ବାଣିଜ୍ୟ

ସିଆଇଆଇ ଦ୍ୱାରା ଟାଟା ଷ୍ଟିଲ୍‌ ମାଇନିଂ ପୁରସ୍କୃତ

ଭୁବନେଶ୍ୱର,୨୯।୮: ଦେଶର ପ୍ରମୁଖ ଘରୋଇ କମ୍ପାନୀ ‘ଟାଟା ଷ୍ଟିଲ ମାଇନିଂ ଲିମିଟେଡ଼’ର ଓଡ଼ିଶାର ଗଞ୍ଜାମ ଓ ଯାଜପୁର ଜିଲାରେ ଯଥାକ୍ରମେ ଅବସ୍ଥିତ, ଗୋପାଳପୁର ଫେରୋକ୍ରୋମ କାରଖାନା ଏବଂ ସୁକିନ୍ଦା କ୍ରୋମାଇଟ ଖଣିକୁ ଭୁବନେଶ୍ୱରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସମ୍ମାନିତ କରାଯାଇଛି।…

ସେନ୍‌କୋର ନୂଆ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୨୯।୮: ପୂର୍ବ ଭାରତର ସର୍ବବୃହତ ସଂଗଠିତ ଗହଣା ରିଟେଲର ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍‌ସ ପକ୍ଷରୁ ଅନ୍‌ଲାଇନ୍‌ ସୁନା କାରବାର ପ୍ଲାଟ୍‌ଫର୍ମ ଡିଜି ଗୋଲ୍ଡ ପାଇଁ ସୌରଭ ଗାଙ୍ଗୁଲିଙ୍କୁ ନେଇ ପ୍ରସ୍ତୁତ କରାଯାଇଥିବା ନୂଆ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି…

ଏସ୍‌ବିଆଇ ଜେନେରାଲ ଇନ୍‌ସ୍ୟୁରାନ୍ସ ପକ୍ଷରୁ ସହାୟତା ଘୋଷଣା

ନୂଆଦିଲ୍ଲୀ,୨୯।୮: ଓଡ଼ିଶାର ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର ଏବଂ ଭଦ୍ରକର ବିଭିନ୍ନ ଅଞ୍ଚଳରେ ବନ୍ୟା ଓ ପ୍ରବଳ ବର୍ଷାରେ ପୀଡ଼ିତ ଗ୍ରାହକଙ୍କୁ ସହାୟତା କରିବା ପାଇଁ ଏସବିଆଇ ଜେନେରାଲ ଇନସ୍ୟୁରାନ୍ସ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ଏପରିକି ପ୍ରବଳ ବର୍ଷା ଯୋଗୁ…

ସୋଚ୍‌ର ୧୫୦ତମ ଷ୍ଟୋର୍‌ ଉଦ୍‌ଘାଟିତ

ନୂଆଦିଲ୍ଲୀ,୨୯।୮: ଦେଶର ପ୍ରମୁଖ ଏଥ୍‌ନିକ୍‌ ୱିୟର୍‌ ଫ୍ୟାଶନ ପ୍ରତିଷ୍ଠାନ ସୋଚ୍‌ର ୧୫୦ତମ ଷ୍ଟୋର ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ସୋଚ୍‌ର କାର୍ଯ୍ୟକାରୀ ନିର୍ଦ୍ଦେଶକ ଓ ସିଇଓ ବିନୟ ଚଟ୍‌ଲାନି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ।…

‘ପ୍ରତି ଜିଲାରେ ହେବ ଏମ୍‌ଏସ୍‌ଏମ୍‌ଇ ପାର୍କ’

ଭୁବନେଶ୍ୱର,୨୯।୮: ରାଜ୍ୟରେ ଲଘୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗୀ (ଏମ୍‌ଏସ୍‌ଏମ୍‌ଇ) ସ୍ଥାପନ ନିମନ୍ତେ ଥିବା ଭିତ୍ତିଭୂମିକୁ ଆଧାର କରି ଓଡ଼ିଶା ସରକାର ପ୍ରତି ଜିଲାରେ ଏମ୍‌ଏସ୍‌ଏମ୍‌ଇ ପ୍ରତିଷ୍ଠା କରିବାକୁ ଯାଉଛନ୍ତି ବୋଲି ପ୍ରୋପ୍ୟାକ ଓଡ଼ିଶା-୨୦୨୨ର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇ ଓଡ଼ିଶା ସରକାରଙ୍କ…

ଦୁବାଇର ସବୁଠାରୁ ଦାମୀ ଘର କିଣିଲେ ମୁକେଶ ଅମ୍ବାନୀଙ୍କ ସାନ ପୁଅ

ନୂଆଦିଲ୍ଳୀ,୨୮।୮: ଦୁବାଇର ସବୁଠାରୁ ଦାମୀ ଘର କିଣିଛନ୍ତି ରିଲାଏନ୍ସ ଗ୍ରୁପ୍‌ର ମାଲିକ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ। ସମୁଦ୍ରକୂଳରେ ଏହି ଘର ରହିଥିବାବେଳେ ଏହାକୁ ୮୦ ମିଲିୟନ୍‌ ଡଲାର ବିନିମୟରେ କିଣାଯାଇଛି। ଦୁବାଇର ପାଲ୍ମ ଜୁମେରାହରେ ଏହି ପ୍ରପର୍ଟି…

