ବୃଦ୍ଧି ପାଉଛି ବୀମା ଶିଳ୍ପର କାରବାର
ନୂଆଦିଲ୍ଲୀ, ୯।୧୧: ଗତ କିଛି ମାସ ହେବ ବିଭିନ୍ନ କାରଣ ଓ ମାନ୍ଦାବସ୍ଥା ଯୋଗୁ ଭାରତୀୟ ବୀମା ଶିଳ୍ପରେ ବ୍ୟାପକ ଅସ୍ଥିରତା ଦେଖାଦେଇଥିଲା। କାରଣ କୋଭିଡ୍ ଯୋଗୁ ସବୁ ବର୍ଗର ଲୋକ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତିରେ ବୀମା…
ବିଓଆଇ ପକ୍ଷରୁ ସତର୍କତା ସଚେତନତା ସପ୍ତାହ
ଭୁବନେଶ୍ୱର,୮।୧୧: ବ୍ୟାଙ୍କ ଅଫ୍ ଇଣ୍ଡିଆ(ବିଓଆଇ)ର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଗତ ୩୧ ଅକ୍ଟୋବର ୨୦୨୨ରିଖଠାରୁ ଚଳିତ ମାସ ୬ ତାରିଖ ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର କର୍ମଚାରୀ ଓ ଗ୍ରାହକମାନଙ୍କ ମଧ୍ୟରେ ସଚେତନତା…
ଜିଲା ଜଙ୍ଗଲ କାର୍ଯ୍ୟାଳୟକୁ ଲିଫ୍ ବ୍ଲୋୟର ପ୍ରଦାନ
ଭୁବନେଶ୍ୱର,୮।୧୧: ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ୍ ପକ୍ଷରୁ ନିକଟରେ ଝାରସୁଗୁଡ଼ା ଜିଲା ଜଙ୍ଗଲ କାର୍ଯ୍ୟାଳୟକୁ ଲିଫ୍ ବ୍ଲୋୟର ପ୍ରଦାନ କରାଯାଇଛି। ଏପରିକି ବେଦାନ୍ତ ଲିଃ’ର ସିଇଓ ସୁନୀଲ ଗୁପ୍ତା ଉକ୍ତ ଯନ୍ତ୍ରପାତି (ଲିଫ ବ୍ଲୋୟର) କୁ ଜିଲା ଜଙ୍ଗଲ ଅଧିକାରୀ ଲଳିତ…
ଦିଗପହଣ୍ଡିରେ ଟ୍ରେଣ୍ଡ୍ସର ଏକ୍ସକ୍ଲୁସିଭ ଷ୍ଟୋର
ଭୁବନେଶ୍ୱର,୮।୧୧: ରିଲାଏନ୍ସ ରିଟେଲ୍ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଗଞ୍ଜାମ ଜିଲାର ଦିଗପହଣ୍ଡି ସହରରେ ଶୁଭାରମ୍ଭ ହୋଇଯାଇଛି। ଉଲ୍ଲେଖଯୋଗ୍ୟ ଯେ ୫୨୦୦ ବର୍ଗଫୁଟ ପରିମିତ ସ୍ଥାନରେ ନବନିର୍ମିତ ଏହି ଷ୍ଟୋରରେ ଟ୍ରେଣ୍ଡି ୱିମେନ…
ଅକ୍ଟୋବରରେ ୪୮% ବୃଦ୍ଧି ପାଇଛି ଗାଡ଼ି ବିକ୍ରି
ନୂଆଦିଲ୍ଲୀ, ୮।୧୧: ଚଳିତ ବର୍ଷର ପାର୍ବଣ ଅବସରରେ ଗାଡିର ଖୁଚୁରା ବିକ୍ରି ଆଶାତୀତ ଭାବେ ବୃଦ୍ଧି ପାଇଛି। ବିଶେଷକରି ଚଳିତ ବର୍ଷ ଅକ୍ଟୋବରରେ ଗାଡି ବିକ୍ରି ୪୮% ବୃଦ୍ଧି ପାଇଥିବା ଫେଡେରେଶନ୍ ଅଫ୍ ଅଟୋ ମୋବାଇଲ୍ ଡିଲର୍ସ ଆସୋସିଏଶନ୍ (ଫାଡା) ପକ୍ଷରୁ…
ଜେକେ ଲକ୍ଷ୍ମୀ ସିମେଣ୍ଟର ୨ୟ ତ୍ରୈମାସିକ ଫଳାଫଳ
ନୂଆଦିଲ୍ଲୀ,୭।୧୧: ଦେଶର ପ୍ରମୁଖ ସିମେଣ୍ଟ ନିର୍ମାତା କମ୍ପାନୀ ‘ଜେକେ ଲକ୍ଷ୍ମୀ ସିମେଣ୍ଟ ଲିମିଟେଡ୍’ର ୨ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ବିକ୍ରି ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର (୨ୟ ତ୍ରୈମାସ) ଶେଷ ସୁଦ୍ଧା ୧୬% ବୃଦ୍ଧି ହୋଇ…
ନିରୋଜ ନାୟକଙ୍କୁ ହିରୋ ପ୍ଲେଜର ପୁରସ୍କାର
