ବାଣିଜ୍ୟ

ଇନଫୋସିସକୁ ଝଟ୍‌କା, ପାଣିରେ ପଡ଼ିଲା ନିବେଶକଙ୍କର ୪୦ ହଜାର କୋଟି…

ମୁମ୍ବାଇ, ୧୮।୪ : ଇନଫୋସିସର ନିବେଶକମାନେ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ସୋମବାର ଇନଫୋସିସ ଶେୟାରର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ୬.୮୯ ପ୍ରତିଶତ ହ୍ରାସ ସହିତ ଇନଫୋସିସ ଶେୟାର ୧୬୨୮.୧୦ଟଙ୍କାସ୍ତରରେ କାରବାର କରୁଛି। ଫଳରେ କମ୍ପାନୀର ଶେୟାର…

ଦେଶରେ ଦାରିଦ୍ର୍ୟତା ୧୨.୩ ପ୍ରତିଶତ ହ୍ରାସ ପାଇଛି, ବିଶ୍ୱବ୍ୟାଙ୍କ ରିପୋର୍ଟ…

ନୂଆଦିଲ୍ଲୀ, ୧୭।୪ : ଦେଶରେ ଦାରିଦ୍ର୍ୟତା ୧୨.୩ ପ୍ରତିଶତ ହ୍ରାସ ପାଇଛି। ବିଶ୍ୱବ୍ୟାଙ୍କର ନୀତି ଅନୁସନ୍ଧାନର ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ ଭାରତରେ ଦାରିଦ୍ର୍ୟତା ୨୦୧୯ରେ ୨୦୧୧ ତୁଳନାରେ ୧୨.୩ ପ୍ରତିଶତ ହ୍ରାସ ପାଇ ୧୦.୨ରେ…

ଶସ୍ତା ହୋଇପାରେ ଖାଇବା ତେଲ

ନୂଆଦିଲ୍ଲୀ, ୧୭।୪: ଗତ କିଛି ମାସ ହେବ ଦରବୃଦ୍ଧିକୁ ନେଇ ସାରା ଦେଶରେ ଆଲୋଡ଼ନ ସୃଷ୍ଟି ହୋଇଛି। ଆଗାମୀ କିଛିଦିନ ମଧ୍ୟରେ ଖାଇବା ତେଲ ଦର ଶସ୍ତା ହୋଇପାରେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏପରିକି ସରକାର ଖାଇବା ତେଲ ଉପରେ…

ମହଙ୍ଗା ହୋଇପାରେ ବିମାନଯାତ୍ରା

ନୂଆଦିଲ୍ଲୀ,୧୭।୪: ଚଳିତ ବର୍ଷ ଆରମ୍ଭରୁ ବିମାନ ଇନ୍ଧନ ମୂଲ୍ୟ ବଢ଼ିଚାଲିଛି। ଏପରିକି ପ୍ରତି ମାସରେ ୨ ଥର ଏପରିକି ଗତ ୪ ମାସରେ ୮ ଥର ପାଇଁ ଏହାର ମୂଲ୍ୟ ବୃଦ୍ଧି ହୋଇସାରିଛି। ଗୋଟିଏ ପଟରେ କ୍ରମାଗତ ଭାବେ ଅନ୍ତର୍ଜାତୀୟ ବଜାରରେ…

ଦାମ୍‌ ବଢ଼ିଲା, ଚାହିଦା କମିଲା, ୧୫ ଦିନରେ ୧୦ ପ୍ରତିଶତ ହ୍ରାସ…

ନୂଆଦିଲ୍ଲୀ, ୧୬।୪ : ଦେଶରେ ପେଟ୍ରୋଲ ଡିଜେଲ ଦାମ୍‌ରେ ଲଗାତାର ବୃଦ୍ଧି ଜାରି ରହିଛି। ଦାମ୍‌ ବଢ଼ିବା ଯୋଗୁ ଗତ ୧୫ ଦିନ ମଧ୍ୟରେ ଦେଶରେ ଇନ୍ଧନ ଚାହିଦା କମିବାରେ ଲାଗିଛି। ଶନିବାର ପ୍ରକାଶିତ ହୋଇଥିବା ରିପୋର୍ଟ ଅନୁସାରେ ପେଟ୍ରୋଲ୍‌ ଚାହିଦା…

୪ବର୍ଷରେ ବଢ଼ିଛି ଦୁଇଗୁଣା ସିଏସ୍‌ଆର୍‌ ବଜେଟ

ଭୁବନେଶ୍ୱର,୧୪।୪: ସମାଜର ମଙ୍ଗଳ ପାଇଁ ବିଭିନ୍ନ ଶିଳ୍ପ ସଂସ୍ଥା ମଧ୍ୟରେ ଏକ ପ୍ରକାର ତୀବ୍ର ପ୍ରତିଦ୍ବନ୍ଦ୍ୱିତା ଦେଖାଦେଇଛି। ଫଳରେ ବର୍ତ୍ତମାନ ଏକ ନୂଆ ଧାରା ଦେଖିବାକୁ ମିଳୁଛି, ବଡ କଥା ହେଉଛି ଏ ଦିଗରେ ମୋଟ ବଜେଟ ଦୁଇ ଗୁଣା ବୃଦ୍ଧି…

ଏଫ୍‌ଆର୍‌ଏଲ୍‌କୁ ଆମାଜନ୍‌ର ଚେତାବନୀ

ନୂଆଦିଲ୍ଲୀ, ୧୪।୪: ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ରିଟେଲକୁ ଫ୍ୟୁଚର ରିଟେଲ୍‌ ଲିମିଟେଡ୍‌ (ଏଫ୍‌ଆର୍‌ଏଲ୍‌)ର ସମ୍ପତ୍ତି ବିକ୍ରିକୁ ମଞ୍ଜୁରୀ ଦେବା ସମ୍ବନ୍ଧରେ ଆସନ୍ତା ସପ୍ତାହରେ ନିଜ ଶେୟାରଧାରୀଙ୍କ ସହ ହେବାକୁ ଥିବା ବୈଠକକୁ ବିରୋଧକରି ଆମାଜନ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି। କିଶୋର ବିୟାନି…

ଭାରତର ଆନୁମାନିକ ଗ୍ରୋଥ୍‌ ରେଟ୍‌ ହ୍ରାସକଲା ବିଶ୍ୱ ବ୍ୟାଙ୍କ

ନୂଆଦିଲ୍ଲୀ, ୧୪।୪: ବିଶ୍ୱ ବ୍ୟାଙ୍କ ପକ୍ଷରୁ ବୁଧବାର ଭାରତ ଏବଂ ସମଗ୍ର ଦକ୍ଷିଣ ଏସିଆ କ୍ଷେତ୍ର ପାଇଁ ନିଜ ବିକାଶ ଅନୁମାନ ହ୍ରାସ କରିଛି। ୟୁକ୍ରେନ୍‌ ସଙ୍କଟ କାରଣରୁ ବଢ଼ିଥିବା ମୁଦ୍ରାସ୍ଫୀତି ଯୋଗୁ ଏଭଳି ଘଟିଛି। ଓ୍ବାର୍ଲଡ ବ୍ୟାଙ୍କ ୨୦୨୨-୨୩ ଆର୍ଥିକ…

୨.୯୪ ଲକ୍ଷ କୋଟି ଟଙ୍କାର ସବ୍‌ସିଡି

ନୂଆଦିଲ୍ଲୀ,୧୪।୪: ଗତ ଆର୍ଥିକ ବର୍ଷରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ଖାଦ୍ୟ ନିଗମ(ଏଫ୍‌ସିଆଇ) ଏବଂ ରାଜ୍ୟଗୁଡ଼ିକୁ ଖାଦ୍ୟ ସବ୍‌ସିଡି ଆକାରରେ ୨,୯୪,୭୧୮କୋଟି ଟଙ୍କା ଜାରି କରାଯାଇଛି। ୨୦୨୧-୨୨ ଆର୍ଥିକ ବର୍ଷରେ ଖାଦ୍ୟ ଏବଂ ସାର୍ବଜନୀନ ବିତରଣ ବିଭାଗ ପକ୍ଷରୁ ୨,୯୨,୪୧୯.୧୧ କୋଟି…

ଇଭି ଚାର୍ଜିଂ କରିଡର ନିର୍ମାଣ କରିବ ବିପିସିଏଲ୍‌

ନୂଆଦିଲ୍ଲୀ, ୧୪।୪: ଦେଶର ୧ଶହ ବ୍ୟସ୍ତବହୁଳ ଜାତୀୟ ରାଜପଥରେ ୧୦୦ଟି ଫାଷ୍ଟ ଇଲେକ୍‌ଟ୍ରିକ୍‌ ଭେହିକିଲ୍‌ (ଇଭି) କରିଡର ନିର୍ମାଣ ସମ୍ପର୍କରେ ରାଷ୍ଟ୍ରାୟତ୍ତ ପେଟ୍ରୋଲିୟମ୍‌ ମାର୍କେଟିଂ କମ୍ପାନୀ ଭାରତ ପେଟ୍ରୋଲିୟମ୍‌ କର୍ପୋରେଶନ (ବିପିସିଏଲ୍‌) ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଏନେଇ କମ୍ପାନୀ ପକ୍ଷରୁ…

ମସ୍କଙ୍କ ବିରୋଧରେ କୋର୍ଟରେ ମାମଲା

ନୂଆଦିଲ୍ଲୀ, ୧୪।୪: ଟେସ୍‌ଲା ସିଇଓ ଏଲନ୍‌ ମସ୍କଙ୍କ ନାଁରେ ଆମେରିକାର ଏକ କୋର୍ଟରେ ମାମଲା ଦାୟର କରାଯାଇଛି। ଟୁଇଟରରେ ନିଜ ଶେୟାର କ୍ରୟ କରିଥିବା ସମ୍ପର୍କରେ ଜାଣିଶୁଣି ବିଳମ୍ବରେ ଘୋଷଣା କରିଥିବା ଆରୋପ ତାଙ୍କ ଉପରେ ଲଗାଯାଇଛି। ଆମେରିକାର ମାନ୍‌ହଟ୍ଟାନର ଫେଡେରାଲ…

ଦରଦାମ୍‌ ବୃଦ୍ଧିର ଦୋହରା ମାଡ଼, ପୁଣି ମହଙ୍ଗା ହେଲା ସିଏନ୍‌ଜି-ପିଏନ୍‌ଜି…

ନୂଆଦିଲ୍ଲୀ, ୧୪।୪ : ଦେଶରେ ଇନ୍ଧନ ଲଗାତାର ମହଙ୍ଗା ହେବାରେ ଲାଗିଛି। ଗୁରୁବାର ସିଏନ୍‌ଜି-ପିଏନ୍‌ଜର ମୂଲ୍ୟ ପୁଣି ବୃଦ୍ଧି ପାଇଛି। ବୁଧବାର-ଗୁରୁବାର ମଧ୍ୟରାତ୍ରରୁ ଦିଲ୍ଲୀରେ ସିଏନଜିର ମୂଲ୍ୟ କିଲୋଗ୍ରାମ ପିଛା ଅଢ଼େଇ ଟଙ୍କା ଏବଂ ପିଏନଜି ମୂଲ୍ୟରେ ୪.୨୫ ଟଙ୍କା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?