କୋଭିଡ୍ ଯୋଗୁ ସ୍ବାସ୍ଥ୍ୟ ବୀମା ଗ୍ରହଣ ବଢ଼ିଛି
ଭୁବନେଶ୍ୱର, ୪ା୨: କୋଭିଡ୍ ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ସ୍ବାସ୍ଥ୍ୟବୀମା ଗ୍ରହଣ ବଢ଼ିଛି। କୋଭିଡ୍ ପୂର୍ବ ସ୍ଥିତି ତୁଳନାରେ ଏଥିରେ ଦ୍ରୁତ ଅଭିବୃଦ୍ଧି ହୋଇଥିବା ମାକ୍ସ ବୁପା ହେଲ୍ଥ ଇନ୍ସ୍ୟୁରାନ୍ସ ପକ୍ଷରୁ ସୂଚନା ମିଳିଛି। କମ୍ପାନୀର ପ୍ରଡକ୍ଟ ଏବଂ କ୍ଲେମ୍...
ନିବେଶକଙ୍କ ସମ୍ପତ୍ତି ୧୨.୩୧ ଲକ୍ଷ କୋଟି ବୃଦ୍ଧି
ନୂଆଦିଲ୍ଲୀ, ୪ା୨: ଗତ ୩ ଦିନ ହେବ ଭାରତୀୟ ଶେୟାର ବଜାରରେ କାରବାର ଉନ୍ନତ ସ୍ତରରେ ରହିଛି। ବଜେଟ ପ୍ରଭାବ ଉନ୍ନତ ରହିବାରୁ ୩ ଦିନ ହେବ ପୁଞ୍ଜିବଜାର କାରବାର ବଢ଼ିଚାଲିଛି। ଏହି ୩ ଦିନରେ ନିବେଶକଙ୍କ ସମ୍ପତ୍ତି ୧୨.୩୧ ଲକ୍ଷ...
ବଜେଟ ୨୦୨୧-୨୨
ମୁଖ୍ୟାଂଶ ସ୍ବାସ୍ଥ୍ୟ ବଜେଟ ୯୪,୦୦୦ କୋଟିରୁ ୨.୩୮ ଲକ୍ଷ କୋଟିକୁ ବୃଦ୍ଧି ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭର ସ୍ବସ୍ଥ ଭାରତ ଯୋଜନା କୋଭିଡ୍ ଟିକା ପାଇଁ ୩୫,୦୦୦ କୋଟି ବୀମା କ୍ଷେତ୍ରରେ ବିଦେଶୀ ପୁଞ୍ଜି ବିନିଯୋଗ ୪୯%ରୁ ୭୪%କୁ ବଢ଼ିଲା...
ଠକିଗଲେ ଚାଷୀକୁଳ
ନୂଆଦିଲ୍ଲୀ,୨ା୨:୩ ନୂଆ କୃଷି ଆଇନକୁ ନେଇ ମୁହଁାମୁହିଁ ସ୍ଥିତିରେ କେନ୍ଦ୍ର ସରକାର ଓ କୃଷକ ସଙ୍ଗଠନ। ଏହି ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ ଲକ୍ଷାଧିକ କୃଷକ ଆନ୍ଦୋଳନରତ। ଚାଷୀଙ୍କ ଧାରଣା ୭୧...
କାମକୁ ନୁହେଁ, ନାମକୁ
ନୂଆଦିଲ୍ଲୀ,୨ା୨: କରୋନା ଭୂତାଣୁ ଓ ଏହାର ମୁକାବିଲା ପାଇଁ ପର୍ଯ୍ୟାୟକ୍ରମେ ଜାରି ଲକ୍ଡାଉନ୍ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାବେଳେ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। କଳକାରଖାନା ବନ୍ଦ ହୋଇଯିବା ଓ ଆର୍ଥିକ ଗତିବିଧିରେ ତାଲା...
