ବାଣିଜ୍ୟ

ସିଜିୟୁରେ ‘ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ’

ଭୁବନେଶ୍ୱର,୨୬।୭:ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଟାନ ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ) ପରିସରରେ ‘ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ-୨୦୨୨ ସଫ୍ଟୱେର ବର୍ଗର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନାଇଜରର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ…

ଖୋଲିବ ୧୦,୦୦୦ ନୂଆ ଡାକଘର

ନୂଆଦିଲ୍ଲୀ,୨୬।୮:ଚଳିତ ବର୍ଷ ଶେଷ ସୁଦ୍ଧା ଭାରତୀୟ ଡାକ ବିଭାଗ ପକ୍ଷରୁ ଆଉ ୧୦,୦୦୦ ନୂଆ ଡାକଘର ଖୋଲାଯିବ ବୋଲି ବିଭାଗୀୟ ସଚିବ ଅମନ ଶର୍ମା ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସୂଚନା ଦେଇଛନ୍ତି। ବିଭାଗୀୟ ସେବାକୁ ସବୁ ବର୍ଗଙ୍କ ନିକଟରେ ପହଞ୍ଚାଇବାକୁ ଅଧିକ…

ସୋଆରେ ଗାଜରଘାସ ନିରାକରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୨୬।୮:ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଏଗ୍ରିକ୍‌ଲଚରାଲ ସାଇନ୍ସସେସ୍‌ (ଆଇଏଏସ୍‌)ରେ ଗାଜରଘାସ ନିରାକରଣ ସଚେତନତା ସପ୍ତାହ ଉପଲକ୍ଷେ ଏକ ପ୍ରଶ୍ନୋତ୍ତର ଏବଂ ପ୍ରବନ୍ଧ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର…

ହରେକୃଷ୍ଣ ରେଷ୍ଟୁରାଣ୍ଟର ଶୁଭାରମ୍ଭ

ଭୁବନେଶ୍ୱର,୨୬।୮:ସ୍ମାର୍ଟ ସିଟି ଭୁବନେଶ୍ୱରକୁ ପ୍ରତିଦିନ ହଜାର ହଜାର ଲୋକ ବିଭିନ୍ନ କାମରେ ଆସୁଛନ୍ତି। ହେଲେ ସ୍ମାର୍ଟ ସିଟିରେ ସୁଷମ, ସ୍ବାସ୍ଥ୍ୟକର ଏବଂ ସ୍ବାଦିଷ୍ଟ ନିରାମିଷ ଭୋଜନ ମିଳିବା କଷ୍ଟକର ହୋଇପଡ଼ିଥାଏ। ଏହାକୁ ନଜରରେ ରଖି ଭୁବନେଶ୍ୱରର ପ୍ରମୁଖ ନିରାମିଷ ହୋଟେଲ ହରେକୃଷ୍ଣ…

ହୋଣ୍ଡାର ନୂଆ ସାଇନ୍‌ ସେଲିବ୍ରେସନ୍‌ ଏଡିଶନ

ନୂଆଦିଲ୍ଲୀ,୨୬।୮:ହୋଣ୍ଡା ମୋଟରସାଇକଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ଏମ୍‌ଏସ୍‌ଆଇଏଲ୍‌)ର ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂଆ ସାଇନ୍‌ ସେଲିବ୍ରେସନ୍‌ ଏଡିଶନକୁ ନିକଟରେ ଉନ୍ମୋଚନ କରାଯାଇଛି। କମ୍ପାନୀର ଉକ୍ତ ମଡେଲ ଉନ୍ମୋଚନ ହେବା ପରଠାରୁ ନିଜର ଅତୁଳନୀୟ ମାନ ଓ ପ୍ରଦର୍ଶନ ପାଇଁ ୧୨୫…

ବିଏସ୍‌ସିଏଲ୍‌ ନିର୍ଦ୍ଦେଶକଙ୍କୁ ଭେଟିଲେ ଜର୍ମାନୀ କନ୍‌ସୁଲେଟ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଜର୍ମାନୀ କନ୍‌ସୁଲେଟ୍‌ ଜେନେରାଲ୍‌ ମନଫ୍ରେଡ୍‌ ଆଷ୍ଟର ବୁଧବାର ବିଏସ୍‌ସିଏଲ୍‌ର ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ସିଂଙ୍କୁ ଭେଟିଛନ୍ତି। ଭୁବନେଶ୍ୱର ସ୍ମାର୍ଟ ସିଟି ଏବଂ ଓଡ଼ିଶା ସରକାରଙ୍କ ସହିତ ଜର୍ମାନୀର ସମ୍ଭାବ୍ୟ ସହଯୋଗ ଓ ସହଭାଗିତା ଉପରେ ସେ…

