ବାଣିଜ୍ୟ

ବିଶ୍ୱର ୪ର୍ଥ ଧନୀ ହେଲେ ଆଦାନୀ

ନୂଆଦିଲ୍ଲୀ,୨୮।୪: ଆଦାନୀ ଗ୍ରୁପ୍‌ ଚେୟାରମ୍ୟାନ୍‌ ଗୌତମ ଆଦାନୀ ବିଶ୍ୱର ୪ର୍ଥ ଧନୀ ବ୍ୟକ୍ତିର ମାନ୍ୟତା ଲାଭ କରିଛନ୍ତି। ବର୍ତ୍ତମାନ ତାଙ୍କ ସମ୍ପତ୍ତି ଆମେରିକାର ବିଲ୍‌ ଗେଟ୍‌ସଙ୍କ ସମ୍ପତ୍ତି ସହ ସମାନ ହୋଇଯାଇଛି। ବ୍ଲୁମ୍‌ବର୍ଗ ବିଲିୟନେୟର୍ସ ଇଣ୍ଡେକ୍ସ ଅନୁସାରେ ଆଦାନୀ ଏବଂ ଗେଟ୍ସ…

କୋଇଲା ଆମଦାନୀ ବୃଦ୍ଧି ହେବ

ନୂଆଦିଲ୍ଲୀ,୨୮।୪: କୋଇଲାର ଚାହିଦାକୁ ନଜରରେ ରଖି ଆଗାମୀ ତିନି ବର୍ଷ ପାଇଁ ଭାରତ କୋଇଲା ଆମଦାନୀ ବୃଦ୍ଧି କରିବ ବୋଲି କେନ୍ଦ୍ର ମନ୍ତ୍ରୀ ଆର୍‌କେ ସିଂହ ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେହିଭଳି ମନ୍ତ୍ରୀଙ୍କ ସୂଚନା ଅନୁସାରେ ବିଶ୍ୱର ୨ୟ ସର୍ବାଧିକ…

ନାସ୍‌କମ୍‌ର ଅଧ୍ୟକ୍ଷ ହେଲେ ରାମାନୁଜମ

ନୂଆଦିଲ୍ଲୀ,୨୮।୪: ଟିସିଏସ୍‌ର ସଭାପତି (ଏଣ୍ଟରପ୍ରାଇଜ୍‌ ଗ୍ରୋଥ୍‌ ବିଜ୍‌ନେସ୍‌) କ୍ରିଷ୍ଣନ ରାମାନୁଜମ ଚଳିତ ଆର୍ଥିକ ବର୍ଷ ପାଇଁ ନାସ୍‌କମ୍‌ର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ୨୦୨୧-୨୨ରେ ସେ ନାସ୍‌କମ୍‌ର ଉପାଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ। ସଫ୍ଟଓ୍ବେର ଓ ସେବା କମ୍ପାନୀଗୁଡ଼ିକର ଜାତୀୟ ସଂଘ…

ସାର ସବ୍‌ସିଡିକୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୨୮।୪: କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ବୁଧବାର ଫସ୍‌ଫେଟିକ୍‌ ଆଣ୍ଡ ପୋଟାସିକ୍‌ (ପି ଆଣ୍ଡ କେ) ସାର ପାଇଁ ସବ୍‌ସିଡିରେ ପ୍ରାୟ ୫୦% ବୃଦ୍ଧିକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଥିସହିତ ଖରିଫ ଋତୁରେ ସାର ଦାମ୍‌ ବୃଦ୍ଧି ହେବ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଟୁଇଟର୍‌ ପରେ ଏବେ କୋକା-କୋଲା ଉପରେ ଏଲନ ମସ୍କଙ୍କ ନଜର

ଓ୍ବାଶିଂଟନ୍‌,୨୮।୪: ଆଜିକାଲି ଟେସଲା ସିଇଓ ଏଲନ ମସ୍କ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ଦୁନିଆର ସବୁଠୁ ବଡ ସୋସିଆଲ ମିଡିଆ କମ୍ପାନୀ ଟୁଇଟର୍‌ କିଣିଛନ୍ତି। ଏବେ ମସ୍କ କୋକା-କୋଲା କିଣିବା ନେଇ ଟୁଇଟ୍‌ କରିଛନ୍ତି। ଏହି ଟୁଇଟ୍‌ ଏବେ ଭାଇରାଲ ହେବାରେ…

ମେ ୪ରୁ ମହିଳା ବାଣିଜ୍ୟ ମେଳା-୨୦୨୨

ଭୁବନେଶ୍ୱର,୨୮।୪: ଓଡ଼ିଶାରେ ପ୍ରଥମ ଥର ପାଇଁ ମହିଳା ଶିଳ୍ପୋଦ୍ୟୋଗୀମାନଙ୍କ ଦ୍ୱାରା ଏକ ୫ଦିନିଆ ‘ମହିଳା ବାଣିଜ୍ୟ ମେଳା-୨୨’ର ଆୟୋଜନ କରାଯାଉଛି। ମେ ୪ରୁ ୮ତାରିଖ ପର୍ଯ୍ୟନ୍ତ ଏହି ମେଳା ସ୍ଥାନୀୟ ଜନତା ମଇଦାନରେ ହେବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି।…

