ବାଣିଜ୍ୟ

ସୁନା ଆମଦାନୀ ଶୁଳ୍କ ବୃଦ୍ଧିକୁ କେନ୍ଦ୍ର ସମୀକ୍ଷା କରିବା ଉଚିତ

ନୂଆଦିଲ୍ଲୀ,୭ା୭: କେନ୍ଦ୍ର ସରକାର ନିକଟରେ ସୁନା ଉପରେ ଆମଦାନୀ ଶୁଳ୍କକୁ ୧୫ପ୍ରତିଶତକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏପରିକି ଆମଦାନୀ ଶୁଳ୍କ ସହ ୨.୫%ର କୃଷି ସେସ୍‌ ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଏହା ଫଳରେ ଅଳଙ୍କାର ବ୍ୟବସାୟ ଉପରେ ଶତକଡ଼ା ପ୍ରଭାବ…

୩ ମାସ ମଧ୍ୟରେ କାର୍ଯ୍ୟକ୍ଷମ ହେବ ଏନ୍‌ଆଇଏନ୍‌ଏଲ

ନୂଆଦିଲ୍ଲୀ, ୭ା୭: ଦୀର୍ଘ ୨ବର୍ଷ ଧରି ବନ୍ଦ ରହିଥିବା ସରକାରୀ ଅଧୀକୃତ କମ୍ପାନୀ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍‌ (ଏନ୍‌ଆଇଏନ୍‌ଏଲ)ର ସ୍ଥିତି ଖୁବ୍‌ଶୀଘ୍ର ବଦଳିବାକୁ ଯାଉଛି। ଏପରିକି ନିକଟରେ ଶେଷ ହୋଇଥିବା କମ୍ପାନୀର ମାଲିକାନା ଓ ଅଧିଗ୍ରହଣ ପ୍ରକ୍ରିୟା ମଧ୍ୟ ସମସ୍ତ…

ସୌର ଚୁଲାର ଶୁଭାରମ୍ଭ କଲେ ତୈଳମନ୍ତ୍ରୀ

ନୂଆଦିଲ୍ଲୀ,୭ା୭: ବର୍ତ୍ତମାନ ଦରବୃଦ୍ଧି ଓ ଖଣିଜ ସମ୍ପଦ (ତୈଳ ଓ ଇନ୍ଧନ)ର ଅଭାବୀ ଚାହିଦାକୁ ପୂରଣ କରିବା ଲକ୍ଷ୍ୟରେ ଅତ୍ୟାଧୁନିକ ଜ୍ଞାନକୌଶଳ ଦ୍ୱାରା ସୌର ଚୁଲାର ନିର୍ମାଣ କରାଯାଇଛି। ଉକ୍ତ ଚୁଲା ଜରିଆରେ ରୋଷେଇଠାରୁ ନେଇ ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ ସହଜରେ…

ଗ୍ୟାପ୍‌ ସହ ରିଲାଏନ୍ସ ରିଟେଲ୍‌ର ସହଯୋଗିତା ସ୍ଥାପନ

ମୁମ୍ବାଇ, ୭ା୭: ରିଲାଏନ୍ସ ରିଟେଲ୍‌ ଲିମିଟେଡ୍‌ ପକ୍ଷରୁ ଆମେରିକାର ପ୍ରସିଦ୍ଧ ଫେସନ୍‌ ବ୍ରାଣ୍ଡ ଗ୍ୟାପ୍‌କୁ ଭାରତ ଆଣିବା ପାଇଁ ଗ୍ୟାପ୍‌ ଆଇଏନ୍‌ସି ସହ ସହଯୋଗିତା ସ୍ଥାପନ କରାଯାଇଛି। ଏହି ଦୀର୍ଘମିଆଦୀ ଫ୍ରାଞ୍ଚାଇଜ ବୁଝାମଣା ସହ ଭାରତରେ ସବୁ ମାଧ୍ୟମ ପାଇଁ ରିଲାଏନ୍ସ…

ସ୍ପାଇସ୍‌ ଜେଟ୍‌କୁ ଡିଜିସିଏର କାରଣ ଦର୍ଶାଅ ନୋଟିସ୍‌, ୧୮ ଦିନରେ ୮ ଘଟଣାର ଜବାବ ଲୋଡ଼ିଲା…

ନୂଆଦିଲ୍ଲୀ, ୬।୭ : ସ୍ପାଇସଜେଟ ବିମାନଗୁଡ଼ିକରେ କ୍ରମାଗତ ଯାନ୍ତ୍ରିକ ତ୍ରୁଟି ପରେ ବୁଧବାର ବେସମାରିକ ବିମାନ ଚଳାଚଳ ମହାନିୟନ୍ତ୍ରକ (ଡିଜିସିଏ) ଦ୍ୱାରା ଏକ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ଗତ ୧୮ ଦିନ ମଧ୍ୟରେ ଆଠଟି ବୈଷୟିକ ତ୍ରୁଟି ପରେ…

ଭିଭୋ ସମେତ ଚାଇନିଜ୍‌ କମ୍ପାନୀ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦେଶର ୪୪ସ୍ଥାନରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୫।୭: ଚାଇନାର ସ୍ମାର୍ଟଫୋନ ମୋବାଇଲ ନିର୍ମାତା ଭିଭୋ ଏବଂ ଏହାର ଆନୁସଙ୍ଗିକ କମ୍ପାନୀ ବିରୋଧରେ ମଙ୍ଗଳବାର କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇଡିର ଏକ ଟିମ୍‌ ସମଗ୍ର ଦେଶରେ ଭିଭୋ ଏବଂ ଏହାର ଆନୁସଙ୍ଗିକ…

ଏଣିକି ହୋଟେଲ ମାଲିକ ମନଇଛା ଲଗାଇପାରିବେନି ସର୍ଭିସ ଚାର୍ଜ

ନୂଆଦିଲ୍ଲୀ,୪।୭: ହୋଟେଲ ଏବଂ ରେଷ୍ଟୁରାଣ୍ଟକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସୋମବାର କେନ୍ଦ୍ର ସରକାର ସର୍ଭିସ ଚାର୍ଜକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ହୋଟେଲ ଓ ରେଷ୍ଟୁରାଣ୍ଟରେ ମାଲିକମାନେ ମନଇଛା ସର୍ଭିସ ଚାର୍ଜ ଲଗାଇପାରିବେନି। ଜାତୀୟ…

ଏକ ଟ୍ରିଲିଅନ୍‌ ଟଙ୍କା ରାଜସ୍ବର ହେବ ପୁନରୁଦ୍ଧାର

ମୁମ୍ବାଇ ,୪ା୭: ୱିଣ୍ଡଫଲ୍‌ ଟ୍ୟାକ୍ସ ବଳରେ ଭାରତ ମଧ୍ୟରେ ଉତ୍ପାଦିତ ତୈଳ ଏବଂ ବିଦେଶକୁ ରପ୍ତାନି ହୋଇଥିବା ଇନ୍ଧନ ଉପରେ ଲାଗୁ ଟିକସ ସମୁଦାୟ ରାଜସ୍ବର ଚତୁର୍ଥାଂଶରୁ ଅଧିକ ହେବ ବୋଲି ଜଣାପଡିଛି। ଫଳରେ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍‌…

୧୫ ସୁଦ୍ଧା ଏଲ୍‌ଆଇସିର ଆଇଇଭି ଘୋଷଣା

ନୂଆଦିଲ୍ଲୀ,୩।୭: ଚଳିତ ବର୍ଷ ଜୁଲାଇ ୧୫ ସୁଦ୍ଧା ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) ତା’ର ଇଣ୍ଡିଆନ ଏମ୍ବେଡେଡ୍‌ ଭାଲ୍ୟୁ (ଆଇଇଭି) ସମ୍ପର୍କରେ ଘୋଷଣା କରିପାରେ ବୋଲି ସୂଚନା ମିଳିଛି। ଏପରିକି ୨୦୨୨ ମାର୍ଚ୍ଚ ୩୧ରୁ ନିଗମ ଉକ୍ତ ପ୍ରକ୍ରିୟା ଆରମ୍ଭ…

ଭାରତ ଆସିବନି ଗ୍ରେଟ୍‌ ୱାଲ୍‌ ମୋଟର୍ସ

ନୂଆଦିଲ୍ଲୀ,୩।୭: ଭାରତରେ ୧୦୦କୋଟି ଡଲାର ନିବେଶ କରିବାକୁ ଚାଇନା ଅଟୋମୋବାଇଲ କମ୍ପାନୀ ‘ଗ୍ରେଟ୍‌ ୱାଲ୍‌ ମୋଟର୍ସ’ ଯୋଜନା କରିଥିଲା। ଏପରିକି ଦୀର୍ଘ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ପର୍ଯ୍ୟନ୍ତ ଅପେକ୍ଷା କରିବା ପରେ ମଧ୍ୟ ଉକ୍ତ କମ୍ପାନୀର ଯୋଜନାକୁ ଭାରତ ସରକାର…

ଭାରତକୁ ବିଶ୍ୱ ବ୍ୟାଙ୍କର ସହାୟତା

ନୂଆଦିଲ୍ଲୀ: ବିଶ୍ୱ ବ୍ୟାଙ୍କ ଭାରତର ଅର୍ଥନୀତିରେ ସୁଧାର ପାଇଁ ଋଣ ଆକାରରେ ୧.୭୫ ବିଲିୟନ ଡଲାରର ସହାୟତା ଘୋଷଣା କରିଛି। ଏହି ଅର୍ଥ ପ୍ରଧାନମନ୍ତ୍ରୀଙ୍କ ଆୟୁଷ୍ମାନ ଭାରତ ଯୋଜନା ଏବଂ ବେସରକାରୀ କ୍ଷେତ୍ରରେ ନିବେଶ ପାଇଁ ଖର୍ଚ୍ଚ କରାଯିବ ବୋଲି କୁହାଯାଇଛି।…

ଅର୍ଥନୈତିକ ସମ୍ଭାବନାରେ ବିବିଧତା ଜାରି

ମୁମ୍ବାଇ,୩।୭: ବିଶ୍ୱସ୍ତରୀୟ ଏବଂ ଘରୋଇ ଅର୍ଥନୈତିକ ସମ୍ଭାବନାରେ ବିବିଧତା ରହିଛି, ଘରୋଇ ଅଭିବୃଦ୍ଧି ମଜଭୁତ ସ୍ଥିତିରେ ଥିବା ମନେହେଉଥିବା ବେଳେ ବିଶ୍ୱସ୍ତରୀୟ ଅଭିବୃଦ୍ଧି ଦୁର୍ବଳ ରହିଛି। ସେହି ପୃଷ୍ଠଭୂମିରେ ନିବେଶ ସମ୍ପର୍କିତ ନିଷ୍ପତ୍ତି ନେବା ବେଳେ ମୂଲ୍ୟାଙ୍କନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?