ବାଣିଜ୍ୟ

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ଶୁଭ୍ରକାନ୍ତ

ନୂଆଦିଲ୍ଲୀ,୬।୮: ଫିକି ଇଣ୍ଡିଆର ସିନିୟର ଭାଇସ ପ୍ରେସିଡେଣ୍ଟ ତଥା ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା ଶୁକ୍ରବାର ନୂଆଦିଲ୍ଲୀଠାରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଉକ୍ତ ବୈଠକରେ ଦେଶର ପ୍ରମୁଖ ବ୍ୟବସାୟୀ ଶିଳ୍ପପତି…

ଜୁଲାଇରେ ୪,୪୪୭ ୟୁନିଟ୍‌ ଯାନ ବିକ୍ରି

ନୂଆଦିଲ୍ଲୀ,୬।୮: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ସ୍କୋଡା ଅଟୋ ଇଣ୍ଡିଆ’ ଚଳିତ ବର୍ଷ ଜୁଲାଇରେ ୪,୪୪୭ କାର ବିକ୍ରୟ ସହ ଏହାର ସ୍ଥିର ପ୍ରଦର୍ଶନ ଜାରି ରଖିଛି। ଏପରିକି କମ୍ପାନୀର ପୁଣେ ଏବଂ ଔରଙ୍ଗାବାଦର କାରଖାନା ସହ ଚେକ୍‌ ଅଟୋ ପ୍ରମୁଖ…

ପୁଣି ରୋଷେଇ ଘରେ ମହଙ୍ଗା ମାଡ: ପ୍ରତି ୟୁନିଟ୍‌ ପିଛା ୨.୬୩ ଟଙ୍କା ବଢ଼ିଲା ପିଏନ୍‌ଜି

ନୂଆଦିଲ୍ଲୀ,୫।୮: ଗତ କିଛି ଦିନରୁ ଦେଶରେ ଲଗାତର ଭାବେ ଦରବୃଦ୍ଧି ପାଇବାରେ ଲାଗିଛି। ଯାହା ଲୋକଙ୍କ ନିଦ ହଜାଇ ଦେଇଛି। ଇତିମଧ୍ୟରେ ଦିଲ୍ଲୀବାସୀଙ୍କୁ ପୁଣିଥରେ ଆଉ ଥରେ ମହଙ୍ଗା ମାଡ଼ ପଡ଼ିଛି। ଆଇଜିଏଲ୍‌ ଗ୍ୟାସର ମୂଲ୍ୟ ବୃଦ୍ଧି କରିଛି। ରାଜଧାନୀର ଘରେ…

ବଢିଲା ରେପୋ ରେଟ୍‌: ବଢିବ ଘର ଋଣ ସୁଧ ହାର

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ଙ୍କ ମୂଲ୍ୟ ନିର୍ଦ୍ଧାରଣ କମିଟି ବୈଠକରେ ଆରବିଆଇ ରେପୋ ରେଟ୍‌କୁ ୦.୫୦ ପ୍ରତିଶତ ବୃଦ୍ଧି ଘୋଷଣା କରାଯାଇଛି। ଫଳରେ ରେପୋ ରେଟ୍‌ ୪.୯୦ ପ୍ରତିଶତରୁ ୫.୪୦ ପ୍ରତିଶତକୁ ବୃଦ୍ଧି ପାଇଛି। ଆରବିଆଇର ଏହି ନିଷ୍ପତ୍ତି ପରେ,…

ଯୋଗ-ଆୟୁର୍ବେଦ ଏକ ଜନ ଆନ୍ଦୋଳନ

ନୂଆଦିଲ୍ଲୀ,୫ା୮ ଆଜାଦୀ କି ଅମୃତ ମହୋତ୍ସବ ଅବସରରେ ପତଞ୍ଜଳି ଯୋଗପୀଠର ସାଧାରଣ ସମ୍ପାଦକ ତଥା ପତଞ୍ଜଳି ବିଶ୍ୱବିଦ୍ୟାଳୟର କୁଳପତି ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣାଙ୍କ ୫୦ ତମ ଜନ୍ମଦିବସ ପରିପ୍ରେକ୍ଷୀରେ ସ୍ବର୍ଣ୍ଣ ଜୟନ୍ତୀ ମହୋତ୍ସବ ବା ଜଡ଼ିବୁଟ ଦିବସ ଭାବେ ପାଳନ କରାଯାଇଥିଲା। ଏପରିକି…

ଅଂଶଧନ ବିକ୍ରି କରିବ ସ୍ପାଇସ୍‌ଜେଟ୍‌

ନୂଆଦିଲ୍ଲୀ,୫।୮: ଦେଶର ପ୍ରମୁଖ ଘରୋଇ ବିମାନ କମ୍ପାନୀ ସ୍ପାଇସ୍‌ଜେଟ୍‌ ପାଣ୍ଠି ଯୋଗାଡ଼ କରିବା ଲାଗି ନିଜର ଅଂଶଧନ ବିକ୍ରି କରିବା ସମ୍ପର୍କରେ ବିଚାର କରୁଛି। ଏପରିକି ବିଭିନ୍ନ କାରଣରୁ କମ୍ପାନୀ ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। କମ୍ପାନୀର ଅଂଶଧନ…

