୧୦% ଷ୍ଟକ୍ ବିକିପାରନ୍ତି ଏଲନ ମସ୍କ
ନୂଆଦିଲ୍ଲୀ, ୮।୧୧: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେସ୍ଲା କମ୍ପାନୀର ସିଇଓ ଏଲନ ମସ୍କ ୧୦% ଷ୍ଟକ୍ ବିକି ପାରନ୍ତି। ଏ ନେଇ ଶନିବାର ସେ ଟୁଇଟରରେ ଏକ ପୋଲ୍ ଦ୍ୱାରା ଲୋକଙ୍କ ମତାମତ ଲୋଡ଼ିଥିଲେ। ଏହି ପୋଲ୍ରେ ସେ...
ଷ୍ଟୋକ୍ ପାର୍କକୁ ନେଇ ରିଲାଏନ୍ସର ବିଜ୍ନେସ ପ୍ଲାନ
ନୂଆଦିଲ୍ଲୀ, ୮।୧୧: ଲଣ୍ଡନର ଷ୍ଟୋକ୍ ପାର୍କକୁ ନେଇ କ୍ରୀଡା ଏବଂ ଆତିଥେୟତା କ୍ଷେତ୍ରରେ ରିଲାଏନ୍ସର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏକ ନୂଆ ଯୋଜନା ରଖିଛନ୍ତି। ଏହି ପ୍ଲାନ ସମ୍ପର୍କରେ ଗଣମାଧ୍ୟମରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ପ୍ରପର୍ଟିରେ ଅମ୍ବାନୀଙ୍କ ପରିବାର...
୧.୫ ଲକ୍ଷ କୋଟିର ଜିଏସ୍ଟି ଆଦାୟ ଲକ୍ଷ୍ୟ
ନୂଆଦିଲ୍ଲୀ, ୮।୧୧: କରୋନା ଦ୍ୱାରା ପ୍ରଭାବିତ ଅର୍ଥ ବ୍ୟବସ୍ଥା ଧୀରେ ଧୀରେ ଟ୍ରାକ୍କୁ ଫେରୁଛି। ସେବା କ୍ଷେତ୍ର କାର୍ଯ୍ୟକଳାପରେ ମଧ୍ୟ ଉନ୍ନତି ପରିଲକ୍ଷିତ ହେଉଛି। ଆଗାମୀ ମାସଗୁଡ଼ିକରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍ଟି) ଆଦାୟ ବୃଦ୍ଧି ହେବ ବୋଲି ଆକଳନ କରାଯାଇଛି।...
ନୂଆଦିଲ୍ଲୀରେ ପେଟ୍ରୋଲ ଉପରେ ଟିକସ ୫୦%କୁ ହ୍ରାସ
ନୂଆଦିଲ୍ଲୀ, ୮।୧୧: କେନ୍ଦ୍ର ସରକାରଙ୍କ ପକ୍ଷରୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଯଥାକ୍ରମେ ୫ ଏବଂ ୧୦ ଟଙ୍କାର ଉତ୍ପାଦ ଟିକସ ହ୍ରାସ କରାଯାଇଛି। ଏହି ଟିକସ ହ୍ରାସ ପରେ ପେଟ୍ରୋଲ ଉପରେ ଟିକସ ୫୦%କୁ କମିଛି। ପୂର୍ବରୁ ପେଟ୍ରୋଲର...
ଟୁଇଟର୍ରେ ଏଭଳି ପ୍ରଶ୍ନ ପଚାରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲେ ବିଶ୍ୱର ସର୍ବଶ୍ରେଷ୍ଠ ଧନୀ
ଓ୍ବାଶିଂଟନ,୭।୧୧: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମେରିକୀୟ ଇଲେକ୍ଟ୍ରିକ କାର୍ କମ୍ପାନୀ ଟେସ୍ଲାର ସିଇଓ ଏଲନ ମସ୍କ ଟୁଇଟର୍ରେ ଏକ ପ୍ରଶ୍ନ ପଚାରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ମସ୍କ ଏକ ସର୍ଭେରେ ପ୍ରଶ୍ନ କରିଛନ୍ତି ଯେ, ମୁଁ ଟେସ୍ଲାର...
ଅଣଭାଜପା ଶାସିତ ରାଜ୍ୟରେ କମିନି ତୈଳ ଟିକସ
ଭୁବନେଶ୍ୱର,୭।୧୧: ଚଳିତ ବର୍ଷ ଜୁଲାଇ ପରେ ପ୍ରଥମଥର ପାଇଁ ୧୫ଟି ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ତଳକୁ ଖସିଛି। ଏହି ୧୫ଟି ରାଜ୍ୟ ଭାଜପା କିମ୍ବା ତା’ର ସହଯୋଗୀ ଦଳ ସମ୍ପୃକ୍ତ...
୩୦୦ ବିଲିୟନ କ୍ଲବ୍ରେ ମସ୍କ
ନୂଆଦିଲ୍ଲୀ,୭।୧୧: ବିଶ୍ୱର ଅନ୍ୟତମ ଧନୀ ବ୍ୟକ୍ତି ତଥା ଆମେରିକୀୟ ଇଲେକ୍ଟ୍ରିକ୍ କାର କମ୍ପାନୀ ଟେସ୍ଲାର ମୁଖ୍ୟ କାର୍ଯ୍ୟନିର୍ବାହୀ (ସିଇଓ) ଏଲନ୍ ମସ୍କଙ୍କ ସମ୍ପତ୍ତି ବର୍ତ୍ତମାନ ୩୦୦ ବିଲିୟନ ଟପିଯାଇଛି। ଫଳରେ ବିଶ୍ୱ ଧନିକ ଶ୍ରେଣୀର କ୍ଲବ ୩୦୦ ବିଲିୟନ କ୍ଲବ୍ରେ ପ୍ରଥମ...
ଭାଙ୍ଗିଲା ୧୦ ବର୍ଷ ତଳର କାରବାର ରେକର୍ଡ
ନୂଆଦିଲ୍ଲୀ,୬।୧୧: ଚଳିତ ବର୍ଷ ଦୀପାବଳିରେ କାରବାର ରେକର୍ଡ ସ୍ତର ଛୁଇଁଛି। ଲୋକମାନଙ୍କର କ୍ରୟ ଉନ୍ନତ ସ୍ଥିତିରେ ରହିବା ଯୋଗୁ ଦେଶ ମଧ୍ୟରେ କାରବାର ୧.୨୫ ଲକ୍ଷ କୋଟି ଟଙ୍କା ରହିଥିବା ସର୍ବଭାରତୀୟ ବ୍ୟବସାୟୀ ମହାସଂଘ(ସିଏଆଇଟି) ପକ୍ଷରୁ ଶୁକ୍ରବାର ସୂଚନା ରହିଛି।...
ପରିବାର ସହ ଲଣ୍ଡନ ଚାଲିଯିବେ ମୁକେଶ ଅମ୍ବାନୀ, ୩୦୦ ଏକର ଜମିରେ ନିର୍ମାଣ କରୁଛନ୍ତି ବଙ୍ଗଳା !
ନୂଆଦିଲ୍ଲୀ,୫।୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ର ଚେୟାରମ୍ୟାନ୍ ତଥା ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ ନିଜ ତଥା ପରିବାର ଲାଗି ଦ୍ୱିତୀୟ ଘର ନିର୍ମାଣ କରୁଛନ୍ତି। ସେ ପରିବାର ସହ ଅନ୍ୟ ଦେଶରେ ବସବାସ କରିବାକୁ ପ୍ରସ୍ତୁତ ହେଉଛନ୍ତି।...
କେନ୍ଦ୍ର ସରକାରଙ୍କ ପରେ ନବୀନଙ୍କ ଦୀପାବଳି ଉପହାର; ତେଲ ଉପରୁ କମାଇଲେ ୩ ଟଙ୍କା ଭାଟ୍
ଭୁବନେଶ୍ୱର,୪।୧୧(ବ୍ୟୁରୋ): ଦୀପାବଳିରେ ରାଜ୍ୟ ସରକାରଙ୍କ ଭେଟି। କେନ୍ଦ୍ର ସରକାରଙ୍କ ପରେ ଏବେ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍ ହ୍ରାସ କରିଛନ୍ତି। ବୁଧବାର କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା, ଡିଜେଲ ଉପରୁ ୧୦ ଟଙ୍କା...
ସନ୍ଧ୍ୟା ୬ଟା ୧୫ରେ ‘ମୁହୂର୍ତ୍ତ ଟ୍ରେଡିଂ’, ୭ଟା ୧୫ରେ ହେବ ବନ୍ଦ…
ମୁମ୍ବାଇ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ଗୁରୁବାର, ପ୍ରତିବର୍ଷ ଭଳି ପରମ୍ପରା ଅନୁସାରେ ଷ୍ଟକ ମାର୍କେଟରେ ଏକ ଭିନ୍ନ ବ୍ୟବସାୟ ହେବ। ପାରମ୍ପାରିକ ‘ମୁହୂର୍ତ୍ତ ଟ୍ରେଡିଂ’ ପାଇଁ ଷ୍ଟକ ଏକ୍ସଚେଞ୍ଜ ସନ୍ଧ୍ୟାରେ ଘଣ୍ଟାଏ ପାଇଁ ଖୋଲିବ। ସନ୍ଧ୍ୟା ୬ଟା ୧୫ରେ...
ତୈଳ ରାଜନୀତି, ଭାଜପା ଶାସିତ ରାଜ୍ୟରେ କମିଲା ପେଟ୍ରୋଲ-ଡିଜେଲ ଦାମ…
ନୂଆଦିଲ୍ଲୀ,୪।୧୧: ଦେଶରେ ଏବେ ଆରମ୍ଭ ହୋଇଛି ତୈଳ ରାଜନୀତି। ଦେଶର ଭାଜପା ଶାସିତ ୧୦ ରାଜ୍ୟରେ ପେଟ୍ରୋଲ-ଡିଜେଲ ଦାମ୍ କମିଛି। ଆସାମ, ତ୍ରିପୁରା, ମଣିପୁର, କର୍ନାଟକ, ଗୋଆ, ଉତ୍ତରପ୍ରଦେଶ, ଗୁଜୁରାଟ, ହିମାଚଳ ପ୍ରଦେଶ ଏବଂ ଉତ୍ତରପ୍ରଦେଶରେ ପେଟ୍ରୋଲ ଏବଂ ଡିଜେଲ...
Archives