ଓଡ଼ିଶାର ୨୫୦ ସ୍ଥାନରେ ଉପଲବ୍ଧ ହେବ ୪ଜି ସେବା

ନୂଆଦିଲ୍ଲୀ,୨୮ା୪: ଦେଶର ମାଓବାଦୀ ଅଧ୍ୟୁଷିତ ଅଞ୍ଚଳଗୁଡ଼ିକରେ ଟେଲି ଯୋଗାଯୋଗ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ୨,୩୪୩ଟି ସ୍ଥାନରେ ୨ଜି ନେଟଓ୍ବର୍କକୁ ୪ଜିରେ ପରିଣତ କରିବା ଲାଗି ୧,୮୮୪.୫୯ କୋଟି ଟଙ୍କା ଖର୍ଚ୍ଚ…

୧୭ରୁ ଷ୍ଟକ୍‌ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ହେବ ଏଲ୍‌ଆଇସି

ନୂଆଦିଲ୍ଲୀ,୨୮ା୪: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ପ୍ରାରମ୍ଭିକ ସର୍ବସାଧାରଣ ଅଫର(ଆଇପିଓ) ଆସନ୍ତା ୪ତାରିଖରୁ ଖୋଲିବ। ଏହା ମେ ୯ ତାରିଖରେ ବନ୍ଦ ହେବ। ଜନସାଧାରଣଙ୍କ ପାଇଁ ପ୍ରାରମ୍ଭିକ ଏହାର ଶେୟାର ମୂଲ୍ୟ ୯୦୨ ରୁ ୯୪୯ ଟଙ୍କା ରଖାଯିବା ସହ…

କରୋନା ଯୋଗୁ ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି, ଆମେରିକାରୁ ଆସିଛନ୍ତି ଅଧିକ…

ନୂଆଦିଲ୍ଲୀ, ୨୭।୪ : କରୋନା ମହାମାରୀ ସଙ୍କଟ ଯୋଗୁ ଭାରତକୁ ଆସୁଥିବା ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି। ଏନେଇ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ ୨୦୨୦-୨୧ରେ ସୂଚନା ପ୍ରଦାନ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ,୨୦୨୦ରେ ୩୨.୭୯ ଲକ୍ଷରୁ ଅଧିକ ବିଦେଶୀ…

ସାମଗ୍ରୀର ମୂଲ୍ୟ ବୃଦ୍ଧି ଲାଗି ପ୍ରସ୍ତାବ

ନୂଆଦିଲ୍ଲୀ,୨୫।୪ : ଦେଶର ରାଜସ୍ବ ଆୟ ବୃଦ୍ଧି ଲାଗି ସରକାର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ପରିଷଦରେ ସାମଗ୍ରୀର ମୂଲ୍ୟ ବୃଦ୍ଧି ଲାଗି ପ୍ରସ୍ତାବ ରଖିଛନ୍ତି। ଏପରିକି ୧୪୩ ଗୋଟି ସାମଗ୍ରୀର ମୂଲ୍ୟ ବୃଦ୍ଧି ପାଇଁ ରାଜ୍ୟ ସରକାରଗୁଡ଼ିକଙ୍କଠାରୁ ଆବଶ୍ୟକ…

ମହଙ୍ଗା ହେବ ଖାଦ୍ୟ

ନୂଆଦିଲ୍ଲୀ,୨୫ା୪: ଗତ କିଛିମାସ ହେଲା ଭାରତରେ ଖାଦ୍ୟ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପକ୍ଷରୁ ଜାରି କରାଯାଇଥିବା ସାରା ଦେଶର କଞ୍ଜୁମର ପ୍ରାଇସ୍‌ ଇଣ୍ଡେକ୍ସ (ସିପିଆଇ) ଅନୁସାରେ ୨୦୨୧ ମାର୍ଚ୍ଚରୁ ୨୦୨୨…

୧୪୩ ସାମଗ୍ରୀର ଦାମ୍‌ ବଢ଼ିବା ଆଶଙ୍କା, ପାମ୍ପଡ଼-ଗୁଡ଼-ଚକୋଲେଟ ହୋଇପାରେ ମହଙ୍ଗା…

ନୂଆଦିଲ୍ଲୀ, ୨୪।୪ : ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆସନ୍ତା ମାସରେ ହେବାକୁ ଥିବା ଜିଏସଟି ବୈଠକରେ ସରକାର ଜିଏସଟି ଦରରେ ପରିବର୍ତ୍ତନ କରିବାର ଯଥେଷ୍ଟ ସମ୍ଭାବନା। ଇଣ୍ଡିଆନ ଏକ୍ସପ୍ରେସର ଏକ ଖବର ଅନୁଯାୟୀ ସରକାର ପ୍ରାୟ ୧୪୩ଟି ଜିନିଷର ଜିଏସଟି ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?