ରିଲାଏନ୍ସ ଦ୍ୱିତୀୟ ବୃହତ୍ ଅଭିବୃଦ୍ଧିଶୀଳ ରିଟେଲର
ନୂଆଦିଲ୍ଲୀ: ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ରିଟେଲ ଲିମିଟେଡ ବିଶ୍ୱର ଦ୍ୱିତୀୟ ବୃହତ୍ ଅଭିବୃଦ୍ଧିଶୀଳ ରିଟେଲର ଭାବେ ବିବେଚିତ ହୋଇଛି। ଡେଲଏଟ ପକ୍ଷରୁ ପ୍ରକାଶିତ ଏହି ର଼୍ୟାଙ୍କିଙ୍ଗ୍ରେ ଗ୍ଲୋବାଲ ପାଓ୍ବାର ରିଟେଲିଂରେ କମ୍ପାନୀ ୫୩ତମ ସ୍ଥାନରେ ରହିଛି। ଏହା ପୂର୍ବରୁ...
ବିଦେଶୀ ନିବେଶକ ଉଠାଇ ନେଲେ ୫,୯୩୬ କୋଟି
ନୂଆଦିଲ୍ଲୀ: ଦେଶର ପୁଞ୍ଜି ବଜାରରୁ ମେ ପ୍ରଥମ ସପ୍ତାହରେ ବିଦେଶୀ ନିବେଶକମାନେ ୫,୯୩୬ କୋଟି ଟଙ୍କା ଉଠାଇ ନେଇଛନ୍ତି। କୋଭିଡ୍-୧୯ର ଦ୍ୱିତୀୟ ଲହର ଭୟରେ ନିବେଶକମାନେ ଏଭଳି କରିଥିବା ଜଣାପଡିଛି। ଉଲ୍ଲେଖଯୋଗ୍ୟ, କରୋନାର ଦ୍ୱିତୀୟ ଲହର ଯୋଗୁ ଭାରତୀୟ ଅର୍ଥ...
ପଞ୍ଚାୟତକୁ ୮,୯୨୩.୮ କୋଟିର କରୋନା ଅନୁଦାନ…
ନୂଆଦିଲ୍ଲୀ, ୯।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୫ଟି ରାଜ୍ୟର ବିଭିନ୍ନ ଗ୍ରାମ ପଞ୍ଚାୟତକୁ ୮,୯୨୩.୮ କୋଟିର ଅନୁଦାନ ଘୋଷଣା କରିଛନ୍ତି। ଏନେଇ ଅର୍ଥମନ୍ତ୍ରଣାଳୟର ଅର୍ଥ ବିଭାଗ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ଏସମ୍ପର୍କରେ ରବିବାର...
ଏପ୍ରିଲରେ ଔଷଧ ବିକ୍ରି ୫୧% ବୃଦ୍ଧି
ନୂଆଦିଲ୍ଲୀ: କରୋନା ଯୋଗୁ ଦେଶରେ ବିଭିନ୍ନ ବର୍ଗର ଔଷଧ ବିକ୍ରି ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇଛି। ଏପରିକି ଗତବର୍ଷ ଏପ୍ରିଲ ମାସ ତୁଳନାରେ ଚଳିତ ବର୍ଷ ଏପ୍ରିଲରେ ଏହା ପ୍ରାୟ ୫୧% ବୃଦ୍ଧି ପାଇଥିବା ଜଣାପଡ଼ିଛି। ଫଳରେ ମହାମାରୀରୁ ନିଜକୁ ସୁରକ୍ଷିତ...
କରୋନା ଚିକିତ୍ସା ବାବଦକୁ ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗ୍ରହଣ କରିବ ଚିକିତ୍ସାଳୟ
ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀର ୨ୟ ଲହର ଦ୍ରୁତଗତିରେ ବ୍ୟାପିବା ସହ ଶହଶହ ଲୋକ ଏହାଦ୍ୱାରା ସଂକ୍ରମିତ ହୋଇ ବିଭିନ୍ନ ଚିକିତ୍ସାଳୟରେ ଭର୍ତ୍ତି ହେଉଛନ୍ତି। ଏହି ସମୟରେ କେନ୍ଦ୍ର ସରକାରଙ୍କ ନଗଦ କାରବାର କଟକଣା ରୋଗୀର ଚିକିତ୍ସା କ୍ଷେତ୍ରରେ ବାଧକ ସାଜିଛି।...
ଆକାଉଣ୍ଟ ଡିଲିଟ୍ କରିବନି ହ୍ବାଟ୍ସଆପ୍
ନୂଆଦିଲ୍ଲୀ,୮।୫: ହ୍ବାଟ୍ସଆପ୍ ଏହାର ନୂଆ ପ୍ରିଭେସି ନିୟମକୁ ନେଇ କୋହଳ ମନୋଭାବ ପୋଷଣ କରିଛି। ନୂଆ ନିୟମ ନ ମାନିଲେ ବି ବର୍ତ୍ତମାନ ୟୁଜରଙ୍କ ଆକାଉଣ୍ଟ ଡିଲିଟ ହେବ ନାହିଁ। ଏହାଦ୍ୱାରା ୟୁଜରଙ୍କୁ ଏକ ପ୍ରକାର ଆଶ୍ୱସ୍ତି ମିଳିଛି। କମ୍ପାନୀର...
