ପାୱାର ପ୍ଲାଣ୍ଟରେ ଆଇଓଟି ପ୍ରଯୁକ୍ତି ନିୟୋଜିତ
ଭୁବନେଶ୍ୱର,୧୬ା୧୧: ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ପ୍ଲାଣ୍ଟରେ ଜଳ ଖର୍ଚ୍ଚ କମ୍ କରିବା ପାଇଁ ଇଣ୍ଟରନେଟ୍ ଅଫ୍ ଥିଙ୍ଗସ୍ (ଆଇଓଟି) ପ୍ରଯୁକ୍ତିକୁ ନିୟୋଜିତ କରାଯାଇଛି। ଯେହେତୁ ପାୱାର ପ୍ଲାଣ୍ଟ ପାଇଁ କୁଲିଂ ୱାଟରର ଆବଶ୍ୟକତା ରହୁଛି, ସେଥିପାଇଁ ଉକ୍ତ ପ୍ରଯୁକ୍ତି ଦ୍ୱାରା ରିୟଲ…
ସେନ୍ସେକ୍ସରେ ୨୪୯ ପଏଣ୍ଟ ବୃଦ୍ଧି
ନୂଆଦିଲ୍ଲୀ,୧୬ା୧୧: ଦିନକ ପରେ ପୁଣି ଥରେ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଫଳରେ ଆଶା ଓ ଆଶଙ୍କା ମଧ୍ୟରେ ଥିବା ଦଲାଲ ଷ୍ଟ୍ରିଟ୍ର ନିବେଶକମାନେ କିଛି ପରିମାଣରେ ଲାଭବାନ୍ ହୋଇଛନ୍ତି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ (ଶେୟାର…
୪୦%ରୁ କମ୍ ଗ୍ରାମପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ
ଭୁବନେଶ୍ୱର,୧୬ା୧୧: ରାଜ୍ୟର ଆର୍ଥିକ ଅଭିବୃଦ୍ଧି ନିମନ୍ତେ ବ୍ୟାଙ୍କଗୁଡ଼ିକ ସବୁକ୍ଷେତ୍ରକୁ ଋଣ ପ୍ରଦାନ ବୃଦ୍ଧି କରିବାକୁ ରାଜ୍ୟ ସରକାରଙ୍କ ବରିଷ୍ଠ ପ୍ରଶାସକ ପ୍ରଦୀପ କୁମାର ଜେନା ମଙ୍ଗଳବାର ଅନୁଷ୍ଠିତ ୧୬୯ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍ଏଲ୍ବିସି) ବୈଠକରେ ଯୋଗଦେଇ ଏଭଳି ମତବ୍ୟକ୍ତ କରିଛନ୍ତି।…
‘ଗୃହ ଋଣ ହ୍ରାସ ସହ ପ୍ରୋସେସିଂ ଫି ଛାଡ଼’
ନୂଆଦିଲ୍ଲୀ,୧୫।୧୧:ବ୍ୟାଙ୍କ ଅଫ୍ ବରୋଦା (ବିଓବି) ପକ୍ଷରୁ ନିକଟରେ ଗୃହ ଋଣ ହ୍ରାସ ସହ ପ୍ରୋସେସିଂ ଫି ଛାଡ଼ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବିଓବି ଗୃହ ଋଣ ସୁଧ ହାରକୁ ୨୫ ବିପିଏସ ହ୍ରାସ କରି ବାର୍ଷିକ ୮.୨୫% କରିଥିବା…
ଆଧାରରେ ହେବ ଫୋନ୍ପେ ଆକ୍ଟିଭେସନ
ନୂଆଦିଲ୍ଲୀ,୧୫।୧୧:ଦେଶର ପ୍ରମୁଖ ଫିନଟେକ ପ୍ଲାଟଫର୍ମ ଫୋନ୍ ପେ ସୋମବାର ଘୋଷଣା କରିଛି ଯେ, ଆଧାର କାର୍ଡ ଆଧାରିତ ଓଟିପି ଅଥେଣ୍ଟିକେଶନର ବ୍ୟବହାର କରି ଫୋନ୍ ପେ ୟୁପିଆଇ ଆକ୍ଟିଭେଶନ ସକ୍ଷମ କରିଛି। ଆଧାର କାର୍ଡ ଆଧାରିତ ୟୁପିଆଇ ଅନବୋର୍ଡିଂ ଫ୍ଲୋ ଆରମ୍ଭ…
ଡାଲମିଆ ସିମେଣ୍ଟର ‘ପ୍ରୋଜେକ୍ଟ ହସ୍ତକଳା’
ଭୁବନେଶ୍ୱର,୧୫।୧୧: ଦେଶର ପ୍ରମୁଖ ଘରୋଇ ସିମେଣ୍ଟ କମ୍ପାନୀ ‘ଡାଲମିଆ ସିମେଣ୍ଟ (ଭାରତ) ଲିମିଟେଡ’ ପକ୍ଷରୁ ଦକ୍ଷତାଭିତ୍ତିକ କାର୍ଯ୍ୟକ୍ରମ ‘ପ୍ରୋଜେକ୍ଟ ହସ୍ତକଳା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଝଗରପୁର ଗ୍ରାମର ମହିଳାଙ୍କ ପାଇଁ ଏହି ଅର୍ଥନୈତିକ ଉତ୍ଥାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି।…
ବେଦାନ୍ତ ଝାରସୁଗୁଡ଼ାର ସବୁଜ ଅଭିଯାନ
