବସାୟିକ ସହଯୋଗିତା ସ୍ଥାପନ କରାଯାଇଛି। ସୁପର ଇଲାଇଟ୍‌ କ୍ରେଡିଟ୍‌ କାର୍ଡର ଶୁଭାରମ୍ଭ ଲାଗି ଏହି ସହଯୋଗିତା ସ୍ଥାପନ କରାଯାଇଥିବା ଜଣାପଡ଼ିଛି। ଏପରିକି ଫ୍ଲିପ୍‌କାର୍ଟ ସୁପର କଏନ୍‌ସ ରିୱାର୍ଡ ପ୍ରୋଗ୍ରାମକୁ ବ୍ୟାପକ…

ରାଜସୁନାଖଳାରେ ଟ୍ରେଣ୍ଡ୍‌ସ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୧୧: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଷ୍ଟୋର ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ନିକଟରେ ନୟାଗଡ଼ ଜିଲା ରାଜସୁନାଖଳାଠାରେ ‘ଟ୍ରେଣ୍ଡ୍‌ସ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ (ଷ୍ଟୋର) ର ଶୁଭାରମ୍ଭ କରାଯାଇଛି। ୬୪୦୦ ବର୍ଗଫୁଟ…

ବଜାଜ୍‌ ଅଲ୍‌ ନ୍ୟୁ ପଲ୍‌ସର ପି୧୫୦ର ଶୁଭାରମ୍ଭ

ନୂଆଦିଲ୍ଲୀ,୨୪।୧୧: ଦେଶର ପ୍ରମୁଖ ୨ ଚକିଆ ଯାନ ନିର୍ମାତା ‘ବଜାଜ୍‌ ଅଟୋ’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପଲ୍‌ସର ସିରିଜ୍‌ର ନୂଆ ବାଇକ୍‌ ବଜାଜ୍‌ ଅଲ୍‌ ନ୍ୟୁ ପଲ୍‌ସର ପି୧୫୦ର ଶୁଭାରମ୍ଭ (ବଜାର ପ୍ରବେଶ) ସମ୍ପର୍କରେ ଘୋଷଣା କରାଯାଇଛି।…

‘ଶିକ୍ଷା ବିଚାରପ୍ରକ୍ରିୟା ଉନ୍ମୋଚିତ କରିଥାଏ’

ଭୁବନେଶ୍ୱର,୨୪।୧୧: ଫିକି ଓ ଆଦିତ୍ୟ ବିର୍ଲା ସିଏସ୍‌ଆର୍‌ (ସେଣ୍ଟର ଫର ଏକ୍ସିଲେନ୍ସ)ର ମିଳିତ ଆନୁକୂଲ୍ୟରେ ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ଦ୍ୱାରା ବୁଧବାର ଆଇଡିଏଟର ୧୧ତମ ଅଧିବେଶନ ଭୁବନେଶ୍ବରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ଜାତୀୟସ୍ତରର କର୍ମଶାଳା…

‘ଶ୍ରେଷ୍ଠ ପ୍ରତିଭାଙ୍କୁ ପୁରସ୍କୃତ କରିବ ନ୍ୟୁରନ୍‌’

ଭୁବନେଶ୍ୱର,୨୪।୧୧: ଓଡିଏମ୍‌ ଏଜୁକେଶନାଲ୍‌ ଗ୍ରୁପ୍‌ ସହଭାଗିତାରେ ପ୍ରିମିୟର ଇଣ୍ଡିଆନ୍‌ କମ୍ପାନୀ (ନ୍ୟୁରନ୍‌) ଦ୍ୱାରା ପରିଚାଳିତ ‘Brain-a-thon-Olympiad’ & ‘Who’s Next Talent Hunt’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡିଏମ୍‌ ଗ୍ଲୋବାଲ୍‌ ସ୍କୁଲ୍‌ ପରିସରରେ ବୁଧବାର ଏକ ଖବରଦାତା ସମ୍ମିଳନୀର…

‘ଓଡ଼ିଶାରେ ବୃଦ୍ଧି ପାଇଛି ୨ ଚକିଆ ଯାନ ବିକ୍ରି’

ଭୁବନେଶ୍ୱର,୨୪।୧୧: ଗତ କିଛି ମାସ ହେବ ଉଭୟ ଜାତୀୟ (ଭାରତ) ଏବଂ ରାଜ୍ୟ (ଓଡ଼ିଶା) ବଜାରରେ ଗାଡ଼ି ବିକ୍ରି ପୂର୍ବ ବର୍ଷ ତୁଳନାରେ ବୃଦ୍ଧି ପାଇଛି। ଏପରିକି ଉଭୟ ଭାରି ଏବଂ ଯାତ୍ରୀବାହୀ ଯାନ ସାଙ୍ଗକୁ ୨ ଏବଂ ୩ ଚକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?