ବାଣିଜ୍ୟ

ବିକ୍ରି ପର ସେବାକୁ ଗୁରୁତ୍ୱ: ପିଏମ୍‌ଜି ମୋଟର୍ସ ମ୍ୟାନେଜିଂ ପାର୍ଟନର ମନୋରଞ୍ଜନ ଦାସ

ଇଚ୍ଛା ଥିଲା, ସ୍ବପ୍ନ ବି ଥିଲା। ଯାନବାହନ ପ୍ରତି ଦୁର୍ବଳତା ତାଙ୍କୁ ବୈଷୟିକ ବିଦ୍ୟା ଆଡ଼କୁ ଟାଣିନେଇଥିଲା। ଇଞ୍ଜିନିୟରିଂ ସାରି ସର୍ଭିସ ସେଣ୍ଟର ଓ ପରେ ଗାଡ଼ି ଶୋ’ରୁମ୍‌ ଖୋଲିଥିଲେ। ଦୁଇଚକିଆ ଯାନର ଚାହିଦା ବଢ଼ିବାରେ ଲାଗିଥିବାବେଳେ ଗ୍ରାହକଙ୍କୁ ସର୍ଭିସ୍‌...

ଯୁଦ୍ଧ ସଙ୍କଟରେ ବ୍ୟବସାୟ ବୃଦ୍ଧି, ଆମେରିକାରୁ ୧୧ ପ୍ରତିଶତ ଅଧିକ ତୈଳ ଆମଦାନୀ କରିବ ଭାରତ…

ନୂଆଦିଲ୍ଲୀ, ୧୯।୩ : ରୁଷିଆ ଭାରତକୁ ରିହାତି ଦାମ୍‌ରେ ଅଶୋଧିତ ତୈଳ ଯୋଗାଇବାକୁ ପ୍ରସ୍ତାବ ଦେଇଥିଲା। ମାତ୍ର ଅନ୍ତର୍ଜାତୀୟ ଚାପର ସମ୍ମୁଖୀନ ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ଏହାକୁ ଆଣିବାକୁ ଅମଙ୍ଗ ହୋଇଛନ୍ତି। ଅପରପକ୍ଷରେ ଆମେରିକାରୁ ଅଶୋଧିତ...

ଶ୍ରୀଲଙ୍କାକୁ ଆର୍ଥିକ ସହାୟତା ଯୋଗାଇବ ଏସ୍‌ବିଆଇ

ନୂଆଦିଲ୍ଲୀ,୧୮ା୩: ଗମ୍ଭୀର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପଡ଼ୋଶୀ ଦେଶ ଶ୍ରୀଲଙ୍କାର ଖାଦ୍ୟ ଉତ୍ପାଦ, ଔଷଧ ଏବଂ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ କ୍ରୟ ପାଇଁ ଏକ ଆରବ ଡଲାର ଋଣ ସୁବିଧା ଯୋଗାଇଦେବାରୁ ଭାରତ ପକ୍ଷରୁ ଘୋଷଣା କରାଯାଇଛି।...

ହୋଣ୍ଡାର ୨୦୨୨ ଆଫ୍ରିକା ଟୁଇନ୍‌ ଆଡ୍‌ଭେଞ୍ଚର ସ୍ପୋର୍ଟସ୍‌

ନୂଆଦିଲ୍ଲୀ,୧୮ା୩ ହୋଣ୍ଡା ମୋଟରସାଇକଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂଆ ୨୦୨୨ ଆଫ୍ରିକା ଟୁଇନ୍‌ ଆଡ୍‌ଭେଞ୍ଚର ସ୍ପୋର୍ଟସ୍‌ ବାଇକର ଉନ୍ମୋଚିତ ସହ ସାରା ଭାରତରେ କମ୍ପାନୀର ସ୍ବତନ୍ତ୍ର ବିଗ୍‌ ୱିଙ୍ଗ୍‌ ଟପ୍‌ଲାଇନ୍‌ ଶୋ’ରୁମ୍‌ରେ ବୁକିଂ ଆରମ୍ଭ ମଧ୍ୟ ହୋଇଥିବା...

ରୁଷିଆରୁ ତେଲ ଆଣିବାକୁ ଭାରତୀୟ କମ୍ପାନୀ ଆଗ୍ରହୀ

ନୂଆଦିଲ୍ଲୀ,୧୮ା୩ ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ୍‌ ଅଏଲ୍‌ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌) ରୁଷିଆରୁ ଅଶୋଧି ତୈଳ ଆମଦାନୀ ନେଇ ସୂଚନା ମିଳିବା ପରେ ଦେଶର ଅନ୍ୟ କମ୍ପାନୀ ଯଥା ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌(ଏଚ୍‌ପିସିଏଲ୍‌) ମଧ୍ୟ ରୁଷିଆଠାରୁ...

ବିମାନ ଭଡ଼ା ବୃଦ୍ଧି ସମ୍ଭାବନା

ନୂଆଦିଲ୍ଲୀ,୧୭ା୩: ଇନ୍ଧନ ଦର ବୃଦ୍ଧିର ଭରଣା କରିବା ଉଦ୍ଦେଶ୍ୟରେ ଏୟାରଲାଇନଗୁଡ଼ିକ ପୁଣି ଥରେ ବିମାନ ଭଡ଼ା ବୃଦ୍ଧି କରିବା ସମ୍ଭାବନା ରହିଥିବା ବୁଧବାର ଏକ ଘରୋଇ ଏୟାରଲାଇନର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ରାଜ୍ୟର ତୈଳ ମାର୍କେଟିଂ କମ୍ପାନୀଗୁଡ଼ିକ...

କମିଲା ସୁନା ଦର

ନୂଆଦିଲ୍ଲୀ, ୧୭ା୩: ଅନ୍ତର୍ଜାତୀୟ ବଜାରରେ ବୁଧବାର ବହୁମୂଲ୍ୟ ଧାତୁ ସୁନା ଏବଂ ରୂପା ଦରରେ ପରିବର୍ତ୍ତନ ଆସିଥିବା ଦେଖିବାକୁ ମିଳିଛି। ସୁନାଦର ୨୧୬ଟଙ୍କା ହ୍ରାସ ଘଟିଥିବା ବେଳେ ରୂପା ଦାମ୍‌ ୨୦୦ଟଙ୍କା ବୃଦ୍ଧି ହୋଇଛି। ପୂର୍ବରୁ ସୁନା ୧୦ଗ୍ରାମ ପିଛା...

୪୯ ବିଲିୟନ ଡଲାର ବଢ଼ିଛି ଆଦାନୀଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୧୭।୩ : ଭାରତ ତଥା ଏସିଆର ଦ୍ୱିତୀୟ ସର୍ବାଧିକ ଧନୀ ବ୍ୟକ୍ତି ଭାବେ ପରିଚିତ ଗୌତମ ଆଦାନୀଙ୍କ ସମ୍ପତ୍ତି ଗତବର୍ଷ ୪୯ ବିଲିୟନ ଡଲାର (୩,୭୩,୨୬୨ କୋଟି ଟଙ୍କା) ବୃଦ୍ଧି ପାଇଛି। ଏହା ବିଶ୍ୱର ୩ ଶ୍ରେଷ୍ଠ ଧନୀ ଟେସ୍‌ଲା...

ଗୁଣାତ୍ମକ ସାମଗ୍ରୀ ଯୋଗାଇବା ମୂଳ ଲକ୍ଷ୍ୟ: ଇଂ ସଞ୍ଜୟ କୁମାର ଦାସ

ଏକ ମଧ୍ୟବିତ୍ତ ପରିବାରରେ ଜନ୍ମିତ। କିନ୍ତୁ କିଛି ନୂଆ କରିବା ପାଇଁ ମନରେ ଆଗ୍ରହ ରହିଥାଏ। ତେଣୁ ବାପାଙ୍କ ପ୍ରେରଣାକୁ ପୁଞ୍ଜିକରି ୧୫ ବର୍ଷ ତଳେ ବ୍ୟବସାୟ ଆରମ୍ଭ କରିଥିଲେ ଇଂ ସଞ୍ଜୟ କୁମାର ଦାସ। ତାଙ୍କ ବ୍ୟବସାୟିକ ପ୍ରତିଷ୍ଠାନ...

ବିଏସ୍‌ଏନ୍‌ଏଲ୍‌ର ଜବରଦସ୍ତ ପ୍ଲାନ୍‌! ୭୯୭ ଟଙ୍କା ରିଚାର୍ଜରେ ୩୯୫ ଦିନର ବୈଧତା,ଦୈନିକ ୨ ଜିବି ଡାଟା

ନୂଆଦିଲ୍ଲୀ,୧୬।୩: ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ବୁଧବାର ଏହାର ନୂତନ ୭୯୭ ଟଙ୍କା ରିଚାର୍ଜ ପ୍ଲାନ୍‌ ଆଣିଛି। ଏଥିରେ ଗ୍ରାହକଙ୍କୁ ୩୬୫ ଦିନର ଭାଲିଡିଟି(ବୈଧତା) ମିଳିବ। ଏହି ପ୍ଲାନ୍‌ରେ ଗ୍ରାହକମାନେ ପ୍ରତିଦିନ ଅସୀମିତ ଭଏସ୍‌ କଲ, ୨ ଜିବି...

ବୃତ୍ତିକୁ ବ୍ରତ ଭାବେ ଗ୍ରହଣ କରିଛି

ଟିମ୍‌ ଆଡ୍‌ମାର୍କର ପରିକଳ୍ପନା ଓ ଏହାର ଯାତ୍ରା କିଭଳି ଜାରି ରହିଛି? ରେଭେନ୍‌ଶା ମହାବିଦ୍ୟାଳୟରୁ ବାଣିଜ୍ୟରେ ଉଚ୍ଚଶିକ୍ଷା ଶେଷକଲା ପରେ ବାପାଙ୍କ ବ୍ୟବସାୟରେ ଯୋଗଦେଇ ଦେଖାଶୁଣା କରିବା ସହ ଅନେକ କାର୍ଯ୍ୟରେ ମଧ୍ୟ ପରୋକ୍ଷ ଓ ପ୍ରତ୍ୟକ୍ଷ ଭାବେ ଜଡ଼ିତ...

ବ୍ୟାଙ୍କ୍‌ ଉପରେ ଜରିମାନା ଲଗାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୧୬ା୩: ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ (ଆର୍‌ବିଆଇ) ପୁଣିଥରେ ବିଭିନ୍ନ ବ୍ୟାଙ୍କ୍‌ ଉପରେ ମୋଟା ଅଙ୍କର ଜରିମାନା ଲଗାଇଛି। ବିଭିନ୍ନ ବ୍ୟାଙ୍କ୍‌ଗୁଡ଼ିକ ସଠିକ୍‌ ଭାବରେ ନିୟମର ଅନୁପାଳନ କରୁନଥିବାରୁ ଆର୍‌ବିଆଇ ସେମାନଙ୍କ ଉପରେ ଜରିମାନା ଲଗାଇଛି। ପୂର୍ବରୁ ଆର୍‌ବିଆଇ ପକ୍ଷରୁ ତିନୋଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri