ବାଣିଜ୍ୟ

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ ବର୍ତ୍ତମାନ ବର୍ଷକୁ ୬ଟି ଏଲପିଜି (LPG) ସିଲିଣ୍ଡର ମାଗଣାରେ ଯୋଗାଇଦେବାକୁ ଘୋଷଣା କରିଛନ୍ତି।…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ରିପୋର୍ଟ ଅନୁସାରେ, ଏହି ସମୟରେ ଅର୍ଥ ମନ୍ତ୍ରଣାଳୟର ଜଣେ ସୂତ୍ରରୁ…

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ ପ୍ରୋଲାଇଫ ଡାଇଗ୍ନୋଷ୍ଟିକ୍ସ ସହିତ ଏକ ମିଳିତ ଉଦ୍ୟୋଗ ସ୍ଥାପନ କରିଛି। ଏହି ନୂତନ…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ଏକ ଆକଳନ ଅନୁସାରେ, ଲେଭଲ-୮…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ ହେବାକୁ ଥିବା MDRକୁ ନେଇ ଦେଶର ବିଭିନ୍ନ ବ୍ୟବସାୟୀ ସଂଗଠନ ଅସନ୍ତୋଷ ପ୍ରକାଶ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି, ତେବେ ଏହି ଖବର ଆପଣଙ୍କ ପାଇଁ ଜରୁରୀ। ଘରୋଇ ଇନ୍ଧନ ବିକ୍ରେତା କମ୍ପାନୀଗୁଡ଼ିକ…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, କରୋନା ମହାମାରୀଠାରୁ ଆରମ୍ଭ କରି ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ସଙ୍କଟ…

ଦେଶରେ ପୁଣି ବଢ଼ିବ ପେଟ୍ରୋଲ-ଡିଜେଲ ଦର! ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ

ନୂଆଦିଲ୍ଲୀ,୨୪।୯: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ହର୍ମୁଜ ସଙ୍କଟ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ବା କ୍ରୁଡ୍‌ ଅଏଲ ଦର ଗତ କିଛି ଦିନରେ ବ୍ୟାରେଲ ପିଛା ୧୦୦ରୁ ୧୧୫ ଡଲାର ପର୍ଯ୍ୟନ୍ତ ପହଞ୍ଚିଛି। ତେବେ ଦେଶରେ…

ପାଖରେ ରଖନ୍ତୁ କ୍ୟାସ୍‌, ଏହି ଦିନ ଦେଶରେ ବନ୍ଦ ରହିବ UPI! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୪।୯: ୟୁପିଆଇ (UPI) ଚାର୍ଜକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଫେଡେରେଶନ ଅଫ ଅଲ ଇଣ୍ଡିଆ ବ୍ୟାପାର ମଣ୍ଡଳ (FAIVM) ଏବଂ କନଫେଡେରେଶନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ (CAIT) ଭଳି…

କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଖବର: ଏଥର ଆଗୁଆ ମିଳିବ ଦରମା, ଜାଣନ୍ତୁ କାହିିଁକି

ନୂଆଦିଲ୍ଲୀ୨୪।୯: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ବଡ଼ ଖବର। ସାଧାରଣତଃ ମାସର ଶେଷ କାର୍ଯ୍ୟଦିବସରେ କର୍ମଚାରୀଙ୍କ ଦରମା ଓ ପେନସନଭୋଗୀଙ୍କ ପେନସନ ଆକାଉଣ୍ଟରେ ଜମା ହୋଇଥାଏ। କିନ୍ତୁ ଚଳିତ ସେପ୍ଟେମ୍ବର ମାସରେ ଏହି ନିୟମରେ ପରିବର୍ତ୍ତନ କରାଯାଇଛି। ବ୍ୟାଙ୍କ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା ମାସରୁ କେଉଁ ନିୟମ ବଦଳିବ। ୧ ଅକ୍ଟୋବର ୨୦୨୬ରୁ LPG ସବସିଡି, ବ୍ୟାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?