ବାଣିଜ୍ୟ

ଅଭିବୃଦ୍ଧିକୁ ଆଗେଇନେବା ପାଇଁ ଅର୍ଥମନ୍ତ୍ରୀଙ୍କ ଆହ୍ବାନ

ନୂଆଦିଲ୍ଲୀ,୬ା୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଭାରତୀୟ କମ୍ପାନୀଗୁଡିକୁ ଦେଶର ଅଭିବୃଦ୍ଧିକୁ ଆଗେଇ ନେବା ପାଇଁ ସେମାନଙ୍କର ଭଣ୍ଡାର(ପର୍ସ) ଖୋଲିବାକୁ ଆହ୍ବାନ କରିଛନ୍ତି। ସେହିଭଳି ଇଣ୍ଡିଆ ଇଙ୍କ୍‌ଗୁଡିକୁ ଚଳିତ ବଜେଟରେ ପ୍ରକାଶିତ ଘୋଷଣାର ସୁଯୋଗ ନେବାକୁ ଏବଂ କ୍ୟାପେକ୍ସକୁ ଶୀଘ୍ର ବୃଦ୍ଧି…

ତୈଳବୀଜ ମହଜୁଦ ଉପରେ ସରକାରଙ୍କ କଟକଣା

ଭୁବନେଶ୍ୱର,୬ା୨: ଗତ କିଛି ମାସ ହେବ ବିଭିନ୍ନ କାରଣ ଯୋଗୁ ଦେଶରେ ଖାଇବା ତେଲ ଦର ବୃଦ୍ଧି ଘଟିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଖାଇବାତେଲ ଏବଂ ତୈଳବୀଜ ସାମଗ୍ରୀ ମହଜୁଦ ଉପରେ କଟକଣା ଜାରି କରିଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀକୁ…

ବନ୍ଦ ପଲିସିକୁ ପୁନଃ ଆରମ୍ଭ ସୁଯୋଗ ଦେଲା ଏଲ୍‌ଆଇସି

ଭୁବନେଶ୍ୱର,୬ା୨: ବନ୍ଦ ହୋଇପଡ଼ିଥିବା ବୀମାଗୁଡ଼ିକର ପୁନଃ ଆରମ୍ଭ ପାଇଁ ପଲିସିଧାରୀଙ୍କୁ ଆଉ ଏକ ସୁଯୋଗ ପ୍ରଦାନ କରୁଛି ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)। କୋଭିଡ୍‌ ମହାମାରୀ ଯୋଗୁ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଥିବା ବୀମାଧାରୀଙ୍କୁ କ୍ରମାଗତ ରିସ୍କ କଭର ପାଇଁ…

ଇ-ଶ୍ରମ ପୋର୍ଟାଲରେ ୨୫ କୋଟି ଶ୍ରମିକଙ୍କ ପଞ୍ଜିକରଣ…

ନୂଆଦିଲ୍ଲୀ, ୫।୨ : ଇ-ଶ୍ରମ ପୋର୍ଟାଲରେ ଦେଶର ୨୫ କୋଟି ଶ୍ରମିକ ପଞ୍ଜିକରଣ କରିଛନ୍ତି। ଶ୍ରମିକ ପଞ୍ଜିକରଣ କ୍ଷେତ୍ରରେ ମଧ୍ୟପ୍ରଦେଶ ଆଗରେ ରହିଛି। ଏହା ପଛକୁ ଦ୍ୱିତୀୟରେ ମହାରାଷ୍ଟ୍ର, ତୃତୀୟରେ ରାଜସ୍ଥାନ, ଚତୁର୍ଥରେ କର୍ନାଟକ ରହିଛି। ଶେଷରେ ଗୁଜରାଟ ରହିଛି। ବିଧାନସଭା…

ଅମ୍ବାନୀଙ୍କୁ କାଟିଲେ ଆଦାନୀ, ଜୁକରବର୍ଗ ପଡ଼ିଲେ ପଛରେ

ନୂଆଦିଲ୍ଲୀ,୪।୨: ଅମ୍ବାନୀଙ୍କୁ ପଛରେ ପକାଇଲେ ଆଦାନୀ। ଏବେ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ପାଲଟିଛନ୍ତି ସେ। ଫୋର୍ବସ ରିୟଲ୍‌ ଟାଇମ୍‌ ବିଲେନିୟର୍ସ ରିପୋର୍ଟ ତାଲିକାରେ ଗୌତମ ଅଦାନୀ ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ସ୍ଥାନିତ ହୋଇଛନ୍ତି। ଏଥିରେ ମୁକେଶ ଅମ୍ବାନୀ…

ବେଦାନ୍ତର ବାଲ୍‌କୋ ମେଡିକାଲ ସେଣ୍ଟର ସହ ଓଡ଼ିଶା ସରକାରଙ୍କ ରାଜିନାମା

ଭୁବନେଶ୍ୱର,୪।୨ କେନ୍ଦ୍ରୀୟ ଭାରତର ଜଣାଶୁଣା କ୍ୟାନ୍‌ସର ହସ୍ପିଟାଲ ବେଦାନ୍ତର ବାଲ୍‌କୋ ମେଡିକାଲ ସେଣ୍ଟର(ବିଏମ୍‌ସି) ସହ ଓଡ଼ିଶା ସରକାର ନିକଟରେ ଏକ ରାଜିନାମା ସ୍ବାକ୍ଷର କରିଛନ୍ତି। ଏହି ଅନୁସାରେ ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିକେଏସ୍‌ୱାଇ)ର କାର୍ଯ୍ୟକାରିତା ଠିକ୍‌ ଭାବେ…

ଜିଏସ୍‌ଟି ସଂଗ୍ରହରେ ଓଡ଼ିଶାର ୪୭% ଅଭିବୃଦ୍ଧ

କଟକ,୪।୨ ଦେଶର ବିକାଶ ପାଇଁ ଅର୍ଥନୀତିକୁ ସୁଦୃଢ଼ କରିବା ସହ ରାଷ୍ଟ୍ରର ଭିତ୍ତିଭୂମିକୁ ସଜାଡ଼ିବା ଲାଗି ଟିକସ ଆଦାୟକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି ଟିକସ ଆଦାୟର ନୂତନ ନିୟମାବଳୀ ଅନୁସାରେ ଦେଶର ସାମଗ୍ରୀ ଓ ସେବା ଶୁଳ୍କ (ଜିଏସ୍‌ଟି) ସଂଗ୍ରହ…

ଏଣିକି ଫେସବୁକ୍‌ରେ ସ୍କ୍ରିନ୍‌ସଟ୍‌ ନେଲେ ଧରାପଡିବେ

ନୂଆଦିଲ୍ଲୀ,୩।୨:ସୋସିଆଲ ମିଡିଆ ଜଗତରେ ଫେସବୁକ୍‌ ଏକ ଲୋକପ୍ରିୟ ଆପ୍‌। ଏହି ଆପ୍ଲିକେସନ ସାରା ବିଶ୍ୱରେ ଡିଜିଟାଲ ରିଭୋଲ୍ୟୁସନ ଆଣିବା ପାଇଁ କାମ କରିଛି। ଏହା ସାହାଯ୍ୟ ଆମେ ଅନେକ କିଛି ଜାଣିବାକୁ ପାଉଛେ। ଏହା ଛଡା ଯେତେ ଦୂରରେ ଥିଲେ ବି…

ଭିତ୍ତିଭୂମି ସୁଦୃଢ଼ ଦିଗରେ ସହାୟକ ହେବ କେନ୍ଦ୍ର ବଜେଟ

ବ୍ୟବସାୟ କରିବା କଷ୍ଟକର କୋଭିଡ୍‌ ଯୋଗୁ ବ୍ୟବସାୟ ଏକ ପ୍ରକାର କ୍ଷତିଗ୍ରସ୍ତ ହୋଇ ରହିଛି। ସେହିପରି ଦେଶର ଅର୍ଥନୀତି ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ରାସ୍ତାକୁ ଆସିପାରିନାହିଁ। ଏଭଳି ସମୟରେ ଲୋକଙ୍କ ନିଯୁକ୍ତି ଚାଲିଯାଇଥିବା ବେଳେ କ୍ରୟଶକ୍ତି ମଧ୍ୟ କମିଛି। ସେହିପରି ଅଫ୍‌ଲାଇନ…

ବୈଦ୍ୟୁତିକ ବିକଳ୍ପ ଡିଜିଟାଲ ମୁଦ୍ରା

ନୂଆଦିଲ୍ଲୀ, ୩ା୨: ସମ୍ପ୍ରତି ସାରା ବିଶ୍ୱ ଡିଜିଟାଲାଇଜେଶନ ମୁହଁ। ହୋଇଥିବାବେଳେ ଅତ୍ୟାଧୁନିକ ଜ୍ଞାନକୌଶଳ ଓ ପ୍ରଯୁକ୍ତିବିଦ୍ୟା ପ୍ରତ୍ୟେକ କାର୍ଯ୍ୟକୁ ଆହୁରି ସହଜ କରିବାରେ ଲାଗିଛି। ନଗଦ କାରବାର କମିବା ସହ ଅନ୍‌ଲାଇନ ଟ୍ରାଞ୍ଜାକଶନର ଚାହିଦା ବଢ଼ିଛି। ଏହି କ୍ରମରେ ମଣିଷର ଆବଶ୍ୟକତା…

କ୍ରିପ୍ଟୋ: ସ୍ବତନ୍ତ୍ର ଆଇଟି ରିଟର୍ନ ସ୍ତମ୍ଭ ରହିବ

ନୂଆଦିଲ୍ଲୀ, ୩ା୨ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ୨୦୨୨-୨୩ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ ବେଳେ ଡିଜିଟାଲ ମୁଦ୍ରା ଓ କ୍ରିପ୍ଟୋକରେନ୍ସି ଉପରେ ବିବରଣୀ ପ୍ରଦାନ କରିଥିଲେ। ଏହାପରଠୁ ଭାରତର ଡିଜିଟାଲ ମୁଦ୍ରାର ରୂପରେଖ ଏବଂ ଅନ୍‌ଲାଇନରେ ଚାଲିଥିବା…

ଶସ୍ତା-ମହଙ୍ଗା…

ନୂଆଦିଲ୍ଲୀ, ୧।୨ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଚତୁର୍ଥ ଥର ପାଇଁ ମଙ୍ଗଳବାର ବଜେଟ ଉପସ୍ଥାପନ କରିବାକୁ ପାର୍ଲାମେଣ୍ଟକୁ ଆସିଥିଲେ। ବାଦାମୀ ରଙ୍ଗର ଶାଢ଼ି ପିନ୍ଧି ସେ ପୂର୍ବାହ୍ନ ୧୧ଟାରେ ଟାବଲେଟ୍‌ରୁ ଦ୍ୱିତୀୟଥର କାଗଜବିହୀନ ବଜେଟ ପାଠ କରିବା ଆରମ୍ଭ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?