‘ଉତ୍କର୍ଷ ଗ୍ରାହକ ସେବା ଓଡ଼ିଶା ଡିସ୍କମ୍ର ମୂଳ ଲକ୍ଷ୍ୟ’
ଭୁବନେଶ୍ୱର,୧୮।୧୧:ସ୍ବଳ୍ପ ସମୟ ଭିତରେ ରାଜ୍ୟର ବିଦ୍ୟୁତ୍ ବିତରଣରେ ପ୍ରଶଂସନୀୟ ରୂପାନ୍ତରଣ ହୋଇଥିବାରୁ ଓଡ଼ିଶାର ବିଦ୍ୟୁତ୍ ଗ୍ରାହକମାନେ ଉନ୍ନତ ଓ ଭରସାଯୋଗ୍ୟ ବିଦ୍ୟୁତ୍ ଯୋଗାଣ ଉପଭୋଗ କରିପାରିବେ। ରାଜ୍ୟର ଡିସ୍କମ୍ଗୁଡ଼ିକ କେବଳ ଏଟି ଆଣ୍ଡ ସି କ୍ଷତିକୁ କମାଇବାରେ ସଫଳ ହୋଇନାହାନ୍ତି ବରଂ…
ଏଲପିଜି ସିଲିଣ୍ଡରରେ ରହିବ କ୍ୟୁଆର କୋଡ, ଗ୍ୟାସ ଚୋରି ହେବ ବନ୍ଦ…
ନୂଆଦିଲ୍ଲୀ,୧୭।୧୧ : ଏଲପିଜି ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ସୁବିଧା ପାଇଁ ସରକାର କଠୋର ପଦକ୍ଷେପ ନେବାକୁ ଯାଉଛନ୍ତି। ପ୍ରାୟତଃ ଗ୍ରାହକମାନେ ଅଭିଯୋଗ କରନ୍ତି ଯେ ସେମାନଙ୍କ ଘରୋଇ ଗ୍ୟାସ ସିଲିଣ୍ଡରରେ ଗ୍ୟାସର ପରିମାଣ ୧ ରୁ ୨ କିଲୋଗ୍ରାମ…
ସନ୍ କିଙ୍ଗ୍ ଇନ୍ଫିନିଟିର ନୂତନ ଉତ୍ପାଦ
ନୂଆଦିଲ୍ଲୀ,୧୭।୧୧: ଦେଶର ପ୍ରମୁଖ ସୋଲାର ଏନର୍ଜି ପ୍ରଡକ୍ଟ କମ୍ପାନୀ ସନ୍ କିଙ୍ଗ୍ର ସବ୍-ବ୍ରାଣ୍ଡ୍ ସନ୍ କିଙ୍ଗ୍ ଇନ୍ଫିନିଟି ପକ୍ଷରୁ ନିକଟରେ ନୂତନ ଉତ୍ପାଦର ସର୍ବଭାରତୀୟ ଉନ୍ମେଚୋନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ନୂଆ ଏଲ୍ଇଡି ଲାଇଟିଂ ପ୍ରଡକ୍ଟ ରେଞ୍ଜର ମଧ୍ୟ…
ନୁଭୋକୋ ପ୍ଲାଣ୍ଟକୁ ଗ୍ରୀନ୍ ପ୍ରୋ ଇକୋଲେବଲ ସ୍ବୀକୃତି
ନୂଆଦିଲ୍ଲୀ,୧୭।୧୧: ଦେଶର ପ୍ରମୁଖ ସିମେଣ୍ଟ କମ୍ପାନୀ ନୁଭୋକୋ ଭିଷ୍ଟାସ୍ କର୍ପୋରେଶନ ଲିମିଟେଡ୍ (ଏନ୍ଭିସିଏଲ୍)ର ୬ଟି ରେଡି-ମିକ୍ସ କଂକ୍ରିଟ ପ୍ଲାଣ୍ଟକୁ ସମ୍ମାନଜନକ ଗ୍ରୀନ୍ ପ୍ରୋ ପ୍ରମାଣପତ୍ର ମିଳିଛି। ବିଶେଷକରି କମ୍ପାନୀର ପାଟେନଚେରୁ, ମିୟାପୁର(ହାଇଦ୍ରାବାଦ), ହ୍ବାଇଟ୍ଫିଲ୍ଡ (ବେଙ୍ଗାଲୁରୁ), ସନଥଲ୍(ଗୁଜରାଟ), ନୋଏଡା (ଉତ୍ତରପ୍ରଦେଶ) ଏବଂ ଗୁର୍ଗାଓଁ…
