ଟିକେଏମ୍ ପକ୍ଷରୁ ଅର୍ବାନ କ୍ରୁଜର ହାଇରାଇଡରର ମୂଲ୍ୟ ଘୋଷଣା
ନୂଆଦିଲ୍ଲୀ,୧୨।୯: ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍) ପକ୍ଷରୁ ନ୍ୟୁ ଟୟୋଟା ଅର୍ବାନ କ୍ରୁଜର ହାଇରାଇଡରର ମୂଲ୍ୟ ଘୋଷଣା କରାଯାଇଛି। ଏପରିକି ପର୍ଯ୍ୟାୟକ୍ରମେ ଘୋଷିତ ହେବାକୁ ଥିବା ଟୟୋଟାର ଅତ୍ୟାଧୁନିକ ଅଫରର ଶ୍ରେଷ୍ଠ ୪ଟି ଗ୍ରେଡର ପ୍ରତିଯୋଗିତାମୂଳକ ମୂଲ୍ୟ ୧୫,୧୧,୦୦୦ରୁ ୧୮,୯୯,୦୦୦ଟଙ୍କା ମଧ୍ୟରେ…
ଜେଇଇ ଆଡ୍ଭାନ୍ସରେ ଆକାଶ ବାଇଜୁସ୍ର ସଫଳତା
ଭୁବନେଶ୍ୱର,୧୨।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆକାଶ ବାଇଜୁସ୍ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଜେଇଇ ଆଡ୍ଭାନ୍ସଡ ଫଳାଫଳରେ ବଡ଼ ସଫଳତା ହାସଲ କରିଛି। ଉକ୍ତ ଯୋଗ୍ୟତା ପାଇଁ ଆଶାୟୀ ଛାତ୍ରୀଛାତ୍ରମାନେ ଜେଇଇ ଆଡ୍ଭାନ୍ସଡ ପରୀକ୍ଷା ଦେଇଥିଲେ। ରବିବାର ନ୍ୟାଶନାଲ ଟେଷ୍ଟିଂ…
ସ୍ମାର୍ଟ ବଜାରର ଏକ୍ସକ୍ଲୁସିଭ ଷ୍ଟୋର ଉଦ୍ଘାଟିତ
ଭୁବନେଶ୍ୱର,୧୧ା୯: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ରିଲାଏନ୍ସ ଇଣ୍ଡଷ୍ଟ୍ରି (ଆର୍ଆଇଏଲ୍) ର ସହଯୋଗୀ କମ୍ପାନି ରିଲାଏନ୍ସ ରିଟେଲ ୟୁନିଟ୍ ‘ସ୍ମାର୍ଟ ବଜାର’ର ଏକ୍ସକ୍ଲୁସିଭ ଷ୍ଟୋର ସ୍ଥାନୀୟ ରୁଦ୍ରପୁରସ୍ଥିତ ସିମ୍ଫୋନି ମଲ୍ଠାରେ ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଓଲିଉଡ୍ ଅଭିନେତ୍ରୀ ଶିବାନୀ ସଙ୍ଗୀତା…
ବ୍ଲୁ ଟୋକାଇ ପକ୍ଷରୁ କୋରାପୁଟ କଫିର ଶୁଭାରମ୍ଭ
ଭୁବନେଶ୍ୱର,୧୧ା୯: କଳିଙ୍ଗ ଦେଶୀ ଆଗ୍ରୋ ଫାଉଣ୍ଡେଶନ (କେଡିଏଫ୍)ର ସହଯୋଗୀ ସଂସ୍ଥା ବ୍ଲୁ ଟୋକାଇ କଫି ରୋଷ୍ଟର୍ସ ଦ୍ୱାରା କୋରାପୁଟରୁ କଫିର ଦେଶବ୍ୟାପୀ ଖୁଚୁରା ବ୍ୟବସାୟ ଶୁଭାରମ୍ଭ କରିଛି। ଏପରିକି ବ୍ଲୁ ଟୋକାଇ କଫି ରୋଷ୍ଟର୍ସ ଭାରତର ସର୍ବବୃହତ୍ ସ୍ପେଶିଆଲିଟି କଫି ରୋଷ୍ଟର…