ଫାଷ୍ଟ ବିଲ୍ଡକୁ ଅଧିଗ୍ରହଣ କଲା ଏଚ୍‌ଆଇଏଲ୍‌

ଭୁବନେଶ୍ୱର,୨୭ା୮: ସି.କେ. ବିର୍ଲା ଗ୍ରୁପ୍‌ର ନିର୍ମାଣ ସାମଗ୍ରୀ ସମାଧାନ ସଂସ୍ଥା ‘ଏଚ୍‌ଆଇଏଲ୍‌’ ଲିମିଟେଡ୍‌ ନିକଟରେ କଟକର ଫାଷ୍ଟ ବିଲ୍ଡ ବ୍ଲକ୍‌ ପିଭିଟି ଲିମିଟେଡ୍‌କୁ ଅଧିଗ୍ରହଣ କରିଥିବା ସମ୍ପର୍କରେ ଘୋଷଣା କରିଛି। ବିଶେଷକରି କମ୍ପାନୀର ସମ୍ପ୍ରସାରଣ ରଣନୀତିର ଏକ ଅଂଶ ଭାବେ ଏହି…

୭.୪% ବଢ଼ିବ ଭାରତୀୟ ଅର୍ଥନୀତି

ନୂଆଦିଲ୍ଲୀ,୨୭ା୮: ବର୍ତ୍ତମାନର ପରିସ୍ଥିତିକୁ ନେଇ ଉଭୟ ସରକାର ଓ ସାଧାରଣ ଜନତା ଚାପରେ ଥିବା ବେଳେ ଶୁକ୍ରବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ୭.୪% ହାରରେ ଭାରତୀୟ ଅର୍ଥନୀତି ବୃଦ୍ଧି ପାଇବ। ଭାରତର ଦରଦାମ ବୃଦ୍ଧି…

ବିଓବି ପକ୍ଷରୁ ହିନ୍ଦୀ କବିତାପାଠ ପ୍ରତିଯୋଗିତା

ଭୁବନେଶ୍ୱର,୨୭ା୮: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ସ୍ଥାନୀୟ କସ୍ତୁରବା ଶିକ୍ଷା ଆଶ୍ରମ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରମାନଙ୍କ ନିମନ୍ତେ ହିନ୍ଦୀ କବିତା ପାଠ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଉକ୍ତ ପ୍ରତିଯୋଗିତାରେ ନବମ ଶ୍ରେଣୀର ଛାତ୍ରୀଛାତ୍ରମାନେ ଭାଗନେଇଥିଲେ। ସେହିଭଳି ଉକ୍ତ…

କଳିଙ୍ଗ ହସ୍ପିଟାଲରେ ଡା. ବି.ଏସ୍‌. ଦାସ ନ୍ୟୁରୋ ସାଇନ୍‌ସେସ୍‌ ସେଣ୍ଟର

ଭୁବନେଶ୍ୱର,୨୭ା୮: ରାଜ୍ୟର ପ୍ରମୁଖ ଘରୋଇ ମେଡିକାଲ ‘କଳିଙ୍ଗ ହସ୍ପିଟାଲ’ ପରିସରରେ ଗୁରୁବାର ବିଶିଷ୍ଟ ସ୍ନାୟୁ ଶଲ୍ୟ ଚିକିତ୍ସା ବିଶେଷଜ୍ଞ ପ୍ରଫେସର ଡା. ଭବାନୀ ଶଙ୍କର ଦାସ (ବି.ଏସ୍‌.ଦାସ)ଙ୍କ ନାମରେ ଏକ ସର୍ବବୃହତ୍‌ ନ୍ୟୁରୋ ସାଇନ୍‌ସେସ୍‌ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ…

ପିଏଲ୍‌ଏସି ବୈଠକ କରିବାକୁ ରାଷ୍ଟ୍ରାୟତ୍ତ ଉଦ୍ୟୋଗଙ୍କୁ ଆହ୍ବାନ

ଭୁବନେଶ୍ୱର,୨୭ା୮: ସ୍ଥାନୀୟ ଉଦ୍ୟୋଗୀଙ୍କ ପାଇଁ ସାମଗ୍ରୀ ବରାଦ ଗ୍ରହଣ ପ୍ରକ୍ରିୟାକୁ ସରଳ କରିବା ନିମନ୍ତେ ନିୟମିତ ବ୍ୟବଧାନରେ କାରଖାନା ସ୍ତରୀୟ ଉପଦେଷ୍ଟା ବୈଠକ (ପିଏଲ୍‌ଏସି) ଆୟୋଜନ କରିବାକୁ ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକୁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରୀୟ ଏମ୍‌ଏସ୍‌ଏମ୍‌ଇ ଡିଏଫ୍‌ଓ ପି.କେ.…

ଏଆଇଏଫ୍‌ଏଫ୍‌ ସଭାପତି ପାଇଁ ଭୂତିଆଙ୍କ ନାମାଙ୍କନ

ନୂଆଦିଲ୍ଲୀ,୨୬ା୮(ପି.ଟି):ସର୍ବଭାରତୀୟ ଫୁଟବଲ ସଂଘ (ଏଆଇଏଫ୍‌ଏଫ୍‌)ର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବାଇଚୁଙ୍ଗ ଭୂତିଆ। ଭାରତୀୟ ଫୁଟବଲ କିମ୍ବଦନ୍ତୀ ତଥା ପୂର୍ବତନ ଅଧିନାୟକ ଭୂତିଆ ଗୁରୁବାର ନିଜର ନାମାଙ୍କନ ଦାଖଲ କରିଛନ୍ତି। ୪୫ ବର୍ଷୀୟ ଭୂତିଆଙ୍କ ନାମ ଆନ୍ଧ୍ର ଫୁଟବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?