ରାଷ୍ଟ୍ରବ୍ୟାପୀ ଡିଜିଟାଲ ଜୀବନ ପ୍ରମାଣପତ୍ର ପ୍ରୋତ୍ସାହନ ଅଭିଯାନ
ଭୁବନେଶ୍ୱର,୧୭।୧୧: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ)ର ଭୁବନେଶ୍ବରସ୍ଥିତ ମୁଖ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଏକ ଡିଜିଟାଲ ଜୀବନ ପ୍ରମାଣପତ୍ର ପଞ୍ଜୀକରଣ ଶିବିର ଆୟୋଜିତ ହୋଇଯାଇଛି। ଏପରିକି ପେନ୍ସନ ଏବଂ ପେନ୍ସନଭୋଗୀ କଲ୍ୟାଣ ବିଭାଗ ଓ ଏସ୍ବିଆଇ ସିପିପିସି ଭୁବନେଶ୍ବର ସହଭାଗିତାରେ ଉକ୍ତ କାର୍ଯ୍ୟକ୍ରମର…
‘ଡିଜିଟାଲ କାରବାରରେ ସତର୍କତା ଜରୁରୀ’
କଟକ,୧୭।୧୧: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଓଆଇ)ର କଟକ କ୍ଷେତ୍ର ଆନୁକୂଲ୍ୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ପକ୍ଷରୁ ‘ରିଜର୍ଭ ବ୍ୟାଙ୍କ ଦ୍ୱାରା ନିୟନ୍ତ୍ରିତ ସଂସ୍ଥାର ଅଭିଯୋଗ ନିରାକରଣ ପଦ୍ଧତି ଏବଂ ରିଜର୍ଭ ବ୍ୟାଙ୍କ ସମନ୍ବିତ ଲୋକପାଳ ଯୋଜନା-୨୦୨୨ ଉପରେ ସଚେତନତା…
‘ଶାଢ଼ି ବ୍ୟବସାୟର ବ୍ୟାପକ ସମ୍ଭାବନା ରହିଛି’
ଭୁବନେଶ୍ୱର,୧୭।୧୧: ଟାଟା ଗ୍ରୁପ୍ର ସହଯୋଗୀ ସଂସ୍ଥା ତଥା ଭାରତର ପ୍ରମୁଖ ଗାର୍ମେଣ୍ଟ (ଶାଢ଼ି) ବ୍ରାଣ୍ଡ୍ ତନେଇରା ଓଡ଼ିଶା ବଜାରରେ ପ୍ରବେଶ କରିବା ସହ ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟନଠାରେ ବ୍ରାଣ୍ଡ୍ର ପ୍ରଥମ ଏକ୍ସକ୍ଲୁସିଭ ଷ୍ଟୋର ବୁଧବାର ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଟାଇଟାନ…
ଭିଡ଼ ବଢ଼ାଉଛି କାରବାର
କଟକ,୧୭।୧୧: ଦେଶର ଲୋକପ୍ରିୟ ପପୁଲାର କିଚେନ ଆଣ୍ଡ ହୋମ୍ ପ୍ରଡକ୍ଟସ କମ୍ପାନୀ ଟିଟିକେ ପ୍ରେଷ୍ଟିଜ୍ର ସ୍ବୀକୃତିପ୍ରାପ୍ତ ଡିଲର ବାଲାଜୀ ଡିଷ୍ଟ୍ରିବ୍ୟୁଟର୍ସ ଜରିଆରେ ଚଳିତ ବର୍ଷ କଟକ ବାଲିଯାତ୍ରାରେ ସାମିଲ ହୋଇଛି। ଏପରିକି ଗତ ୨ବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଚଳିତ ବର୍ଷ…
