ବାଣିଜ୍ୟ

ଆଜି ଖିମ୍‌ଜୀ ଜୁଏଲର୍ସ ଝାରସୁଗୁଡ଼ା ଷ୍ଟୋରର ପ୍ରଥମ ବାର୍ଷିକୀ

ଭୁବନେଶ୍ୱର,୧୦।୯: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ଝାରସୁଗୁଡା ଷ୍ଟୋର ଶନିବାର ତା’ର ପ୍ରଥମ ବାର୍ଷିକୀ ଉତ୍ସବ ପାଳନ କରିବ। ଏହି ପରିପ୍ରେକ୍ଷୀରେ ଖିମ୍‌ଜୀର ମୂଲ୍ୟବାନ୍‌ ଗ୍ରାହକଙ୍କ ପାଇଁ ସୁନା ଅଳଙ୍କାରର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୩୦% ରିହାତି…

ଆଇଫୋନ୍‌ ତିଆରି କରିବ ଟାଟା

ନୂଆଦିଲ୍ଲୀ,୧୦।୯: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ଟାଟା ବିଶ୍ୱର ସବୁ ଠାରୁ ସୌଖୀନ ଫୋନ ଆଇଫୋନ୍‌ ତିଆରି କରିବ ବୋଲି ଚର୍ଚ୍ଚା ହେଉଛି। ଏପରିକି ଭାରତରେ ଆଇଫୋନ୍‌ ଆସମ୍ବଲ କରିବାକୁ ଟାଟା କମ୍ପାନୀ ବିଭିନ୍ନ ସ୍ତରରେ ଆଲୋଚନା ଆରମ୍ଭ କରିଛି। ତେବେ…

ୟୁକୋ ବ୍ୟାଙ୍କ ସହ ଟିକେଏମ୍‌ର ଚୁକ୍ତିନାମା

ନୂଆଦିଲ୍ଲୀ,୧୦।୯: ୟୁକୋ ବ୍ୟାଙ୍କ ସହ ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍‌) ର ଏକ ଦିପାକ୍ଷିକ ଚୁକ୍ତିନାମା ସ୍ବାକ୍ଷର ହୋଇଯାଇଛି। ଏହା ଅନ୍ତର୍ଗତ ଅଧିକରୁ ଅଧିକ ଗ୍ରାହକଙ୍କୁ ଟୟୋଟାର ବିଶ୍ୱସ୍ତରୀୟ ଉପତ୍ାଦ ଏବଂ ସେବାଗୁଡିକରେ ଅଧିକ ପ୍ରବେଶ କରିବାକୁ ସକ୍ଷମ କରିବାକୁ ଯୋଜନା…

ସମ୍ମାନ, ସ୍ବୀକୃତି ଅନୁଷ୍ଠାନକୁ ଆଗକୁ ନେଇଥାଏ: ଅଚ୍ୟୁତ

ଭୁବନେଶ୍ୱର,୧୦।୯: ସର୍ବବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନ କିସ୍‌କୁ ବିଶ୍ୱର ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କିସ୍‌କୁ ୟୁନେସ୍କୋ ଅନ୍ତର୍ଜାତୀୟ ଲିଟେରାସି ପୁରସ୍କାର-୨୦୨୨ ଭଳି ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ଜନଜାତି ‘ପିଲାଙ୍କ ମଧ୍ୟରେ…

ଆର୍‌ବିଆଇ ପକ୍ଷରୁ ‘ସତର୍କ ତାଲିକା’ ଜାରି

ନୂଆଦିଲ୍ଲୀ,୯।୯:ଭାରତରେ ଅନଧିକୃତ ଆର୍ଥକ ସଂସ୍ଥାର ଓ୍ବେବ୍‌ସାଇଟ ଏବଂ ଆପ୍‌ ଜରିଆରେ ବିନିମୟ ମୁଦ୍ରା (ଫୋରେକ୍ସ) କାରବାର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ଏକ ସତର୍କ ତାଲିକା ଜାରି କରାଯାଇଛି। ବିଶେଷକରି ସ୍ବୀକୃତି ପାଇ ନ ଥିବା ସଂସ୍ଥାଗୁଡ଼ିକ ସହ…

ହୋଣ୍ଡା ଆମେଜ୍‌ର ବିକ୍ରି ମାଇଲଖୁଣ୍ଟ ହାସଲ

ନୂଆଦିଲ୍ଲୀ,୯।୯:ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ଲୋକପ୍ରିୟ ଫ୍ୟାମିଲି ସେଡାନ୍‌ ହୋଣ୍ଡା ଆମେଜ୍‌ ଏକ ବିରଳ ରେକର୍ଡର ମାଇଲଖୁଣ୍ଟ ହାସଲ କରିଛି। ବିଶେଷକରି ଏହାର (ଆମେଜ୍‌) ପୌନପୁନିକ ବିକ୍ରୟ ୫ଲକ୍ଷ ୟୁନିଟ୍‌ ହୋଇଥିବା କମ୍ପାନୀ…

