ବାଣିଜ୍ୟ

ଘନେଇଲା ବିଦ୍ୟୁତ୍‌ ସଙ୍କଟ, ୧୦ ରାଜ୍ୟରେ କୋଇଲା ଅଭାବ…

ନୂଆଦିଲ୍ଲୀ, ୧୪।୪ : ସାରା ଦେଶରେ ତାତି ବଢ଼ିବାରେ ଲାଗିଛି। ଏପରିସ୍ଥଳେ ବିଦ୍ୟୁତ୍‌ ସଙ୍କଟ ଘନେଇବାରେ ଲାଗିଛି। ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ପଞ୍ଜାବ ସମେତ ଦଶଟି ରାଜ୍ୟରେ କୋଇଲା ଅଭାବ ଦେଖାଦେଇଛି। ଖରାଦିନେ ବିଦ୍ୟୁତ୍‌ ଚାହିଦା ବୃଦ୍ଧି ଏବଂ କୋଇଲା ଅଭାବ ଯୋଗୁ…

ଅଏଲ୍‌ ଇଣ୍ଡିଆକୁ ସାଇବର ଆକ୍ରମଣ

ଗୁଆହାଟୀ/ନୂଆଦିଲ୍ଲୀ,୧୪ା୪: ଭାରତର ଅନ୍ୟତମ ପ୍ରମୁଖ ରାଷ୍ଟ୍ରାୟତ୍ତ ତୈଳ ଉତ୍ପାଦନକାରୀ କମ୍ପାନୀ ଅଏଲ୍‌ ଇଣ୍ଡିଆ ଲିମିଟେଡ୍‌ (ଅଏଲ୍‌) ଉପରେ ସାଇବର ଆକ୍ରମଣ ହୋଇଛି। ଆସାମ ଦିବ୍ରୁଗଡ଼ ଜିଲାର ଦୁଲିଆଜାନ୍‌ରେ ଥିବା ଅଏଲ୍‌ ମୁଖ୍ୟାଳୟକୁ ବିଦେଶୀ ହ୍ୟାକର୍ସମାନେ ଟାର୍ଗେଟ କରି ଏହାର ନେଟ୍‌ଓ୍ବର୍କ, ସର୍ଭର…

ପୁଣି ବଢ଼ିଲା ସିଏନ୍‌ଜି, ପିଏନ୍‌ଜି ଦାମ୍‌

ମୁମ୍ବାଇ,୧୩।୪: ପୁଣିଥରେ ସିଏନ୍‌ଜି ଓ ରନ୍ଧନ ଗ୍ୟାସ୍‌ ପିଏନ୍‌ଜି ଦାମ ବୃଦ୍ଧି କରିଛି ମହାନଗର ଗ୍ୟାସ ଲିମିଟେଡ୍‌ (ଏମ୍‌ଜିଏଲ୍‌)। ଏହି ତୈଳ କମ୍ପାନୀ ସିଏନ୍‌ଜି ଦାମ କେଜି ପିଛା ୫ ଟଙ୍କା ବଢ଼ାଇଥିବା ବେଳେ ପିଏନ୍‌ଜି ଦର ୪.୫୦ ଟଙ୍କା ବୃଦ୍ଧି…

ପନିପରିବା ଦାମ୍‌ ବୃଦ୍ଧି ଯୋଗୁ ୮୭ ପ୍ରତିଶତ ଭାରତୀୟ ପରିବାର ପ୍ରଭାବିତ..

ନୂଆଦିଲ୍ଲୀ, ୧୨।୪ : ଦେଶରେ ପନିପରିବା ଦାମ୍‌ ବୃଦ୍ଧି ଯୋଗୁ ଲୋକଙ୍କ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଏକ ସର୍ଭେ ଅନୁସାରେ ଏହାଯୋଗୁ ୮୭ ଭାରତୀୟ ପରିବାର ପ୍ରଭାବିତ ହୋଇଛନ୍ତି। ଦେଶର ୩୧୧ ଜିଲାରେ ହୋଇଥିବା ଏହି ସର୍ଭେରେ ୧୧,୮୦୦ ଲୋକଙ୍କୁ…

ଧନକୁବେରଙ୍କ ତାଲିକାରେ ଅମ୍ବାନୀକୁ ପଛରେ ପକାଇଲେ ଆଦାନୀ

ନୂଆଦିଲ୍ଲୀ,୧୨।୪: ଆଦାନୀ ଗ୍ରୁପ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ବିଶ୍ୱର ଷଷ୍ଠ ଧନୀ ବ୍ୟକ୍ତି ଭାବେ ବିବେଚିତ ହୋଇଛନ୍ତି। ଆଦାନୀ ଗ୍ରୁପ୍‌ କମ୍ପାନୀର ଶେୟାରରେ ଜବରଦସ୍ତ ଆୟ ଯୋଗୁ ଗତ କିଛି ଦିନ ମଧ୍ୟରେ ଗୌତମ ଆଦାନୀଙ୍କ ସମ୍ପତ୍ତି ବହୁତ ବୃଦ୍ଧି ପାଇଛି।…

ଲଗାତାର ୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଜରୁରୀ କାମ ଥିଲେ ଶୀଘ୍ର ସାରନ୍ତୁ

ନୂଆଦିଲ୍ଲୀ,୧୨।୪: ଚଳିତ ମାସରେ ଲଗାତର ୪ ଦିନ ଲାଗି ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ଏପ୍ରିଲ ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ଦେଶରେ ବ୍ୟାଙ୍କ ସେବା କ୍ରମାଗତ ବନ୍ଦ ରହିବ। ଏହାର ବିଶେଷ ପ୍ରଭାବ ଗ୍ରାହକଙ୍କ ଉପରେ ପଡ଼ିପାରେ ବୋଲି ଆଶଙ୍କା…