ଜିଓ ପରେ ଏବେ ଗ୍ରାହକଙ୍କୁ ଏୟାରଟେଲ୍ର ଝଟକା, ଆଉ ମିଳିବ ନାହିଁ ଏହି ସୁବିଧା
ନୂଆଦିଲ୍ଲୀ,୧୬।୧୧: ଜିଓ ପରେ ଏବେ ଗ୍ରାହକଙ୍କୁ ଝଟ୍କା ଦେଇଛି ଏୟାରଟେଲ। କମ୍ପାନୀ ଏହାର ରିଚାର୍ଜ ପ୍ଲାନ୍ରୁ ଓଟିଟି ସୁବିଧା ହଟାଇବା ଆରମ୍ଭ କରିଛି। ଏହା ଡିଜନୀ ପ୍ଲସ ହଟ୍ଷ୍ଟାର ସବ୍ସ୍କ୍ରିପଶନ ଥିବା ଅଧିକାଂଶ ରିଚାର୍ଜ ପ୍ଲାନ୍ ଅପସାରଣ କରିଛି। ଏବେ କେବଳ…
ଏସ୍ଏଫ୍ଟିର ବିଜେତାଙ୍କୁ ଆକର୍ଷଣୀୟ ପୁରସ୍କାର
ନୂଆଦିଲ୍ଲୀ,୧୬ା୧୧: ସାମ୍ସଙ୍ଗ୍ର ସଲ୍ଭ ଫର୍ ଟୁମରୋ (ଏସ୍ଏଫ୍ଟି)ର ଉଦ୍ଘାଟନୀ ସଂସ୍କରଣର ଶୀର୍ଷ ୩ଜଣଙ୍କ ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଏପରିକି ୩ ବିଜେତା ଟିମ୍ ଯଥା ସ୍ପୁଟନିକ ବ୍ରେନ୍, ଉଡାନ ଏବଂ ଆଲ୍ଫା ମନିଟର ସମୁଦାୟ ୧ କୋଟି ଟଙ୍କାର ଅନୁଦାନ…
ଲକ୍ସ କୋଜି ବଏଜ୍ର ସମ୍ପ୍ରସାରଣ
ଭୁବନେଶ୍ୱର,୧୬ା୧୧: ଦେଶର ପ୍ରମୁଖ ପୋଷାକ ଉଦ୍ୟୋଗ ଲକ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍ (ଏଲ୍ଆଇଏଲ୍)ର କିଡ୍ସ ଇନର ଓ୍ବେୟର ରେଞ୍ଜ ଲକ୍ସ କୋଜି ବଏଜ୍ର ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ୧୦୦ରୁ ଅଧିକ ଉପତ୍ାଦକୁ ୧୪ ଟି ପ୍ରମୁଖ ବ୍ରାଣ୍ଡ୍ରେ ପ୍ରସ୍ତୁତ…
କେନ୍ଦୁଝରରେ ଭୋଲ୍ଟାସ୍ର ବ୍ରାଣ୍ଡ୍ ଶପ୍
କେନ୍ଦୁଝର,୧୬ା୧୧: ଦେଶର ପ୍ରମୁଖ ଇଲେକ୍ଟ୍ରୋନିକ୍ସ ଉତ୍ପାଦକ କମ୍ପାନୀ ଭୋଲ୍ଟାସ୍ର ଆଉ ଏକ ବ୍ରାଣ୍ଡ୍ ଶପ୍ ଓଡ଼ିଶା ବଜାରରେ ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ‘ଅମ୍ବିକା ହୋମ୍ ଆପ୍ଲିଆନ୍ସ’ ଜରିଆରେ ମଙ୍ଗଳବାର କେନ୍ଦୁଝର ସହର ଥାନା ଛକ (ରତନ ଟାଓ୍ବାର)…

