ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍ନାଲ୍ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ
ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍ନାଲ୍’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ବ୍ଲିଙ୍କିଟ୍ ର ସିଇଓ ଅଲବିନ୍ଦର ସିଂ ଧିଣ୍ଡସାଙ୍କୁ ନୂଆ ଦାୟିତ୍ୱ ମିଳିଛି। ଦୀପିନ୍ଦର…
ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!
ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ ମଧ୍ୟ ଦରମା ସଂଶୋଧନ ସମ୍ପର୍କରେ କୌଣସି ସରକାରୀ ଘୋଷଣା ହୋଇନାହିଁ। ICRA ରିପୋର୍ଟ ଅନୁଯାୟୀ,…
ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!
ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ ସୁଧ ହାର ବୃଦ୍ଧି ମଧ୍ୟ ଏକ ଚିନ୍ତାର ବିଷୟ। ବଜେଟ ପାଖେଇ ଆସୁଥିବାରୁ, ଏହି…
ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍
ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର ସମ୍ଭାବନା ଏବେ ବହୁତ ଅଧିକ। ରେଳ ସୁରକ୍ଷା ବଳ (RPF) ଏବଂ ଦୂରସଂଚାର ବିଭାଗ…
ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍, ଭୁବନେଶ୍ୱରରେ ଜାଣନ୍ତୁ କେତେ…
ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧ ଲକ୍ଷ ୫୪ ହଜାର ଥିବାବେଳେ ୨୨ କ୍ୟାରେଟ ଦାମ ୧ ଲକ୍ଷ ୪୧ ହଜାର ୯ ଶହ…
୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ…
ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍ଆଇପି, ଅର୍ଥାତ ସିଷ୍ଟେମେଟିକ ଇନଭେଷ୍ଟମେଣ୍ଟ ପ୍ଲାନର ପ୍ରକୃତ ଶକ୍ତି ହେଉଛି ‘କମ୍ପାଉଣ୍ଡିଂ’, ଯେଉଁଥିରେ ଆପଣଙ୍କ ନିବେଶ…
ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି
ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହା ଗତ ଚାରି ମାସ ମଧ୍ୟରେ ସର୍ବାଧିକ। ନଭେମ୍ବର ମାସରେ ଏହି ହାର…
ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା
ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର ଶେୟାର ଗୁଡ଼ିକରେ ବ୍ୟାପକ ହ୍ରାସ ପାଇଛି। ଫଳରେ ନିବେଶକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି…
ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା
ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି ପରେ ସରକାର ଏବଂ RBI ମିଳିତ ଭାବରେ ବିମୁଦ୍ରାକରଣ 2.0 ପାଇଁ ପ୍ରସ୍ତୁତି କରୁଛନ୍ତି…
ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା
ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ଡିଜିଟାଲ ମୁଦ୍ରା ମାଧ୍ୟମରେ କାରବାର କରିବା ପାଇଁ RBI ଏକ…
ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର
ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬ ଅନୁଯାୟୀ, ବିଶ୍ୱର ୧୫୪ଟି ଦେଶ ମଧ୍ୟରେ ଭାରତ ୧୬ତମ ସ୍ଥାନ ଅଧିକାର କରିଛି। ଏହି…
IMF ଦେଲା ଉତ୍ସାହଜନକ ଖବର: ୨୦୨୬ ଆର୍ଥିକ ବର୍ଷ ପାଇଁ ବଢ଼ାଇଲା ଅଭିବୃଦ୍ଧି ପୂର୍ବାନୁମାନ
ନୂଆଦିଲ୍ଲୀ,୧୯।୧: ବିଶ୍ୱରେ ଲାଗି ରହିଥିବା ଅନିଶ୍ଚିତତା ସତ୍ତ୍ୱେ ଭାରତୀୟ ଅର୍ଥବ୍ୟବସ୍ଥାରେ ଶକ୍ତିଶାଳୀ ଅଭିବୃଦ୍ଧି ଜାରି ରହିଛି। ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ୦.୭ ପ୍ରତିଶତ ବୃଦ୍ଧି କରି ୭.୩% କୁ ବଢ଼ାଇଛି।…

