ବାଣିଜ୍ୟ

ବ୍ୟବସାୟରେ ନୂତନତ୍ୱ ଆଣେ ଆଗ୍ରହ

ଗୁପ୍ତା ପାଓ୍ବାର ଅପ୍ଟିକାଲ୍‌ ଫାଇବର କେବୁଲ ଏବଂ ଏଲ୍‌ଇଡି/ ସୋଲାର୍‌ ଲାଇଟ୍ସ, ଏଚ୍‌ଟିଏଲ୍‌ଏସ୍‌ କଣ୍ଡକ୍ଟର୍ସ, ରେଲ୍‌ଓ୍ବେ ସିଗ୍‌ନାଲିଂ କେବଲ୍ସ, କ୍ୟାଟେନାରି ଓ୍ବାୟର୍ସର ନିର୍ମାଣରେ ସ୍ବତନ୍ତ୍ରତା ଆଣିଛି। କେନ୍ଦ୍ର ସରକାର ଡିଜିଟାଲ୍‌ ଇଣ୍ଡିଆ ଉପରେ ଗୁରୁତ୍ୱ ଦେଉଥିବାରୁ ଦେଶରେ ଆଇଟି/ଆଇଟିସି/ଓଏଫ୍‌ସି ପ୍ରକଳ୍ପଗୁଡ଼ିକ ଆରମ୍ଭ…

ଆନନ୍ଦ ସୁବ୍ରମଣ୍ୟନଙ୍କୁ ଗିରଫ କଲା ସିବିଆଇ

ମୁମ୍ବାଇ,୨୬।୨: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ଅନିୟମିତତା ମାମଲାରେ ଏହାର ପୂର୍ବତନ ଗ୍ରୁପ୍‌ ଅପରେଟିଂ ଅଫିସର (ଜିଓଓ) ଆନନ୍ଦ ସୁବ୍ରମଣ୍ୟନ୍‌ଙ୍କୁ ସିବିଆଇ ଗିରଫ କରିଛି। ତାଙ୍କୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ହେପାଜତରେ ରଖି ଅଧିକ ପଚରା ଉଚରା କରାଯିବ ବୋଲି ସୂଚନା…

୭.୭ ଲକ୍ଷ କୋଟି ଯୋଡ଼ିଲେ ନିବେଶକ

ମୁମ୍ବାଇ,୨୬।୨: ସାରା ବିଶ୍ୱରେ କୋଭିଡ୍‌ ମହାମାରୀର ପ୍ରଭାବ ଧୀରେ ଧୀରେ ହ୍ରାସ ପାଇବା ସହ ଅର୍ଥନୀତିରେ ମଧ୍ୟ ସୁଧାର ଆସୁଥିଲା। ଏଭଳି ସ୍ଥିତିରେ ଉଭୟ ୟୁକ୍ରେନ୍‌ ଓ ରୁଷିଆ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଯୋଗୁ ଏହାର ପ୍ରଭାବ ପୁଣି ଥରେ…

ଉଦ୍ୟୋଗ ନୀତି ସରଳ ହେଉ

ମସଲା ଆମର ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଉପାଦାନ ପାଲଟିଛି। ପୂର୍ବରୁ ଗୃହିଣୀମାନେ ମସଲା ବାଟି ବ୍ୟଞ୍ଜନରେ ବ୍ୟବହାର କରୁଥିବାବେଳେ ଏବେ ସବୁଠି ପ୍ୟାକେଟ ସ୍ପାଇସ୍‌ର ଚାହିଦା ରହିଛି। ଏହି ଚାହିଦାକୁ ଅନେକାଂଶରେ ପୂରଣ କରିଛି ଦିବ୍ୟ ମଲ୍ଟିଗ୍ରେନ୍ସ ପ୍ରାଇଭେଟ୍‌ ଲିଃର…

ଆହୁରି ମହଙ୍ଗା ହେଲା ସୁନା ଦର

ନୂଆଦିଲ୍ଲୀ,୨୪।୨: ଆହୁରି ମହଙ୍ଗା ହେଲା ସୁନା ଓ ରୂପା। ଭାରତରେ ୧୦ ଗ୍ରାମ ପିଛା ସୁନା ଦର ପାଖାପାଖି ୧୪୦୦ ଟଙ୍କା ବଢିିଛି। ସେପଟେ ଏକ କିଲୋ ରୁପା ଦାମ୍‌ରେ ମଧ୍ୟ ୨ ହଜାରରୁ ଅଧିକ ଟଙ୍କା ବୃଦ୍ଧି ପାଇଛି। ଭାରତୀୟ…

ସେବି ଅଧ୍ୟକ୍ଷ ନିଯୁକ୍ତି ଉପରେ ଖୁବଶୀଘ୍ର ନିଷ୍ପତ୍ତି ନେଇପାରନ୍ତି ସରକାର

ମୁମ୍ବାଇ,୨୪।୨: ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ୍‌ ଇଣ୍ଡିଆ (ସେବି)ର ଅଧ୍ୟକ୍ଷ ନିଯୁକ୍ତି ଉପରେ ସରକାର ଖୁବଶୀଘ୍ର ନିଷ୍ପତ୍ତି ନେଇପାରନ୍ତି ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଯେ ହେତୁ ସେବିର ବର୍ତ୍ତମାନର ଅଧ୍ୟକ୍ଷ ଅଜୟ ତ୍ୟାଗୀଙ୍କର ବର୍ଦ୍ଧିତ କାର୍ଯ୍ୟକାଳ ଚଳିତ ମାସରେ…

ନୂତନ ଶକ୍ତି ବଳରେ ଭାରତ ହେବ ମହାଶକ୍ତି

ମୁମ୍ବାଇ,୨୪।୨: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ କହିଛନ୍ତି, ଆଗାମୀ ଦୁଇ ଦଶନ୍ଧିରେ ନୂତନ ଶକ୍ତି ବଳରେ ଭାରତ ବୈଶ୍ୱିକ ମହାଶକ୍ତିର ମାନ୍ୟତା ହାସଲ କରିପାରିବ। ଏହି ସମୟ ମଧ୍ୟରେ ଭାରତର ସବୁଜ…

ଅଶୋଧିତ ତୈଳ ଦାମ ୮ ବର୍ଷ ପରେ ରେକର୍ଡସ୍ତରରେ, ଯୁଦ୍ଧର ପ୍ରଭାବରେ ପୁଣି ବଢ଼ିବ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪।୨ : ୟୁକ୍ରେନ୍‌ ବିରୋଧରେ ରୁଷିଆର ଯୁଦ୍ଧ ଘୋଷଣା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମ ରେକର୍ଡସ୍ତରରେ ପହଞ୍ଚିଛି। ବ୍ୟାରେଲ ପିଛା ଏହା ୧୦୧ ଡଲାର ଛୁଇଁଛି। ଏହାର ପ୍ରଭାବ ଭାରତ ଉପରେ ପଡ଼ିବାକୁ ଯାଉଛି। ଫଳରେ ଦେଶବାସୀ ଖୁବ୍‌…

ଖୁଚୁରା ଋଣ ଆବଣ୍ଟନ ୨୫% ବୃଦ୍ଧି

ଭୁବନେଶ୍ୱର,୨୪।୨: ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ବୁଧବାର ଏହାର ଆଗାମୀ ଯୋଜନା ଓ କାରବାର ସହିତ ଚଳିତ ଆର୍ଥିକ ବର୍ଷର ଓଡିଶା କାରବାର ସମ୍ପର୍କରେ ଏକ ଫଳାଫଳ ଘୋଷଣା କରାଯାଇଛି। ସେହିଭଳି ବ୍ୟାଙ୍କର ବିଭିନ୍ନ ଡିଜିଟାଲ ଅଭିଯାନ ଓ ଗ୍ରାହକ କୈନ୍ଦ୍ରୀକ ବ୍ୟବସ୍ଥା…

ଭାରତୀୟ ଶେୟାର ବଜାରରେ ସଙ୍କଟ, ରୁଷିଆ-ୟୁକେନ୍‌ ଯୁଦ୍ଧର ପ୍ରଭାବ…

ମୁମ୍ବାଇ,୨୪।୨ : ରୁଷିଆ ଏବଂ ୟୁକେନ୍‌ ଯୁଦ୍ଧର ପ୍ରଭାବ ଭାରତୀୟ ଘରୋଇ ଷ୍ଟକ ବଜାର ଉପରେ ପଡ଼ିଛି। ଯୁଦ୍ଧ ଆରମ୍ଭ ହେବାର ଖବର ଯୋଗୁଁ ବଜାରରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରି-ଓପନିଂରେ ବଜାର ୩ ପ୍ରତିଶତରୁ ଅଧିକ ହ୍ରାସ ଦୃଷ୍ଟି ଗୋଚର…

ଷ୍ଟାର୍ଟଅପରେ ପ୍ରତିବର୍ଷ ୧୦ ପ୍ରତିଶତ ବୃଦ୍ଧି, ପୃଥିବୀରେ ଭାରତ ତୃତୀୟ ସ୍ଥାନରେ…

ନୂଆଦିଲ୍ଲୀ, ୨୩।୨ : ଦେଶରେ ଷ୍ଟାର୍ଟଅପ ପାଇଁ ଏକ ଉତ୍ତମ ପରିବେଶ ସୃଷ୍ଟି ହୋଇଛି। ସେଗୁଡ଼ିକୁ ମଜବୁତ କରିବା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରିଛନ୍ତି। ଭାରତରେ ଷ୍ଟାର୍ଟଅପ କମ୍ପାନୀ ସଂଖ୍ୟା ପ୍ରତିବର୍ଷ ୧୦ ପ୍ରତିଶତ ହାରରେ ବୃଦ୍ଧି ହେବାରେ…

ଖିମ୍‌ଜୀ ପକ୍ଷରୁ ‘ଗୋ ଗ୍ରୀନ୍‌’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୨୨।୨ ରାଜ୍ୟର ପ୍ରମୁଖ ଅଳଙ୍କାର ବ୍ରାଣ୍ଡ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଫଳରେ ପ୍ରତିଷ୍ଠାନ ଏକ ‘ପରିଷ୍କାର ସ୍ମାର୍ଟ ସିଟି’ ଆଡ଼କୁ ଆଉ ଏକ ଛୋଟ ପଦକ୍ଷେପ ସହ ଏହାର କର୍ମଚାରୀମାନଙ୍କ ପାଇଁ ଇ-ଯାନ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?