ଭୁବନେଶ୍ୱର,୧୫।୧୧:ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ ପକ୍ଷରୁ ସବୁଜ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଜିଲା ମଧ୍ୟ ଦେଇ ଯାଇଥିବା ରାଜ୍ୟ ରାଜମାର୍ଗ ପାର୍ଶ୍ୱରେ ପ୍ରାଥମିକ ପର୍ଯ୍ୟାୟରେ ୧୦ କିମି ବ୍ୟାପୀ ଧାଡ଼ି ପ୍ରଣାଳୀରେ ବୃକ୍ଷରୋପଣ କରାଯାଇଛି। ଏପରିକି ଜିଲା…
ଜିଓର ଟ୍ରୁ-୫ଜି ସମ୍ପର୍କିତ ସମାଧାନ ପ୍ରଦର୍ଶିତ
ମୁମ୍ବାଇ,୧୫।୧୧:ଦେଶର ପ୍ରମୁଖ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓର ଟ୍ରୁ-୫ଜି ସମ୍ପର୍କିତ ସମାଧାନ ପ୍ରଦର୍ଶନୀ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ପଶ୍ଚିମବଙ୍ଗ ସରକାରଙ୍କ ସୂଚନା ପ୍ରଯୁକ୍ତି (ଆଇଟି) ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ଦୂରସଞ୍ଚାର ବିଭାଗ ପକ୍ଷରୁ କୋଲକାତାଠାରେ ଏକ ଦିନିକିଆ କର୍ମଶାଳାର…
ଅକ୍ଟୋବରରେ ଖୁଚୁରା ମୁଦ୍ରାସ୍ଫୀତି ୬.୭୭%
ନୂଆଦିଲ୍ଲୀ,୧୫।୧୧:ଗତ କିଛି ମାସ ହେବ ଦରଦାମ ବୃଦ୍ଧି ଓ ମାନ୍ଦାବସ୍ଥା ଉଭୟ ସରକାର ଓ ସାଧାରଣ ଜନତାଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ଏପରିକି ସରକାରଙ୍କ ସମସ୍ତ ପଦକ୍ଷେପ ଦରବୃଦ୍ଧିକୁ ନିୟନ୍ତ୍ରଣ କରିପାରିନାହିଁ। ବିଶେଷ କରି ଦେଶରେ ଖୁଚୁରା ମୁଦ୍ରାସ୍ପୀତି ଅକ୍ଟୋବରରେ…
ଭାରତରେ ପୁଣିଥରେ ଡାଉନଲୋଡ୍ କରିହେବ ଭିଏଲ୍ସି ମିଡିଆ ପ୍ଲେୟାର
ନୂଆଦିଲ୍ଲୀ,୧୪।୧୧: ନିକଟରେ ମଲ୍ଟିମିଡିଆ ପ୍ଲେୟାର ଭିଏଲ୍ସି ଉପରେ ଭାରତ ସରକାର ପ୍ରତିବନ୍ଧ ଲଗାଇଥିଲେ। ଏବେ ଏହି ଆଦେଶ ହଟିଛି। ଫଳରେ ବ୍ୟବହାରକାରୀମାନେ ଭାରତରେ ଏହାକୁ ଡାଉନଲୋଡ କରିପାରିବେ। ସୋମବାର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରଣାଳୟ କମ୍ପାନୀ ଉପରୁ ପ୍ରତିବନ୍ଧକୁ ହଟାଇ ଦେଇଛି।…
୨୦ଜଣଙ୍କୁ ଓଡ଼ିଶା କର୍ପୋରେଟ୍ ଏକ୍ସିଲେନ୍ସ ଆୱାର୍ଡ
ଭୁବନେଶ୍ୱର,୧୪।୧୧: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ହିନ୍ଦୁସ୍ତାନ କରିଡର୍ ପକ୍ଷରୁ ଓଡ଼ିଶା କର୍ପୋରେଟ୍ ଏକ୍ସିଲେନ୍ସ ଆୱାର୍ଡ-୨୦୨୨ ପ୍ରଦାନ କରାଯାଇଛି। ବିଶେଷ କରି ଷ୍ଟାର୍ଟଅପ୍ କମ୍ପାନୀମାନଙ୍କୁ ଉତ୍ସାହିତ କରିବା ଏବଂ କର୍ପୋରେଟ୍ ସଂସ୍ଥା ଏବଂ ଶିଳ୍ପ ଅନୁଷ୍ଠାନଗୁଡ଼ିକର ଅବଦାନକୁ ସମ୍ମାନ…
ବଢୁଛି ଶୀର୍ଷ ବ୍ରାଣ୍ଡ୍ ପ୍ରତିଯୋଗିତା
ନୂଆଦିଲ୍ଲୀ,୧୪।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦେଶର ପ୍ରମୁଖ କମ୍ପାନୀଗୁଡିକର ବ୍ରାଣ୍ଡ୍ ଭାଲ୍ୟୁ ସୂଚୀ ପ୍ରକାଶ ପାଇଛି। ଏପରିକି ବର୍ଷକୁ ବର୍ଷ ଉଭୟ ଘରୋଇ ଏବଂ ସରକାରୀ ସଂସ୍ଥାଗୁଡିକ ମଧ୍ୟରେ ଶୀର୍ଷସ୍ଥାନ ପାଇଁ ପ୍ରତିଯୋଗିତା ଜାରି ରହିଛି ବୋଲି…