ଭୁବନେଶ୍ୱର,୭।୧୧: ଚଳିତ ବର୍ଷର ପାର୍ବଣ ଅବସରରେ ଉତ୍କଳ କନିକା ଗ୍ୟାଲେରିଆ ମଲ୍ ଏବଂ ଏଚ୍ଡିଏଫ୍ସି ବ୍ୟାଙ୍କର ମିଳିତ ଆନୁକୂଲ୍ୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଖୁସିୟେଁା କା ତ୍ୟୋହାର’(ଲକି ଡ୍ର)ର ଆୟୋଜନ କରାଯାଇଥିଲା। ଏହି ଅବସରରେ ଓଡ଼ିଆ ଅଭିନେତା ଆକାଶ ଦାସ ନାୟକ…
ସାମ୍କୋ ଇଏଲ୍ଏସ୍ଏସ୍ ଟ୍ୟାକ୍ସ ସେଭର ଫଣ୍ଡ
ନୂଆଦିଲ୍ଲୀ,୭।୧୧: ସାମ୍କୋ ଇଏଲ୍ଏସ୍ଏସ୍ ଟ୍ୟାକ୍ସ ସେଭର ଫଣ୍ଡ ସମ୍ପତ୍ତି ସୃଷ୍ଟି ନିମନ୍ତେ ଏକ ଚମତ୍କାର ମାର୍ଗ ଭାବରେ ଇଏଲଏସଏସରେ ବାଧ୍ୟତାମୂଳକ ୩-ବର୍ଷ ଲକ୍-ଇନ୍-ପିରିଅଡ ସହ ଦକ୍ଷ ମିଡ-କ୍ୟାପ ଏବଂ ସ୍ମଲ-କ୍ୟାପ ବ୍ୟବସାୟର ଏକ ପୋର୍ଟଫୋଲିଓ ହେବ। ଆସନ୍ତାକାଲିର ସମ୍ପତ୍ତି ସୃଷ୍ଟିକାରୀ ହେବାକୁ…
ଓଡ଼ିଶା ବଜାରରେ ଇନ୍ଦିରା ଗ୍ୟାସ
ଭୁବନେଶ୍ୱର,୭।୧୧: ଦିଲ୍ଲୀଭିତ୍ତିକ ଇନ୍ଦିରା ଗ୍ୟାସ ଆଣ୍ଡ୍ ପେଟ୍ରୋଲିୟମ ପ୍ରାଇଭେଟ ଲିମିଟେଡ କମ୍ପାନୀ ବର୍ତ୍ତମାନ ଓଡ଼ିଶା ବଜାର ପ୍ରବେଶ ସହ ସାରା ରାଜ୍ୟରେ ତା’ର କାରବାର ଆରମ୍ଭ କରିଛି। ଏପରିକି କମ୍ପାନୀର ଉଭୟ ବର୍ଗର ଏଲପିଜି ସେବାର ମଧ୍ୟ ଶୁଭାରମ୍ଭ କରାଯାଇଛି। ବିଶେଷକରି…
ଆଜିଠାରୁ ଟାଟା ମୋଟର୍ସର ନୂଆ ଦର
ନୂଆଦିଲ୍ଲୀ,୭।୧୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ପାସେଞ୍ଜର ଭେଇକିଲ (ପିଭି) ବା ଯାତ୍ରୀବାହୀ ଯାନରେ ଆଜିଠାରୁ (୭ ନଭେମ୍ବର) ନୂଆ ଦର ଲାଗୁ ହେବ ବୋଲି ଜଣାପଡ଼ିଛି। ବିଶେଷକରି କମ୍ପାନୀର ପିଭି ବର୍ଗର ଯାନଗୁଡ଼ିକ ଉପରେ ୦.୯% ମୂଲ୍ୟ…
୪୬% ଭାରତୀୟ ପରିବାରର ଆୟ ୧୫ ହଜାରରୁ କମ୍
ନୂଆଦିଲ୍ଲୀ,୭।୧୧: ଗତ କିଛି ବର୍ଷ ହେବ ବିଭିନ୍ନ କାରଣରୁ ଦେଶର ମୁଣ୍ଡ ପିଛା ଆୟଠାରୁ ନେଇ ପରିବାରର ଆୟ ମଧ୍ୟ ହ୍ରାସ ପାଇଚାଲିଛି। ଫଳରେ ଦେଶରେ ଏକ ପ୍ରକାର ଅସ୍ଥିରତା ଦେଖାଦେଇଛି। ବିଶେଷକରି ଆର୍ଥିକ ଅନ୍ତର୍ଭୂକ୍ତିର ଦୃଢ ଅଭିବୃଦ୍ଧି ଏବଂ ବୃଦ୍ଧି…
ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଉନ୍ନତମାନର ଫ୍ଲାଏ ଆଶ୍
ଭୁବନେଶ୍ୱର,୬।୧୧: ବେଦାନ୍ତ ଆଲୁମିନିୟମର ଲାଞ୍ଜିଗଡ଼ ୟୁନିଟ୍ ପରିସରରୁ ନିର୍ଗତ ହେଉଥିବା ବର୍ଜ୍ୟବସ୍ତୁଗୁଡିକୁ ପ୍ରକ୍ରିୟାକରଣ କରାଯାଇ ନୂତନ ମାନର ଫ୍ଲାଏ ଆଶ୍ ଇଟା ଉତ୍ପାଦନ କରାଯାଉଛି। ଫଳରେ କମ୍ପାନୀ ନିକଟବର୍ତ୍ତୀ ଅଞ୍ଚଳର କ୍ଷୁଦ୍ରଶିଳ୍ପ ଉଦ୍ୟୋଗୀମାନେ ବେଶ୍ ଉପକୃତ ଓ ଲାଭବାନ ହେଉଛନ୍ତି। ବିଶେଷକରି…