ଜାତୀୟ ରାଜପଥରୁ ହଟିବ ଟୋଲ୍‌ ପ୍ଲାଜା

ନୂଆଦିଲ୍ଲୀ,୨୫।୮: ଭାରତର ସମସ୍ତ ଜାତୀୟ ରାଜପଥ (ଏନ୍‌ଏଚ୍‌) ରୁ ଟୋଲ୍‌ ପ୍ଲାଜା ହଟାଇବାକୁ କେନ୍ଦ୍ର ସରକାର ବ୍ୟାପକ ଯୋଜନା କରିଛନ୍ତି। ଏପରିକି ଟୋଲ୍‌ ପ୍ଲାଜା ବଦଳରେ ଅଟୋମେଟିକ ନମ୍ବର ପ୍ଲେଟ୍‌ ରିଡର (ଏନ୍‌ପିଆର୍‌) କ୍ୟାମେରା ଏନ୍‌ଏଚ୍‌ର ବିଭିନ୍ନ ସ୍ଥାନରେ ଲଗାଯିବ। ଉକ୍ତ…

ସିଫା ସହ ସୋଆର ବୁଝାମଣା ସ୍ବାକ୍ଷରିତ

ଭୁବନେଶ୍ୱର,୨୫।୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇସିଏଆର୍‌-ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଫ୍ରେଶ୍‌ୱାଟର ଆକ୍ୱାକଲଚର (ସିଫା) ମଧ୍ୟରେ ବିଭିନ୍ନ ବିଷୟରେ ଶିକ୍ଷା ପ୍ରଦାନ ଓ ଗବେଷଣା ନିମନ୍ତେ ବୁଧବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ହର୍ବାଲ ବାୟୋମେଡିସିନ୍ସ, ନାନୋଟେକ୍ନୋଲୋଜି, ମେରାଇନ୍‌…

ପ୍ରମୋଦ ଭଗତ ପାଇବେ ଭାରତ ଗୌରବ ସମ୍ମାନ

କଟକ ଅଫିସ,୨୫ା୮: ଚଳିତ ଗଣେଶ ପୂଜା ଅବସରରେ ଜୟ ଭାରତ ଫାଉଣ୍ଡେଶନର ୨୩ତମ ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ପାଇଁ ସୁନାମ ଆଣିଥିବା ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏ ନେଇ ବୁଧବାର…

ଜେକେ ଟାୟାରର ନୂତନ ଟ୍ରକ୍‌ ହୁଇଲ୍‌ ସେଣ୍ଟର

ଚୌଦ୍ୱାର,୨୫ା୮(ଡି.ଏନ୍‌.ଏ): ଦେଶର ପ୍ରମୁଖ ଟାୟାର ଉତ୍ପାଦକ ଜେକେ ଟାୟାର ଓ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ପକ୍ଷରୁ ସ୍ଥାନୀୟ କଜଳକଣା ଗଡ଼ା ନିକଟରେ ଜେକେ ଟାୟାରର ନୂତନ ଟ୍ରକ୍‌ ହୁଇଲ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ପୂର୍ବ ଭାରତରେ କମ୍ପାନୀର ଟ୍ରକ୍‌ ହୁଇଲ ନେଟ୍‌ୱର୍କ ସଂଖ୍ୟା…

ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ଫିକି ପ୍ରତିନିଧି ଦଳ

ଲକ୍ଷ୍ନୌ, ୨୫।୮: ଫିକିର ସଭାପତି ସଞ୍ଜୀବ ମେହେଟ୍ଟା ଏବଂ ବରିଷ୍ଠ ଉପସଭାପତି ଶୁଭ୍ରକାନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ନିକଟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଲକ୍ଷ୍ନୌରେ ଭେଟିଥିଲେ। ଏପରିକି ଭାରତର ବୃହତ୍ତମ ରାଜ୍ୟର ଅପାର ସମ୍ଭାବନାକୁ ଆଲୋକିତ କରିବା…

ବିଓବି ପକ୍ଷରୁ ବରୋଦା ତ୍ରିରଙ୍ଗା ଜମା ଯୋଜନା

ଭୁବନେଶ୍ୱର,୨୫।୮: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ଉଚ୍ଚ ସୁଧ ହାର ପ୍ରଦାନ କରୁଥିବା ଏକ ସ୍ବତନ୍ତ୍ର ସ୍ଥିର ଜମା ଉତ୍ପାଦ ‘ବରୋଦା ତ୍ରିରଙ୍ଗା ଜମା ଯୋଜନା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବରୋଦା ତିରଙ୍ଗା ଜମା ୨ଟି ଅବଧିରେ ଉପଲବ୍ଧ ଯଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?