ଅଟୋ ସେକ୍ଟରକୁ ଜିଏସ୍ଟି ରିହାତି ମିଳୁ
କୋଭିଡ୍ ମହାମାରୀ ଯୋଗୁ ପ୍ରଭାବିତ ହୋଇଥିବା ବ୍ୟବସାୟିକ କ୍ଷେତ୍ରଗୁଡ଼ିକ ମଧ୍ୟରୁ ଅଟୋ ଉଦ୍ୟୋଗ ପ୍ରମୁଖ। ସମ୍ପ୍ରତି ସ୍ଥିତି ସୁଧୁରିବାରେ ଲାଗିଥିବାବେଳେ ଗାଡ଼ିଗୁଡ଼ିକର ବଜାର ଦରରେ ୩୦% ବୃଦ୍ଧି ଯୋଗୁ ଲୋକଙ୍କ କିଣିବା ଆଗ୍ରହ କମିଯାଉଛି। ଏଭଳି ସ୍ଥିତିରେ ଅଟୋମୋବାଇଲ୍ କ୍ଷେତ୍ରକୁ...
ଅଶୋଧିତ ତୈଳ ଦର ୧୧୩ ଡଲାର ଟପିଲା
ମୁମ୍ବାଇ,୩।୩: ରୁଷିଆର ୟୁକ୍ରେନ୍ ଉପରେ ଆକ୍ରମଣର ପ୍ରଭାବ ତୈଳ ବଜାର ଉପରେ ପଡିଛି। ଫଳରେ ବୁଧବାର ଅଶୋଧିତ ତୈଳ ଦର ପୁଣି ଥରେ ବଢିଛି। ଅପରପକ୍ଷରେ ବ୍ରେଣ୍ଟ ଅଶୋଧିତ ଫ୍ୟୁଚର ମୂଲ୍ୟ ୮ ଡଲାରରୁ ଅଧିକ ବୃଦ୍ଧି ପାଇ ବ୍ୟାରେଲ ପିଛା...
ରାଜ୍ୟ ଜିଏସ୍ଟି ସଂଗ୍ରହ ଅଭିବୃଦ୍ଧି ହାର ୪୭%
କଟକ,୩ା୩: ଦେଶର ପ୍ରମୁଖ ରାଜ୍ୟଗୁଡ଼ିକ ମଧ୍ୟରେ ଓଡ଼ିଶାର ଜିଏସ୍ଟି ଅଭିବୃଦ୍ଧି ହାର ସର୍ବାଧିକ ରହିଛି। ଚଳିତ ବର୍ଷ ଫେବୃୟାରୀରେ ରାଜ୍ୟର ସାମଗ୍ରିକ ଜିଏସ୍ଟି ସଂଗ୍ରହ ୪୧୦୧.୦୯ କୋଟି ହୋଇଥିବା ବେଳେ ରାଜ୍ୟ ଜିଏସ୍ଟି ବାବଦରେ ୧୧୫୨.୩୭ କୋଟି ଟଙ୍କା ସଂଗ୍ରହ ହୋଇଛି।...
ରୁଷିଆରେ ଫସିଛି ଭାରତୀୟଙ୍କ ୪୦୦ମିଲିୟନ ଡଲାର
ନୂଆଦିଲ୍ଲୀ, ୩ା୩: ୟୁକ୍ରେନ୍କୁ ଆକ୍ରମଣ କରିଥିବାରୁ ବିଭିନ୍ନ ୟୁରୋପୀୟ ଦେଶ ରୁଷିଆ ଉପରେ କଡ଼ା ପ୍ରତିବନ୍ଧକ ଲଗାଇଛନ୍ତି। ଭାରତୀୟ ରପ୍ତାନିକାରୀଙ୍କ ଉପରେ ରୁଷିଆ ପକ୍ଷରୁ ଲଗାଯାଇଥିବା ଆର୍ଥିକ ପ୍ରତିବନ୍ଧକର ପ୍ରଭାବ ପଡୁଥିବା ଦେଖାଯାଇଛି। ଏହା ନିକଟରେ ଭାରତୀୟ ରପ୍ତାନିକାରୀଙ୍କର ପ୍ରାୟ...
ଆପାର୍ଟମେଣ୍ଟ ପାଇଁ ଆଗ୍ରହ ବଢ଼ୁଛି: କଳିଙ୍ଗ କେଶରୀ
ଓଡ଼ିଶାରେ ରିୟଲ୍ ଇଷ୍ଟେଟ୍ର ସ୍ଥିତି ଭଲ ରହିଛି। ବର୍ତ୍ତମାନ ରାଜ୍ୟବାସୀ ରିୟଲ୍ ଇଷ୍ଟେଟ୍ କ୍ଷେତ୍ରରେ ନିବେଶ ପାଇଁ ମନ ବଳାଉଛନ୍ତି। ଏହା ଉପରେ କେବଳ ଭୁବନେଶ୍ୱର ନୁହେଁ, ଅନ୍ୟ ସହରଗୁଡ଼ିକରେ ମଧ୍ୟ ଲୋକଙ୍କ ଆଗ୍ରହ ବଢ଼ୁଥିବା କହିଛନ୍ତି ଇଭୋସ ବିଲ୍ଡକନ୍...
ଭାରତପେ’ର ବଡ଼ କାର୍ଯ୍ୟାନୁଷ୍ଠାନ: ସବୁ ପଦରୁ ବିଦା ହେଲେ ଅଶନୀର ଗ୍ରୋଭର
ନୂଆଦିଲ୍ଲୀ,୨।୩: ଦୀର୍ଘଦିନ ଧରି ଭାରତପେ’ ଏବଂ ଏହାର ପୂର୍ବତନ ନିର୍ଦ୍ଦେଶକ ଅଶନୀର ଗ୍ରୋଭରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ଗ୍ରୋଭର ଇସ୍ତଫା ଦେଇଥିବା ବେଳେ ବୁଧବାର କମ୍ପାନୀ ବୋର୍ଡର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଗ୍ରୋଭରଙ୍କୁ...
ପର୍ଯ୍ୟଟକଙ୍କ ଚାହିଦାକୁ ଦେଖି ସୁବିଧା
ସମ୍ବଲପୁର ମାଝିପାଲି ଅଞ୍ଚଳରେ ଥିବା ‘ଦି ଓ୍ବେଲ୍କମ୍ ରିସର୍ଟ ଆଣ୍ଡ୍ ସ୍ପା’ ପର୍ଯ୍ୟଟକଙ୍କ ରହଣି ପାଇଁ ଏକ ଉପଯୁକ୍ତ ସ୍ଥାନ। ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟଟକଙ୍କ ପାଇଁ ଏହି ହୋଟେଲ୍ ସବୁ ପ୍ରକାର ସୁବିଧା ଯୋଗାଇଥାଏ। ପିଲାଙ୍କ ଖେଳ...
ଫେବୃୟାରୀରେ ଜିଏସ୍ଟି ସଂଗ୍ରହ ୧.୩ ଲକ୍ଷ କୋଟି
ନୂଆଦିଲ୍ଲୀ,୨।୩: ଭାରତର ଅର୍ଥନୀତିକୁ ସୁଦୃଢ଼ କରୁଥିବା ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ସଂଗ୍ରହର ସବିଶେଷ ସୂଚନା ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ଉକ୍ତ ସୂଚନା ଅନୁସାରେ ଗତ ଫେବୃୟାରୀରେ ଦେଶର ଜିଏସ୍ଟି ସଂଗ୍ରହ ପ୍ରାୟ...
ମହଙ୍ଗା ହେଲା ଏଲପିଜି ସିଲିଣ୍ଡର ଦର
ନୂଆଦିଲ୍ଲୀ,୧।୩: ମାର୍ଚ୍ଚ ପହିଲାରୁ ମହଙ୍ଗା ହେଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର। ତେବେ ସିଲିଣ୍ଡର ମୂଲ୍ୟ ୧୦୫ ଟଙ୍କା ବୃଦ୍ଧି ପାଇଛି । ରାଜଧାନୀ ଦିଲ୍ଲୀରେ ସିଲିଣ୍ଡର ପିଛା ୧୦୫ ଟଙ୍କା ବଢ଼ିଥିବା ବେଳେ କୋଲକାତାରେ ୧୦୮ ଟଙ୍କା ବଢ଼ିଛି...
ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧ
ଗାନ୍ଧୀନଗର,୨୮।୨: ଦେଶରେ ବଢ଼ିଲା ଅମୁଲ ଦୁଗ୍ଧର ଦାମ୍। ସମଗ୍ର ଦେଶର ବଜାରରେ ଦୁଗ୍ଧର ଦାମ୍ ଲିଟର ପିଛା ୨ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି ଅମୁଲ। ସମଗ୍ର ଦେଶର ବଜାରରେ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି...
ବିଦେଶୀ ମୁଦ୍ରା ଭଣ୍ଡାର ୨.୭୬ ବିଲିୟନ ଡଲାର ବୃଦ୍ଧି
ମୁମ୍ବାଇ: ଦେଶରେ ବିଦେଶୀ ମୁଦ୍ରା ଭଣ୍ଡାର ପରିମାଣରେ ୨.୭୬୨ ବିଲିୟନ ଡଲାର ବୃଦ୍ଧି ହୋଇ ୬୩୨.୯୫ ବିଲିୟନ ଡଲାରରେ ପହଞ୍ଚତ୍ଛି। ସେହିଭଳି ଗୋଲ୍ଡ ରିଜର୍ଭର ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିବା ସହ ମୁଖ୍ୟ ମୁଦ୍ରା ସମ୍ପତ୍ତିରେ ବୃଦ୍ଧି ଯୋଗୁ ବିଦେଶୀ...
ଦୁର୍ବଳ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ସହାୟତା ଦେବେ ସରକାର
ନୂଆଦିଲ୍ଲୀ,୨୮ା୨: ଦେଶର କିଛି ପ୍ରମୁଖ ଦୁର୍ବଳ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ କେନ୍ଦ୍ର ସରକାର ଖୁବ୍ ଶିଘ୍ର ସହାୟତା ରାଶି ପ୍ରଦାନ କରିବେ ବୋଲି ସୂଚନା ମିଳିଛି। ସେଥିମଧ୍ୟରୁ ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ପଞ୍ଜାବ ଆଣ୍ଡ ସିନ୍ଧ୍ ବ୍ୟାଙ୍କ ପ୍ରମୁଖ ରହିଛନ୍ତି।...
Archives


