ବାଣିଜ୍ୟ

ଗ୍ରୀନ୍‌ ଏନର୍ଜି କମାଉଛି କୋଇଲା ସଙ୍କଟ

ନୂଆଦିଲ୍ଲୀ,୨।୬: ମେ’ ମାସରେ ବିଦ୍ୟୁତ୍‌ ଚାହିଦା ୨୩.୫% ବୃଦ୍ଧି ସତ୍ତ୍ୱେ ଦେଶର ଗ୍ରୀନ୍‌ ଏନର୍ଜି ଉତ୍ପାଦନ କ୍ଷମତା ଭାରତର କୋଇଲା ଉପରେ ନିର୍ଭରତାକୁ କମ୍‌ କରିଛି। ଏ ସମ୍ପର୍କରେ ରଏଟର୍ସ ତଥ୍ୟରୁ ଜଣାଯାଇଛି। ଚାହିଦାର ଅଧିକ ମାତ୍ରାରେ ବୃଦ୍ଧି ସତ୍ତ୍ୱେ ନବୀକରଣଯୋଗ୍ୟ…

ଟଙ୍କା ମୂଲ୍ୟରେ ଆଖିଦୃଶିଆ ବୃଦ୍ଧି

ନୂଆଦିଲ୍ଲୀ: ବୁଧବାର କାରବାର ଦିବସରେ ଟଙ୍କା ମୂଲ୍ୟରେ ଆଖିଦୃଶିଆ ବୃଦ୍ଧି ଦେଖିବାକୁ ମିଳିଛି। ଦିନରେ ଡଲାର ତୁଳନାରେ ଟଙ୍କାରେ ୨୦ ପଇସା ବୃଦ୍ଧି ସହିତ ୭୭.୫୧ ସ୍ତରରେ ବନ୍ଦ ହୋଇଛି। ଡଲାର ତୁଳନାରେ ଭାରତୀୟ ମୁଦ୍ରା ୭୭.୫୮ ସ୍ତରରେ ଖୋଲିଥିଲା। ଦିନର…

ଫେସବୁକ୍‌ ସିଓଓ ପଦରୁ ସାଣ୍ଡବର୍ଗଙ୍କ ଇସ୍ତଫା…

ଓ୍ବାଶିଂଟନ, ୨।୬ : ଫେସବୁକ ଏବଂ ଏହାର ପ୍ୟାରେଣ୍ଟ କମ୍ପାନୀ ମେଟାର ଚିଫ୍‌ ଅପରେଟିଂ ଅଫିସର (ସିଓଓ) ଶେରିଲ ସାଣ୍ଡବର୍ଗ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କମ୍ପାନୀ ବୁଧବାର ମଧ୍ୟ ନିଶ୍ଚିତ କରିଛି। ତେବେ ଶେରିଲଙ୍କ କମ୍ପାନୀ ଛାଡିବାର କାରଣ ଏପର୍ଯ୍ୟନ୍ତ…

ଖୁବ୍‌ଶୀଘ୍ର ଆସୁଛି ନୂଆ ବୈଶିଷ୍ଟ୍ୟ: ହ୍ବାଟ୍ସଆପ୍‌ରେ ପଠାଇଥିବା ମେସେଜ୍‌କୁ କରିପାରିବେ ‘ଏଡିଟ୍‌’

ନୂଆଦିଲ୍ଲୀ,୧।୬: ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ ‘ଏଡିଟ୍‌’ ବଟନ୍‌ ଆସୁ ବୋଲି ବ୍ୟବହାରକାରୀ ଦାବି କରୁଛନ୍ତି। ହେଲେ ଖୁବ୍‌ଶୀଘ୍ର ଇନଷ୍ଟାଣ୍ଟ ମେସେଜିଂ ଆପ୍‌ ହ୍ବାଟ୍ସଆପ୍‌ରେ ନୂଆ ପରିବର୍ତ୍ତନ ହେବାକୁ ଯାଉଛି। ଏଥିରେ ଏବେ ଯୋଡି ହେବ ଏଡିଟ୍‌ ବଟନ୍‌। ଫଳରେ ବ୍ୟବହାରକାରୀ…

ଭାରତ ଗହମ ନେବାକୁ ମନା କଲା ତୁର୍କୀ…

ନୂଆଦିଲ୍ଲୀ, ୧।୬ : ଭାରତ ପଠାଇଥିବା ଗହମକୁ ତୁର୍କୀ ପ୍ରଶାସନ ନେବାକୁ ମନା କରିଛି। ଏହି ସାମଗ୍ରୀରେ ଫାଇଟୋସାନିଟାରୀ ଅଭିଯୋଗ କରି ତୁର୍କୀ କର୍ତ୍ତୃପକ୍ଷ ଏହି ସାମଗ୍ରୀ ଗ୍ରହଣ କରିବାକୁ ମନା କରିଦେଇଛନ୍ତି। ୨୯ ମଇରେ ତୁର୍କୀରେ ପହଞ୍ଚିଥିବା ଜାହାଜକୁ ଫେରିବାକୁ…