ଟୁଇଟର୍‌ ବୋର୍ଡରେ ସାମିଲ ହେବେ ନାହିଁ ଏଲନ ମସ୍କ

କାଲିଫର୍ଣ୍ଣିଆ,୧୧।୪: ଟେସ୍‌ଲା ଓ ସ୍ପେସ-ଏକ୍ସର ସିଇଓ ତଥା ବିଶ୍ୱର ଏକ ନମ୍ବର ଧନୀ ଏଲନ ମସ୍କ ଟୁଇଟର୍‌ ବୋର୍ଡରେ ସାମିଲ ହେବେ ନାହିଁ ବୋଲି ଜଣାପଡିଛି। ଟୁଇଟର୍‌ରେ ଶେୟାର କିଣିବା ପରେ ମସ୍କ କମ୍ପାନୀ ବୋର୍ଡରେ ସାମିଲ ହେବେ କୁହାଯାଉଥିଲା। କିନ୍ତୁ…

ଏଟିଏମ୍‌ କାର୍ଡ ନ ଥିଲେ ବି ଏଣିକି ଉଠାଇ ପାରିବେ ଟଙ୍କା

ନୂଆଦିଲ୍ଲୀ,୮।୪: ଏଣିକି ଏଟିଏମ କାର୍ଡ ବିନା ମଧ୍ୟ ଟଙ୍କା ଉଠାଇବାକୁ ଗ୍ରାହକ ସକ୍ଷମ ହେବେ। ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଏହା ଘୋଷଣା କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସୁବିଧା କେବଳ କିଛି ବ୍ୟାଙ୍କରେ ଉପଲବ୍ଧ…

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ଶୁକ୍ରବାର ଏହାର ମୁଦ୍ରା ନୀତି ଜାରି ନିଷ୍ପତ୍ତି ଜାରି କରିଛି। ରିଜର୍ଭ ବ୍ୟାଙ୍କ ଆଜି ଏହାର ମୁଦ୍ରାନୀତି କମିଟି(ଏମପିସି) ବୈଠକରେ ରେପୋ ହାରକୁ ୪ ପ୍ରତିଶତରେ ଅପରିବର୍ତ୍ତିତ ରଖିଛି। ଏହା ବ୍ୟତୀତ, ରିଭର୍ସ ରେପୋ ରେଟ୍‌ରେ…

୪୮,୦୦୦ ଇଭି ଚାର୍ଜର ଷ୍ଟେଶନ ପ୍ରତିଷ୍ଠା ହେବ

ନୂଆଦିଲ୍ଲୀ, ୭ା୪: ଆଗାମୀ ୩-୪ ବର୍ଷ ମଧ୍ୟରେ ଦେଶରେ ୧୪,୦୦୦ କୋଟି ଟଙ୍କା ବନିମୟରେ ୪୮,୦୦୦ ଅଧିକ ଇଲେକ୍‌ଟ୍ରିକ୍‌ ଭେହିକିଲ୍‌ (ଇଭି) ଚାର୍ଜର ଷ୍ଟେସନ ପ୍ରତିଷ୍ଠା କରାଯିବ। ଦେଶର ଇନ୍‌ଭେଷ୍ଟମେଣ୍ଟ ଇନ୍‌ଫର୍ମେସନ୍‌ ଆଣ୍ଡ୍‌ କ୍ରେଡିଟ୍‌ ରେଟିଂ ଏଜେନ୍ସି (ଆଇସିଆର୍‌ଏ) ପକ୍ଷରୁ ବୁଧବାର…

ଜି’ରେ ୭.୮% ଅଂଶଧନ ବିକ୍ରି କରିବ ଇନ୍‌ଭେସ୍କୋ

ନୂଆଦିଲ୍ଲୀ, ୭ା୪: ଜି’ ଏଣ୍ଟର୍‌ଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ର ବଡ଼ ଅଂଶଧାରକ ଇନ୍‌ଭେସ୍କୋ ଡେଭେଲପ୍‌ମେଣ୍ଟ ମାର୍କେଟ୍‌ସ ଗୁରୁବାର ଦିନ ବ୍ଲକ୍‌ ଡିଲ୍‌ ଜରିଆରେ ଜି’କୁ ୭.୮% ଅର୍ଥାତ୍‌ ୨,୨୦୦ କୋଟିର ଅଂଶଧନ ବିକ୍ରି କରିବ। ପୂର୍ବରୁ ଜି’ରେ ଇନ୍‌ଭେସ୍କୋର ୧୮.୮% ଅଂଶଧନ ରହିଛି। ଏଥିସହିତ…

ବିଶ୍ୱରେ ୨ୟ ସର୍ବବୃହତ୍‌ ସିଇ ମାର୍କେଟ୍‌ ହେବ ଭାରତ

ଭୁବନେଶ୍ୱର,୭ା୪: କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଇଣ୍ଡଷ୍ଟ୍ରି (ସିଆଇଆଇ) ପକ୍ଷରୁ ବୁଧବାର ସିଆଇଆଇଏକ୍ସକନ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଏ ନେଇ ମଧ୍ୟ ସହରରେ ଏକ ରୋଡ୍‌ଶୋ’ର ଆୟୋଜନ ମଧ୍ୟ କରାଯାଇଥିଲା। ଯେଉଁଥିରେ ବରିଷ୍ଠ ସରକାରୀ ଅଧିକାରୀଙ୍କ ସମେତ ଶିଳ୍ପନେତା ଏବଂ ଇନ୍‌ଫ୍ରାଷ୍ଟ୍ରକ୍ଚର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?