ବାଣିଜ୍ୟ

ଆରମ୍ଭ ହୋଇପାରେ ରେଗୁଲାର ଟ୍ରେନ୍‌

ନୂଆଦିଲ୍ଲୀ,୨୫ା୧: କରୋନା ପାଇଁ ରେଲଓ୍ବେ ଏହାର ନିୟମିତ ରେଳ ସେବାକୁ ବନ୍ଦ କରିବାକୁ ପଡିଥିଲା। ଇତିହାସରେ ପ୍ରଥମ ଥର ଲାଗି ରେଲଓ୍ବେର ଚକା ଗଡି ନ ଥିଲା। କରୋନା ସଂକ୍ରମଣ ମାମଲା ହ୍ରାସ ଏବଂ ଭ୍ୟାକସିନ ପ୍ରୋଗ୍ରାମ ଆରମ୍ଭ ହୋଇଥିବାରୁ ରେଲଓ୍ବେ...

ରାଜ୍ୟଗୁଡ଼ିକର ରାଜସ୍ବ କ୍ଷତି ୪ ଗୁଣ ବଢ଼ିବ

ନୂଆଦିଲ୍ଲୀ,୨୫ା୧: କୋଭିଡ୍‌-୧୯କୁ ନିୟନ୍ତ୍ରଣ କରିବା ଲାଗି ଜାରି ହୋଇଥିବା ଲକ୍‌ଡାଉନ କାରଣରୁ ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟଗୁଡିକର ଟିକସ ସଂଗ୍ରହରେ ହ୍ରାସ ଘଟିଛି। ଏହାକୁ ଦେଖିଲେ ଚଳିତ ଆର୍ଥତ୍କ ବର୍ଷରେ ରାଜ୍ୟଗୁଡିକର ରାଜସ୍ବ ନିଅଣ୍ଟ ପ୍ରାୟ ୪...

ଯାନ ଦର ବଢ଼ାଇଲା ଟାଟା ମୋଟର୍ସ

ନୂଆଦିଲ୍ଲୀ,୨୫ା୧: ଟାଟା ମୋଟର୍ସ ପକ୍ଷରୁ ଯାତ୍ରୀବାହୀ ଯାନ ବର୍ଗରେ ଦର ବୃଦ୍ଧି ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଇନ୍‌ପୁଟ ଖର୍ଚ୍ଚ ଏବଂ ସେମି କଣ୍ଡକ୍ଟର ମୂଲ୍ୟ ବଢ଼ିବା ଯୋଗୁ କମ୍ପାନୀର ଯାନଗୁଡିକ ପ୍ରାୟ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ମୂଲ୍ୟ...

ପୁରୁଣା ନୋଟ୍‌ ବନ୍ଦ ପାଇଁ ଆର୍‌ବିଆଇର ଯୋଜନା!

ନୂଆଦିଲ୍ଲୀ,୨୪ା୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଥିବା ବେଳେ ଏ ସମ୍ପର୍କରେ ମଧ୍ୟ ଆର୍‌ବିଆଇର ଜଣେ ବରିଷ୍ଠ ପଦାଧିକାରୀ ସୂଚନା ଦେଇଛନ୍ତି। ଦେଶରୁ ଖୁବ୍‌ ଶୀଘ୍ର ପୁରୁଣା ୫ ଟଙ୍କିଆ,...

ଆଗାମୀ ବଜେଟରେ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ବୃଦ୍ଧି ପାଇପାରେ

ନୂଆଦିଲ୍ଲୀ,୨୪ା୧: ଆସନ୍ତା ଫେବ୍ରୁଆରି ୧ରୁ ଆରମ୍ଭ ହେବାକୁ ଥିବା ସାଧାରଣ ବଜେଟ ଅଧିବେଶନରେ କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମନ ଲୋକସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଆଗତ କରିବେ। ଦେଶର ଅର୍ଥନୀତି ବର୍ତ୍ତମାନ ସମୟରେ ମାନ୍ଦାବସ୍ଥାରେ ରହିଛି।...

ଅମ୍ବାନୀ ପରିବାରର ବଡ଼ ବୋହୂ ସଙ୍ଗୀତ ସେରିମନିରେ ପିନ୍ଧିଥିଲେ ‘ଲଭ୍‌ ଷ୍ଟୋରୀ ଲେହେଙ୍ଗା’, ଜାଣନ୍ତୁ ଏହା ପଛର କାହାଣୀ…

୯ ମାାର୍ଚ୍ଚ ୨୦୧୯ରେ ଅମ୍ବାନୀ ପରିବାର ସେମାନଙ୍କ ବଡ଼ ବୋହୁ ଶ୍ଲୋକା ମେହେଟ୍ଟାଙ୍କୁ ଘରକୁ ସ୍ବାଗତ କରିଥିଲେ। ଏହି ବିବାହ ସାଧାରଣ ବିବାହ ନ ଥିଲା। ଦେଶ ବିଦେଶରୁ ଅନେକ ବଡ଼ ବଡ଼ ଲୋକ ଏହି ସମାରୋହରେ ସାମିଲ ହୋଇଥିଲେ।...

ଆସୋଟେକ୍‌ର ନୂଆ ଟାଉନଶିପ ପ୍ରୋଜେକ୍ଟ

ନୂଆଦିଲ୍ଲୀ: ରିୟଲ ଇଷ୍ଟେଟ କମ୍ପାନୀ ଆସୋଟେକ୍‌ ଗ୍ରୁପ୍‌ ପକ୍ଷରୁ ସ୍ଥାନୀୟ ରୁଦ୍ରପୁରଠାରେ ନୂଆ ଟାଉନଶିପ ପ୍ରୋଜେକ୍ଟ ବିକଶିତ କରାଯାଉଛି। କମ୍ପାନୀ ନଭେମ୍ବର ୨୦୧୯ରୁ ଏହାର ଶୁଭାରମ୍ଭ କରିଛି। ଭୁବନେଶ୍ୱରଠାରେ ଆସୋଟେକ୍‌ ସନ୍‌ ଗ୍ରୋଥ ଆବୋଡ ଏଲ୍‌ଏଲ୍‌ପି ମାଧ୍ୟମରେ କମ୍ପାନୀ ନିଜସ୍ବ...

ଆଇଆର୍‌ସିଟିସି ଇ-କ୍ୟାଟରିଂ ସେବା ଶୀଘ୍ର

ନୂଆଦିଲ୍ଲୀ: ରେଳଯାତ୍ରୀଙ୍କୁ ଆଶ୍ୱସ୍ତି। ଆସନ୍ତା ମାସରୁ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜମ କର୍ପୋରେଶନ(ଆଇଆର୍‌ସିଟିସି)ର ଇ-କ୍ୟାଟରିଂ ସେବା ପୁଣି ଥରେ କାର୍ଯ୍ୟକ୍ଷମ ହେବ। ଏ ନେଇ ସଂସ୍ଥା ପକ୍ଷରୁ ଶୁକ୍ରବାର ସ୍ପଷ୍ଟ କରାଯାଇଛି। କରୋନା ଜନିତ ଲକ୍‌ଡାଉନ ପାଇଁ ଏହି...

ଯାନ ଦର ବଢ଼ାଇଲା ଟାଟା ମୋଟର୍ସ

ନୂଆଦିଲ୍ଲୀ: ଟାଟା ମୋଟର୍ସ ପକ୍ଷରୁ ଯାତ୍ରୀବାହୀ ଯାନ ବର୍ଗରେ ଦର ବୃଦ୍ଧି ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଇନ୍‌ପୁଟ ଖର୍ଚ୍ଚ ଏବଂ ସେମି କଣ୍ଡକ୍ଟର ମୂଲ୍ୟ ବଢ଼ିବା ଯୋଗୁ କମ୍ପାନୀର ଯାନଗୁଡିକ ପ୍ରାୟ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ମୂଲ୍ୟ...

୭୪୬ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ: ଶୁକ୍ରବାର ଭାରତୀୟ ପୁଞ୍ଜିବଜାର କାରବାର କ୍ଷତିଗ୍ରସ୍ତ ହୋଇଛି। ପ୍ରଫିଟ୍‌ ବୁକିଂ ଯୋଗୁ ଏଭଳି ହୋଇଥିବା ନଜରକୁ ଆସିଛି। ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ୭୪୬ ପଏଣ୍ଟ ଖସିଛି। ସେହିଭଳି ନିଫ୍ଟି କାରବାର ୧୪,୪୦୦ ପଏଣ୍ଟ ସ୍ତରରୁ ଖସିଛି।...

ଆଜି ହାଲୁଆ ସେରିମନି

ନୂଆଦିଲ୍ଲୀ: କେନ୍ଦ୍ର ବଜେଟ ୨୦୨୧ ପହିଲାରେ ଆସିବାକୁ ଥିବା ବେଳେ ପ୍ରତିବର୍ଷ ପ୍ରଥା ଅନୁସାରେ ଚାଲି ଆସୁଥିବା ହାଲୁଆ ସେରିମନି ଶନିବାର ଅନୁଷ୍ଠିତ ହେବ। କେନ୍ଦ୍ର ବଜେଟ ଦସ୍ତାବିଜ ଛପାହେବାର ଆରମ୍ଭ ଦିନରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥାଏ। କେନ୍ଦ୍ର...

ରିଲାଏନ୍ସର ନେଟ୍‌ ଲାଭ ୧୨% ବଢିଲା

ମୁମ୍ବାଇ: ଚଳିତ ଆର୍ଥତ୍କ ବର୍ଷ ତୃତୀୟ ତ୍ରୈମାସରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ୍‌ ଲାଭ ୧୨.୬% ବଢି ୧୩,୧୦୧ କୋଟି ଟଙ୍କା ଛୁଇଁଛି। ଏହି ସମୟରେ ରିଲାଏନ୍ସ ଜିଓର ନେଟ୍‌ ଲାଭ ୧୫.୫% ବଢି ୩,୪୮୯ କୋଟି ଟଙ୍କା ରହିଛି। ଏହାବାଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri