ବାଣିଜ୍ୟ

ତେଲ ଦର ବୃଦ୍ଧିରୁ ମିଳିବନି ଆଶ୍ୱସ୍ତ

ନୂଆଦିଲ୍ଲୀ, ୧୭ା୮ କରୋନା କାଳରେ ତେଲ ଦର ଶତକ ପାର କରିବାରୁ ଖାଉଟିଙ୍କ ଚିନ୍ତା ବଢ଼ିଯାଇଛି। ଲୋକମାନେ ବର୍ତ୍ତମାନ ବିଭିନ୍ନ ସମସ୍ୟା ସାମ୍ନା କରୁଥିବା ବେଳେ ପେଟ୍ରୋଲ,ଡିଜେଲ ଦର ମାତ୍ରାଧିକ ବୃଦ୍ଧି ଲୋକଙ୍କ ଲାଗି ବୋଝ ଉପରେ ନଳିତାବିଡ଼ା ସଦୃଶ ହୋଇଛି।...

କମୁନି ଦର, ଖାଲି ହେଉଛି ପକେଟ

ନୂଆଦିଲ୍ଲୀ,୧୫।୮:  ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ଗତ କିଛିମାସ ହେଲା କ୍ରମାଗତ ହ୍ରାସ ପାଇଚାଲିଛି। ହେଲେ ତା’ର ପ୍ରଭାବ ଭାରତ ବଜାରରେ ଦେଖିବାକୁ ମିଳୁନାହିଁ। ଯାହାକୁ ନେଇ ସବୁ ବର୍ଗର ଖାଉଟି ସରକାରଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି। କରୋନା...

ପୁରୀ ଓ ରାଉରକେଲା ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍‌

ରାଉରକେଲା ଏବଂ ପୁରୀ ମଧ୍ୟରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରାଇବା ପାଇଁ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରାଉରକେଲାଠାରୁ ଏହି ଟ୍ରେନ୍‌ ଅଗଷ୍ଟ ୨୪ରୁ ଛାଡି ପୁରୀ ଅଭିମୁଖେ ଯାତ୍ରା କରିବ। ସେହିଭଳି ପୁରୀରୁ ଅଗଷ୍ଟ ୨୫ରେ ଛାଡି...

ସ୍ବାଧୀନତା ଦିବସରେ ଲଞ୍ଚ୍‌ କରିବ ଓଲା ସ୍କୁଟର, ଭିଡିଓ ଶେୟାର କରି ଏମିତି କହିଲେ କମ୍ପାନୀ ସିଇଓ

ନୂଆଦିଲ୍ଲୀ,୧୪ା୮: ଓଲା ଇଲେକ୍ଟ୍ରିକ୍‌ କମ୍ପାନୀ ୧୫ ଅଗଷ୍ଟରେ ନିଜର ଇଲେକ୍ଟ୍ରିକ୍‌ ସ୍କୁଟର ଲଞ୍ଚ୍‌ କରିବ। ଲଞ୍ଚ୍‌ ପୂର୍ବରୁ କମ୍ପାନୀର ସିଇଓ ଭବିଶ ଅଗ୍ରଓ୍ବାଲ ଏକ ଭିଡିଓ ଶେୟାର କରିଛନ୍ତି। ଯାହା ଏବେ ଭାଇରାଲ ହେଉଛି। Scooters are coming on...

‘ରେଟ୍ରୋ ଟିକସ ଉଚ୍ଛେଦ ନିବେଶକଙ୍କ ପାଇଁ ଲାଭକାରୀ’

ନୂଆଦିଲ୍ଲୀ,୧୨।୮: ସରକାର ଏବଂ ଶିଳ୍ପଜଗତ ମଧ୍ୟରେ ଉତ୍ତମ ସହଯୋଗ ଦେଶବାସୀ ବର୍ତ୍ତମାନ ଦେଖିବାକୁ ପାଉଛନ୍ତି। ମହାମାରୀ ସମୟରେ ଶିଳ୍ପଜଗତ ଆଗେଇ ଆସିବା ସହ ମାସ୍କଠାରୁ ମେଡିକାଲ ଅକ୍ସିଜେନ ଯୋଗାଣ ଦ୍ୱାରା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଟିକସ ରାଜସ୍ବ ବଢ଼ିବ

ନୂଆଦିଲ୍ଲୀ,୧୨।୮:  ଚଳିତ ଆର୍ଥତ୍କ ବର୍ଷରେ ଟିକସ ରାଜସ୍ବ ଆଶାତୀତ ବୃଦ୍ଧି ହୋଇପାରେ। କର୍ପୋରେଟ କ୍ଷେତ୍ରର ପର୍‌ଫର୍‌ମାନ୍ସ ଆଶାଠାରୁ ଉନ୍ନତ ରହିଥିବାରୁ ସରକାରଙ୍କ ଟିକସ ସଂଗ୍ରହ ଉନ୍ନତ ହେବା ନେଇ ଆଶା ରହିଥିବା ରାଜସ୍ବ ସଚିବ ତରୁନ ବଜାଜ ବୁଧବାର କହିଛନ୍ତି।...

ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଏଲ୍‌ଆଇସି ଲିଷ୍ଟିଂ

ନୂଆଦିଲ୍ଲୀ,୧୨।୮: ରାଷ୍ଟ୍ରାୟତ୍ତ ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)କୁ ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ପୁଞ୍ଜିବଜାରରେ ଲିଷ୍ଟିଂ ବା ସୂଚୀଭୁକ୍ତ କରାଇବା ଲାଗି ସରକାର ଯୋଜନା ରଖିଛନ୍ତି। ରାଷ୍ଟ୍ରାୟତ୍ତ କମ୍ପାନୀଗୁଡ଼ିକରୁ ୫୦ ହଜାର କୋଟି ଟଙ୍କାର ଡିଭିଡେଣ୍ଡ ଆଦାୟ କରିବାକୁ...

୬ ଲକ୍ଷ କୋଟିର ଆସେଟ ମନିଟାଇଜେଶନ ଯୋଜନା

ନୂଆଦିଲ୍ଲୀ,୧୨।୮: ସରକାର ବର୍ତ୍ତମାନ ୬ଲକ୍ଷ କୋଟି ଟଙ୍କାର ଆସେଟ ମନିଟାଇଜେଶନ ଯୋଜନା ଉପରେ କାମ କରୁଛନ୍ତି। ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ, ନ୍ୟାଶନାଲ ହାଇଓ୍ବେ ଭଳି ବିଭିନ୍ନ ସମ୍ପତ୍ତି ଏହା ମଧ୍ୟରେ ସାମିଲ ରହିଥିବା ନିବେଶ ଏବଂ ରାଷ୍ଟ୍ରାୟତ୍ତ...

ମିସ୍‌ କଲ୍‌ରେ ମିଳିବ ଗ୍ୟାସ୍‌ ସଂଯୋଗ, ଆଇଓସି କଲା ଘୋଷଣା…

ନୂଆଦିଲ୍ଲୀ,୧୦।୮: ବର୍ତ୍ତମାନ ନୂଆ ଏଲ୍‌ପିଜି ବ୍ୟାସ୍‌ ସଂଯୋଗ ପାଇବାକୁ କୌଣସି କମ୍ପାନୀର ବିତରକଙ୍କ କାର୍ଯ୍ୟାଳୟକୁ ଯିବାକୁ ପଡିବ ନାହିଁ। ଏଲ୍‌ପିଜି ବ୍ୟାସ୍‌ ସଂଯୋଗ ଚାହୁଁଥିଲେ କେବଳ ଗୋଟିଏ ମିସ କଲ କରିବାକୁ ପଡିବ। ବର୍ତ୍ତମାନ ଏହି ସୁବିଧା କେବଳ ଭାରତୀୟ...

ଭଡ଼ା ବୃଦ୍ଧି: ବଢ଼ୁଛି ଅସନ୍ତୋଷ

ନୂଆଦିଲ୍ଲୀ, ୯।୮:  କରୋନା କଟକଣା ଧୀରେ ଧୀରେ କୋହଳ ହେଉଥିବା ବେଳେ ବର୍ତ୍ତମାନ ବିମାନ ଯାତ୍ରା ନେଇ ଚାହିଦା ବଢ଼ିଛି। ବିଦେଶକୁ ବିମାନ ସେବା ଯୋଗାଣ କରୁଥିବା ଏୟାରଲାଇନ୍ସଗୁଡ଼ିକ ହାରାହାରି ଇକୋନୋମି କ୍ଲାସ ଲାଗି ପ୍ରମୁଖ ରୁଟ୍‌ଗୁଡିକରେ ଭଡ଼ାକୁ ଅହେତୁକ ଭାବେ...

ଅଭିଯୋଗ ଦାଖଲ ପାଇଁ ଆୟକର ବିଭାଗର ୩ ମେଲ୍‌

ନୂଆଦିଲ୍ଲୀ, ୯।୮: ଆୟକର ବିଭାଗ ପକ୍ଷରୁ ଫେସ୍‌ଲେସ୍‌ ଆସେସ୍‌ମେଣ୍ଟ ସ୍କିମ ଅଧିନରେ ଅଭିଯୋଗ ଦାଖଲ ପାଇଁ ୩ଟି ଇମେଲ ଠିକଣା ଜାରି କରାଯାଇଛି। ଏହି ମେଲ୍‌ ଆଇଡିଗୁଡିକ ମଧ୍ୟରେ ଫେସଲେସ ମୂଲ୍ୟାୟନ ପାଇଁ Samadhan.faceless.assessment@incometax.gov.in, ଫେସଲେସ ପେନାଲ୍ଟି ପାଇଁ samadhan.faceless.penalty@incometax.gov.in,...

ଆପଣଙ୍କର ଅଛି କି ଗ୍ୟାସ୍‌ କନେକ୍ସନ୍‌, ମିଳିବ ଏସବୁ ସୁବିଧା…

ନୂଆଦିଲ୍ଲୀ,୭।୮: ପୂର୍ବରୁ ଏଲ୍‌ପିଜି ସଂଯୋଗ ପାଇବା ଏକ ସମୟରେ କଷ୍ଟସାଧ୍ୟ ଥିଲା। କିନ୍ତୁ ବର୍ତ୍ତମାନ ଏହା ସହଜ ହୋଇଯାଇଛି। ଯଦି ଆପଣଙ୍କ ପାଖରେ ପୂର୍ବରୁ ଏକ ଗ୍ୟାସ କନେକ୍ସନ ଅଛି, ତେବେ ଆପଣ ସେହି ଆଧାରରେ ଅନ୍ୟ ଏକ କନେକ୍ସନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri