ବାଣିଜ୍ୟ

ୟୁବିଓଆଇ ପକ୍ଷରୁ ଦେଶ ବିଭାଜନ ସ୍ମରଣ ଦିବସ

ଭୁବନେଶ୍ୱର,୧୮।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ମହୋତ୍ସବ ଅବସରରେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ଏକ ୫ ଦିନିଆ ଦେଶ ବିଭାଜନ ସ୍ମରଣ ଦିବସ ସାରା ଦେଶରେ…

ପରିବର୍ତ୍ତନ ହୋଇପାରେ ଜିଏସ୍‌ଟି ହାର

ନୂଆଦିଲ୍ଲୀ,୧୮।୮: ଦେଶର ଅର୍ଥନୀତିକୁ ସବଳ କରିବା ସହ ଟିକସ ଆଦାୟ କ୍ଷେତ୍ରରେ ରହିଥିବା କିଛି କାର୍ଯ୍ୟକୁ ଶେଷ କରିବା ପାଇଁ ନିକଟରେ ଶେଷ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଏଭଳି କିଛି ବିଷୟ ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ସେହିଭଳି ପ୍ରଧାନମନ୍ତ୍ରୀଙ୍କ…

ବିଓବି ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ସ୍ବାଧୀନତା ଦିବସ

ଭୁବନେଶ୍ୱର,୧୮।୮: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ୭୬ ତମ ସ୍ବାଧୀନତା ଦିବସ ବ୍ୟାଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପାଟଣା ଜୋନ୍‌ ଅନ୍ତର୍ଗତ ନେଟ୍‌ୱର୍କ-୧ର ଉପମହାପ୍ରବନ୍ଧକ ଡ. ଆର୍‌.କେ.ମହାନ୍ତି ପତାକା ଉତ୍ତୋଳନ କରିଥିଲେ। ଆମର…

ଟିଏସ୍‌ଜି ଗୁରୁକୁଳରେ ପତାକା ଉତ୍ତୋଳନ

ଭୁବନେଶ୍ୱର,୧୮।୮: ରାଜ୍ୟ ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଟାଇମ୍ସ ସ୍କଲାର୍ସ ଗୁରୁକୁଳ ପରିସରରେ ୭୬ ତମ ସ୍ବାଧୀନତା ଦିବସ ଧୁମଧାମରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଶିଷ୍ଟ ସାମାଜିକ କର୍ମୀ ଶାନ୍ତିଲତା ଦେବୀ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଅନୁଷ୍ଠାନର ଅଧ୍ୟକ୍ଷ…

ୟୁକୋ ବ୍ୟାଙ୍କର ଋଣ ଜମା ଅନୁପାତ ବୃଦ୍ଧି

ଭୁବନେଶ୍ୱର,୧୮।୮: ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ନିକଟରେ ଭୁବନେଶ୍ୱର ଗସ୍ତରେ ଆସିଥିଲେ। ତାଙ୍କର ଗସ୍ତ ସମୟରେ ସେ ବ୍ୟାଙ୍କର ବଛା ବଛା ଶାଖାର କାର୍ଯ୍ୟଦକ୍ଷତା ସମୀକ୍ଷା କରିଥିଲେ। ସେହିଭଳି ପ୍ରସାଦ ମୁଖ୍ୟମନ୍ତ୍ରୀ…

ଆତିଥ୍ୟ, ଆନୁଷଙ୍ଗିକ କ୍ଷେତ୍ରକୁ ମିଳିବ ପ୍ରୋତ୍ସାହନ

ନୂଆଦିଲ୍ଲୀ,୧୮।୮ (ପିଆଇବି): ଦେଶର ଅର୍ଥନୀତିକୁ ସବଳ କରିବା ପାଇଁ ପ୍ରମୁଖ କ୍ଷେତ୍ର ପ୍ରତି ସରକାର ବିଶେଷ ଦୃଷ୍ଟିଦେବା ସହ ଆବଶ୍ୟକ ସହଯୋଗ ଓ ସହାୟତା ଯୋଗାଇଦେବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଛି। କାରଣ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର…

କୃଷିଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି

ନୂଆଦିଲ୍ଲୀ,୧୮।୮(ପିଆଇବି): ଦେଶର ସମସ୍ତ ଚାଷୀଙ୍କ ସୁବିଧା ଲାଗି ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବଳ୍ପ ଅବଧିର କୃଷି ଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି କେନ୍ଦ୍ର ସରକାର ଯୋଗାଇ ଦେବେ ବୋଲି…

ଭିଭୋ ଲଞ୍ଚ କଲା ରଙ୍ଗ ବଦଳାଉଥିବା ସ୍ମାର୍ଟଫୋନ୍‌: କଭର୍‌ ଖର୍ଚ୍ଚ ବଞ୍ଚିବ !

ନୂଆଦିଲ୍ଲୀ,୧୭।୮: ଭାରତରେ ବୁଧବାର ମୋବାଇଲ ଫୋନ କମ୍ପାନୀ ଭିଭୋ ନିଜର ‘ଭି୨୫’ ଭ୍ୟାରିଆଣ୍ଟକୁ ଲଞ୍ଚ କରିଛି। ଏହି ସ୍ମାର୍ଟଫୋନ୍‌ରେ ୧୨ଜିବି ପର୍ଯ୍ୟନ୍ତ ରାମ୍‌ ସହ ମିଡିଆ ଟେକ୍‌ ଡାଇମେନ୍‌ସିଟି ୧୩୦୦ ପ୍ରୋସେସର ରହିଛି। ଏହା ଦୁଇଟି ରଙ୍ଗ ବିକଳ୍ପରେ ବଜାର ପ୍ରବେଶ…

ଜୁଲାଇରେ ପାଇକାରୀ ମୁଦ୍ରାସ୍ଫୀତି ୧୩.୯୩%କୁ ହ୍ରାସ

ନୂଆଦିଲ୍ଲୀ,୧୭।୮: ଚଳିତ ବର୍ଷ ଜୁଲାଇ ପାଇଁ ଭାରତର ହୋଲ୍‌ସେଲ ମୁଦ୍ରାସ୍ଫୀତି କ୍ରମାଗତ ଭାବେ ୧୩.୯୩ % କୁ ହ୍ରାସ ପାଇଛି। କାରଣ ଏହି ସମୟରେ ପନିପରିବା, କ୍ଷୀର ଏବଂ ଇନ୍ଧନ ଆଦି ଦର ହ୍ରାସ ଯୋଗୁ ଏଭଳି ହୋଇଥିବା କୁହାଯାଇଛି। କିନ୍ତୁ…

୧୩ ସୁନାଖଣି ବିକିବ କେନ୍ଦ୍ର

ନୂଆଦିଲ୍ଲୀ,୧୫ା୮: କେନ୍ଦ୍ର ସରକାର ଆନ୍ଧ୍ର ପ୍ରଦେଶ ଓ ଉତ୍ତର ପ୍ରଦେଶରେ ଥିବା ୧୩ଟି ସୁନାଖଣି ବିକ୍ରି କରିବା ପାଇଁ ମସୁଧା ଚଳାଇଛନ୍ତି। ଗତ ବର୍ଷ ମାଇନିଂ ଆକ୍ଟ, ୨୦୧୫ରେ ସଂଶୋଧନ ଅଣାଯିବା ପରେ ଏବେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)…

ଜିଓର ନୂତନ ସୁବିଧା ସାଙ୍ଗକୁ ଆକର୍ଷଣୀୟ ଅଫର

ଭୁବନେଶ୍ୱର,୧୫।୮: ସ୍ବାଧୀନତାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ଜିଓର ୩ସ୍ବତନ୍ତ୍ର ଅଭିଯାନ ସହ ସ୍ବାଧୀନତା ଦିବସ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଭାରତୀୟଙ୍କୁ ଜିଓ ଡିଜିଟାଲ ଜୀବନର ନୂତନ ଲାଭ ପ୍ରଦାନ କରିବ। ବିଶେଷକରି ‘ହର୍‌ ଘର୍‌ ତ୍ରିରଙ୍ଗା, ହର୍‌…

ପୂର୍ବତଟ ରେଳପଥ ପକ୍ଷରୁ ବିଭାଜନ ବିଭୀଷିକା ସ୍ମରଣ ଦିବସ

ଭୁବନେଶ୍ୱର,୧୫।୮: ଭାରତର ବିଭାଜନ ସମୟରେ ଲକ୍ଷ ଲକ୍ଷ ଲୋକଙ୍କ ଦୁଃଖକୁ ସାମ୍ନାକୁ ଆଣିବା ପାଇଁ ସମଗ୍ର ଦେଶ ଚଳିତ ବର୍ଷ ଅଗଷ୍ଟ ୧୪ରେ ଦେଶ ବିଭାଜନ ସମୟର ବିଭୀଷିକାକୁ ସ୍ମରଣ ଦିବସ ଭାବେ ପାଳନ କରୁଛି। ଏପରିକି ନରେନ୍ଦ୍ର ମୋଦି ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?