ରିଜର୍ଭ ବ୍ୟାଙ୍କର ବଡ଼ ଘୋଷଣା: ସ୍ବାସ୍ଥ୍ୟ ସୁବିଧା ଲାଗି ୫୦ ହଜାର କୋଟିର ଋଣ…
ନୂଆଦିଲ୍ଲୀ,୫।୫: ଦେଶରେ ଜାରି ରହିଥିବା କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଅର୍ଥବ୍ୟବସ୍ଥା ପ୍ରଭାବିତ ହୋଇଥିବା ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାଶ ବୁଧବାର ଏକ ଗଣମାଧ୍ୟମ ସମ୍ମିଳିନୀରେ ସୂଚନା ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ...
ଜିଏସ୍ଟି ଦାତାଙ୍କୁ ଆଶ୍ୱସ୍ତି
ନୂଆଦିଲ୍ଲୀ: କୋଭିଡ୍ ମହାମାରୀ ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ଜିଏସ୍ଟି ଆଇନ ପରିସର ମଧ୍ୟରେ ଟିକସଦାତାଙ୍କ ପାଇଁ ବିଭିନ୍ନ ରିହାତି ସୁବିଧା ଯୋଗାଇ ଦେଇଛନ୍ତି। ଟିକସଦାତା ଜିଏସ୍ଟି ପଇଠ କ୍ଷେତ୍ରରେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଥିବାରୁ ସରକାର ଏଭଳି ପଦକ୍ଷେପ ଗ୍ରହଣ...
୯, ୬୫୯ କୋଟି ଉଠାଇ ନେଲେ ବିଦେଶୀ ନିବେଶକ
ନୂଆଦିଲ୍ଲୀ: ଫରେନ ପୋର୍ଟଫୋଲିଓ ନିବେଶକ (ଏଫ୍ପିଆଇ)ମାନେ ଏପ୍ରିଲରେ ପୁଞ୍ଜି ବଜାରରୁ ୯,୬୫୯ କୋଟି ଟଙ୍କା ଉଠାଇ ନେଇଛନ୍ତି। କରୋନାର ଦ୍ୱିତୀୟ ଲହର ପ୍ରଭାବରେ ନିବେଶକ ଆଶଙ୍କାରେ ରହିବା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ବଜାର ସ୍ଥିତି ବିଗିଡିଲେ ନିବେଶକମାନେ ପୁଞ୍ଜି...
ରବିଶଙ୍କର ଆରବିଆଇର ନୂଆ ଡେପୁଟି ଗଭର୍ନର
ମୁମ୍ବାଇ: କେନ୍ଦ୍ର ସରକାର ବରିଷ୍ଠ ବ୍ୟାଙ୍କର୍ସ ତଥା ରିଜର୍ଭ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ କାର୍ଯ୍ୟ କରୁଥିବା ଟି. ରବିଶଙ୍କରଙ୍କୁ କେନ୍ଦ୍ରୀୟ ବ୍ୟାଙ୍କର ଆଗାମୀ ଡେପୁଟି ଗଭର୍ନର ଭାବେ ମନୋନୀତ କରିଛନ୍ତି। ସେ ଏହି ନୂତନ ପଦବୀରେ ଆଗାମୀ...
ବ୍ୟାଙ୍କିଙ୍ଗ୍ ଉଦ୍ୟୋଗ ମହଙ୍ଗା ଭତ୍ତା ୨୫.୬୯%
ଭୁବନେଶ୍ୱର: ଦେଶର ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଖାଉଟି ମୂଲ୍ୟସୂଚୀ ନିକଟରେ ପ୍ରକାଶ ପାଇଛି। ଉକ୍ତ ସୂଚୀ ଅନୁସାରେ ୨୦୨୧ ଫେବୃୟାରୀରେ ଏହା ୧୧୯ ପଏଣ୍ଟ ରହିଥିଲା; ଯାହା ୨୦୨୧ ମାର୍ଚ୍ଚରେ ୦.୬ ପଏଣ୍ଟ ବୃଦ୍ଧି ପାଇ ୧୧୯.୬ ପଏଣ୍ଟରେ ରହିଛି।...
ବଢ଼ିଲା ରପ୍ତାନି
ନୂଆଦିଲ୍ଲୀ: ଚଳିତବର୍ଷ ଏପ୍ରିଲରେ ଦେଶ ମଧ୍ୟରୁ ରପ୍ତାନି ପ୍ରାୟ ୩ ଗୁଣ ବୃଦ୍ଧିପାଇ ୩୦.୨୧ ବିଲିୟନ ଛୁଇଁଛି। ଇଞ୍ଜିନିୟରିଂ, ଜେମ୍ସ ଆଣ୍ଡ ଜୁଏଲେରି, ପେଟ୍ରୋକେମିକାଲ ପ୍ରଡକ୍ଟରେ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଏହି ସମୟରେ ବାଣିଜ୍ୟ ନିୟଣ୍ଟ ୧୫.୨୪% ସ୍ତରରେ ରହିଥିବା...
Archives


