ରେପୋ ରେଟ୍ ଅପରିବର୍ତ୍ତିତ
ମୁମ୍ବାଇ,୯।୧୦ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆର୍ବିଆଇ)ର ମୁଦ୍ରାନୀତି କମିଟି(ଏମ୍ପିସି) ରେପୋ ରେଟ୍(କେନ୍ଦ୍ରୀୟ ବ୍ୟାଙ୍କ ବ୍ୟାଙ୍କଗୁଡ଼ିକୁ ଯେଉଁ ହାରରେ ଋଣ ଦିଏ)କୁ ଶୁକ୍ରବାର ୪% ସ୍ତରରେ ଅପରିବର୍ତ୍ତିିତ ରଖିଛି। ଲଗାତର ୮ଥର ଲାଗି ରେପୋରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ଗଭର୍ନର...
୬୮ ବର୍ଷ ପରେ ଏୟାର ଇଣ୍ଡିଆର ଘର ବାହୁଡା: ରତନ ଟାଟା କହିଲେ ‘ଓ୍ବେଲ୍କମ୍ ବ୍ୟାକ୍’
ନୂଆଦିଲ୍ଲୀ,୮।୧୦: ଏୟାର ଇଣ୍ଡିଆକୁ କିଣିଛି ଟାଟା ସନ୍ସ। କମ୍ପାନୀ ଏଥିପାଇଁ ୧୮,୦୦୦ କୋଟି ଟଙ୍କାର ସବୁଠାରୁ ବଡ ଡାକ ଲଗାଇଥିଲା। ଫଳରେ ୬୮ ବର୍ଷ ପରେ ଏୟାର ଇଣ୍ଡିଆ ଘର ବାହୁଡ଼ିବ। ଏହି ପରିପ୍ରେକ୍ଷୀରେ ସମସ୍ତ ପ୍ରକ୍ରିୟା ଡିସେମ୍ବର ୨୦୨୧...
ରେପୋ ରେଟ ଅପରିବର୍ତ୍ତିତ
ନୂଆଦିଲ୍ଲୀ,୮।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ମୁଦ୍ରା ନୀତି କମିଟି ବୈଠକ ଶୁକ୍ରବାର ଶେଷ ହୋଇଛି। ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ଖବରଦାତା ସମ୍ମିଳନୀ କରି କମିଟି ନେଇଥିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଏଥିରେ ସୁଧହାର ପୂର୍ବଭଳି...
ବ୍ରିଜ୍ ପ୍ରକଳ୍ପ ପାଇଁ ନାବାର୍ଡର ୩୦୩ କୋଟି
ଭୁବନେଶ୍ୱର,୭ା୧୦: ରାଜ୍ୟ ମଧ୍ୟରେ ୨୪ ବ୍ରିଜ୍ ନିର୍ମାଣ ଲାଗି ଜାତୀୟ କୃଷି ଏବଂ ଗ୍ରାମୀଣ ବିକାଶ ବ୍ୟାଙ୍କ(ନାବାର୍ଡ) ୩୦୩ କୋଟି ଟଙ୍କାର ଋଣ ସହାୟତା ଯୋଗାଇ ଦେଇଛି। ବ୍ୟାଙ୍କ ଏହାର ଗ୍ରାମୀଣ ଭିତ୍ତିଭୂମି ଉନ୍ନତୀକରଣ ପାଣ୍ଠି(ଆର୍ଆଇଡିଏଫ୍) ଅନ୍ତର୍ଗତ ଏଭଳି ପଦକ୍ଷେପ ଗ୍ରହଣ...
ବୟନ ପାର୍କ ସ୍ଥାପନ ଲାଗି ଓଡ଼ିଶା ଆଗ୍ରହୀ
ନୂଆଦିଲ୍ଲୀ,୭ା୧୦: ଦେଶ ମଧ୍ୟରେ ୭ ମେଗା ଟେକ୍ସଟାଇଲ ରିଜିୟନ ଏବଂ ଆପାରେଲ ପାର୍କ (ପିଏମ୍ ମିତ୍ର) ସ୍ଥାପନ ହେବ। କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ଏଥିଲାଗି ୪,୪୪୫ କୋଟିର ଯୋଜନାକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। କ୍ୟାବିନେଟ ବୈଠକ ପରେ କେନ୍ଦ୍ର ବୟନ...
ବିଲିୟନ ଡଲାର କମ୍ପାନୀ ଗଢ଼ିଲେ ଓଡ଼ିଆ ପୁଅ
ଭୁବନେଶ୍ୱର,୭।୧୦(ବ୍ୟୁରୋ): ଆଇଆଇଟି ମାଡ୍ରାସରେ ପଢ଼ାପରେ ବିଦେଶରେ ଏକ ଭଲ ପ୍ୟାକେଜରେ ଚାକିରି ପାଇଥିଲେ। ହେଲେ ନିଜେ କିଛି କରି ଦେଖାଇବାର ଇଚ୍ଛା ତାଙ୍କ ମନକୁ ସବୁବେଳେ ଆନ୍ଦୋଳିତ କରୁଥିଲା। ଆମେରିକାର ମୋଟା ଅଙ୍କର ଦରମା ଛାଡ଼ି ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେ।...
ଭାରତ ଲାଗି ଆଉଟ୍ଲୁକ୍ ଦୃଢ଼ କଲା ମୁଡିସ୍
ନୂଆଦିଲ୍ଲୀ,୬।୧୦: ରେଟିଂ ଏଜେନ୍ସି ମୁଡିସ୍ ମଙ୍ଗଳବାର ଭାରତ ବଜାର ଲାଗି ଆଉଟ୍ଲୁକ୍ ରେଟିଂକୁ ପୂର୍ବାପେକ୍ଷା ଦୃଢ଼ କରିଛି। ଏହା ପୂର୍ବରୁ ଭାରତର ରେଟିଂକୁ ନେଗେଟିଭ୍ ରଖିଥିଲା। ମାତ୍ର ବର୍ତ୍ତମାନ ଏହାକୁ ପରିବର୍ତ୍ତନ କରି ‘ଷ୍ଟେବଲ’ କରିଥିବା ଜଣାପଡ଼ିଛି। ବର୍ତ୍ତମାନ ଦେଶର...
ପାଓ୍ବାର ପ୍ଲାଣ୍ଟରେ କୋଇଲା ଅଭାବ ଉତ୍କଟ
ନୂଆଦିଲ୍ଲୀ,୬।୧୦ – ଭାରତରେ ଚାଇନା ଭଳି ବିଦ୍ୟୁତ୍ ଶକ୍ତି ସଙ୍କଟ ଉପୁଜିବା ନେଇ ଆଶଙ୍କା କରାଯାଉଛି। ଏହା ଶକ୍ତି କ୍ଷେତ୍ରର କାର୍ଯ୍ୟକଳାପକୁ ଠପ୍ କରିପାରେ। ବିଜୁଳି ଉତ୍ପାଦନ ଲାଗି ପାଓ୍ବାର ପ୍ଲାଣ୍ଟଗୁଡ଼ିକରେ ବହୁତ କମ୍ କୋଇଲା ଗଚ୍ଛିତ ରହିଛି। ଭାରତ...
ରୋଷେଇ ପୁଣି ଘରେ ମହଙ୍ଗା ମାଡ଼…
ନୂଆଦିଲ୍ଲୀ,୬।୧୦: ରୋଷେଇ ଘରେ ପୁଣି ମହଙ୍ଗା ମାଡ଼ ହୋଇଛି। ଘରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସିଲିଣ୍ଡର ଦାମ୍ ପୁଣି ବଢ଼ିଛି। ୧୪.୨ କିଲୋଗ୍ରାମ୍ ସିଲଣ୍ଡର ଦାମ୍ ୧୫ ଟଙ୍କା ବଢ଼ିଛି। ଫଳରେ ଏବେ ଏହାର ଦାମ୍ ଦିଲ୍ଲୀ-ମୁମ୍ବାଇରେ ୮୯୯.୫୦...
ପୁରୁଣା ଗାଡ଼ିକୁ ଫି ବୋଝ
ନୂଆଦିଲ୍ଲୀ,୬।୧୦: ପୁରୁଣା ଗାଡ଼ିର ପଞ୍ଜୀକରଣକୁ ନବୀକରଣ କରାଇବା ଏବେ ମହଙ୍ଗା ହେବ। ଏବେକାର ମୂଲ୍ୟର ପ୍ରାୟ ୮ଗୁଣ ଅଧିକ ଫି ଦେବାକୁ ପଡ଼ିବ। ଏନେଇ କେନ୍ଦ୍ର ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପୁରୁଣା ଯାନ ଉପରେ ଏଭଳି ଅତ୍ୟଧିକ ଫି...
ତନିସ୍କର ପୂଜା କଲେକ୍ସନ ‘ସାଜ୍’
ଭୁବନେଶ୍ୱର,୫।୧୦ ପ୍ରମୁଖ ଗହଣା ବ୍ରାଣ୍ଡ୍ ତନିସ୍କ ପକ୍ଷରୁ ଏହାର ଏକ୍ସକ୍ଲୁସିଭ ପୂଜା କଲେକ୍ସନ ‘ସାଜ୍’ର ଉନ୍ମୋଚନ କରାଯାଇଛି। ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ତନିସ୍କ ଷ୍ଟୋରରେ ତନିସ୍କର ଏବିଏମ୍ ଅରିନ୍ଦମ ପ୍ରାମାଣିକ ଏବଂ ଷ୍ଟୋର ପକ୍ଷରୁ ଲିପ୍ସା ହଂସ ଉପସ୍ଥିତ ରହି ଏହାକୁ...
୧୭ ଅଳଙ୍କାର ଦୋକାନ ଉପରେ ଜିଏସ୍ଟି ଚଢ଼ାଉ
ଭୁବନେଶ୍ୱର,୫।୧୦ ବାଣିଜ୍ୟ କର ଏବଂ ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି)ର ଏନଫୋର୍ସମେଣ୍ଟ ୟୁନିଟ୍ ସୋମବାର ରାଜ୍ୟର ୧୮ଟି ସହରର ୧୭ଟି ଅଳଙ୍କାର ଦୋକାନ ଉପରେ ଚଢ଼ାଉ କରିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ସିଟି ଜିଏସ୍ଟି ବିଭାଗର...
Archives