କମିପାରେ ଖାଇବାତେଲ ଦର

ନୂଆଦିଲ୍ଲୀ,୫।୮:ଦୀର୍ଘଦିନର ଦରବୃଦ୍ଧି ପରେ ଗତ ମାସ ବିଭିନ୍ନ ବର୍ଗର ଖାଇବା ତେଲ ଉପରେ ୫ରୁ ୧୦ ଟଙ୍କା ହ୍ରାସ ଘଟିଥିଲା। ଫଳରେ ଖାଉଟି କିଛି ପରିମାଣରେ ଆଶସ୍ତି ଲାଭ କରିଥିଲେ। ଏପରିକି ସାରା ଦେଶ ଆଗକୁ ପାର୍ବଣ ପାଳନ କରିବ। ଏହାକୁ…

ଆସସ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୪।୮: ଆସସ୍‌ ଇଣ୍ଡିଆ, ରିପବିକ୍ଲ ଅଫ୍‌ ଗେମର୍ସ (ରଗ୍‌) ପକ୍ଷରୁ ରଗ୍‌ ଜିଫାଇରସ୍‌ ଡୁଓ୧୬, ଜିଫାଇରସ୍‌ ଜି୧୪ ଓ ଫ୍ଲୋ ଏକ୍ସ୧୬ ସମେତ ପାୱାର ଓ ଅପ୍‌ଗ୍ରେଡେଡ୍‌ ପର୍‌ଫର୍ମାନ୍ସ ସହ ସୁସଜ୍ଜିତ ଜିଫାଇରସ୍‌ ଜି୧୫ ଓ ଫ୍ଲୋ ଏକ୍ସ୧୩ର ନୂଆ ଏଡିଶନର…

ଆଇଡିଏସ୍‌ ପକ୍ଷରୁ ମୁଖ ସ୍ବଚ୍ଛତା ଦିବସ

ଭୁବନେଶ୍ୱର,୪।୮: ବର୍ତ୍ତମାନ ସମୟରେ ମୁଖ ଗହ୍ବର ସ୍ବଚ୍ଛତା ଏବଂ ସୁସ୍ଥତା ବଜାୟ ରଖିବା ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ ସାଇନ୍‌ସେସ୍‌ (ଆଇଡିଏସ୍‌) ପକ୍ଷରୁ ନିକଟରେ ମୁଖ ସ୍ବଚ୍ଛତା ଦିବସ ପାଳିତ ହୋଇଯାଇଛି। ପ୍ରତି…

କିଟ୍‌ ପଲିଟେକ୍ନିକ୍‌ ରାଜ୍ୟରେ ୧ ନମ୍ବର

ଭୁବନେଶ୍ୱର,୪।୮: କ୍ୱାଲିଟି କାଉନ୍‌ସିଲ ଅଫ୍‌ ଇଣ୍ଡିଆ (କ୍ୟୁସିଆଇ)ର ନ୍ୟାଶନାଲ୍‌ ଆକ୍ରିଡିଟେସନ୍‌ ବୋର୍ଡ ଫର୍‌ ଏଜୁକେଶନ ଆଣ୍ଡ ଟ୍ରେନିଂ (ନାବେଟ୍‌) ଏବଂ ଷ୍ଟେଟ୍‌ କାଉନସିଲ୍‌ ଫର୍‌ ଟେକ୍ନିକାଲ୍‌ ଏଜୁକେଶନ ଓ ଭୋକେଶନାଲ ଟ୍ରେନିଂ ପକ୍ଷରୁ ୧ମ ଥର ଲାଗି ଓଡ଼ିଶାରେ ଥିବା ସମସ୍ତ…

ହୋଣ୍ଡାର ନୂଆ ଲିମିଟେଡ୍‌ ଏଡିସନ୍‌ ଡିଓ ସ୍ପୋର୍ଟସ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୪।୮: ଦେଶର ପ୍ରମୁଖ ୨ ଚକିଆ ଯାନ ନିର୍ମାତା ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ନ୍ୟୁ ଡିଓ ସ୍ପୋର୍ଟସ୍‌ର ଶୁଭାରମ୍ଭ କରାଯାଇଛି। ଏହା ସୀମିତ ସମୟ ପାଇଁ ଉପଲବ୍ଧ ହେବ ବୋଲି କମ୍ପାନୀ ପକ୍ଷରୁ…

ମିଶନ ଶକ୍ତି ସହ ୟୁକୋ ବ୍ୟାଙ୍କର ଚୁକ୍ତିନାମା

ଭୁବନେଶ୍ୱର,୪।୮: ୟୁକୋ ବ୍ୟାଙ୍କର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ବ୍ୟାଙ୍କର କୋଲକାତାସ୍ଥିତ ମୁଖ୍ୟ କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଇସ୍ରାକ ଅଲ୍ଲୀ ଖାନ୍‌ ନିକଟରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ। ଗସ୍ତ ଅବସରରେ ସେ ବ୍ୟାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?