କାଇନେଟିକ୍ ଗ୍ରୀନ୍ର ଜିଙ୍ଗ୍ ହାଇ-ସ୍ପିଡ୍ ସ୍କୁଟର ଉନ୍ମୋଚିତ
ନୂଆଦିଲ୍ଲୀ,୧୧ା୯: ଦେଶର ପ୍ରମୁଖ ବୈଦ୍ୟୁତିକ ଯାନ(ଇଭି) ନିର୍ମାତା କାଇନେଟିକ୍ ଗ୍ରୀନ୍ ଏନର୍ଜି ଆଣ୍ଡ ପାୱାର ସଲ୍ୟୁସନ ଲିମିଟେଡ୍ ପକ୍ଷରୁ ୨ଚକିଆ ଇଭି ଯାନ ଜିଙ୍ଗ୍ ହାଇ ସ୍ପିଡ୍ ସ୍କୁଟର (ଜିଙ୍ଗ୍ ଏଚ୍ଏସ୍ଏସ୍) ର ବଜାର ପ୍ରବେଶ ସହ ଉନ୍ମୋଚନ ହୋଇଯାଇଛି। ବିଶେଷକରି…
ସ୍ବସ୍ତି ପ୍ରିମିୟମରେ ସିଜିଲର୍ସ ଫୁଡ୍ ଫେଷ୍ଟିଭାଲ
ଭୁବନେଶ୍ୱର,୧୧ା୯: ରାଜ୍ୟର ପ୍ରମୁଖ ୫ତାରକା ହୋଟେଲ ସ୍ବସ୍ତି ପ୍ରିମିୟମ ପକ୍ଷରୁ ଏକ ୧୦ ଦିନିଆ ସ୍ବତନ୍ତ୍ର ଖାଦ୍ୟମେଳା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ହୋଟେଲର ଅଗ୍ରଣୀ ରେଷ୍ଟୁରାଣ୍ଟ ଗୌରମେଟ୍ ପକ୍ଷରୁ ସିଜିଲର୍ସ ଫୁଡ୍ ଫେଷ୍ଟିଭାଲର ଆୟୋଜନ କରାଯାଇଛି। ଏହି ଫେଷ୍ଟିଭାଲ ସେପ୍ଟେମ୍ବର…
ମାଲାବାରରେ ୧୦ଦିନିଆ ‘ବାଙ୍ଗ୍ଲେ ଫେଷ୍ଟିଭାଲ’
ଭୁବନେଶ୍ୱର,୧୧ା୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡ୍ସର ଶହୀଦନଗର ଏକ୍ସକ୍ଲୁସିଭ ଷ୍ଟୋର ପକ୍ଷରୁ ୧୦ଦିନିଆ ‘ବାଙ୍ଗ୍ଲେ ଫେଷ୍ଟିଭାଲ’ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଷ୍ଟୋରର ବରିଷ୍ଠ ଅଧିକାରୀ ଓ କର୍ମଚାରୀଙ୍କ ସମେତ ସବୁ ବର୍ଗର ଗ୍ରାହକଙ୍କ…
ଆଜି ଷ୍ଟାର୍ କିରଣରେ‘ବିଦ୍ୟାରାଣ’
ଭୁବନେଶ୍ୱର,୧୧ା୯: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଓଡ଼ିଆ ଚାନେଲ ଷ୍ଟାର୍ କିରଣରେ ରବିବାର ଭିନ୍ନ ସ୍ବାଦର ଓଡ଼ିଆ ଚଳଚ୍ଚିତ୍ର ‘ବିଦ୍ୟାରାଣ’ର ୱାଲର୍ଡ ଟେଲିଭିଜନ ପ୍ରିମିୟର(ଡବ୍ଲ୍ୟୁଟିପି) ହେଉଛି। ବିଶେଷକରି ଷ୍ଟାର୍ କିରଣର ଅନ୍ୟାନ୍ୟ କାର୍ଯ୍ୟକ୍ରମ ଦର୍ଶକମାନଙ୍କୁ ବାନ୍ଧି ରଖିବା ସହ ପ୍ରତି ସପ୍ତାହ ଶେଷରେ…