ହଟିବ ୨୦ ବର୍ଷ ପୁରୁଣା ଗାଡ଼ି
ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ପୁରୁଣା ଗାଡ଼ି ଚଳାଇବା ନେଇ ନୂଆ ନୀତି ପ୍ରଣୟନ ଉପରେ ଗୁରୁତ୍ୱାରୋପ କରାଯାଇଛି। ଏଣିକି ୨୦ ବର୍ଷ ପୁରୁଣା ଘରୋଇ ଗାଡ଼ିକୁ ହଟାଇ ଦିଆଯିବ। ସେହିପରି ୧୫ ବର୍ଷ ପୁରୁଣା ବ୍ୟବସାୟିକ ଯାନକୁ ମଧ୍ୟ...
ସୁନା-ରୁପା ଶସ୍ତା
ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ସୁନା ଏବଂ ରୁପା ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରାଯାଇଛି। ପୂର୍ବରୁ ଏହା ୧୨.୫ ପ୍ରତିଶତ ଥିବାବେେଳେ ଏବେ ଏହା ୭.୫ ପ୍ରତିଶତକୁ କମାଇ ଦିଆଯାଇଛି। ଏ ସମ୍ପର୍କରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା...
ପଶ୍ଚିମବଙ୍ଗ-ତାମିଲନାଡୁ-କେରଳ-ଆସାମ ପାଇଁ ନିର୍ବାଚନୀ ଥୋପ
ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଆଗକୁ ବିଧାନସଭା ନିର୍ବାଚନ ହେବାକୁ ଥିବା ପଶ୍ଚିମବଙ୍ଗ, ତାମିଲନାଡୁ,କେରଳ ଓ ଆସାମ ଆଦି ୪ ରାଜ୍ୟ ପାଇଁ ନିର୍ବାଚନୀ ଥୋପ ପକାଯାଇଛି। ଏସବୁ ରାଜ୍ୟରେ ସଡ଼କ ଭିତ୍ତିଭୂମି ବିକାଶ ଲାଗି ୨.୨୭ ଲକ୍ଷ କୋଟି...
୧.୭୫ ଲକ୍ଷ କୋଟିର ବିନିବେଶ ଲକ୍ଷ୍ୟ
ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ୧.୭୫ ଲକ୍ଷ କୋଟି ଟଙ୍କାର ବିନିବେଶ ଲକ୍ଷ୍ୟ ରଖାଯାଇଛି। ଏ ସମ୍ପର୍କରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଗତ ବର୍ଷ ତୁଳନାରେ ଏହା ୩୫ ହଜାର କୋଟି ଟଙ୍କା କମ୍ ରହିଛି। ଧାର୍ଯ୍ୟ...
ମଦ ମହଙ୍ଗା
ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଆଲକୋହଲ ଉପରେ ୧୦୦ ପ୍ରତିଶତ କୃଷି ସେସ୍ ଲାଗୁ କରାଯାଇଥିବା ସମ୍ପର୍କରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଏହା ଦ୍ୱାରା ମଦ ଦାମ ମହଙ୍ଗା ହେବ। ସେହିପରି ଆଲକୋହଲରୁ ପ୍ରସ୍ତୁତ ହେଉଥିବା ଅନ୍ୟ...
ପେଟ୍ରୋଲ-ଡିଜେଲ୍ ଉପରେ କୃଷି ସେସ୍
ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ପେଟ୍ରୋଲ ଏବଂ ଡିଜେଲ୍ ଉପରେ କୃଷି ସେସ୍ ଲାଗୁ କରାଯାଇଥିବା ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ପେଟ୍ରୋଲ ଉପରେ ୨ ଟଙ୍କା ୫୦ ପଇସା ଏବଂ ଡିଜେଲ୍ ଉପରେ ୪ ଟଙ୍କା...
୭୫ବର୍ଷରୁ ଅଧିକ ବୟସ୍କଙ୍କୁ ଆୟକର ଛାଡ
ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଦେଶର ବରିଷ୍ଠ ନାଗରିକଙ୍କ ପାଇଁ ନୂଆ ଘୋଷଣା କରାଯାଇଛି। ୭୫ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କ ବରିଷ୍ଠ ନାଗରିକଙ୍କୁ ଆୟକର ଛାଡ କରାଯାଇଛି। ପ୍ରବାସୀ ଭାରତୀୟଙ୍କ ଲାଗି ଟିକସ ନିୟମରେ କେତେକ ପରିର୍ତ୍ତନ...
Archives


