ବାଣିଜ୍ୟ

ଭିଜିଲାନ୍ସ ସଚେତନତା ସପ୍ତାହ ଉଦ୍‌ଯାପିତ

ନୂଆଦିଲ୍ଲୀ,୧୦।୧୧: କର୍ମଚାରୀ ରାଜ୍ୟ ବୀମା ନିଗମ (ଇଏସ୍‌ଆଇସି)ର ଗୁଜରାଟ ଆଞ୍ଚଳିକ କାର୍ଯ୍ୟାଳୟ ଅହମଦାବାଦ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି ଇଏସ୍‌ଆଇସି ମୁଖ୍ୟ କାର୍ଯ୍ୟାଳୟ ସମେତ ଦେଶର ସମସ୍ତ ଶାଖା କାର୍ଯ୍ୟାଳୟରେ ମଧ୍ୟ ‘ଭିଜିଲାନ୍ସ ସଚେତନତା ସପ୍ତାହ’…

ଭାରତୀୟ ମୁଦ୍ରାରେ ଅନ୍ତର୍ଜାତୀୟ ବାଣିଜ୍ୟ କାରବାରକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୦।୧୧: ସାରା ବିଶ୍ୱ ଏପରିକି ଭାରତରେ ମଧ୍ୟ ମାନ୍ଦାବସ୍ଥା ଜାରି ରହିଛି। ଦେଶରେ ଉଭୟ ଅନ୍ତଃରାଷ୍ଟ୍ରୀୟ ଓ ସ୍ଥାନୀୟ ସମସ୍ୟା ମଧ୍ୟ ବୃଦ୍ଧି ପାଇ ଚାଲିଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର ବୁଧବାର ଭାରତୀୟ ମୁଦ୍ରା ବା ଟଙ୍କା (ଆଇଏନ୍‌ଆର୍‌) ରେ…

ଭାରତ ପାଇଁ ଆବଶ୍ୟକ ୧୦ ହଜାର ଅମ୍ବାନୀ-୨୦ ହଜାର ଆଦାନୀ…

ନୂଆଦିଲ୍ଲୀ,୯।୧୧ : ଭାରତର ଜି-୨୦ ଶେର୍ପା ଅମିତାଭ କାଣ୍ଟ କହିଛନ୍ତି ଯେ ଭାରତର ବିକାଶ ପାଇଁ ୧୦ ହଜାର ଅମ୍ବାନୀ ଏବଂ ୨୦ ହଜାର ଆଦାନୀ ଆବଶ୍ୟକ। କେବଳ ସେତେବେଳେ ହିଁ ଦେଶର ବିକାଶ ସମ୍ଭବ ହୋଇ ପାରିବ। ତେଣୁ ଆମେ…

ଫୋର୍ବସ ପତ୍ରିକାର ୨୦ ଏସିଆ ମହିଳା ଉଦ୍ୟୋଗୀଙ୍କ ମଧ୍ୟରେ ୩ ଭାରତୀୟ…

ଓ୍ବାଶିଂଟନ,୯।୧୧ : ଫୋର୍ବସ ପତ୍ରିକାର ନଭେମ୍ବର ସଂଖ୍ୟାରେ ପ୍ରକାଶିତ ୨୦ ଜଣ ଏସୀୟ ମହିଳା ଉଦ୍ୟୋଗୀଙ୍କ ତାଲିକାରେ ତିନିଜଣ ଭାରତୀୟଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି। ତାଲିକାରେ କୋଭିଡ-୧୯ ମହାମାରୀ ଯୋଗୁ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ବ୍ୟବସାୟ ବୃଦ୍ଧିରେ ଉଲ୍ଲେଖନୀୟ ସଫଳତା ହାସଲ…

ଧାରା କାର୍ଯ୍ୟକ୍ରମର ‘ସମୁଦ୍ର ମନ୍ଥନ’

ଭୁବନେଶ୍ୱର,୯।୧୧: ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ୩ ଦିନିଆ ଜାତୀୟ ଧାରା କାର୍ଯ୍ୟକ୍ରମ ‘ସମୁଦ୍ର ମନ୍ଥନ’ର ଶୁଭାରମ୍ଭ ହୋଇଯାଇଛି।…

ମେଟ୍ରୋ କମ୍ପ୍ୟୁଟେକ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୯।୧୧: ବର୍ତ୍ତମାନ ସମୟରେ ସବୁ ବର୍ଗର ଲୋକ ଆଇଟି ଓ ଟୋକ୍ନୋଲୋଜି ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ବିଶେଷକରି ସାଧାରଣ ଲୋକଙ୍କଠାରୁ ଆରମ୍ଭକରି ଉଭୟ ଘରୋଇ ଏବଂ ସରକାରୀ କ୍ଷେତ୍ରର ଆବଶ୍ୟକତା ପୂରଣ କରିବା ଲକ୍ଷ୍ୟରେ ସୋମବାର ସ୍ଥାନୀୟ ଶହୀନନଗରଠାରେ…

ଭାରତ ମସଲାର ବୃହତ୍‌ ଷ୍ଟଲ୍‌

କଟକ,୯।୧୧: ରାଜ୍ୟର ପ୍ରମୁଖ ମସଲା ଉଦ୍ୟୋଗ ‘ଭାରତ ମସଲା’ର ଏକ ଆକର୍ଷଣୀୟ ଷ୍ଟଲ୍‌ କଟକ ବାଲିଯାତ୍ରା ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ।…

ବାଲିଯାତ୍ରା ପରିସରରେ ରୁଚି ମଣ୍ଡପ

କଟକ,୯।୧୧: ରାଜ୍ୟର ପ୍ରମୁଖ ଖାଦ୍ୟ ପ୍ରକ୍ରିୟାକରଣ ସଂସ୍ଥା ‘ରୁଚି’ର ସର୍ବବୃହତ୍‌ ଷ୍ଟଲ୍‌ କଟକ ବାଲିଯାତ୍ରା ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କଟକ ଡିସିପି ପିନାକ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ‘ରୁଚି ମେଗା ଖାଦ୍ୟ ମଣ୍ଡପ’ର ଉଦ୍‌ଘାଟନ…

ହୋଣ୍ଡାର ୨ ନିୟୁତ ଉତ୍ପାଦନ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୯।୧୧: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌) ପକ୍ଷରୁ ନିକଟରେ ଭାରତ ବଜାରର ଏକ ବଡ଼ ସଫଳତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତରେ ଏଚ୍‌ସିଆଇଏଲ ମୋଟ ଉତ୍ପାଦନ ୨ ନିୟୁତ ୟୁନିଟ୍‌ ସହ…

ହିରୋର ଅଫ୍‌-ରୋଡ୍‌ ରାଇଡିଂ ଉଦ୍‌ଯାପିତ

ନୂଆଦିଲ୍ଲୀ, ୯।୧୧: ହିରୋ ମୋଟୋକର୍ପ ପକ୍ଷରୁ ଅଫ୍‌-ରୋଡ୍‌ ରାଇଡିଂ ଚାମ୍ପିୟନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦେଶବ୍ୟାପୀ ଦୀର୍ଘ ୪ମାସର ପ୍ରତିଯୋଗିତା ପରେ ଉକ୍ତ ପ୍ରତିଯୋଗିତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ସେହିଭଳି ଉକ୍ତ ପ୍ରତିଯୋଗିତାରେ ଅସଦ ଖାନ୍‌ ଚାମ୍ପିୟନ ହୋଇଥିବାବେଳେ…

ଭୁବନେଶ୍ୱରରେ ଏଭେରେଷ୍ଟ ବିକେସିସି

ଭୁବନେଶ୍ୱର,୯।୧୧: ଓଡ଼ିଶାର ହସ୍ପିଟାଲିଟି ଛାତ୍ରୀଛାତ୍ରୀମାନଙ୍କ ପାଇଁ ପ୍ରଥମ ଥର ଏକ ଜାତୀୟସ୍ତରର କୁକିଂ ପ୍ରତିଯୋଗିତା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହୋଟେଲ ମ୍ୟାନେଜମେଣ୍ଟ କ୍ୟାଟରିଂ ଟେକ୍ନୋଲୋଜି ଏବଂ ଆପ୍ଲାଏଡ୍‌ ନ୍ୟୁଟ୍ରିସନ୍‌ ଭୁବନେଶ୍ୱର ଦ୍ୱାରା ଆୟୋଜିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାର ସିଜନ୍‌-୪ କାର୍ଯ୍ୟକ୍ରମ ‘ଏଭେରେଷ୍ଟ ବେଟର…

ଜିଏସ୍‌ଟି ବ୍ୟବସ୍ଥାର ପରିବର୍ତ୍ତନ ଆବଶ୍ୟକ

ନୂଆଦିଲ୍ଲୀ,୯।୧୧: ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ର ହାର କ୍ରମାଗତ ଭାବେ ହ୍ରାସ ପାଉଥିବା ନେଇ ପ୍ରଧାନମନ୍ତ୍ରୀଙ୍କ ଅର୍ଥନେତିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ବିବେକ ଦେବରାୟ ଚିନ୍ତା ପ୍ରକଟ କରିଛନ୍ତି। ବିଶେଷକରି କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?