ବାଣିଜ୍ୟ

ଚାନ୍ଦି ଭଣ୍ଡାରରେ ଦୁର୍ଗାପୂଜା କଲେକ୍ସନ

ଭୁବନେଶ୍ୱର,୨୧ା୯: ରୁପା ଗହଣାର ପ୍ରମୁଖ ଶୋ’ରୁମ୍‌ ଚାନ୍ଦି ଭଣ୍ଡାର ଚଳିତ ବର୍ଷର ଦୁର୍ଗାପୂଜା ଅଭିନବ ଢଙ୍ଗରେ ପାଳନ କରୁଛି। ବିଶେଷକରି ପ୍ରତ୍ୟେକ ମହିଳାଙ୍କ ମଧ୍ୟରେ ଦେବୀଙ୍କ ବାସ ରହିଥାଏ। ଏଭଳି କ୍ଷେତ୍ରରେ ଚାନ୍ଦି ଭଣ୍ଡାର ମହିଳାମାନଙ୍କୁ ସଜାଇବା ପାଇଁ ଦୁର୍ଗାପୂଜାରେ ରୁପା…

‘ବ୍ୟାଙ୍କକୁ ଉନ୍ନତିମୂଳକ ସ୍ଥିତିରେ ପହଞ୍ଚାଇବାକୁ ଆହ୍ବାନ’

ଭୁବନେଶ୍ୱର,୨୧ା୯: ଭାରତୀୟ ମଜଦୁର ସଂଘ ଦ୍ୱାରା ସମ୍ବର୍ଦ୍ଧିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କର୍ମଚାରୀ ସଂଘ (ଓଜିବିକେଏସ୍‌) ଏବଂ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଅଧିକାରୀ ସଂଘ (ଓଜିବିଏଏସ୍‌)ର ୪ର୍ଥ ଦ୍ୱିବାର୍ଷିକ ସାଧାରଣ ଅଧିବେଶନ ନିକଟରେ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟର୍ସଠାରେ ଅନୁଷ୍ଠିତ ହୋଇଯାଇଛି।…

ଟାଟା ମୋଟର୍ସର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୨୧ା୯: ଦେଶର ପ୍ରମୁଖ ବାଣିଜି୍ୟକ ଯାନ ନିର୍ମାତା ‘ଟାଟା ମୋଟର୍ସ’ ପକ୍ଷରୁ ନୂତନ ଉତ୍ପାଦର ଉନ୍ମୋଚନ ହୋଇଯାଇଛି। ବିଶେଷକରି ଏହାର ନୂତନ ପିଢ଼ିର ବିଏସ୍‌-୬ ଡିଜେଲ ଇଞ୍ଜିନର କାର୍ଯ୍ୟଦକ୍ଷତା ବୃଦ୍ଧି କରିବା ପାଇଁ ସ୍ବତନ୍ତ୍ର ଭାବେ ବିକଶିତ ଅଲ୍‌ ନ୍ୟୁ ୫ଡବ୍ଲ୍ୟୁ୩୦…

ଏଏସ୍‌ବିଏମ୍‌ର ୨ୟ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୨୧ା୯: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବ୍ୟାଙ୍କ ଅଫ୍‌ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ ତଥା ସିଇଓ ଅତନୁ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ…

ସେନ୍‌ସେକ୍ସରେ ୮୭୮ ପଏଣ୍ଟ ବୃଦ୍ଧି

ନୂଆଦିଲ୍ଲୀ,୨୧ା୯: କ୍ରମାଗତ ୨ଦିନ ହେବ ଶେୟାର ବଜାରର ଫଳାଫଳ ଭଲ ରହିଛି। ଫଳରେ ଦଲାଲ ଷ୍ଟ୍ରିଟ୍‌ର ନିବେଶକମାନେ କିଛି ପରିମାଣର ପୂର୍ବ କ୍ଷତିଭରଣା କରିବାରେ ସମର୍ଥ ହୋଇଛନ୍ତି। ଚଳିତ ସପ୍ତାହର ୨ମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଷ୍ଟକ୍‌ ବଜାରର କାରବାର…

ଭାରତରେ ବ୍ୟବସାୟ କରିପାରେ ରୁଷୀୟ ବ୍ୟାଙ୍କ

ନୂଆଦିଲ୍ଲୀ,୨୧ା୯: ଭାରତୀୟ ମୁଦ୍ରା ରୁପି (ଟଙ୍କା) ଏବଂ ରୁଷିଆ ମୁଦ୍ରା ରୁବଲ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟ କାରବାର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଖୁବ୍‌ଶୀଘ୍ର ଆଶାୟୀ ବ୍ୟାଙ୍କଗୁଡିକୁ ମଞ୍ଜୁରୀ ଦେଇପାରେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବିଶେଷକରି ଏକ…

ପିଏଫ୍‌ ଖାତାଧାରୀଙ୍କ ପାଇଁ ଖୁସିଖବର: ନବରାତ୍ରୀରେ ସରକାର ଦେଇପାରନ୍ତି ବଡ଼ ଭେଟି !