ଶସ୍ତା ହେଲା ଗ୍ୟାସ ସିଲିଣ୍ଡର…

ନୂଆଦିଲ୍ଲୀ, ୧।୬ : ଦେଶରେ ଦର ଦାମ ବୃଦ୍ଧି ଯୋଗୁ ସଙ୍କଟ ସୃଷ୍ଟି ହୋଇଥିବାବେଳେ ଲୋକଙ୍କ ପାଇଁ ଖୁସି ଖବର ଆସିଛି। ଏଲପିଜି ସିଲିଣ୍ଡରର ଦାମ୍‌ରେ ବହୁତ ହ୍ରାସ ଘଟିଛି। ଜୁନ୍‌ ୧ ଠାରୁ କମର୍ସିଆଲ ଗ୍ୟାସ ସିଲିଣ୍ଡରର ଦାମ ସିଲିଣ୍ଡର…

ବଢ଼ିଲା ଦୁଇ ସରକାରୀ ବୀମା ଯୋଜନାର ପ୍ରିମିୟମ…

ନୂଆଦିଲ୍ଲୀ, ୩୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦୁଇ ସରକାରୀ ବୀମା ଯୋଜନାର ପ୍ରିମିୟମରେ ବୃଦ୍ଧି କରିଛନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନାର ପ୍ରିମିୟମକୁ ବଢ଼ାଇ ଦେଇଥିବା ନେଇ…

ଆର୍‌ବିଆଇ ରିପୋର୍ଟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୩୦ା୫: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟକୁ ନେଇ ବର୍ତ୍ତମାନ ସାରା ଦେଶରେ ରାଜନୀତି ସରଗରମ ହୋଇଛି। ବିଶେଷ କରି ୨୦୨୧-୨୨ ଆର୍ଥିକ ବର୍ଷରେ ଜାଲ୍‌ ନୋଟ୍‌ ସଂଖ୍ୟା ବୃଦ୍ଧି ପାଇଥିବା କଥା ଆରବିଆଇର ଏକ ରିପୋର୍ଟରୁ…

ରୁଷିଆରେ ଫସିରହିଛି ତୈଳ କମ୍ପାନୀଙ୍କ ଲାଭାଂଶ

ନୂଆଦିଲ୍ଲୀ,୩୦ା୫: ରୁଷିଆ ଓ ୟୁକ୍ରେନ ଯୁଦ୍ଧ ଲାଗି ଅନେକ ସମସ୍ୟା ଦେଖାଦେଇଛି। ଏପରି କି ପାଶ୍ଚାତ୍ୟ କଟକଣା ଯୋଗୁ ରୁଷିଆ ଡଲାରର କାରବାର ବନ୍ଦ କରିଛି। ଫଳରେ ବିଦେଶୀ ପୈଠ ଅଟକି ଯାଇଥିବା ବେଳେ ଭାରତୀୟ ତୈଳ କମ୍ପାନୀଙ୍କ ଲାଭାଂଶ ଆୟ…

୫-ଜି ସ୍ପେକ୍ଟ୍ରମ୍‌ ନିଲାମ ନେଇ କାର୍ଯ୍ୟ ଆରମ୍ଭ, ଚଳିତ ବର୍ଷ ମିଳିପାରେ ସେବା…

ନୂଆଦିଲ୍ଲୀ, ୩୦।୫ : ଦେଶରେ ୫-ଜି ସ୍ପେକ୍ଟ୍ରମର ନିଲାମ ନେଇ କାର୍ଯ୍ୟ ଆରମ୍ଭ ହୋଇଛି। ଏହାର ସେବା ଚଳିତ ବର୍ଷ ଆରମ୍ଭ ହୋଇପାରିବାର ଆଶା ରହିଛି। ଟେଲି ଯୋଗାଯୋଗ କ୍ଷେତ୍ରରେ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ମାଧ୍ୟମରେ…

ଚାଇନାକୁ ଟପିଲା ଆମେରିକା

ନୂଆଦିଲ୍ଲୀ, ୩୦ା୫: ବାଣିଜ୍ୟ କ୍ଷେତ୍ରରେ ଚାଇନାର ଏକଚାଟିଆ ମନୋବୃତ୍ତି ବେଜିଂକୁ କ୍ରମଶଃ ଆର୍ଥିକ ସ୍ତରରେ ପ୍ରଭାବିତ କରିବାରେ ଲାଗିଛି। ପରିବର୍ତ୍ତନଶୀଳ ଭୂରାଜନୈତିକ ପ୍ରେକ୍ଷାପଟରେ ଚାଇନାର ଆଧିପତ୍ୟ ଦୁର୍ବଳ ହୋଇଥିବାବେଳେ ଭାରତ ଏକ ଉଦୀୟମାନ ଅର୍ଥନୀତି ଭାବେ ମୁଣ୍ଡଟେକିଛି। ଏଭଳି ସମୟରେ ଆମେରିକା…

ସରକାରୀ ଅନୁମତିକୁ ଅପେକ୍ଷା କରିଛି ଟେସ୍‌ଲା

ନୂଆଦିଲ୍ଲୀ,୨୯।୫: ବିଶ୍ୱର ପ୍ରମୁଖ ସୌଖିନ କାର୍‌ ନିର୍ମାତା କମ୍ପାନୀ ଟେସ୍‌ଲା ଭାରତରେ କାରବାର ଓ ପ୍ଲାଣ୍ଟ ନିର୍ମାଣ ପାଇଁ ଆଗ୍ରହୀ ଥିବାବେଳେ କେବଳ ସରକାରୀ ଅନୁମତିକୁ ଅପେକ୍ଷା କରିଛି। ଏପରିକି ଯେପର୍ଯ୍ୟନ୍ତ ସରକାର ଇଲେକ୍‌ଟ୍ରିକ୍‌ ଯାନ ବିକ୍ରି ଏବଂ ସେବା ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?