ଭିଆଇଏଲ୍‌ର ଅଂଶଧନ ହାସଲ କରିବେ ସରକାର

ନୂଆଦିଲ୍ଲୀ,୯।୯: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ସଂସ୍ଥା ଭୋଡାଫୋନ-ଆଇଡିଆ ଗତ କିଛି ବର୍ଷ ହେବ ବ୍ୟବସାୟିକ ହ୍ରାସ ଯୋଗୁ ମାନ୍ଦାବସ୍ଥା ଦେଇ ଗତି କରୁଛି। ଏପରିକି ଋଣଗ୍ରସ୍ତ ଭୋଡାଫୋନ-ଆଇଡିଆ ଲିମିଟେଡ୍‌ (ଭିଆଇଏଲ୍‌)ର ଅଂଶଧନ ସରକାର ହାସଲ କରିବେ ବୋଲି…

ଦରଦାମ୍‌ ବୃଦ୍ଧି ପାଇଁ କେବଳ କେନ୍ଦ୍ର ନୁହେଁ ରାଜ୍ୟ ବି ଦାୟୀ: ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ, ୮।୯ : ଦରଦାମ୍‌ ବୃଦ୍ଧି ସମ୍ପର୍କରେ ତାଙ୍କ ବିବୃତ୍ତି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସମ୍ପ୍ରତି ଚର୍ଚ୍ଚାରେ ରହିଛନ୍ତି। ଦରଦାମ୍‌ ବଢ଼ିବା ନେଇ ଅର୍ଥମନ୍ତ୍ରୀ ପୁଣି ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଅର୍ଥମନ୍ତ୍ରୀ କହିଛନ୍ତି ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ହ୍ରାସ…

ଓଡ଼ିଶାର ବୟନଶିଳ୍ପ ଆକର୍ଷଣର କେନ୍ଦ୍ରବିନ୍ଦୁ: ମନ୍ତ୍ରୀ

ଭୁବନେଶ୍ବର, ୮।୯(ବ୍ୟୁରୋ): ଭୁବନେଶ୍ୱରରେ ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ୩ୟ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ ଅନୁଷ୍ଠିତ ହେବ। ରାଜ୍ୟ ବାହାରର ପୁଞ୍ଜିନିବେଶକାରୀଙ୍କୁ ଆମନ୍ତ୍ରଣ କରିବା ଏବଂ ଓଡ଼ିଶାର ବୟନ ଶିଳ୍ପକୁ ପ୍ରମୁଖ ସ୍ଥାନ ଦେବା ଲକ୍ଷ୍ୟରେ ବୁଧବାର…

ବିଓଆଇର ୧୧୭ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୮।୯: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ର ୧୧୭ ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ସ୍ଥାନୀୟ କେନ୍ଦ୍ରୀୟ ବିଦ୍ୟାଳୟ-୬ ରେ ଏକ ବକ୍ତୃତା ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ଅବସରରେ…

ଓଡ଼ିଶା ବଜାରରେ କନ୍‌ଷ୍ଟ୍ରକ୍ସନ ଲିଡର ‘ସାନି’

ଭୁବନେଶ୍ୱର,୮।୯ : ଅନ୍ତଃରାଷ୍ଟ୍ରୀୟ ବଜାରରେ ବେଶ୍‌ ଜଣାଶୁଣା ତଥା କନ୍‌ଷ୍ଟ୍ରକ୍ସନ ଲିଡର ଭାବେ ପରିଚିତ ସାନି ବର୍ତ୍ତମାନ ଓଡ଼ିଶା ବଜାରରେ ପ୍ରବେଶ କରିଛି। ଏପରିକି ସାନି ହେଭି ଇଣ୍ଡଷ୍ଟ୍ରି ଲିମିଟେଡ୍‌ ପକ୍ଷରୁ ବୁଧବାର ସ୍ଥାନୀୟ ପଳାଶୁଣୀଠାରେ ତା’ର ଶାଖା କାର୍ଯ୍ୟାଳୟ ସହ…

୨.୫ କୋଟିର ଋଣ ମଞ୍ଜୁର କଲା ୟୁବିଓଆଇ

ଭୁବନେଶ୍ୱର,୮।୯: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ)ର ବାଲୁଗଁା ଶାଖା ନବୀକରଣ ପରିସର ସହ ୟୁନିୟନ ଗୋଲ୍ଡ ଲୋନ୍‌ ପଏଣ୍ଟ ଏବଂ ଏଟିଏମ୍‌ ଲବି ଆଦିର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ ରମାକାନ୍ତ ପ୍ରଧାନ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?