ବାଣିଜ୍ୟ

ଫିଚର ଫୋନ୍‌ରେ ଡିଜିଟାଲ ପେମେଣ୍ଟ

ମୁମ୍ବାଇ,୯ା୩: ୟୁନିଫାଏଡ୍‌ ପେମେଣ୍ଟ ଇଣ୍ଟରଫେସ୍‌ (ୟୁପିଆଇ) ପ୍ରଚଳନର ପ୍ରାୟ ୬ ବର୍ଷ ପରେ ଏବେ ସାଧାରଣ ଫିଚର ଫୋନ୍‌ରେ ମଧ୍ୟ ଡିଜିଟାଲ ପେମେଣ୍ଟ ଅର୍ଥାତ୍‌ ଟଙ୍କା ଦେଣନେଣ କରିହେବ। ଏନେଇ ନୂଆ ଡିଜିଟାଲ ଫିଚର ‘ୟୁପିଆଇ ୧୨୩ପେ’ ଉପଲବ୍ଧ ହୋଇଛି, ଯଦ୍ଦ୍ବାରା…

ପେଟ୍ରୋଲ-ଡିଜେଲ ଦାମ ଦୁଇଗୁଣା ହେବା ଆଶଙ୍କା ଘନେଇଲା…

ନୂଆଦିଲ୍ଲୀ/ଓ୍ବାଶିଂଟନ/ମସ୍କୋ,୮।୩ : ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ସୋମବାରରେକର୍ଡ ସ୍ତରରେ ପହଞ୍ଚିଛି। ୨୦୦୮ ଗତ ୧୪ ବର୍ଷ ପରେ ଏହା ସର୍ବୋଚ୍ଚ ସ୍ତର ଛୁଇଁଛି। ବ୍ରେଣ୍ଟ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା…

ମାରୁତି ସୁଜିକି ଆରେନା’ର ‘ଦି ନ୍ୟୁ ଓ୍ବାଗନର’ର ଉନ୍ମୋଚିତ

ଭୁବନେଶ୍ୱର,୮ା୩ :ଦେଶର ଅଗ୍ରଣୀ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜିକି ଆରେନା’ର ବହୁ ପ୍ରତିକ୍ଷୀତ ‘ଦି ନ୍ୟୁ ଓ୍ବାଗନର’ ମଡେଲର ବଜାର ପ୍ରବେଶ ସମ୍ପର୍କରେ ନିକଟରେ ଘୋଷଣା କରାଯାଇଥିଲା। ଅତ୍ୟାଧୁନିକ ଜ୍ଞାନକୌଶଳ ସହ ସରକାରଙ୍କ ନୂତନ ଯାନବାହନ ନିୟମ ଅନୁଯାୟୀ ପ୍ରସ୍ତୁତ କରାଯାଇଛି।…

ନିମାପଡା ସହରରେ ଟ୍ରେଣ୍ଡସ’ର ନୂଆ ଆଉଟଲେଟ ଉଦଘାଟିତ

ଭୁବନେଶ୍ୱର,୮ା୩ : ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସ’ର ନୂତନ ଆଉଟ୍‌ଲେଟ ନିକଟରେ ପୁରୀ ଜିଲାର ନିମାପଡା ସହରରେ ଶୁଭାରମ୍ଭ ହୋଇଯାଇଛି। ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖୀ କରି…

ହାଇବ୍ରିଡ୍‌ ଶିକ୍ଷା ମଡେଲ୍‌ର ଲାଭ ଉଠାନ୍ତୁ ଛାତ୍ରୀଛାତ୍ର

ଅନ୍‌ଲାଇନ୍‌ ଶିକ୍ଷା ଦ୍ୱାରା ପିଲାମାନେ ଅନେକ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ମାତ୍ର ଅନ୍‌ଲାଇନ୍‌ ଶିକ୍ଷା ପ୍ରଚଳିତ ହେବା ପରଠାରୁ ଛାତ୍ରୀଛାତ୍ର ହାଇବ୍ରିଡ୍‌ ଶିକ୍ଷା ମଡେଲ୍‌ (ଅଫ୍‌ଲାଇନ୍‌ ଏବଂ ଅନ୍‌ଲାଇନ୍‌ ମୋଡ୍‌ର ମିଶ୍ରିତ ଶିକ୍ଷଣ ବ୍ୟବସ୍ଥା)କୁ ଅଧିକ ପସନ୍ଦ କରୁଛନ୍ତି। ଆଗ୍ରହୀ ପିଲାମାନେ…

ଯୁଦ୍ଧର ପ୍ରଭାବ, ଭାରତୀୟ ଶେୟାର ବଜାରରେ ସଙ୍କଟ…

ମୁମ୍ବାଇ,୭।୩ : ରୁଷିଆ ୟୁକ୍ରେନ ଯୁଦ୍ଧ ଯୋଗୁ ସୋମବାର ସପ୍ତାହର ପ୍ରଥମ ବାଣିଜ୍ୟ ଦିବସରେ ଭାରତୀୟ ଷ୍ଟକ ବଜାରରେ ହ୍ରାସ ସହ କାରବାର ଆରମ୍ଭ ହୋଇଛି। ମୁମ୍ବାଇ ଷ୍ଟକ ଏକ୍ସଚେଞ୍ଜର ଇଣ୍ଡେକ୍ସ ସେନସେକ୍ସ ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜର ନିଫ୍ଟି ଏସୀୟ…

ଅଶୋଧିତ ତୈଳ ଦର ୧୪ ବର୍ଷ ପରେ ରେକର୍ଡସ୍ତରରେ…

ଓ୍ବାଶିଂଟନ,୭।୩ : ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ରେକର୍ଡ ସ୍ତରରେ ପହଞ୍ଚିଛି। ୨୦୦୮ ଗତ ୧୪ ବର୍ଷ ପରେ ଏହା ସର୍ବୋଚ୍ଚ ସ୍ତର ଛୁଇଁଛି। ବ୍ରେଣ୍ଟ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା…

ପିଲାଙ୍କ ମନୋବଳ ବଢ଼ାଇବାକୁ ପଡ଼ିବ: ଶ୍ରୀରାମ ପଣ୍ଡା

କୋଭିଡ୍‌ ଯୋଗୁ ଅଫ୍‌ଲାଇନ୍‌ ଶିକ୍ଷା ବନ୍ଦ ହେବାରୁ ଅନ୍‌ଲାଇନ୍‌ ଶିକ୍ଷା ପିଲାଙ୍କୁ ଅଳସୁଆ କରିଦେଇଛି । ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ଶିକ୍ଷାନୁଷ୍ଠାନର ପରିବେଶ, ଶିକ୍ଷକ, ସାଙ୍ଗସାଥୀମାନଙ୍କଠାରୁ ଦୂରେଇ ରହିଥିବା ପିଲାମାନଙ୍କୁ ପୁଣିଥରେ ନିଜ ଶିକ୍ଷାନୁଷ୍ଠାନ ସହିତ ଭଲ…

ବିଶ୍ୱ ଅର୍ଥନୀତି ପ୍ରଭାବିତ

ମସ୍କୋ/ଓ୍ବାଶିଂଟନ/ଲଣ୍ଡନ,୭ା୩: ଆମେରିକା ଓ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ୟୁକ୍ରେନ୍‌ ଆକ୍ରମଣକୁ ନେଇ ରୁଷିଆ ଉପରେ ଗୋଟିଏ ପରେ ଗୋଟିଏ ଆର୍ଥିକ କଟକଣା ଜାରି କରିବାରେ ଲାଗିଛନ୍ତି। ଆଧୁନିକ ବିଶ୍ୱର ଇତିହାସରେ ଅଦ୍ୟାବଧି କୌଣସି ବୃହତ୍‌ ଅର୍ଥନୀତି ବିରୋଧରେ ଏତେ କଠୋର କଟକଣା ଲାଗି…

ଭାରତରେ ଅତ୍ୟାବଶ୍ୟକ ସାମଗ୍ରୀ ଆହୁରି ମହଙ୍ଗା ହେବ

ନୂଆଦିଲ୍ଲୀ, ୭ା୩ : ସୋମବାର ସପ୍ତମ ପର୍ଯ୍ୟାୟ ଉତ୍ତର ପ୍ରଦେଶ ନିର୍ବାଚନ ଶେଷ ହେବା ପରେ ଭାରତରେ ତୈଳ ଓ ଗ୍ୟାସ୍‌ ଦର ବୃଦ୍ଧି ପାଇବ। ତଦନୁସାରେ ପରିବହନଜନିତ ଖର୍ଚ୍ଚ ଏବଂ ମୁଦ୍ରାସ୍ଫୀତି ମଧ୍ୟ ବଢ଼ିବ। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକ ଆହୁରି…

ଆପଲ୍‌ର ଲୋଗୋ ଅଧା ଖାଇବା ସେଓ ଭଳି କାହିଁକି ହୋଇଥାଏ: ଜାଣନ୍ତୁ କ’ଣ ରହିଛି କାରଣ

ଟେକ୍ନୋଲୋଜି ଦୁନିଆରେ ଆପଲ କମ୍ପାନୀର ନାମ ଅତ୍ୟନ୍ତ ସ୍ବତନ୍ତ୍ର। ଏହାର ବିଶେଷ ଉତ୍ପାଦ ହେତୁ କମ୍ପାନୀ ମୋବାଇଲ, କମ୍ପ୍ୟୁଟର ସମ୍ବନ୍ଧୀୟ ଜିନିଷ ବଜାରରେ ବହୁ ନାମ ଅର୍ଜନ କରିଛି। କମ୍ପାନୀର ନାମ ଯେତେ ଅନନ୍ୟ, ଏହାର ଲୋଗୋ ସେତେ ଅନନ୍ୟ ଅଟେ।…

ଚାଇନାର ପ୍ରତିରକ୍ଷା ବଜେଟରେ ୭.୧% ବୃଦ୍ଧି

ନୂଆଦିଲ୍ଲୀ, ୬।୩: ଶନିବାର ଚାଇନା ନିଜ ପ୍ରତିରକ୍ଷା ବଜେଟରେ ୭.୧% ବୃଦ୍ଧି କରିଛି। ଫଳସ୍ବରୂପ ଗତବର୍ଷ ଚାଇନାର ପ୍ରତିରକ୍ଷା ବଜେଟ ୨୦୯ ବିଲିୟନ ଡଲାର ଥିବାବେଳେ ଚଳିତ ଆର୍ଥିକ ବର୍ଷରେ ମୋଟ୍‌ ପ୍ରତିରକ୍ଷା ବଜେଟ ୨୩୦ ବିଲିୟନ୍‌ ଡଲାରରେ ପହଞ୍ଚିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?