ବାଣିଜ୍ୟ

ଭାରତରେ ୭୪,୪୫୦ କୋଟି ନିବେଶ କରିବ ସଫ୍ଟ ବ୍ୟାଙ୍କ

ଜାପାନର ସଫ୍ଟ ବ୍ୟାଙ୍କ ଗ୍ରୁପ କର୍ପୋରେଶନ ଆସନ୍ତା ବର୍ଷ ଭାରତରେ ପ୍ରାୟ ୩୭,୨୨୫ କୋଟିରୁ ୭୪,୪୫୦ କୋଟି ଟଙ୍କା ନିବେଶ କରିବାକୁ ଯୋଜନା ରଖିଛି। ସଫ୍ଟ ବ୍ୟାଙ୍କ ଇନଭେଷ୍ଟମେଣ୍ଟ ଆଡଭାଇଜର୍ସର ସିଇଓ ରାଜୀବ ମିଶ୍ର କହିଛନ୍ତି, ଭାରତ ବଜାରରେ ନିବେଶର...

ଶେଷରେ ଶେୟାର ବିକିଲେ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ,୧୧।୧୧: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମେରିକୀୟ ଇଲେକ୍ଟ୍ରିକ କାର୍‌ କମ୍ପାନୀ ଟେସ୍‌ଲାର ସିଇଓ ଏଲନ ମସ୍କ ଶେଷରେ ଶେୟାର ବିକିଛନ୍ତି। ନିଜ କମ୍ପାନୀର ୧.୧ ଆରବ ଡଲାର ଅର୍ଥାତ୍‌ ୮୧୯୦ କୋଟି ଟଙ୍କାର ଶେୟାର ବିକ୍ରି କରିବାକୁ...

୭ ମାସର ସର୍ବୋଚ୍ଚ ସ୍ତରରେ ତୈଳ ଚାହିଦା

ନୂଆଦିଲ୍ଲୀ,୧୧।୧୧: ଅକ୍ଟୋବରରେ ଦେଶର ତୈଳ ଚାହିଦା ୭ ମାସର ସର୍ବୋଚ୍ଚ ସ୍ତରରେ ରହିଛି। ସେହିଭଳି ପେଟ୍ରୋଲ ବିକ୍ରି ରେକର୍ଡ ସ୍ତରରେ ରହିଥିବା ସରକାରୀ ଡାଟାରୁ ସାମ୍ନାକୁ ଆସିଛି। ପାର୍ବଣ ଯୋଗୁ ବିଶ୍ୱର ତୃତୀୟ ବୃହତ୍‌ ତୈଳ ବ୍ୟବହାରକାରୀ ଦେଶ ଭାରତରେ ଯାନବାହନ...

ଉତ୍ପାଦ ଟିକସ ହ୍ରାସ ଲାଭକାରୀ ହେବ: ଶକ୍ତିକାନ୍ତ

ନୂଆଦିଲ୍ଲୀ,୧୧।୧୧: ନିକଟରେ କେନ୍ଦ୍ର ସରକାର ଉପରେ ପେଟ୍ରୋଲ ଏବଂ ଡିଜେଲ ଉତ୍ପାଦ ଉତ୍ପାଦ ଟିକସ ହ୍ରାସ କରିଛନ୍ତି। ପେଟ୍ରୋଲ ଉପରେ ୫ ଟଙ୍କା ଏବଂ ଡିଜେଲ ଉପରେ ୧୦ ଟଙ୍କାର ଟିକସ ହ୍ରାସ ହୋଇଛି। କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ଦରଦାମକୁ...

ଜିଏସ୍‌ଟି ଲାଗିଲେ ତେଲ ଟିକସ ବୋଝ କମିବ:ଗଡକରି

ନୂଆଦିଲ୍ଲୀ,୧୧।୧୧: ପେଟ୍ରୋଲ, ଡିଜେଲ ସମେତ ଅନ୍ୟ ପେଟ୍ରୋଲିୟମ ପ୍ରଡକ୍ଟକୁ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ପରିସରଭୁକ୍ତ କଲେ ତେଲ ଉପରେ ଲାଗୁ ହେଉଥିବା କମିବ। ଏହା ଦ୍ୱାରା ଉଭୟ କେନ୍ଦ୍ର ଏବଂ ରାଜ୍ୟଗୁଡ଼ିକର ରାଜସ୍ବ ବଢ଼ିବ ବୋଲି କେନ୍ଦ୍ର ସଡକ...

‘ପୂର୍ବ ସରକାରଙ୍କ ତୁଳନାରେ କମ୍‌ ବଢ଼ିଛି ତେଲ ଦର’

ନୂଆଦିଲ୍ଲୀ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୭ ବର୍ଷ ସମୟରେ ତେଲ ଦର ପ୍ରାୟ ୩୦% ବଢ଼ିଛି। ମାତ୍ର ୧୯୭୩ ପରଠାରୁ ଶାସନ କ୍ଷମତାରେ ରହିଥିବା ବିଭିନ୍ନ ସରକାରଙ୍କ ସମୟରେ ତେଲ ଦର ପ୍ରାୟ ୭୦% ବଢ଼ିଛି ବୋଲି କେନ୍ଦ୍ର...