ଆଡିଡାସ୍ ପକ୍ଷରୁ ଫେଡେରେଶନ କିଟ୍ସର ଉନ୍ମୋଚନ
ନୂଆଦିଲ୍ଲୀ,୧୧ା୯: ଅନ୍ତଃରାଷ୍ଟ୍ରୀୟ ସ୍ପୋର୍ଟସ ଡ୍ରେସ୍ ସ୍ପେଶାଲିଷ୍ଟ ଆଡିଡାସ୍ ପକ୍ଷରୁ ଫେଡେରେଶନ କିଟ୍ସର ଉନ୍ମୋଚନ କରାଯାଇଛି। ବିଶେଷକରି ଆଡିଡାସ୍ ଆର୍ଜେଣ୍ଟିନା, ଜର୍ମାନୀ, ଜାପାନ, ମେକ୍ସିକୋ ଓ ସ୍ପେନ୍ ଭଳି ଜାତୀୟ ଦଳ ପାଇଁ ସୃଷ୍ଟି ହୋଇଥିବା ହୋମ୍ ଏବଂ ଆୱେ ଫେଡେରେଶନ କିଟ୍ସର…
ପେ ନିଅରବାଏ ସହ ଆକ୍ସିସ୍ ବ୍ୟାଙ୍କର ଚୁକ୍ତିନାମା
ନୂଆଦିଲ୍ଲୀ,୧୧ା୯: ଦୂରଦୂରାନ୍ତରେ ରହୁଥିବା ଉଭୟ ଗ୍ରାହକ ଓ ରିଟେଲରମାନଙ୍କ ସଞ୍ଚୟ ଖାତା ଓ ଚଳନ୍ତି ଖାତା ଖୋଲିବା ଲାଗି ଭାରତର ଅଗ୍ରଣୀ ଶାଖା ବିହୀନ ଓ ଡିଜିଟାଲ ସେବା ପ୍ରଦାନକାରୀ ସଂସ୍ଥା ପେ ନିଅରବାଏ ସହ ଆକ୍ସିସ୍ ବ୍ୟାଙ୍କର ଏକ ଚୁକ୍ତିନାମା…
ମାରୁତି ସୁଜୁକି ଅଲ୍-ନ୍ୟୁ ଅଲ୍ଟୋ କେ୧୦ର ଅନାବରଣ
ଭୁବନେଶ୍ୱର,୧୧ା୯: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍(ଏମ୍ଏସ୍ଆଇଏଲ୍) ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍-ନ୍ୟୁ ଅଲ୍ଟୋ କେ୧୦’ର ନିକଟରେ ବଜାର ପ୍ରବେଶ ହୋଇଥିଲା। ବିଶେଷକରି ଏହା ବର୍ତ୍ତମାନ ଏକ ଉନ୍ନତ କାର୍ଯ୍ୟଦକ୍ଷତା ଏବଂ ଆରାମଦାୟକ, ସୁରକ୍ଷା, ସୁବିଧା…
ଆନ୍ତର୍ଜାତିକ ସାକ୍ଷରତା ଦିବସରେ ଶିକ୍ଷକଙ୍କୁ ସମ୍ବର୍ନ୍ଧନା
ଭୁବନେଶ୍ୱର,୧୦।୯: ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ ପକ୍ଷରୁ ଶୁକ୍ରବାର ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଅଞ୍ଚଳର ସରକାରୀ ବିଦ୍ୟାଳୟଗୁଡିକର ଶିକ୍ଷକ- ଶିକ୍ଷୟତ୍ରୀମାନଙ୍କୁ କମ୍ପାନୀ ପକ୍ଷରୁ ଏକ ଭବ୍ୟ ସମ୍ବର୍ନ୍ଧନା ଦିଆଯାଇଥିଲା।…