ନୂଆଦିଲ୍ଲୀ,୨୦।୯: ଆଗକୁ ଦୁର୍ଗାପୂଜା। ଏହା ପୂର୍ବରୁ ନବରାତ୍ରୀରେ କେନ୍ଦ୍ର ସରକାର ପିଏଫ୍‌ ଆକାଉଣ୍ଟଧାରୀଙ୍କୁ ଭେଟି ଦେବାକୁ ଯୋଜନା କରୁଛନ୍ତି। ପିଏଫ୍‌ ଖାତାରେ ଥିବା ଜମା ରାଶି ଉପରେ ୮.୧ ପ୍ରତିଶତ ସୁଧ ମିଳିପାରେ। ଇପିଏଫ୍‌ଓ ପକ୍ଷରୁ ଏହି ମାମଲାରେ ଆଧିକାରୀକ ଘୋଷଣା…

୫ଜି ଟେକ୍ନୋଲୋଜି ବିକାଶ କଲେ ଓଡ଼ିଆ ଉଦ୍ୟୋଗୀ

ଭୁବନେଶ୍ୱର,୨୦।୯: ବ୍ରିଟେନ୍‌ରେ ଅବସ୍ଥିତ ଓଡ଼ିଆ ଉଦ୍ୟୋଗୀ ଅରୁଣ କର ଗୋଟିଏ ପରେ ଗୋଟିଏ ବୈପ୍ଳବିକ ସଫଳତା ସହ ଓଡ଼ିଆଙ୍କୁ ଗର୍ବିତ କରିଛନ୍ତି। ବ୍ରିଟେନ୍‌ ସିଲଭର୍‌ଷ୍ଟୋନ୍‌ ରେସିଂ ସର୍କିଟ୍‌ରେ ଆୟୋଜିତ ବିଶ୍ୱର ସର୍ବବୃହତ୍‌ ମୋଟର୍‌ ରେସିଂର ଦର୍ଶକଙ୍କ ପାଇଁ ଅଭିଜ୍ଞ ସେନା ଅଧିକାରୀ…

ଭୁବନେଶ୍ୱରରେ ମେଟା କ୍ରିଏଟର ମିଟ୍‌ଅପ୍‌

ଭୁବନେଶ୍ୱର,୧୯।୯: ଦେଶର ପ୍ରମୁଖ ସୋସିଆଲ ମିଡିଆ ଫେସ୍‌ବୁକ (ମେଟା)ର ବ୍ୟବହାରକୁ ସଫଳ ଭାବେ ଉପଯୋଗ କରି ଓଡ଼ିଶାର କ୍ରିଏଟରମାନେ ଜଣେ ଜଣେ ସଫଳ ଉଦ୍ୟୋଗୀ (ଷ୍ଟାର୍ଟଅପ) ଭାବେ ମଧ୍ୟ ପରିଚୟ ସୃଷ୍ଟି କରିପାରିଛନ୍ତି। ଉକ୍ତ ସଫଳତାର ସଫଳ କାହାଣୀକୁ ସମସ୍ତଙ୍କ ସହ…

ଶ୍ରୀଦୁର୍ଗାରୁ ‘ଯେତେ କିଣିବେ ସେତେ ଜିତିବେ’

ଭୁବନେଶ୍ୱର,୨୦।୯: ରାଜ୍ୟର ସର୍ବବୃହତ୍‌ ଶାଢ଼ି ଏବଂ ଗାର୍ମେଣ୍ଟ୍‌ସ ଷ୍ଟୋର ‘ଶ୍ରୀଦୁର୍ଗା’ରୁ ଚଳିତ ବର୍ଷ ପାର୍ବଣ ଉପଲକ୍ଷେ ଏକ ଅଭିନବ ଅଫର‘ଯେତେ କିଣିବେ ସେତେ ଜିତିବେ’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ ଫାମିଲି ଷ୍ଟୋରରୁ ଗ୍ରାହକ ଯେତେ ସାମଗ୍ରୀ କ୍ରୟ କରିବେ…

ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଅଫର

ଭୁବନେଶ୍ୱର,୨୦।୯: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଚଳିତ ବର୍ଷ ଦୁର୍ଗା ପୂଜା ପାଇଁ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଖିମ୍‌ଜୀ ଜୁଏଲର୍ସ ନିଜର ମୂଲ୍ୟବାନ ଗ୍ରାହକଙ୍କ ପାଇଁ ସୁନା ଅଳଙ୍କାରର ଗଢ଼ା ମୂଲ୍ୟ ଉପରେ…

ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଖଣି ସମ୍ମାନିତ

ଭୁବନେଶ୍ୱର,୨୦।୯: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ଟାଟା ଷ୍ଟିଲର କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଖଣ୍ଡବନ୍ଧ ଲୌହ ଓ ମାଙ୍ଗାନିଜ ଖଣିକୁ ପରିବେଶ ଉପଯୋଗୀ କାର୍ଯ୍ୟକଳାପ ପାଇଁ ସମ୍ମାନିତ କରାଯାଇଛି। ବିଶେଷକରି ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ (ଓଏସ୍‌ପିସିବି)ର ୩୯ତମ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?