ଏଲନ୍‌ ମସ୍କଙ୍କୁ ୫୦ ବିଲିୟନ ଡଲାର କ୍ଷତି

ଲଗାତର ଦ୍ୱିତୀୟ ଦିନ ଧରି ଟେସ୍‌ଲାର ଶେୟାର କାରବାର ଖସିଛି। ଫଳରେ ଏଲନ୍‌ ମସ୍କଙ୍କର ସମ୍ପତ୍ତିରେ ୫୦ ବିଲିୟନ ଡଲାର ହ୍ରାସ ହୋଇଛି। ବ୍ଲୂମ୍‌ବର୍ଗ ବିଲିୟନେୟାର ସୂଚକାଙ୍କ ରିପୋର୍ଟ ଅନୁସାରେ ଏହା ସର୍ବାଧିକ ୨ ଦିନିଆ ହ୍ରାସ ବୋଲି କୁହାଯାଉଛି।...

କଂଗ୍ରେସ ଅମଳରେ ତେଲ ଦର ଅଧିକ ବଢ଼ିଥିଲା

ନୂଆଦିଲ୍ଲୀ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୭ ବର୍ଷ ସମୟରେ ତେଲ ଦର ପ୍ରାୟ ୩୦% ବଢ଼ିଛି। ମାତ୍ର ୧୯୭୩ ପରଠାରୁ ଶାସନ କ୍ଷମତାରେ ରହିଥିବା ବିଭିନ୍ନ ସରକାରଙ୍କ ସମୟରେ ତେଲ ଦର ପ୍ରାୟ ୭୦% ବଢ଼ିଥିଲା। ଏଭଳି ଯୁକ୍ତିବାଢ଼ିଛନ୍ତି...

ସ୍ବପ୍ନ ପୂରା କରିବା ପାଇଁ ୫୦ ବର୍ଷ ବୟସରେ ଛାଡ଼ିଥିଲେ ଚାକିିରି, ଏବେ …

ନୂଆଦିଲ୍ଲୀ,୧୧।୧୧: ବିୟୁଟି ଏବଂ ପର୍ସନାଲ କେୟାର ପ୍ଲାଟ୍‌ଫର୍ମ ନାଇକାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ (ସିଇଓ) ଫାଲ୍‌ଗୁନୀ ନାୟାର(୫୮) ଏବେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ସେ ଦେଶର ସବୁଠାରୁ ଧନୀ ସେଲ୍ଫ ମେଡ୍‌ ମହିଳା ବିଲିୟନେୟାର ଭାବେ ବିବେଚିତ ହୋଇଛନ୍ତି।...

ଆଜିଠୁ ଗଡ଼ିବ ଓଲା ଇ-ସ୍କୁଟର

ଚେନ୍ନାଇ,୧୦ା୧୧: ଯେଉଁମାନେ ଓଲା ଇଲେକ୍ଟ୍ରିକ ସ୍କୁଟରର ପରୀକ୍ଷଣ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଥିଲେ ସେମାନଙ୍କ ପାଇଁ ଖୁସି ଖବର। ଆଜି ଏହି ସ୍କୁଟର ଗଡ଼ିବ। ତାମିଲନାଡୁ ସ୍ଥିତ ଇଲେକ୍ଟ୍ରିକ ସ୍କୁଟର ନିର୍ମାତା ଚଳିତବର୍ଷ ଅଗଷ୍ଟ ୧୫ରେ ଲଞ୍ଚ ହେବା...

ଅପରାଧ କମାଉଛି ଜନଧନ ଖାତା

ନୂଆଦିଲ୍ଲୀ,୯।୧୧: କେନ୍ଦ୍ର ସରକାର ବର୍ତ୍ତମାନ ଆର୍ଥତ୍କ ଅନ୍ତର୍ଭୁକ୍ତୀକରଣକୁ ଗୁରୁତ୍ୱ ଦେଉଛନ୍ତି। ଏହି ପଦକ୍ଷେପ ଅନ୍ତର୍ଗତ ରାଜ୍ୟ ସ୍ତରରେ ଜନଧନ ଯୋଜନା ଦ୍ୱାରା ଲୋକଙ୍କ ବ୍ୟାଙ୍କ ଖାତା ଖୋଲାଯାଉଛି। ଯେଉଁ ରାଜ୍ୟଗୁଡ଼ିକରେ ଏଭଳି ଆକାଉଣ୍ଟ ଖୋଲାଯାଇଛି ଉକ୍ତ ସ୍ଥାନଗୁଡ଼ିକରେ ଅପରାଧ, ମଦ,...

ଦେଶରେ ସ୍ଥାପନ ହେବ ୨୨ ହଜାର ଇଭି ଚାର୍ଜିଂ ଷ୍ଟେଶନ

ନୂଆଦିଲ୍ଲୀ,୯।୧୧: ଇଣ୍ଡିଆନ ଅଏଲ କର୍ପୋରେଶନ(ଆଇଓସି) ସମେତ ୨ ଅନ୍ୟ ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ୨୨ ହଜାର ଇ-ଯାନ ଚାର୍ଜିଂ ଷ୍ଟେଶନ ବସାଇବେ। ୩ରୁ ୫ ବର୍ଷରେ ଏହି ଇ-ଯାନ ଚାର୍ଜିଂ ଭିତ୍ତିଭୂମି ବିକାଶ ଲାଗି କମ୍ପାନୀଗୁଡ଼ିକ ଯୋଜନା ରଖିଛନ୍ତି। ଅଙ୍ଗାରକାମ୍ଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri