ବାଣିଜ୍ୟ

କ୍ରମାଗତ ହ୍ରାସ ପାଉଛି ସୁନା, ରୁପା ଦର

ଭୁବନେଶ୍ୱର,୩୧।୧: ଗତ ଏକ ସପ୍ତାହ ହେବ କ୍ରମାଗତ ଭାବେ ଦେଶରେ ସୁନା ଓ ରୁପା ଦର ହ୍ରାସ ପାଉଛି। ଏମ୍‌ସିଏକ୍ସରେ ସୁନା ଦର ଶନିବାର ୦.୩୩ % ହ୍ରାସ ଘଟି ୧୦ ଗ୍ରାମ ସୁନା ପିଛା ୪୮,୭୦୨ ଟଙ୍କା ଦେବାକୁ...

୫୭ ବର୍ଷରେ ବି ଫିଟ୍‌ ଅଛନ୍ତି ନୀତା ଅମ୍ବାନୀ: ଜାଣନ୍ତୁ କିପରି…

ବର୍ତ୍ତମାନ ସମୟରେ ଯୁବର୍ଗଙ୍କ ପାଇଁ ମୋଟାପଣ ଏକ ବଡ଼ ସମସ୍ୟା ହୋଇ ଛିଡ଼ାହୋଇଛି। ବୟସ୍କ ଲୋକମାନଙ୍କ ମେଦ ବୃଦ୍ଧ ଘଟିଲେ ସେମାନେ ଓଜନ କମ୍‌ କରିବାକୁ ଚେଷ୍ଟା କରନ୍ତି ନାହିଁ। ମାତ୍ର ଏମିତି କିଛି ସେଲିବ୍ରିଟି ଅଛନ୍ତି ଯେଉଁମାନେ ୪୦...

ଏହି ପ୍ଲାନରେ ୫୦ ଜିବି ବୋନସ୍‌ ଡାଟା ଦେଉଛି ଭୋଡାଫୋନ୍‌-ଆଇଡିଆ, ତା’ ସହ ରହିଛି…

ନୂଆଦିଲ୍ଲୀ,୨୯।୧: ଟେଲିକମ୍‌ କମ୍ପାନୀ ଭୋଡାଫୋନ୍‌ ଆଇଡିଆ(ଭିଆଇ) ଏହାର ୨୫୯୫ ଟଙ୍କା ପ୍ରିପେଡ ପ୍ଲାନରେ ଉପଭୋକ୍ତମାନଙ୍କୁ ବୋନସ୍‌ ଡାଟା ଦେଉଛି। କିନ୍ତୁ ଏହା କେବଳ କମ୍ପାନୀର ମୋବାଇଲ୍‌ ଆପ୍‌ ମାଧ୍ୟମରେ ରିଚାର୍ଜ କରୁଥିବା ଗ୍ରାହକଙ୍କ ପାଇଁ ଏହି ଅଫର ଉପଲବ୍ଧ। ଏହି...

ଏଚ୍‌-୧ବି ଭିଜାଧାରୀଙ୍କ ଲାଗି ଆଶ୍ୱସ୍ତି

ନୂଆଦିଲ୍ଲୀ: ଏଚ୍‌-୧ବି ଭିଜାଧାରୀଙ୍କ ଲାଗି ଖୁସି ଖବର। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ନିକଟରେ ଏହି ବର୍ଗରେ ଭିଜା ହାସଲ କରିଥିବା ବ୍ୟକ୍ତିବିଶେଷଙ୍କ ଲାଗି ବଡ଼ ଘୋଷଣା କରିଛନ୍ତି। ଶପଥ ଗ୍ରହଣ ପରେ ବାଇଡେନ୍‌ ପୂରା ଆକ୍ସନ ମୁଡ୍‌ରେ ରହିଛନ୍ତି।...

୧୨,୩୫୧ କୋଟିର ଆର୍‌ଏଲ୍‌ବି ଅନୁଦାନ ଦେଲା କେନ୍ଦ୍ର

ନୂଆଦିଲ୍ଲୀ: ରୁରାଲ ଲୋକାଲ ବଡି ବା ଗ୍ରାମାଞ୍ଚଳ ଶାସନ ବ୍ୟବସ୍ଥା ଅନୁଦାନ ବାବଦ କେନ୍ଦ୍ର ସରକାର ରାଜ୍ୟଗୁଡିକୁ ବୁଧବାର ୧୨,୩୫୧ କୋଟି ଟଙ୍କାର ଅନୁଦାନ ପ୍ରଦାନ କରିଛନ୍ତି। ୧୮ ରାଜ୍ୟକୁ ଏହି ରାଶି ପ୍ରଦାନ କରାଯାଇଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ...

୧.୮୧ ଲକ୍ଷ କୋଟିର ରିଫଣ୍ଡ ଜାରିକଲା ଆୟକର ବିଭାଗ

ନୂଆଦିଲ୍ଲୀ: ଆୟକର(ଆଇଟି) ବିଭାଗ ପକ୍ଷରୁ ୧.୮୧ ଲକ୍ଷ କୋଟି ଟଙ୍କାର ଆୟକର ରିଫଣ୍ଡ ଜାରି କରାଯାଇଛି। ଚଳିତ ଆର୍ଥତ୍କ ବର୍ଷରେ ୧.୭୪ ଲକ୍ଷରୁ ଊର୍ଦ୍ଧ୍ୱ ଟିକସଦାତାଙ୍କୁ ରିଫଣ୍ଡ କରାଯାଇଥିବା ବୁଧବାର ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହା ମଧ୍ୟରେ ୧.୭୪...

ଭାରତରେ କାରବାର ବନ୍ଦ କଲା ଟିକ୍‌ଟକ୍‌

ନୂଆଦିଲ୍ଲୀ: ଟିକ୍‌ଟକ୍‌ର ମୂଳ କମ୍ପାନୀ ବାଇଟ୍‌ ଡାନ୍ସ ଭାରତରେ ଏହାର କାରବାର ବନ୍ଦ କରିଛି। ସେହିଭଳି ଘରୋଇ ବଜାରରେ କାମ କରୁଥିବା ପ୍ରାୟ ୨ ହଜାର କର୍ମଚାରୀଙ୍କୁ ଏହି କମ୍ପାନୀ ଛଟେଇ କରିଛି। ଭାରତ ସରକାର ଚାଇନା ଭିତ୍ତିକ ଉକ୍ତ...

ନିବେଶକଙ୍କ କ୍ଷତି ୮ ଲକ୍ଷ କୋଟି

ମୁମ୍ବାଇ: ଗତ ୪ ସେସନ ହେବ ଭାରତୀୟ ପୁଞ୍ଜିବଜାରରେ କାରବାର ପ୍ରଭାବିତ ହୋଇ ରହିଛି। ଫଳରେ ନିବେଶକଙ୍କ କ୍ଷତି ୮ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି। ବୁଧବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନସେକ୍ସ ୯୩୭.୬୬ ପଏଣ୍ଟ (୧.୯୪%) ହ୍ରାସ ହୋଇ...

ରେକର୍ଡ ଭାଙ୍ଗି ଚାଲିଛି ତେଲ ଦର

ଭୁବନେଶ୍ୱର: ତେଲ ଦରରେ ଲଗାତର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢ଼ାଇ ଚାଲିଛି। ପେଟ୍ରୋଲ ଏବଂ ଡିଜେଲ ଦର କମିବା ଦେଖାଯାଉନାହିଁ। ଗତ ସପ୍ତାହରେ ଇନ୍ଧନ ଦର ୪ଥର ବଢ଼ିଥିଲା। ସେହିଭଳି ଜାନୁୟାରୀରେ ତେଲ ଦର ମୋଟ ୯ଥର ବୃଦ୍ଧି ପାଇବା...

ରାଣା କପୁରଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ: ୟେସ୍‌ ବ୍ୟାଙ୍କର ସହ ପ୍ରମୋଟର ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଗିରଫ କରିଛି। ମହାରାଷ୍ଟ୍ର ଭିତ୍ତିକ ପିଏମ୍‌ସି ବ୍ୟାଙ୍କରୁ ୪,୩୦୦ କୋଟି ଟଙ୍କାର ଠକେଇ ଅଭିଯୋଗ ତାଙ୍କ ବିରୋଧରେ ରହିଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି।...

ଏହି ମୁଦ୍ରା ପାଖରେ ଅଛି କି? ହୋଇଯିବେ ଲକ୍ଷପତି

ମା’ ବୈଷ୍ଣୋ ଦେବୀଙ୍କ ମୁଦ୍ରା ଥିବା ବ୍ୟକ୍ତି ଏବେ ହୋଇପାରିବେ ଲକ୍ଷପତି। କିନ୍ତୁ ଏ କଥା ଖୁବ୍‌ କମ୍‌ ଲୋକ ଜାଣିଥିବେ। ଏହି ମୁଦ୍ରା ଦେଲେ ୧୦ ଲକ୍ଷ ପର୍ଯ୍ୟନ୍ତ ରୋଜଗାର କରିପାରିବେ। ଏହିପରି ମୁଦ୍ରାକୁ ଆଣ୍ଟିକ୍‌ ଭାବେ ବିବେଚନା...

ତେଲରେ ନିଆଁ

ଭୁବନେଶ୍ୱର, ୨୫।୧ (ବ୍ୟୁରୋ): ପେଟ୍ରୋଲ ଏବଂ ଡିଜେଲ ଦର କମିବା ଦେଖାଯାଉନାହିଁ। ଚଳିତ ସପ୍ତାହରେ ଇନ୍ଧନ ଦର ୪ଥର ବଢିଲାଣି। ସେହିଭଳି ଜାନୁୟାରୀରେ ତେଲ ଦର ୮ଥର ବୃଦ୍ଧି ପାଇବା ଅସହ୍ୟ ହେଲାଣି। ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡ଼ିକ ଶନିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri