ବାଣିଜ୍ୟ

୬.୫ ବିଲିୟନ ଡଲାରରୁ ଅଧିକ ବଢ଼ିଲା ରିଜର୍ଭ

ନୂଆଦିଲ୍ଲୀ,୬।୧୧: ଚଳିତ ବର୍ଷ ଅକ୍ଟୋବର ଶେଷ ସପ୍ତାହରେ ବିଦେଶୀ ମୁଦ୍ରାଭଣ୍ଡାରର କାରବାରରେ ଏକ ବଡ଼ ଧରଣର ବୃଦ୍ଧି ପରିଲକ୍ଷିତ ହୋଇଛି। ଏପରିକି ବର୍ଷକରୁ ଅଧିକ ସମୟ ପରେ ଭାରତୀୟ ଅର୍ଥ ବ୍ୟବସ୍ଥାରେ ସୁଧାର ଆସିଛି। ଦୀର୍ଘ ସମୟ ପରେ ଫୋରେକ୍ସ ରିଜର୍ଭ…

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ରେ ଯୋଗଦେବେ କେ.ଭି. କାମାଥ

ମୁମ୍ବାଇ,୫ା୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌) ପକ୍ଷରୁ ଶୁକ୍ରବାର ବରିଷ୍ଠ ବ୍ୟାଙ୍କର କେ.ଭି.କାମାଥଙ୍କୁ ଆସନ୍ତା ୫ବର୍ଷ ପାଇଁ ଆର୍‌ଆଇଏଲ୍‌ର ସ୍ବାଧୀନ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ଆର୍‌ଆଇଏଲ୍‌ର ବୋର୍ଡ ଅଫ୍‌ ଡାଇରେକ୍ଟର୍ସମାନଙ୍କ ବୈଠକ ନିକଟରେ…

ଗେଲ୍‌ ଇଣ୍ଡିଆର ଅର୍ଦ୍ଧବାର୍ଷିକ ଫଳାଫଳ

ନୂଆଦିଲ୍ଲୀ, ୫ା୧୧: ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଗ୍ୟାସ୍‌ ଅଥରିଟ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ଗେଲ୍‌ ) ପକ୍ଷରୁ ଚଳିତ ଆର୍ଥିକ ବର୍ଷ ୨ୟ ତ୍ରୈମାସିକ ବା ଅର୍ଦ୍ଧବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ଆର୍ଥକ ବର୍ଷର ଏପ୍ରିଲରୁ ସେପ୍ଟେମ୍ବର…

ସେଲୁନ ବ୍ୟବସାୟରେ ପାଦ ଦେବ ଆରଆଇଏଲ

ମୁମ୍ବାଇ,୫ା୧୧: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ପ୍ରମୁଖ ସଂସ୍ଥା ରିଲାଏନ୍ସ ରିଟେଲ ଜରିଆରେ ଆର୍‌ଆଇଏଲ୍‌ ଆଉ ଏକ ବ୍ୟବସାୟରେ ପ୍ରବେଶ କରିପାରେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଚେନ୍ନାଇଭିତ୍ତିକ ସେଲୁନ୍‌ ଓ ସ୍ପା ଚେନ୍‌…

ବିଏସ୍‌ଏନ୍‌ଏଲ୍‌ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୫ା୧୧: ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌)ର ଓଡ଼ିଶା ଶାଖା ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ବିଏସ୍‌ଏନ୍‌ଏଲ୍‌ ଓଡ଼ିଶା ଶାଖା ପକ୍ଷରୁ ଏକ ସଚେତନତା ପଦଯାତ୍ରାର ଆୟୋଜନ କରାଯାଇଥିଲା। ଉକ୍ତ ପଦଯାତ୍ରାରେ ବିଏସ୍‌ଏନ୍‌ଏଲ୍‌ର…

ବିଓଆଇର ୨ୟ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୫ା୧୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ର ୨ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷ ସେପ୍ଟେମ୍ବର ଶେଷ ସୁଦ୍ଧା ୭୧% ଅଭିବୃଦ୍ଧି ସହ କ୍ରମାଗତ ଲାଭରେ ବ୍ୟାଙ୍କର ଆୟ ୯୬୦ କୋଟି ଟଙ୍କାରେ ପହଞ୍ଚତ୍ଛି।…

‘ଆହ୍ବାନକୁ ଗ୍ରହଣକରି ଆଗକୁ ବଢ଼ିବା ଦରକାର’

କଟକ,୫ା୧୧: ଡ୍ରିମ୍‌ସ ସ୍ବୟଂଶାସିତ ବୈଷୟିକ ମହାବିଦ୍ୟାଳୟ ପକ୍ଷରୁ ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ୩ସପ୍ତାହ ବ୍ୟାପୀ ଆୟୋଜିତ ଅଭିମୁଖୀକରଣ କାର୍ଯ୍ୟକ୍ରମ ନିକଟରେ ଉଦ୍‌ଯାପିତ ହୋଇଯାଇଛି। ଡ୍ରିମ୍‌ସର ଜୟଶ୍ରୀ ଅଡିଟୋରିୟମଠାରେ ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଏମ୍ସର ଅଧୀକ୍ଷକ ପ୍ରଫେସର ଡା. ସଚ୍ଚିଦାନନ୍ଦ…

ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କଲା ପୂର୍ବତଟ ରେଳପଥ

ଭୁବନେଶ୍ୱର,୫ା୧୧: ପୂର୍ବତଟ ରେଳପଥ ପକ୍ଷରୁ ନିକଟରେ ସତର୍କତା ସଚେତନତା ସପ୍ତାହ-୨୦୨୨ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପୂର୍ବତଟ ରେଳପଥ ମୁଖ୍ୟାଳୟ, ଭୁବନେଶ୍ୱରଠାରେ ଏକ ପୁରସ୍କାର ବିତରଣ ସମାରୋହର ଆୟୋଜନ କରାଯାଇଥିଲା। ସତର୍କତା ସଚେତନତା ସପ୍ତାହ-୨୨ ଉପଲକ୍ଷେ ଅନ୍‌-ଦି-ସ୍ପଟ୍‌ ପ୍ରବନ୍ଧ, ବିତର୍କ…

ଉତ୍କୃଷ୍ଟ ଯୋଗଦାନ ପାଇଁ ଏମ୍‌ସିଏଲ୍‌ ପୁରସ୍କୃତ

ତାଳଚେର,୫ା୧୧(ନି.ପ୍ର.): କୋଲ ଇଣ୍ଡିଆର ୪୮ତମ ପ୍ରତିଷ୍ଠା ଦିବସରେ ମହାନଦୀ କୋଲ୍‌ ଫିଲ୍‌ଡ୍ସ ଲିମିଟେଡ୍‌ (ଏମ୍‌ସିଏଲ୍‌)କୁ ପୁରସ୍କୃତ କରାଯାଇଛି। ସୁରକ୍ଷା, ସିଏସ୍‌ଆର୍‌, ବିକାଶ ଏବଂ ସ୍ବଚ୍ଛତା ଆଦିରେ ଉତ୍କୃଷ୍ଟ ଯୋଗଦାନ ପାଇଁ ଏମ୍‌ସିଏଲ୍‌କୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଛି। କୋଲକାତାଠାରେ ଆୟୋଜିତ ଏକ…

ଟଙ୍କା ମୂଲ୍ୟରେ ସୁଧାର

ନୂଆଦିଲ୍ଲୀ,୫ା୧୧: ସାରା ବିଶ୍ୱରେ ମାନ୍ଦାବସ୍ଥା ଜାରି ରହିଛି। ହେଲେ ଏହାର ପ୍ରଭାବ ସମସ୍ତ ଦେଶର ଅର୍ଥନୀତିକୁ ବିଗାଡ଼ିଦେଇଥିବା କୁହାଯାଉଛି। ଏପରିକି ମାନ୍ଦାବସ୍ଥା ଯୋଗୁ ଭାରତୀୟ ଅର୍ଥବ୍ୟବସ୍ଥା ସାଙ୍ଗକୁ ଭାରତୀୟ ମୁଦ୍ରାର ମୂଲ୍ୟ ମଧ୍ୟ ଲଗାତର ହ୍ରାସ ପାଇ ଚାଲିଛି। ଭାରତୀୟ ମୁଦ୍ରାର…

ନଭେମ୍ବର ୨୫ରୁ ୪ଦିନିଆ ଇଣ୍ଡୋପ୍ଲାସ୍‌-୨୨

ଭୁବନେଶ୍ୱର,୪।୧୧:ଇଣ୍ଡିଆନ୍‌ ପ୍ଲାଷ୍ଟିକ୍‌ସ ଫେଡେରେଶନ (ଆଇପିଏଫ୍‌) ପକ୍ଷରୁ ନଭେମ୍ବର ୨୫ରୁ ଏକ ୪ ଦିନିଆ ଅନ୍ତର୍ଜାତୀୟ ପ୍ଲାଷ୍ଟିକ୍‌ ପ୍ରଦର୍ଶନୀ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଇପିଏଫ୍‌ର ତ୍ରୈବାର୍ଷିକ ପ୍ରଦର୍ଶନୀ ଅବସରରେ ‘ଇଣ୍ଡୋପ୍ଲାସ୍‌-୨୦୨୨’ର ଆୟୋଜନ କୋଲକାତାଠାରେ କରାଯାଉଛି। ଉକ୍ତ ପ୍ରଦର୍ଶନୀ ନୂଆ କରି ନିର୍ମାଣ…

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୪।୧୧:କ୍ରମାଗତ ୨ଦିନ ଲାଗି ଷ୍ଟକ୍‌ ବଜାରର କାରବାର ହ୍ରାସ ପାଇଛି। ଫଳରେ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?