ବାଣିଜ୍ୟ

ଇପିଏଫ୍‌ଓରେ ସାମିଲ ହେଲେ ଏୟାର ଇଣ୍ଡିଆ କର୍ମଚାରୀ

ନୂଆଦିଲ୍ଲୀ,୩୧।୧: ଦେଶର ପ୍ରମୁଖ ବିମାନ ସେବା ପ୍ରଦାନକାରୀ ସଂସ୍ଥା ଏୟାର ଇଣ୍ଡିଆ ନିକଟରେ ମାଲିକାନା ପରିବର୍ତ୍ତନ କରି ଟାଟା ଗ୍ରୁପରେ ସାମିଲ ହୋଇଛି। କର୍ମଚାରୀଙ୍କ ସୁରକ୍ଷା ଓ ଭବିଷତ୍ୟ ପାଇଁ ଏୟାର ଇଣ୍ଡିଆ କେତେକ ଲାଭଦାୟକ ପଦକ୍ଷେପ ଗ୍ରହଣ କରିଛି। ବିଶେଷ...

ଇ-ଶ୍ରମ ପୋର୍ଟାଲରେ ସାମିଲ ହେବେ ରେଲୱେ ଗୋଦାମ ଶ୍ରମିକ

ନୂଆଦିଲ୍ଲୀ,୩୧।୧: ବର୍ତ୍ତମାନ ରେଲୱେ ଗୋଦାମରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଇ-ଶ୍ରମ ପୋର୍ଟାଲରେ ନାମ ପଞ୍ଜୀକରଣ କରିପାରିବେ ବୋଲି ଶ୍ରମମନ୍ତ୍ରଣାଳୟ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ଏଥିରେ ସେମାନଙ୍କୁ ଗୋଦାମ ଶ୍ରମିକ ଭାବେ ବର୍ଗୀକରଣ କରାଯାଇଛି ଏବଂ ପୋର୍ଟାଲରେ ସେମାନଙ୍କୁ ଜାତୀୟ ପେସା...

ସ୍ବାସ୍ଥ୍ୟବୀମା ଉପରେ ୫% ଜିଏସ୍‌ଟି ହ୍ରାସ ପାଇଁ ପ୍ରସ୍ତାବ

ନୂଆଦିଲ୍ଲୀ,୩୧।୧: କୋଭିଡ ମହାମାରୀ ଓ ଏହାର ପାର୍ଶ୍ୱ ପ୍ରତିକ୍ରିୟା ଜନିତ ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ପରେ ଏବେ ଭାରତରେ ସ୍ବାସ୍ଥ୍ୟବୀମାକୁ ସାଧାରଣ ଲୋକେ ମଧ୍ୟ ଗୁରୁତ୍ୱ ଦେଉଛନ୍ତି ମାତ୍ର ୨ ବର୍ଷରେ ସ୍ଥିତି ସମ୍ପୂର୍ଣ୍ଣ ବଦଳି ଯାଇଛି। ଏହି...

ଏନ୍‌ଟିପିସିର ନେଟ୍‌ ପ୍ରଫିଟ ୪,୬୨୬ କୋଟି ଟଙ୍କା

ଦେଶର ପ୍ରମୁଖ ପବ୍ଲିକ ସେକ୍ଟର ବିଦ୍ୟୁତ ଉତ୍ପାଦନ କମ୍ପାନୀ ଏନଟିପିସିର ତୃତୀୟ କ୍ୱାର୍ଟରରେ ନେଟ ପ୍ରଫିଟ ୧୯% ବୃଦ୍ଧି ପାଇ ୪, ୬୨୬.୧୧ କୋଟି ଟଙ୍କାରେ ପହଞ୍ଚିଛ। କମ୍ପାନୀ ପକ୍ଷରୁ ବିଏସଇକୁ ପ୍ରଦାନ କରାଯାଇଥିବା ସୂଚନା ଅନୁସାରେ ଅକ୍ଟୋବରରୁ ଡିସେମ୍ବର...

ନିଯୁକ୍ତି ଆଶାୟୀ ମହିଳାଙ୍କ ସଂଖ୍ୟା ୩୪% ହ୍ରାସ

ମୁମ୍ବାଇ,୩୧ା୧: ମହାମାରୀ ଯୋଗୁ ପୁରୁଷଙ୍କ ତୁଳନାରେ ମହିଳାଙ୍କ ନିଯୁକ୍ତି ଅଧିକ ପ୍ରଭାବିତ ହୋଇଛି। କେବଳ ନିଯୁକ୍ତି ହରାଇଥିଲେ ତାହା ନୁହେଁ, ବରଂ ସେମାନଙ୍କ ମଧ୍ୟରୁ କମ୍‌ ସଂଖ୍ୟକ ମହିଳା କର୍ମକ୍ଷେତ୍ରକୁ ଫେରିଥିଲେ। ୨୦୧୯ରୁ ୨୦୨୧ ମଧ୍ୟରେ ପ୍ରତ୍ୟେକ ମାସରେ କାର୍ଯ୍ୟ...

ବଢ଼ିପାରେ ଟିକସ ଛାଡ଼ ସୀମା

ନୂଆଦିଲ୍ଲୀ,୩୧।୧(ଆଇଏଏନ୍‌ଏସ୍‌) : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ୨୦୨୨-୨୩ ଆର୍ଥତ୍କ ବର୍ଷ ଲାଗି ବଜେଟ ପାର୍ଲାମେଣ୍ଟରେ ଉପସ୍ଥାପନ କରିବାକୁ ଯାଉଛନ୍ତି। ଦୁଇବର୍ଷ ହେଲା କୋଭିଡ୍‌ ମହାମାରୀ ଯୋଗୁ ଦେଶର ଅର୍ଥନୀତି ଗୁରୁତର ପ୍ରଭାବିତ ହୋଇଥିବାବେଳେ ବହୁସଂଖ୍ୟାରେ ଲୋକ କାମଧନ୍ଦା...

ସଂସଦର ହାଲୁଆ ଉତ୍ସବ ବନ୍ଦ

ନୂଆଦିଲ୍ଲୀ,୩୦।୧: ଚଳିତ ବର୍ଷର (୨୦୨୨-୨୩) ସାଧାରଣ ବଜେଟ ଫେବୃୟାରୀ ପହିଲାରେ ସଂସଦରେ ଉପସ୍ଥାପନ ହେବ। ପ୍ରତିବର୍ଷ ବଜେଟ ପୂର୍ବରୁ ହେଉଥିବା ହାଲୁଆ ଉତ୍ସବକୁ ଚଳିତ ବର୍ଷ ବନ୍ଦ କରିଦିଆଯାଇଛି। ବଜେଟର ଚୂଡ଼ାନ୍ତ ପ୍ରକ୍ରିୟା ଆରମ୍ଭ କରିବା ପୂର୍ବରୁ ଏଭଳି ଏକ...

ମୋବାଇଲ ଆପ୍ଲିକେଶନରେ ହେବ ଚଳିତ ବର୍ଷର ବଜେଟ

ନୂଆଦିଲ୍ଲୀ,୩୦।୧: ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ କାଗଜ କଲମ ବଦଳରେ ମୋବାଇଲ ଆପ୍‌ ଜରିଆରେ ବଜେଟ ଉପସ୍ଥାପନ କରାଯିବ। ଦେଶବାସୀ ଓ ସରକାର ଡିଜିଟାଲ ସପକ୍ଷରେ ଥିବାରୁ ୨୦୨୨-୨୩ର ବଜେଟକୁ ମଧ୍ୟ ପେପରଲେସ୍‌ କରାଯାଉଛି, ଅର୍ଥାତ୍‌ ବଜେଟ...

ଏମ୍‌ଏସ୍‌ଏମ୍‌ଇକୁ ବଞ୍ଚାଇବାକୁ ମିଳିତ ଉଦ୍ୟମ

ନୂଆଦିଲ୍ଲୀ,୩୦।୧: ଦେଶର ସମସ୍ତ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) କ୍ଷେତ୍ର କୋଭିଡ୍‌ ମହାମାରୀରେ କବଳିତ ହେବା ପରେ ଉଦ୍ୟୋଗଗୁଡ଼ିକୁ ପ୍ରତିଯୋଗିତା ଓ ଉତ୍ପାଦନକ୍ଷମ କରିବାକୁ କ୍ରମେ ନିମ୍ନରୁ ଉଚ୍ଚ ମୂଲ୍ୟଯୁକ୍ତ କାର୍ଯ୍ୟକ୍ରମର ପ୍ରକ୍ରିୟା ଅନୁସରଣ କରାଯାଉଛି। ଏହା ସ୍ଥାନୀୟ...

ମୁଦ୍ରା ଭଣ୍ଡାର ୬୩୪ ବିଲିୟନ ଡଲାରକୁ ହ୍ରାସ

ନୂଆଦିଲ୍ଲୀ,୩୦।୧: ଚଳିତ ମାସ ତୃତୀୟ ସପ୍ତାହରେ ଶେଷ ହୋଇଥିବା ଦେଶର ବିଦେଶୀ ମୁଦ୍ରାଭଣ୍ଡାର ୬୩୪.୨୮୭ ବିଲିୟନ ଡଲାରରେ ପହଞ୍ଚତ୍ଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ସୂଚନା ଅନୁଯାୟୀ ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ୬୭୮ ମିଲିୟନ ଡଲାରରୁ ୬୩୪.୨୮୭ ବିଲିୟନ ଡଲାରରେ...

୧୦୦ ଡଲାର ଛୁଇଁବ ଅଶୋଧିତ ତୈଳ ଦର

ନୂଆଦିଲ୍ଲୀ,୩୦।୧: କୋଭିଡ୍‌ ମହାମାରୀ ସାରା ବିଶ୍ୱକୁ ଏବେ ବି କବଳିତ କରି ରଖିଛି। ଏହି ସମୟରେ ରୁଷିଆ ଓ ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ସମସ୍ୟା କେତେବେଳେ ଯେ ଉଗ୍ରରୂପ ଧାରଣ କରିବ ସେ ନେଇ ବିଶ୍ୱବାସୀ ଚିନ୍ତିତ। ଏହା ମଧ୍ୟରେ...

ବିବାଦୀୟ ନିୟମ ପ୍ରତ୍ୟାହାର କଲା ଏସ୍‌ବିଆଇ

ନୂଆଦିଲ୍ଲୀ,୩୦।୧: ଦେଶର ସର୍ବବୃହତ୍‌ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏସ୍‌ବିଆଇ ଆଣିଥିବା ନୂଆ ନିଯୁକ୍ତି ନିୟମକୁ ନେଇ ବିବାଦ ଦେଖାଦେବା ପରେ ଶନିବାର ଏହାକୁ ପ୍ରତ୍ୟାହାର କରିନିଆଯାଇଛି। ନୂଆ ନିୟମରେ ୩ ମାସରୁ ଊର୍ଦ୍ଧ୍ୱ ଗର୍ଭବତୀ ଥିବା ମହିଳା ପ୍ରାର୍ଥୀଙ୍କୁ ବ୍ୟାଙ୍କରେ କାର୍ଯ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri